ଅପରାଧ

ପୁଅଙ୍କ ଶକ୍ତ ଚାପୁଡ଼ାରେ ମା’ଙ୍କ ଜୀବନ ଗଲା

କୁଆଁରମୁଣ୍ଡା,୬ା୮(ଡି.ଏନ୍‌.ଏ.): ଜନ୍ମକଲା ପୁଅ ନିଜ ମା’କୁ ଶକ୍ତ ଚାପୁଡ଼ା ମାରିବାରୁ ମା’ଙ୍କ ଜୀବନ ଯାଇଛି। ଏଭଳି ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ତଳ ବସ୍‌ଷ୍ଟାଣ୍ଡ ନିକଟ କୁମ୍ଭାରବସ୍ତିରେ ଦେଖିବାକୁ ମିଳିଛି। ଅଭିଯୁକ୍ତ ପୁଅ ସରୋଜ ତନ୍ତୀ(୩୮)ଙ୍କୁ ପୋଲିସ…

ଅଗଷ୍ଟ ୧୮ ଯାଏ ଜେଲରେ ରହିବେ ପାର୍ଥ-ଅର୍ପିତା

କୋଲକାତା,୫।୮: ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ଅଭିନେତ୍ରୀ ଅର୍ପିତା ମୁଖାର୍ଜୀଙ୍କୁ ଅଗଷ୍ଟ ୧୮ ଯାଏ ଅର୍ଥାତ ଆସନ୍ତା ୧୪ ଦିନ ଯାଏ ଜେଲରେ ରହିବେ। ଉଭୟଙ୍କୁ ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଘଟଣାରେ ଇଡି ଗିରଫ କରି ଜେରା…

କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ/ପାତ୍ରପୁର,୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜୟନ୍ତୀପୁର ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତିଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌…

ଟିପ୍ପର ଧକ୍କାରେ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଲା: ମା’ଝିଅଙ୍କୁ ଗାଡ଼ି ମଡ଼ାଇ ହତ୍ୟା

ଧର୍ମଶାଳା/ଜେନାପୁର,୫ା୮(ଡି.ଏନ.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ବରଡ଼ା ଛକ ନିକଟରେ ବୁଧବାର ଟିପ୍ପର ଧକ୍କାରେ ମା’ଝିଅଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ଗୁରୁବାର ଭିନ୍ନମୋଡ଼ ନେଇଛି। ଟିପ୍ପର ଚାଳକ ସାମାନ୍ୟ ବଚସାରେ ଉତ୍ତ୍ୟକ୍ତ ହୋଇ…

କମିଶନରେଟ୍‌ ପୋଲିସରେ ଅଦଳବଦଳ, ବଦଳିଲେ ୩୧ ଅଧିକାରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ): ଦ୍ୱୈତ ନଗରୀ କମିଶନରେଟ ପୋଲିସରେ ବୁଧବାର ବଡ଼ ଧରଣର ଅଦଳବଦଳ ହୋଇଛି। ଏନେଇ କମିଶନରେଟ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦୁଇ ଏସିପି, ୨୧ ଇନ୍ସପେକ୍ଟର ଓ ତିନି ଏସ୍‌ଆଇଙ୍କୁ ବଦଳି କରାଯାଇଛି। ସେହିପରି ବହୁଦିନ ଧରି…

ବନ୍ଧୁକ, ଭୁଜାଲି ଦେଖାଇ ବ୍ୟାଙ୍କ ମାଲିକଙ୍କଠାରୁ ଲୁଟିନେଲେ ୯ ଲକ୍ଷ ଟଙ୍କା

ଖଇରା,୪ା୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଡୁଙ୍ଗୁରା ବଜାରରେ ଥିବା ଏକ କିଓସ୍କୋ ବ୍ୟାଙ୍କ ମାଲିକଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ୭ଜଣ ଯୁବକ ୯ଲକ୍ଷ ଟଙ୍କା ଲୁଟି ନେଇଥିବାର ଅଭିଯୋଗ ପାଇଛି ା ସିସି ଟିଭି ଫୁଟେଜରୁ ଜଣେ…

