ଅପରାଧ

ଇରାନୀଙ୍କ ମାୟାଜାଲରେ ଫସିଛନ୍ତି ବଡ଼ବଡ଼ିଆ

ଭୁବନେଶ୍ୱର,୧୫।୯(ସତ୍ୟଜିତ୍‌ ରାଉତ): ଡାକ୍ତରଙ୍କୁ ହନିଟ୍ରାପ୍‌ ମାୟାଜାଲରେ ଫସାଇ ଲୁଟିବା ମାମଲାରେ ତମାଣ୍ଡୋ ଥାନା ପୋଲିସ ଦ୍ୱାରା ଗିରଫ ହୋଇଥିବା ଇରାନୀ ପାତ୍ର, ତାଙ୍କ ସ୍ବାମୀ ଏବଂ ସହଯୋଗୀଙ୍କ ସମ୍ପର୍କରେ ବହୁ ଗୁମର ଖୋଲିବାରେ ଲାଗିଛି। ଅର୍ଚ୍ଚନା ନାଗଙ୍କ ଭଳି ଇରାନୀ ଜଣେ…

ବଢୁଛି ବ୍ରାଉନସୁଗାର ବ୍ୟବସାୟ

ଯାଜପୁର ଟାଉନ,୧୫ା୯(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଦିନକୁ ଦିନ ଯାଜପୁର ସହର ଏବଂ ଏହାର ଉପକଣ୍ଠ ଅଞ୍ଚଳରେ ବ୍ରାଉନସୁଗାର ବ୍ୟବସାୟ ବଢ଼ିବାରେ ଲାଗିଛି। କେତେଜଣ ବେକାର ଯୁବକ ରାଜନୈତିକ ବ୍ୟକ୍ତିଙ୍କୁ ଢାଲ କରି ଏହି କାରବାର ଚଳାଉଛନ୍ତି। ଅବକାରୀ ବିଭାଗ ଓ ପୋଲିସ…

ପୂର୍ବତନ ସରପଞ୍ଚ, ଗ୍ରାମରକ୍ଷୀଙ୍କୁ ହତ୍ୟା କରି କୂୂଅରେ ଫିଙ୍ଗିଦେଲେ

ହାଟଡିହୀ,୧୪ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ମୟୂରନଚା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଉଭୟ ସ୍ତ୍ରୀ ଏବଂ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ରମ୍ଭାମଣି ପାତ୍ର (୪୦) ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ୨୦୧୭-୨୦୨୨…

ବିଷ ପିଇ ଜୀବନ ହାରିଲେ ମା-ପୁଅ

କୋଚିଂ,୧୦ା୯: କୋଚିଂ ସହର କୋଟାରେ ପୁଣି ଥରେ ଦୁଇଜଣ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ଏଠାରେ ଥିବା ବୋରଖେଡ଼ା ଥାନା ଅନ୍ତର୍ଗତ ଏକ ବହୁ ମହଲା କୋଠାରେ ରହୁଥିବା ମା’ ଏବଂ ପୁଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଆଶ୍ଚର୍ଯ୍ୟର…

ଛେଳି ଚୋରି କରି ୩ ଗିରଫ

ଚିତ୍ରକୋଣ୍ଡା,୯ା୯(କ୍ଷୀରୋଦ ବେହେରା): ଛେଳି ଚୋରି କରି ତିନି ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ତିନି ଜଣ ଫେରାର ହୋଇଯାଇଛନ୍ତି। ମିଳିଥିବା ସୂଚନାନୁଯାୟୀ, ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଦୋରାଗୁଡା ପଞ୍ଚାୟତ ଅନ୍ତର୍ଭୁକ୍ତ ଆର୍‌ଏସ୍‌ସି-୩ ନମ୍ବର ଗ୍ରାମର ସୁକୁ ଜାନିଙ୍କର ଛେଳି…

ଜଣେ ବ୍ୟକ୍ତିଙ୍କୁ ମିଳିଛି ୧୧,୦୦୦ ବର୍ଷର କାରାଦଣ୍ଡ, ଜାଣନ୍ତୁ କ’ଣ ଥିଲା ତାଙ୍କ ଅପରାଧ

ଅଙ୍କରା,୯।୯: ଜଣେ ବ୍ୟକ୍ତିଙ୍କୁ ତୁର୍କୀର ଏକ ଅଦାଲତ ୧୦ କି ୧୨ ବର୍ଷ ନୁହେଁ ବରଂ ୧୧୦୦୦ ବର୍ଷର କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ବ୍ୟକ୍ତିଜଣଙ୍କ ହେଉଛନ୍ତି ଫାରୁକ୍‌ ଫାତିହ ଓଜର। ସେ ଜଣେ ହାଇସ୍କୁଲ ଡ୍ରପ୍‌ଆଉଟ୍‌ ହୋଇଥିବା ବେଳେ କ୍ରିପ୍ଟୋକରେନ୍ସି ଏକ୍ସଚେଞ୍ଜ…

