ଅପରାଧ

ଦେବଗଡ଼ରେ ମାତିଛନ୍ତି ହନୁମାନ ପଇସା ବେପାରୀ: ଦୁଇ ଦିନରେ ୨ଜଣଙ୍କୁ ବାନ୍ଧିଲାଣି ପୋଲିସ

ଦେବଗଡ଼,୧୫।୯(ଡି.ଏନ୍‌.ଏ.): ଦେବଗଡ଼ ଥାନା ଝାଡ଼େଶ୍ୱର ମନ୍ଦିର ନିକଟରେ ୨ ଲକ୍ଷ ଟଙ୍କାରେ ଗୋଟିଏ ହନୁମାନ ପଇସା ଡିଲ୍‌ ହେଉଥିବା ଖବର ପାଇ ଜିଲା ପୋଲିସର ସ୍ପେଶାଲ ଟିମ୍‌ ଚଢାଉ କରିଥିଲା । ଚଢାଉ ସମୟରେ ଢେଙ୍କାନାଳ ଜିଲା ଭୂବନ ଥାନା ଡଙ୍ଗାଘାଟ…

ଶ୍ୱେତା ଆତ୍ମହତ୍ୟା ମାମଲା: ବୟଫ୍ରେଣ୍ଡଙ୍କୁ ଡାକି ପୋଲିସର ପଚରାଉଚରା

ଭୁବନେଶ୍ୱର,୧୫ା୯(ବ୍ୟୁରୋ): ରାଜଧାନୀରେ ବହୁ ଚର୍ଚ୍ଚିତ ସଫ୍ଟଓ୍ବେୟାର ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାକୁ ମାସେ ପୂରଣ ହେବାକୁ ବସିଥିବା ବେଳେ ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଶ୍ୱେତାଙ୍କ ମୃତ୍ୟୁ ପାଇଁ ପୂର୍ବରୁ ପରିବାର ଲୋକେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଦାୟୀ କରି…

ଚନ୍ଦୁ ହତ୍ୟା ମାମଲା: ଗଞ୍ଜାମରୁ ଅଭିଯୁକ୍ତ ରଞ୍ଜୁ, ଦ୍ୱିତୀୟ ସ୍ବାମୀ କାହ୍ନା ଗିରଫ

ଭୁବନେଶ୍ୱର, ୧୫।୯ (ବ୍ୟୁରୋ) : ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ନାରାୟଣ ବସ୍ତିର ପି. ସୁବ୍ରତ ରାଓ ଓରଫ ଚନ୍ଦୁ ହତ୍ୟା ମାମଲାରେ କମିଶନରେଟ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତା ରଞ୍ଜୁ ନାୟକ (୨୯) ଓ ତାଙ୍କ…

ହନୁମାନ ପଇସା ଜବତ, ଜଣେ ଗିରଫ

ଦେବଗଡ଼,୧୪ା୯(ଡି.ଏନ୍‌.ଏ.): ରିଆମାଳ ଥାନା କତ୍ରାପାଲି ଛକ ନିକଟରେ ହନୁମାନ ପଇସା ଡିଲ୍‌ ହେଉଥିବା ଖବର ପାଇଥିଲା ପୋଲିସ। ୫ ଲକ୍ଷ ଟଙ୍କାରେ ୨ଟି ହନୁମାନ ପଇସା ବିକ୍ରି ପାଇଁ ଉଦ୍ୟମ ହେଉଥିବା ବେଳେ ଜିଲା ପୋଲିସର ସ୍ପେଶାଲ ସ୍କ୍ବାଡ ଗ୍ରାହକ ସାଜି…

ବସ୍ତା ବିଧାୟକଙ୍କୁ ହତ୍ୟା ଧମକ

ବସ୍ତା,୧୩।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ନିର୍ବାଚନମଣ୍ଡଳୀ ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ହତ୍ୟା ଧମକ ମିଳିଛି। ଏହି ଖବର ପ୍ରଚାରିତ ହେବା ପରେ ସାରା ଜିଲାରେ ଏହା ଚର୍ଚ୍ଚା ବିଷୟ ପାଲଟିଛି। ଏ ସଂକ୍ରାନ୍ତରେ ବିଧାୟକ ସାହୁ ଏସ୍‌ପି ସୁଧାଂଶୁ ମିଶ୍ରଙ୍କୁ ଅବଗତ…

