ଅପରାଧ

୫ ମୋବାଇଲ ଜବତ, ଯୁବକ ଗିରଫ

ଭୁବନେଶ୍ୱର,୫ା୮(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ସ୍ଥାନରୁ ମୋବାଇଲ ଚୋରି କରିବା ପରେ ସେଗୁଡ଼ିକୁ କମ୍‌ ଟଙ୍କାରେ ବିକ୍ରି କରୁଥିବା ବେଳେ ଶହୀଦନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଲକ୍ଷ୍ମୀସାଗର ଥାନା ଅଞ୍ଚଳର…

ଟମାଟୋ କିଣାକୁ ନେଇ ଛୁରାମାଡ଼, ଦୁଇ ଗିରଫ

ଘସିପୁରା/ଆନନ୍ଦପୁର,୫ା୮(ନିରଞ୍ଜନ ସାହୁ/ସନ୍ତୋଷ ରାଉତ): ଘସିପୁରା ଥାନା ବାଲିପାଳ ହାଟ ପଡ଼ିଆରେ ଛୁରାମାଡ଼ ଘଟଣାକୁ ନେଇ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ନୀତିନ ନାୟକ ଓରଫ ଫୁକୁନ ଓ ହାତୀ ଓରଫ ହରେକୃଷ୍ଣ ନାୟକ। ଶୁକ୍ରବାର…

ଗଞ୍ଜେଇ ଭର୍ତ୍ତି କାର୍‌ ଜବତ, ଜଣେ ଗିରଫ

ବ୍ରହ୍ମପୁର,୫ା୮(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ଗୋଇନ୍ଦା ଡେପୁଟି କମିଶନର ଡମ୍ବରୁଧର ଖଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ୍‌ ଫାଷ୍ଟଗେଟ୍‌ ଛକରେ ଚଢ଼ାଉ କରି ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଛି। ସେଥିରୁ ୧୫୦ କେଜି ଗଞ୍ଜେଇ ଜବତ ହୋଇଛି। ଜଣେ ଚାଲାଣକାରୀଙ୍କୁ…

ପ୍ରେମ ଘଟଣାକୁ ନେଇ ହତ୍ୟା: ମହିଳାଙ୍କ ଅର୍ଦ୍ଧ ଲଗ୍ନ ମୃତଦେହ ଜବତ, ୨ ଗିରଫ

ହିଞ୍ଜିଳିକାଟୁ,୨ା୮(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା କୁକଡ଼ାଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ବୋରିଗାଁ ପଞ୍ଚାୟତ ମହୁଲପଲ୍ଲୀ ଗ୍ରାମର ଏକ ଶଶ୍ମାନରୁ ରବିବାର ମାଟି ଖୋଳି ଉଦ୍ଧାର ହୋଇଥିବା ମହିଳାଙ୍କ ମୃତଦେହ ଚିହ୍ନଟ ହୋଇଛି। ମୃତା ମହିଳା ଜଣକ ହେଲେ ଗଞ୍ଜାମ…

ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କ ସମେତ ୧୩ ଦୋଷୀ ସାବ୍ୟସ୍ତ

ବ୍ରହ୍ମପୁର,୩୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଞ୍ଚଳରେ ଟାଟା ଜମି ଅଧଗ୍ରହଣ ସମୟରେ ପୋଲିସ ରିଜର୍ଭ ଇନ୍ସପେକ୍ଟରଙ୍କୁ ହତ୍ୟା ଏବଂ ଜିଲାପାଳ ଓ ଏସ୍‌ପିଙ୍କ ସିକ୍ୟୁରିଟି ଅଧିକାରୀଙ୍କୁ ହତ୍ୟା ଉଦ୍ୟମ ଘଟଣାର ୨୫ବର୍ଷ ପରେ ସୋମବାର ଚୂଡାନ୍ତ ରାୟ…

ସ୍ତ୍ରୀଙ୍କୁ ଆକ୍ରମଣ କରି ଯବାନ ଗିରଫ

ଆନନ୍ଦପୁର,୨୯ା୭(ସନ୍ତୋଷ ରାଉତ): ଆନନ୍ଦପୁର ପୌରପରିଷଦର ଫକୀରପୁରରେ ସ୍ତ୍ରୀଙ୍କୁ ଆକ୍ରମଣ କରିବା ପରେ ପୋଲିସକୁ ଆକ୍ରମଣ କରିବା ଅଭିଯୋଗରେ ଜଣେ ବିଏସ୍‌ଏଫ୍‌ ଯବାନ ଗିରଫ ହେବା ଘଟଣା ଚର୍ଚ୍ଚାକୁ ଆସିଛି। ଗିରଫ ଯବାନ ଫକୀରପୁର ଗ୍ରାମର ଶରତ ଚନ୍ଦ୍ର ମୁଦୁଲି। ଶୁକ୍ରବାର ରାତିରେ…

ବାପପୁଅଙ୍କୁ ଆକ୍ରମଣ, ଜଣେ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୨୯ା୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅଇଁଲା ସାରୀ ଗଣ୍ଡାପଡ଼ାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି କରିବା ନେଇ ଗାତ ଖୋଳୁ ଥିବା ବେଳେ ବାପ,ପୁଅଙ୍କୁ ଆକ୍ରମଣ ହୋଇଛି। ସୂଚନାନୁସାରେ, ଅଇଁଲାସାରୀ ଗଣ୍ଡାପଡ଼ାରେ ଆବାସ ଯୋଜନା ଘର ତିଆରି…

ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ଭଦ୍ରକ,୨୭ା୭(ସନାତନ ରାଉତ): ପାରିବାରିକ କଳହ ଉଗ୍ରରୂପ ନେବାରୁ ସ୍ବାମୀକୁ ଶାବଳରେ ଭୁସି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବାଣିତିଆରେ। ଉକ୍ତ ଗ୍ରାମର ସୁରେଶ ମହଲାଙ୍କ ସ୍ତ୍ରୀ ସଞ୍ଜୁଲତା ସ୍ବାମୀଙ୍କୁ ଛାଡ଼ି ବାହାରେ…

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗ ଜିପିଏଚ୍‌ (ସାଧାରଣ ଜନ ସ୍ବାସ୍ଥ୍ୟ ବିଭାଗ) ସେକ୍ସନ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ବିଭାଗ ଚଢ଼ାଉ…

ସ୍ତ୍ରୀଙ୍କୁ ପେଟ୍ରୋଲ ଢାଳି ପୋଡ଼ି ମାରିବା ଅଭିଯୋଗରେ ସ୍ବାମୀ କୋର୍ଟ ଚାଲାଣ

କୋକସରା,୨୬ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଯାହାକୁ ସାତ ଜନ୍ମର ଜୀବନସାଥୀ କରିବାକୁ ହୋମନିଆଁରେ ଶପଥ ନେଇଥିଲେ ସ୍ବାମୀ ସେହି ଜୀବନସାଥୀଙ୍କୁ ପେଟ୍ରୋଲ ଢାଳି ନିଆଁରେ ପୋଡ଼ି ମାରି ଏବେ ଜେଲ୍‌ ହାଜତକୁ ଗଲେ ନୃଶଂସ ସ୍ବାମୀ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ…

ଲାଞ୍ଚ ନେଇ ଧରାପଡ଼ିଲେ ଥାନା ଏଏସ୍‌ଆଇ

ମାଧପୁର,୨୬ା୭(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନାର ଏଏସ୍‌ଆଇ ନବୀନ କୁମାର ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, କିଆକଟା ଥାନା କନ୍ଧପଡ଼ା ପଞ୍ଚାୟତ ଅଧୀନ ବେଲାଦୁଲା ଗ୍ରାମର ପଞ୍ଚାନନ…

କେନ୍ଦ୍ର ମନ୍ତ୍ରୀଙ୍କୁ ବ୍ଲାକମେଲ୍‌ କରିବା ଉଦ୍ୟମ, ୨ଜଣଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ସେକ୍ସଟୋର୍ସନ୍‌ କଲ କରି ବ୍ଲାକମେଲ୍‌ କରିବାକୁ ଉଦ୍ୟମ ଘଟଣା ସାମ୍ନାକୁ ଆସିଛି। ଏନେଇ ଦିଲ୍ଲୀ ପୋଲିସ କମିଶନରଙ୍କ ନିକଟରେ ଅଭିଯୋଗ କରାଯିବା ପରେ ୨ ଜଣଙ୍କୁ ଗିରଫ କରାଯାଇଛି। ତେବେ ଖାଦ୍ୟ ପ୍ରକ୍ରିୟାକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?