ଭିଜିଲାନ୍ସ ଜାଲରେ ତହସିଲ କିରାଣି
ଅମ୍ବାଭୋନା,୨୯ା୭(ଡି.ଏନ୍.ଏ.): ବରଗଡ଼ ଜିଲା ଅମ୍ବାଭୋନା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ କିରାଣି ବଳରାମ କଲାରୀ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମ୍ୟୁଟେସନ ଜମିପଟ୍ଟା ପ୍ରସ୍ତୁତ କରିବା ପାଇଁ ସେ ଡୁଙ୍ଗୁରୀର ନିତେଶ ପ୍ରଧାନଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ମୋବାଇଲ ଫାଇନାନ୍ସ ଆଳରେ କୋଟିଏରୁ ଊର୍ଦ୍ଧ୍ୱ ଠକେଇ
ଖୋର୍ଦ୍ଧା ଅଫିସ,୨୯ା୭: ମୋବାଇଲ ଫୋନ ଫାଇନାନ୍ସରେ କରାଇ ଦେବାକୁ କହି କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ହୋଇଛି। ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳର ଏଭଳି ଅଭିଯୋଗ ଆସିଛି। ଫାଇନାନ୍ସ କମ୍ପାନୀର କେତେଜଣ ଅସାଧୁ କର୍ମଚାରୀ ଏବଂ ମୋବାଇଲ ଦୋକାନୀ ମିଳିମିଶି ଏହି…
୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
ଢେଙ୍କାନାଳ ଅଫିସ,୨୮ା୭: ଢେଙ୍କାନାଳ ସହର ରାଧାକୃଷ୍ଣ ବଜାର ଅଞ୍ଚଳରୁ ଗୁରୁବାର ସମ୍ବଲପୁର ଅବକାରୀ ଗୋଇନ୍ଦା ବିଭାଗ, ଢେଙ୍କାନାଳ ଅବକାରୀ ବିଭାଗ ସହାୟତାରେ ଚଢ଼ାଉ କରାଯାଇ ୪୦ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି। ଘଟଣାରେ ସଂପୃକ୍ତ ଉକ୍ତ ଅଞ୍ଚଳର ରାହୁଲ ସାହୁ ଗିରଫ…
ନିଶା ମାଫିଆ ଦୁଇ ଭାଇଙ୍କ ୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି
ବୁଗୁଡା,୨୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡା ସହରର ରଘୁନାଥ ସାହିରେ ଥିବା ଦୁଇ ନିଶା ମାଫିଆ ଭାଇଙ୍କ ୩ କୋଟି ଟଙ୍କା ମୂଲ୍ୟର ବେଆଇନ ସମ୍ପତ୍ତିକୁ ବାଜ୍ୟାପ୍ତ କରାଯାଇଛି। ଏନ୍ଡିପିଏସ୍ ଆଇନ ଅନୁଯାୟୀ କୋଲକାତାର ଏକ ପ୍ରାଧିକୃତ ସଂସ୍ଥା ଅଧିକାରୀମାନେ ଏହି ସମ୍ପତ୍ତି…
ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ମୃତ
ବାହାନଗା,୨୭ା୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ଗୋପାଳପୁର ଫାଣ୍ଡି ପୋଲିସର ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ରୁଣ୍ଡୁ ମଳିକ(ଅଲିୟାସ ଲକ୍ଷ୍ମୀଧର)ଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଆରୁହାବାଡ଼ ଜାଗେଶ୍ୱରପଦା ଅଞ୍ଚଳରେ ବୋଲି ଜଣାପଡ଼ିଛି। ରୁଣ୍ଡୁଙ୍କ ନାମରେ ପୂର୍ବରୁ ୩୦ରୁ ଊର୍ଦ୍ଧ୍ୱ…
ବାଉଁଶ କାଟିବାକୁ ଯାଇଥିଲେ, ମିଳିଲା ମୃତଦେହ
କୋରୁକୋଣ୍ଡା,୨୭ା୭(ଡି.ଏନ୍.ଏ.): ମାଲକାନଗିରି ସଦର ଥାନା ଅନ୍ତର୍ଗତ କୋରୁକୋଣ୍ଡା ସଦର ମହକୁମାରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସୂଚନାନୁଯାୟୀ, କୋରୁକୋଣ୍ଡା ଗ୍ରାମର ଭୀମ ଦାସ (୫୫) ଆଜି ମଧ୍ୟାହ୍ନରେ ଘରୁ ମଙ୍ଗଳା ମନ୍ଦିର ନିକଟରେ ଥିବା ନିଜ ଜମିକୁ ବାଉଁଶ ଆଣିବା…
ପ୍ରେମରେ ବିଫଳ ହେବାରୁ ଛାତ୍ରୀଙ୍କ ଚୁଟି କାଟିଲେ, ଶୌଚାଳୟରେ କିରୋସିନି ଢାଳି ପୋଡ଼ି ମାରିଦେଲେ
ଖଇରା,୨୪।୭: ବାଲେଶ୍ବର ଜିଲା ଖଇରା ଥାନା କୁରୁଣ୍ଟା ପଞ୍ଚାୟତ ବାରିଙ୍ଗିଆ ଗ୍ରାମରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ପୋଡ଼ି ମାରିଦିଆଯାଇଥିବା ଅଭିଯୋଗ ହୋଇଛି। ସେହି ଗ୍ରାମର ଦୟାନିଧି ଜେନା ନାମକ ଯୁବକ ତାଙ୍କୁ ପୋଡି ମାରିଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ଖଇରା…
ପୂର୍ବ ଶତ୍ରୁତାରୁ ବୋମାମାଡ଼
ଗଞ୍ଜାମ,୨୩ା୭(ଡି.ଏନ୍.ଏ.): ଗଞ୍ଜାମ ଥାନା ଅଧିନସ୍ଥ ନୂଆଗାଁସ୍ଥିତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଜେନେରାଲ ଷ୍ଟୋର ଉପରକୁ ଶନିବାର ସାରେ ୪ଟି ବୋମାମାଡ଼ ହୋଇଛି l ଏଥିରେ ଅଳ୍ପକେ ବର୍ତ୍ତିଛନ୍ତି ଦୋକାନ ମାଲିକ ରାମ ଗୌଡ଼ (୩୨)l ଉକ୍ତ…
ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର
ସୁନ୍ଦରଗଡ଼/କୁତ୍ରା,୨୨ା୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ଗଏରବହାଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରା ୪ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରିପଡିଛନ୍ତି। ଘଟଣାରୁ ପ୍ରକାଶ ଯେ, ଗତ ରବିବାର ଅଟୋ ଚାଳକ ଅରବିନ୍ଦ…
ଦଶମ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଶିକ୍ଷକ ଫେରାର, ଟେର୍ ପାଉନି ପୋଲିସ
ମହାକାଳପଡ଼ା,୨୨ା୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଶ୍ରେଣୀଗୃହରେ ପରୀକ୍ଷା ଚାଲିଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ଗଣିତ ଶିକ୍ଷକ ଅସଦାଚରଣ କରିଥିଲେ। ଏହି ଘଟଣାକୁ ନେଇ ପୀଡିତା ନିଜ…
ସାଇବର ଠକଙ୍କ ଟାର୍ଗେଟରେ ଅଗ୍ନିଶମ ଡିଜି
ଭୁବନେଶ୍ୱର,୨୧।୭(ବ୍ୟୁରୋ): ସାଇବର ଠକଙ୍କ ଟାର୍ଗେଟରେ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ। ତାଙ୍କ ନାମରେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଫେକ୍ ହ୍ବାଟ୍ସଆପ୍ ଆକାଉଣ୍ଟ ଖୋଲି ବନ୍ଧୁ ଓ ପରିବାର ଲୋକଙ୍କୁ ମାଗୁଛନ୍ତି ଟଙ୍କା। ମେଡିକାଲରେ ଚିକିତ୍ସା ଖର୍ଚ୍ଚ ପାଇଁ ମିଥ୍ୟା ମେସେଜ ଦେଇ…
ଜମିଜମା ବିବାଦକୁ ନେଇ ସଂଘର୍ଷ, ଦୁଇ ଗୁରୁତର
ବାଲେଶ୍ୱର ଅଫିସ,୨୧ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗାଁରେ ଜମିଜମା ବିବାଦକୁ ନେଇ ରକ୍ତାକ୍ତ ସଂଘର୍ଷ ସହ ଘର ଭଙ୍ଗାରୁଜା ଓ ଲୁଟ୍ ପାଟ ହୋଇଛି । ବିପକ୍ଷ ଗୋଷ୍ଠୀର ଖଣ୍ଡା ଏବଂ ଠେଙ୍ଗାମାଡ଼ରେ ଦୁଇ ଗୁରୁତର ହୋଇ ଜିଲା…
Archives