ଗୋଟିଏ ରାତିରେ ବିଦ୍ୟାଳୟ ସମେତ ୫ ଦୋକାନରୁ ଚୋରି

ସିମୁଳିଆ,୧୧ା୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ମଇତାପୁର ପଞ୍ଚାୟତର ଝାଟିଆ ନୋଡାଲ ବିଦ୍ୟାଳୟର ଅଫିସ ତାଲା ଭାଙ୍ଗି ବିଭିନ୍ନ ରେକର୍ଡପତ୍ର ସମେତ ୧୫ଶହ ଟଙ୍କା ଚୋରି ହୋଇଛି। ଏହା ବ୍ୟତୀତ ଦୁର୍ବୃତ୍ତମାନେ ବିଭିନ୍ନ ଶ୍ରେଣୀ ଗୃହ, ରୋଷେଇ ଘର ଓ…

ବୃଦ୍ଧାଙ୍କୁ ହତ୍ୟା କରି ସୁନା ଅଳଙ୍କାର, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି କଲେଜ ଛକ ନିକଟ ଗଡ଼ସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ବୃଦ୍ଧାଙ୍କୁ ଶୋଇଥିବା ଅବସ୍ଥାରେ ହତ୍ୟାକରି ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି ସୁନା ଅଳଙ୍କାର ଓ ନଗଦ ଟଙ୍କା।…

ଗାଁ ଦାଣ୍ଡରେ ପଡ଼ିଛି ଯୁବକଙ୍କ ମୃତଦେହ

ବଲାଙ୍ଗୀର ଅଫିସ, ୧୧।୯- ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନପାଲି ଗାଁ ଦାଣ୍ଡରେ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ସେହି ଗାଁର କୁମ୍ଭାର ଗଳିରେ ରହୁଥିବା ସୁରେଶ ଭୁଏ…

ଜେଲ୍‌ରୁ ମୁକୁଳିବାକୁ ବାହା ହେଲେ, ପରେ ତଡ଼ିଦେଲେ

ବେତନଟୀ, ୧୧ା୯ (ସ୍ବ.ପ୍ର.): ବଳାତ୍କାର ମାମଲାରେ ଛନ୍ଦିହୋଇ ଜେଲ୍‌ ଯିବା ପରେ ମାମଲାରୁ ମୁକୁଳିବାକୁ ବିବାହ କଲେ। ପରେ ପୁଣି ଅଧିକ ଯୌତୁକ ନିର୍ଯାତନା ଦାବି କରି ମହିଳାଙ୍କୁ ଘରୁ ତଡ଼ିଦେଲେ। ପୋଲିସ ଅଭିଯୁକ୍ତ ଶାଶୁଙ୍କୁ ଗିରଫ କରିଥିବା ବେଳେ ସ୍ବାମୀ…

ସବ୍‌ଜେଲ ସମ୍ମୁଖରୁ କଫ୍‌ସିରପ୍‌ ବୋଝେଇ ଅଟୋ ଜବତ: ୨ ଗିରଫ

ବରଗଡ଼ ଅଫିସ,୧୦ା୯: ବରଗଡ଼ ଟାଉନ ଥାନା ପୋଲିସ ଶନିବାର ବିପୁଳ ପରିମାଣରେ କଫ୍‌ସିରପ୍‌ ଜବତ କରିଛି। ବରଗଡ଼ ସହରକୁ ଏକ ଅଟୋ ଯୋଗେ ଚାଲାଣ ହେଉଥିବା ବେଳେ ସ୍ଥାନୀୟ ସବ୍‌ଜେଲ୍‌ ସମ୍ମୁଖରୁ କଫ୍‌ସିରପ୍‌ ବୋଝେଇ ଅଟୋକୁ ପୋଲିସ ଜବତ କରିଛି। ସେହିପରି…

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା, ସ୍ବାମୀ ଗିରଫ

ଯାଜପୁର ଟାଉନ,୯ା୯(ଡି.ଏନ.ଏ.): ଯାଜପୁର ଟାଉନ ଥାନା ଅନ୍ତର୍ଗତ ବୃନ୍ଦାବନପୁର ଗ୍ରାମରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରିବା ସହ ତାଙ୍କ ସ୍ବାମୀ ବିଶ୍ୱଜିତ ରଥଙ୍କୁ ଗିରଫ କରି କୋର୍ଟଚାଲାଣ…

ଜମି କିଣାଇଦେବା ନାଁରେ ୧୭ ଲକ୍ଷ ଠକେଇ: ୧୧ ମାସ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୯।୯(ବ୍ୟୁରୋ): ଜମି କିଣାଇଦେବା ନାଁରେ ୧୭ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ଅଭିଯୋଗରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ଜଣେ ଦଲାଲଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ପଶ୍ଚିମବଙ୍ଗରେ ରହୁଥିବା କଟକ ଜିଲା ମାହାଙ୍ଗା ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri