ଅପରାଧ

ଗାଁ ଦାଣ୍ଡରେ ପିଟି ପିଟି ସ୍ତ୍ରୀଙ୍କୁ ମାରିଦେଲେ ସ୍ବାମୀ

ହିଞ୍ଜିଳିକାଟୁ,୨୦ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମହିରକଣା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ଦାଣ୍ଡରେ ସ୍ତ୍ରୀଙ୍କୁ ଅତି ନିର୍ମମ ଭାବେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ମୃତ ମହିଳା ଜଣକ ହେଲେ ଅନୀତା ନାଇକ (୨୬) ।…

ହନୁମାନଙ୍କ ମୂର୍ତ୍ତି ନେଇଗଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୧୯ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିରେ ପୁଣି ଏକ ମନ୍ଦିରରୁ ଚୋରି। ରେଲଓ୍ବେ ଷ୍ଟେଶନ ନିକଟସ୍ଥ ସିଦ୍ଧ ମହାବୀର ମନ୍ଦିରରୁ ଅଷ୍ଟଧାତୁରେ ନିର୍ମିତ ହନୁମାନ ମୂର୍ତ୍ତି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଉକ୍ତ ମନ୍ଦିରର ପ୍ରାୟ ୧୮ କିଲୋ…

ମା’ ସମ୍ମୁଖରେ ପୁଅଙ୍କୁ ଖଣ୍ଡାରେ ହାଣି ହତ୍ୟା ଘଟଣା: ପୋଲିସକୁ ଚାଞ୍ଚଲ୍ୟକର ତଥ୍ୟ ଦେଲେ ଅଭିଯୁକ୍ତ, ୪ ଗିରଫ

ବଲାଙ୍ଗୀର ଅଫିସ,୧୯ା୮: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ କ୍ୟାମ୍ପସ ପରିସରରେ ମଙ୍ଗଳବାର ସକାଳୁ ସୁଦପଡ଼ା ନିବାସୀ ଅଜୁ ଦୋରା (୨୫)ଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା । ପୋଲିସ ଏହି ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି।  ୨ ଅଭିଯୁକ୍ତ ଶୁକ୍ରବାର ସକାଳେ ହତ୍ୟାକାଣ୍ଡର…

୧୭ ବର୍ଷ ମଧ୍ୟରେ କଲେଣି ୬ ଥର ବିବାହ, ଏମିତି କାହାଣୀ ଶୁଣି ପୋଲିସ ଆଶ୍ଚର୍ଯ୍ୟ

ପାଟନା, ୧୮ା୮: ଫିଲ୍ମରେ ଅଭିନେତା ଅନେକ ମହିଳାଙ୍କୁ ବିବାହ କରୁଥିବା ଦେଖିଥିବେ। ମାତ୍ର ବାସ୍ତବରେ ଏମିତି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ଏକ କିମ୍ବା ଦୁଇ ନୁହେଁ, ୬ ଥର ବିବାହ କରିଛନ୍ତି। ଏହି ବ୍ୟକ୍ତି ୨୦୦୫ରେ…

ମହିଳାଙ୍କୁ ବଳାତ୍କାର କରି ବନ୍ଧାହେଲେ ଲାଇନ୍‌ମ୍ୟାନ୍‌

ରମ୍ଭା,୧୮ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର ହୋଇଥିବା ନେଇ ଗୁରୁବାର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗ ପରେ ରମ୍ଭା ଥାନା ପୋଲିସ କେସ୍‌ ନଂ ୪୦୨/୨୨ରେ ମାମଲା ରୁଜୁ ସହ ବଳାତ୍କାରୀ ଅଭିଯୁକ୍ତଙ୍କୁ ଗିରଫ…

ଭିଜିଲାନ୍ସ ପଞ୍ଝାରେ ଲ୍ୟାମ୍ପ୍‌ସ ଏମ୍‌ଡି

କୋରାପୁଟ/ନାରାୟଣପାଟଣା,୧୭ା୮(ସ୍ବ.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ଆଲମଣ୍ଡା ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ଆର୍‌ ରାମକୃଷ୍ଣ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ଚାଷୀଙ୍କଠାରୁ ୩୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ବିଭାଗ କାବୁ କରିଛି। ଏଥିସହ ତାଙ୍କ…