ବିବାହିତା ମହିଳାଙ୍କୁ ବ୍ଲାକ୍‌ମେଲିଂ କରି କରୁଥିଲେ ବଳାତ୍କାର; ଯୁବକଙ୍କୁ ବାନ୍ଧିଲା ପାଟଣା ପୋଲିସ

ପାଟଣା,୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗ ରେ ପାଟଣା ପୋଲିସ ବୁଧବାର ୩୫ ବର୍ଷୀୟ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକଜଣଙ୍କ ହେଉଛନ୍ତି…

ବାଲୁଗାଁ ଅବକାରୀ ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନୟାଗଡ଼,୭।୯ (ଲୋକନାଥ ମିଶ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲା ବାଲୁଗାଁ ଅବକାରୀ ଏଏସ୍‌ଆଇଙ୍କ ନୟାଗଡ଼ ପୁରୁଣା ସହର ଶଗଡିଆ ସାହିସ୍ଥ ବାସଭବନ, ବାଲୁଗାଁ ଭଡ଼ା ଘର ସମେତ କାର୍ଯ୍ୟାଳୟରେ ଗୁରୁବାର ଚଢ଼ାଉ…

ଫିଲ୍ମ ଷ୍ଟାଇଲ୍‌ରେ କରିଥିଲେ ଅପହରଣ, ଧରାପଡ଼ିଲେ ୧୦ ଅଭିଯୁକ୍ତ

କୋଟଗଡ଼,୬ା୯(ସରୋଜ ବଳିୟାରସିଂ): ଫିଲ୍ମ ଷ୍ଟାଇଲ୍‌ରେ ଆସି ଦୁଇ ଜଣଙ୍କୁ ଅପହରଣ କରିନେଇଥିଲେ। ଏହି ଅଭିଯୋଗରେ ୧୦ ଅପହରଣକାରୀଙ୍କୁ ବୁଧବାର ଗିରଫ କରିଛି ବାଲିଗୁଡ଼ା ପୋଲିସ। ଏଥିସହିତ ଅପହରଣରେ ବ୍ୟବହୃତ ଗୋଟିଏ ବୋଲେରୋ ଓ ଗୋଟିଏ ଇନୋଭା କାର୍‌କୁ ମଧ୍ୟ ଜବତ କରିଥିବା…

ଅପହରଣ ଉଦ୍ୟମ ବେଳେ ନାବାଳକ ଉଦ୍ଧାର

ଦେବଗଡ଼, ୫।୯ (ଶଶାଙ୍କ ଶେଖର ଝାଙ୍କର ): ଜଣେ ନାବାଳକଙ୍କୁ ଅପହରଣ ଉଦ୍ୟମ ବେଳେ କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ଅନ୍ତର୍ଗତ କଣ୍ଟାବାହାଳ ଗ୍ରାମରୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ନାବାଳକ ଜଣକ ଦେବଗଡ଼ ଥାନା ବିଜୟନଗର ଉଚ୍ଚ ବିଦ୍ୟାଳୟର ନବମ…

ସାବଧାନ! ଛତିଶଗଡ଼ରୁ ଓଡ଼ିଶା ଆସୁଛି ଜାଲ୍‌ ନୋଟ୍‌

ଭୁବନେଶ୍ୱର,୪ା୯(ସତ୍ୟଜିତ୍‌ ରାଉତ): ଛତିଶଗଡ଼ରୁ ଓଡ଼ିଶା ଆସୁଛି ଜାଲ୍‌ ନୋଟ୍‌। ସାରା ରାଜ୍ୟକୁ ବ୍ୟାପିଛି ଏହି ର଼୍ୟାକେଟର ଚେର। ବାରମ୍ବାର ଚଢ଼ାଉ ଓ ବିପୁଳ ଜାଲ୍‌ ନୋଟ୍‌ ଜବତ ହେଉଥିଲେ ମଧ୍ୟ ଏହି ବେଆଇନ କାରବାର ବନ୍ଦ ହୋଇପାରୁନାହିଁ। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ…

ମହିଳାଙ୍କୁ ଛୁରିରେ ଆକ୍ରମଣ: ଅଭିଯୁକ୍ତଙ୍କୁ ପିଟିପିଟି ମାରିଦେଲେ ସମ୍ପର୍କୀୟ, ୪ ଅଟକ

କୋରୁକୋଣ୍ଡା,୩୧ା୮(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅନ୍ତର୍ଗତ ଚିନ୍ତଲବାଡ଼ା ପଞ୍ଚାୟତ ମାଝିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଜଣେ ବ୍ୟକ୍ତିଙ୍କୁ ପିଟିପିଟି ମାରିଦେବା ସହ ଶେଷରେ ଗଛରେ ଟାଙ୍ଗି ଦେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?