ଆଳିରେ ଖୁଲମ୍‌ଖୁଲା ଚାଲିଛି ଚୋରାମଦ କାରବାର

ଆଳି,୪।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଦିନକୁ ଦିନ ଚୋରାମଦ କାରବାର ଖୁଲମ୍‌ଖୁଲା ଭାବେ ବଢ଼ିଚାଲିଛି। ଚୋରାମଦ ବେପାରୀମାନେ ଦିନରାତି ଏହି କାରବାରରେ ଲିପ୍ତ ରହୁଥିବା ବେଳେ ଅବକାରୀ ବିଭାଗ ନିଦାବିଷ୍ଣୁ ସାଜିଛି। ଗାଁ ଗହଳିରେ ଥିବା ପାନ ଦୋକାନଠାରୁ ଆରମ୍ଭ…

ବିଶ୍ୱାସରେ ବିଷ: ସାଙ୍ଗ ସ୍ତ୍ରୀଙ୍କୁ ବଳାତ୍କାର ପରେ ମାରିଦେଲେ

ଢେଙ୍କିକୋଟ,୪।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ଥାନା ଢେଙ୍କିକୋଟ ଫାଣ୍ଡି ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ବିଶ୍ୱାସରେ ବିଷ ଦେଇ ଜଣେ ବ୍ୟକ୍ତି ତାଙ୍କ ସାଙ୍ଗଙ୍କ ସ୍ତ୍ରୀଙ୍କୁ ବଳାତ୍କାର ପରେ ଜୀବନରୁ ମାରିଦେଇଥିବା ଅଭିଯୋଗ ହୋଇଛି। ନୃଶଂସ ବ୍ୟକ୍ତିଜଣକ ମୃତ ମହିଳାଙ୍କ…

ଛାତ ଉପରେ ବ୍ୟକ୍ତିଙ୍କ ମୁଣ୍ଡକୁ ଛେଚି ବିଭତ୍ସ ଭାବେ ହତ୍ୟା

ନିରାକାରପୁର,୪।୮(ଡି.ଏନ୍‌.ଏ.): ନିଜ ଘରର ଛାତ ଉପରେ ଜଣେ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡ଼ିପଡ଼ା ପଞ୍ଚାୟତ ତଳ ମୋଟା ଗ୍ରାମରେ। ମୃତକ ହେଲେ ରଘୁନାଥ ମହାରଣା (୪୫)।…

ମାଡ୍‌ପିଟ୍‌ରେ ଜଣଙ୍କ ଜୀବନ ଗଲା

ଜମନକିରା,୩ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢା ବହାଲ ଗାଁରେ ମାଡ଼ପିଟ୍‌ ଯୋଗୁ ସେହି ଗାଁର କାର୍ତ୍ତିକ ଖଡିଆ(୪୫)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ପୋଲିସ ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ମେଣ୍ଢାବାହାଲ ଗ୍ରାମର ୩ ଜଣ…

ଲୋନ୍‌ କରାଇଦେବାକୁ କହି ଏସ୍‌ଏଚ୍‌ଜି ସଦସ୍ୟାଙ୍କ ଲକ୍ଷାଧିକ ଟଙ୍କା ଠକିଥିଲେ: ଭଡାଘରୁ ଦମ୍ପତିଙ୍କୁ ବାନ୍ଧିଲା ପୋଲିସ

ଝାରସୁଗୁଡା ଅଫିସ୍‌,୩।୮: ଝାରସୁଗୁଡା ଜିଲା ଲଇକେରା ଥାନା ଓ କୁଲବିଲା ଥାନା ଅଞ୍ଚଳର ବିଭିନ୍ନ ଗ୍ରାମର ଏସ୍‌ଏଚ୍‌ଜି ଗ୍ରୁପ୍‌ ସଦସ୍ୟାମାନଙ୍କୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ ଋଣ କରାଇଦେବା କହି ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ପୋଲିସ୍‌ରେ ଅଭିଯୋଗ ହୋଇଛି। ଏଥିରେ ସମ୍ପୃକ୍ତ…

ନାବାଳିକାଙ୍କୁ ଗଣବଳାତ୍କାର: ୨ କୋର୍ଟ ଚାଲାଣ

ସାକ୍ଷୀଗୋପାଳ,୩ା୮(ଡି.ଏନ୍‌.ଏ.): ଜନୈକା ୧୪ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗରେ ପୁରୀ ଜିଲା ସତ୍ୟବାଦୀ ଥାନା ପୋଲିସ ୨ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛନ୍ତି। ଅନ୍ୟ ଅଭିଯୁକ୍ତ ଫେରାର ରହିଛନ୍ତି। ଏହି ଅଭିଯୁକ୍ତମାନେ ଦୀର୍ଘ ୮ ଦିନ ଧରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri