ଅପରାଧ

ବାଇକ୍‌ ଲୁଟେରା ଗ୍ୟାଙ୍ଗ୍‌ ଧରାପଡ଼ିଲା

ଭୁବନେଶ୍ୱର(ବ୍ୟୁରୋ)/ଜଟଣୀ, ୧୨ା୮ (ଡି.ଏନ୍‌.ଏ.): ଜଟଣୀ, ଖୋର୍ଦ୍ଧା, ପୁରୀ, ଟାଙ୍ଗୀ ଓ ଭୁବନେଶ୍ୱର ଆଦି ସ୍ଥାନରୁ ଛିନ୍‌ତାଇ ଓ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି କମିଶନରେଟ୍‌ ପୋଲିସ। ଏକ ନମ୍ବରବିହୀନ ଗାଡ଼ିରେ ଯାଇ ଲୋକଙ୍କଠାରୁ ମୋବାଇଲ, ଭ୍ୟାନିଟ୍‌, ଟଙ୍କା ଆଦି…

ତଦନ୍ତରେ ଅସହଯୋଗ, ଶାଶୁଘର ଲୋକଙ୍କୁ ନୋଟିସ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ନବବଧୂ ପ୍ରଜ୍ଞାପାରମିତା ସ୍ବାଇଁଙ୍କ ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ। ଶାଶୁଘର ଲୋକଙ୍କ ନିର୍ଯାତନା ସହି ନ ପାରି ସେ ଆତ୍ମହତ୍ୟା କରିଥିବା ନେଇ ତାଙ୍କ ଭାଇ ଅଭିଯୋଗ କରିଥିଲେ। ଘଟଣାକୁ ୭ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ…

ସାଇବର ଥାନାର କାର୍ଯ୍ୟଦକ୍ଷତା ନେଇ ପ୍ରଶ୍ନ

ପୁରୀ ଅଫିସ,୧୧।୮: ପ୍ରଯୁକ୍ତିବିଦ୍ୟା ସହ ତାଳଦେଇ ନୂଆ ନୂଆ ତରିକାରେ ଆପରାଧିକ କାର୍ଯ୍ୟକଳାପ ହେଉଛି। ସାମାଜିକ ଗଣମାଧ୍ୟମରେ ବିଭିନ୍ନ ଲିଙ୍କ୍‌ ଓ କଲ୍‌ ଜରିଆରେ ସାଇବର ଠକମାନେ ଲୋକଙ୍କୁ ଲୁଟୁଛନ୍ତି। ଏଭଳି ସ୍ଥିତିରେ ରାଜ୍ୟ ସରକାର ସବୁ ଜିଲାରେ ସାଇବର ଥାନା…

ହତ୍ୟା ଅଭିଯୋଗ: ମାଟିତଳୁ ଖୋଳାହେଲା ମହିଳାଙ୍କ ମୃତଦେହ

ବାଲେଶ୍ୱର ଅଫିସ,୧୦ା୮: ବାଲେଶ୍ୱର ଜିଲା ସୋର ଥାନା ଗୋପୀନାଥପୁର ପଞ୍ଚାୟତ ବାଘ ଆମ୍ପୁଡ଼ା ଗାଁରେ ୩ ଦିନ ପରେ ମାଟିତଳୁ ବୁଧବାର ଖୋଳା ହୋଇଛି ମହିଳାଙ୍କ ଗଳିତ ମୃତଦେହ। ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ ହୋଇଥିବା ଶାଶୁଘର ଲୋକ କହି ପାଖ…

୭ ବର୍ଷ ବୟସରେ ଅପହରଣ, ୯ ବର୍ଷ ପରେ ଫେରିଲେ: ଭାବୁକ କରିବ ‘କେସ୍‌ ନଂ ୧୬୬’ର କାହାଣୀ

ବମ୍ବେ,୯।୮: କେସ୍‌ ନଂ ୧୬୬। ଏକ ୭ ବର୍ଷୀୟ ନାବାଳିକାର ନିଖୋଜ ହେବାର ଏହି ମାମଲା ଏବେ ଚର୍ଚ୍ଚାରେ। କାରଣ ବମ୍ବେର ଜଣେ ପୋଲିସ ଅଫିସର ନିଜ ଚାକିରିକାଳ ସମୟରେ ୧୬୫ ନିଖୋଜ ପିଲାଙ୍କୁ ଖୋଜିଥିଲେ ହେଁ ୧୬୬ ନଂ କେସ୍‌ରେ…

ଘର ସାମ୍ନାରୁ ବୋଲେରୋ ନେଇଗଲେ ଦୁର୍ବୃତ୍ତ

ବାଲିଗୁଡ଼ା,୮ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ମାତିଛନ୍ତି ଗାଡ଼ି ଚୋର। ରବିବାର ରାତିରେ ଏକ ବୋଲେରୋ ଚୋରି ହୋଇଥିବା ନେଇ ବାଲିଗୁଡ଼ା ଥାନାରେ ଏତଲା ଦେଇଛନ୍ତି ଗାଡ଼ିମାଲିକ ସୀମା ସାହୁ। ଏତଲାରୁ ପ୍ରକାଶ ଯେ, ବାଲିଗୁଡ଼ା ସହର ସୁନାପାଙ୍ଗା ସାହିରେ ନିଜ ଘର…

ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌ କରି ଖସି ପଳାଉଥିଲେ, ଧରି ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୮ା୮: ବାଲେଶ୍ୱର ଜିଲା ସୋର ଅନନ୍ତପୁର ରାସ୍ତା ପାଖ ଛକ ନିକଟରେ ବିଳମ୍ବିତ ରାତିରେ ଦୁଇଟି ବାଇକ୍‌ରେ ୩ ଜଣ ଯୁବକ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ୍‌ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ…

କୋଲକାତା ମ୍ୟୁଜିୟମ ଗୁଳିକାଣ୍ଡ ଘଟଣା: ୧୪ ଦିନ ପାଇଁ ହାଜତକୁ ଗଲେ ଓଡ଼ିଆ ଯବାନ

ଢେଙ୍କାନାଳ ଅଫିସ/ କାମାକ୍ଷାନଗର(ଡି.ଏନ୍‌.ଏ.),୮।୮: କେନ୍ଦ୍ରୀୟ କୋଲକାତାର ବ୍ୟସ୍ତବହୁଳ ପାର୍କଷ୍ଟ୍ରିଟ୍‌ ଅଞ୍ଚଳରେ ଥିବା ଇଣ୍ଡିଆନ ମ୍ୟୁଜିୟମ୍‌କୁ ଲାଗି ରହିଥିବା ବାରାକ୍‌ରେ ଗତ ଶନିବାର ସନ୍ଧ୍ୟାରେ ଘଟିଥିବା ଗୁଳିକାଣ୍ଡ ଘଟଣାର ଅଭିଯୁକ୍ତ ଜଣେ ଓଡ଼ିଆ ଯବାନ ବୋଲି ସ୍ପଷ୍ଟ ହୋଇଛି। ସେଣ୍ଟ୍ରାଲ୍‌ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି…

ବାଣିଜ୍ୟ କର ଓ ଜିଏସ୍‌ଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଅଫିସ,୮ା୮: ବାଣିଜ୍ୟ କର ଓ ଜିଏସଟି,କଟକର ଅତିରିକ୍ତ କମିଶନର ପୀୟୁଷ ପାଣିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ବ୍ୟାସନଗର,କଟକ, ଭୁବନେଶ୍ବର ସମେତ…

୧୦ ଆନ୍ତଃରାଜ୍ୟ ଡକାୟତ ଗିରଫ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଏସ୍‌ପି

ଭବାନୀପାଟଣା,୬ା୮(ସ୍ବ.ପ୍ର.): କଳାହାଣ୍ଡି ପୋଲିସ ଶନିବାର ଏକ ଡକାୟତି ଗ୍ୟାଙ୍ଗର ଫର୍ଦ୍ଦାଫାଶ କରିଛି। ଦୀର୍ଘମାସ ଧରି କଳାହାଣ୍ଡି ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଡକାୟତି କରି ପୋଲିସକୁ ଚକ୍‌ମା ଦେଇ ଖସି ପଳାଇବାରେ ସକ୍ଷମ ହୋଇ ଆସୁଥିଲେ ଏହି ଡକାୟତ ଦଳ। ଶେଷରେ…

ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ୨୦ ଭରି ସୁନା ସହ ଲୁଟିନେଲେ ନଗଦ ୨ ଲକ୍ଷ ଟଙ୍କା

ପାରଳାଖେମୁଣ୍ଡି,୬ା୮(ଡି.ଏନ୍‌.ଏ.): ଦିନ ଦ୍ୱିପ୍ରହରରେ ଜନଗହଳି ପୂର୍ଣ୍ଣ ଅଞ୍ଚଳରୁ ଶନିବାର ଚୋରି ହୋଇଛି। ବାହାଘର ଭୋଜିରେ ପରିବାର ଲୋକେ ବ୍ୟସ୍ତ ଥିବା ବେଳେ ଘରେ କଳା କନା ବୁଲାଇଛନ୍ତି ଦୁର୍ବୃତ୍ତ। ପାରଳାଖେମୁଣ୍ଡି ଟାଉନ୍‌ହଲ୍‌ ନିକଟରେ ଥିବା ଜି.ଗୋବିନ୍ଦଙ୍କ ଘରୁ ୨୦ ଭରି ସୁନା…

ବୃଦ୍ଧ ବାପାଙ୍କୁ ବିଦ୍ୟୁତ୍‌ଖୁଣ୍ଟରେ ବାନ୍ଧି ପିଟିପିଟି ମାରିଦେଲେ ପୁଅବୋହୂ

କୋରାପୁଟ,୬।୮(ସ୍ବ.ପ୍ର.): ନାନାଦି ଦୁଃଖ, କଷ୍ଟ, ଯନ୍ତ୍ରଣା ସହି ପିଲାମାନଙ୍କୁ ଛୋଟରୁ ବଡ଼ କରିଥାନ୍ତି ମାତାପିତା। ହେଲେ ସେମାନେ ପରିଣତ ବୟସରେ ପିଲାମାନଙ୍କ ପାଇଁ ଅଲୋଡା ହୋଇପଡ଼ନ୍ତି। ଏପରି ଏକ ହୃଦୟ ବିଦାରକ ଘଟଣା କୋରାପୁଟରେ ଦେଖିବାକୁ ମିଳିଛି। ଜିଲାର ଲକ୍ଷ୍ମୀପୁର ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri