ଅପରାଧ

ଯନ୍ତ୍ରୀଙ୍କୁ ଉଠବସ କରିବା ଘଟଣା ମହଙ୍ଗା ପଡ଼ିଲା : ଗିରଫ ହେଲେ ପାଟଣାଗଡ଼ ବିଧାୟକ ସରୋଜ ମେହେର

ବଲାଙ୍ଗୀର ଅଫିସ,୨୪ା୬: ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠବସ କରିବା ଘଟଣା ପାଟଣାଗଡ଼ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ଏହି ଦବଙ୍ଗଗିିରି ପାଇଁ ବିଧାୟକ ସରୋଜ ମେହେରଙ୍କୁ ସୋମବାର ପୋଲିସ ଗିରଫ କରିଛି। ଗିରଫ କରାଯିବା ପରେ ତାଙ୍କୁ ଏଡିଜେଙ୍କ...

୫ବର୍ଷର ଶିଶୁପୁତ୍ରଙ୍କୁ ହତ୍ୟା କଲେ ପିତା

ସୁନ୍ଦରଗଡ଼,୨୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲାର ବନ୍ଧମୁଣ୍ଡା ଥାନା ଆର୍‌ଏସ କଲୋନୀରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବାପା ନିଜ ୫ ବର୍ଷର ପୁଅଙ୍କୁ ଛୁରୀ ଭୁଷି ହତ୍ୟା କରିବା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଏହା ଚାଞ୍ଚଲ୍ୟ...

ଡକାୟତି ଯୋଜନା ପଣ୍ଡ : ରିଭଲଭର ଜବତ, ୩ ଗିରଫ

ଚୌଦ୍ୱାର, ୨୩ା୬(ଡି.ଏନ୍‌.ଏ.) : ଚୌଦ୍ୱାର ପୋଲିସ ୩ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ଗୋଟିଏ ଦେଶୀ ରିଭଲଭର ଓ ହୋଣ୍ଡା ଆକ୍ଟିଭା ଗାଡ଼ି ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚୌଦ୍ୱାର ତଳବଜାର ଡେଲ୍‌ଟା...

ଭୁବନେଶ୍ୱର କାର୍ଯ୍ୟାଳୟରେ ପାସ୍‌ପୋର୍ଟ କେଳେଙ୍କାରୀ: ନକଲି ପାସ୍‌ପୋର୍ଟରେ ସୌଦି ପଳାଇଛନ୍ତି ସନ୍ଦିଗ୍ଧ; ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ଙ୍କ ଲିଙ୍କ୍‌ ସନ୍ଦେହ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଅସଲି ନମ୍ବରରେ ନକଲି ପାସ୍‌ପୋର୍ଟ। ଭୁବନେଶ୍ୱର ପାସ୍‌ପୋର୍ଟ ଅଫିସରେ ହୋଇଛି ଏଭଳି କେଳେଙ୍କାରୀ। ଉକ୍ତ ନକଲି ପାସ୍‌ପୋର୍ଟରେ ଉତ୍ତର ପ୍ରଦେଶର ଜଣେ ମୁସଲିମ୍‌ ବ୍ୟକ୍ତି ସୌଦି ଆରବ ପଳାଇଥିବାବେଳେ ଅସଲ ପାସ୍‌ପୋର୍ଟଧାରୀ ଭୁବନେଶ୍ୱରର ବିମ୍ବାଧର ସାହୁ ରିନ୍ୟୁ...

ବାରକୋଟରୁ କଲରାପତରିଆ ବାଘ ଚମଡ଼ା ଜବତ ଘଟଣା: ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟରୁ କଲରାପତରିଆ ବାଘ ଚମଡ଼ା ର଼୍ୟାକେଟ୍‌ ଧରାପଡ଼ିବା ଘଟଣାରେ କ୍ରାଇମବ୍ରାଞ୍ଚ ୩ ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଇଛି। ପରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ସବ୍‌ ଇନ୍ସପେକ୍ଟର ନଳିନୀକାନ୍ତ ଦାସ ଅଭିଯୁକ୍ତମାନଙ୍କୁ ଧରି ବିଭିନ୍ନ ସ୍ଥାନରେ ଚଢ଼ାଉ...

ଟ୍ରାକ୍ଟର ଧକ୍କାରେ ପୁତୁରା ମୃତ, ଦାଦା ଗୁରୁତର

ଦାରିଙ୍ଗବାଡ଼ି,୨୧।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସୁଲୁମାହା ଘାଟିରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଟ୍ରାକ୍ଟର ଧକ୍କାରେ ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକ ଦାଦା ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଥାନା ଶ୍ରାନିକେତା ପଞ୍ଚାୟତ ଡବୁଲମାହା...

ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଛି । ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଧ୍ରୁବଙ୍କ ମୃତ୍ୟୁ ଘଟିଛି ନା...

ଗୁଣିଗାରେଡ଼ି ସନ୍ଦେହରେ ଡବଲ ମର୍ଡର

ଆମ୍ବାଦୋଳା,୨୧।୬(ଡ଼ି.ଏନ.ଏ)- ରାୟଗଡ଼ା ଜିଲା ଆମ୍ବାଦୋଳା ଥାନା ଅନ୍ତର୍ଗତ ସୁକଲାଭଟା ଗ୍ରାମରେ ଗୁରୁବାର ଗୁଣି ଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି । ମୃତକ ଦ୍ୱୟ ହେଲେ ମକର ନାଏକ (୫୫) ଓ କରୁଣା ନାଏକ(୪୫) । ଏହି ଘଟଣାରେ ପୋଲିସ...

ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ

ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍‌) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କାଳିଆପଲ୍ଲୀର ପାଣୁ ମଲ୍ଲିକ (୫୦)। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଭଞ୍ଜନଗର-ଆସିକା...

ନାବାଳିକାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ, ୨୧।୬ – ୧୨ ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭବତୀ ମାମଲାର ବିଚାର କରି ଭଦ୍ରକ ସ୍ବତନ୍ତ୍ର ଅଦାଲତ ତଥା ଅତିରିକ୍ତ ଦୌରାଜଜ୍‌ ପ୍ରଣତି ସାହା ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଣି କରିଛନ୍ତି। ଶିଶୁ ଯୌନ ଉତ୍ପୀଡ଼ନ...

୪ ହାଇଓ୍ବେ ଲୁଟେରା ଗିରଫ

ଭୁବନେଶ୍ୱର, ୨୧।୬(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କୁ ମାଡ଼ ମାରି ଟଙ୍କା ଓ ସାମଗ୍ରୀ ଲୁଟପାଟ କରୁଥିବା ୪ ହାଇଓ୍ବେ ଲୁଟେରାଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ...

ଟ୍ରେନ୍‌, ଷ୍ଟେଶନରେ ବଢୁଛି ଚୋରି, ଲୁଟ୍‌: ୪୪ ମୋବାଇଲ୍‌ ଜବତ, ୫ ଗିରଫ

ଜଟଣୀ,୨୦ା୬(ଡି.ଏନ.ଏ.): ଟ୍ରେନ୍‌ରୁ ଯାତ୍ରୀଙ୍କଠାରୁ ମୋବାଇଲ୍‌ ଲୁଟ୍‌ କରିବା ଘଟଣାରେ ୫ ଅଭିଯୁକ୍ତଙ୍କୁ ଖୋର୍ଦ୍ଧାରୋଡ଼ ଜିଆର୍‌ପି ଓ ଆର୍‌ପିଏଫ୍‌ ଗିରଫ କରିଛନ୍ତି। ଏଥିରେ ୨ ଅଭିଯୁକ୍ତ ରହିଥିବା ବେଳେ ଚୋରି ମୋବାଇଲ୍‌ ରଖିଥିବା ୩ ଅଭିଯୁକ୍ତଙ୍କୁ ଗିରଫ ପରେ ଗୁରୁବାର କୋର୍ଟ...

Advertisement


Archives

Model This Week

Why Dharitri