ଭିଜିଲାନ୍ସ ଜାଲରେ ବାରକୋଟ ତହସିଲର ମୁଖ୍ୟ କିରାଣୀ

ଦେବଗଡ଼, ୧୬।୮(ଡି.ଏନ୍‌.ଏ.): ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଗିରଫ ହେଲେ ତହସିଲ ଅଫିସର ମୁଖ୍ୟ କିରାଣୀ। ଦେବଗଡ଼ ଜିଲା ବାରକୋଟ ତହସିଲର ମୁଖ୍ୟ କିରାଣୀ ରାଜ କିଶୋର କାଲୋ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ…

ବ୍ରାଉନସୁଗାର ବିକ୍ରି ପାଇଁ ଛିଡ଼ା ହୋଇଥିବା ବେଳେ ବାନ୍ଧିଲା ଅବକାରୀ ବିଭାଗ

ଢେଙ୍କାନାଳ ଅଫିସ,୧୬।୮: ଢେଙ୍କାନାଳ ଜିଲା ଅବକାରୀ ବିଭାଗ ମଙ୍ଗଳବାର ମଧ୍ୟାହ୍ନରେ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ୫୫ନଂ ଜାତୀୟ ରାଜପଥର ବଳଦିଆ ବନ୍ଧ ଛକରୁ ୩୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା…

ଏସ୍‌ଟିଏଫ୍‌-ପୋଲିର ମିଳିତ ଚଢ଼ାଉ: ୫ ପିସ୍ତଲ ଜବତ

ଢେଙ୍କାନାଳ ଅଫିସ,୧୬।୮: ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ଏବଂ ଢ଼େଙ୍ଗ ବରେଇ ଅଞ୍ଚଳରେ ମଙ୍ଗଳବାର ଏସ୍‌ଟିଏଫ୍‌ ଓ ସଦର ଥାନା ପୋଲିସ ମିଳିତ ଭାବେ ଚଢ଼ାଉ କରିଥିଲା। ଏଥିରେ ୫ଟି ପିସ୍ତଲ, ୬ ଅଫୁଟା ଗୁଳି, ଗୋଟିଏ ମୋବାଇଲକୁ ଜବତ…

ବୁଲେଟ୍‌ ଚୋରି କରି ମାଲିକଙ୍କୁ କାଙ୍ଗାଳ କରିଦେବାକୁ ଧମକ ଦେଉଛନ୍ତି ଦୁର୍ବୃତ୍ତ

ଗଞ୍ଜାମ,୧୩ା୮(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ଗୋଖରକୁଦା ଗ୍ରାମରୁ ଗତ ୧ ତାରିଖରେ ସୁରେନ୍ଦ୍ର ସାହୁଙ୍କ ଓଡି ୦୭ ଏଜେ ୧୭୮୧ ନମ୍ବର ବିଶିଷ୍ଟ ନୂଆ ବୁଲେଟ୍‌କୁ କେହି ଦୁର୍ବୃତ୍ତ ଚୋରି କରି ନେଇଯାଇଛନ୍ତି। ବୁଲେଟ ମାଲିକଙ୍କ ଅଭିଯୋଗ ପରେ ଗଞ୍ଜାମ ଥାନା…

ନାବାଳକଙ୍କୁ ପିଟିପିଟି ହତ୍ୟା: ୪ କୋର୍ଟ ଚାଲାଣ

ବଡ଼ବିଲ,୧୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ବାଲାଗୋଡ଼ାସ୍ଥିତ ମୁଣ୍ଡାସାହିରେ ଜଣେ ନାବାଳକଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଶନିବାର ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଲାଗୋଡ଼ା ମୁଣ୍ଡାସାହି ଅଞ୍ଚଳରେ ରହୁଥିବା…

ଗାଈକୁ ପିଟି ପିଟି ମାରି ମାଂସ ବିକ୍ରି କରୁଥିଲେ: ଜଣଙ୍କୁ ବାନ୍ଧିଲା ହରିଚନ୍ଦନପୁର ପୋଲିସ

କେନ୍ଦୁଝର,୧୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ପୋଲିସ ଶଗଡ଼ପଟା ପଞ୍ଚାୟତର ଖଡ଼ିବାହାଳୀ ଗ୍ରାମରେ ଏକ ଗାଈକୁ ପିଟି ପିଟି ମାରିଦେଇ ମାଂସ କାଟି ବିକିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ତାଙ୍କ ନାମ ଧର୍ମେନ୍ଦ୍ର ବାସ୍କେ ବୋଲି ଜଣାପଡିଛି। ତାଙ୍କଠାରୁ କଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri