ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…
ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍. ସୂର୍ଯ୍ୟ ରେଡ୍ଡୀ ଏବଂ ଶାଶୁ, ଶ୍ବଶୁର, ନଣନ୍ଦ ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିବା…
ଅବକାରୀ ବିଭାଗର ୨ ଦିନିଆ ଧରପଗଡ଼: ୨୨୭ ଲିଟର ଦେଶୀ ମଦ, ୨୯୦୦ ଲିଟର ମହୁଲ ପୋଚ ସହ…
ରାୟଗଡ଼ା, ୯।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଅବକାରୀ ବିଭାଗ ପକ୍ଷରୁ ରାୟଗଡ଼ା ଉପଖଣ୍ଡର ବିଭିନ୍ନ ସ୍ଥାନରେ ରେଡ କରାଯାଇ ୯ଜଣ ପୁରୁଷ ଓ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଠାରୁ ୨୨୮ ଲିଟର ଦେଶୀ ମଦ, ୨୯୦୦…
ଜାମୁ ଗଛ ପାଇଁ ଭାଇକୁ ମାରିଲେ ଭାଇ: ଏପଟେ ସ୍ବାମୀଙ୍କ ବାଟକୁ ଚାହିଁ ରହିଥିଲେ ସ୍ତ୍ରୀ- ଝିଅ
ରାୟଗଡ଼ା/ଅମ୍ବାଦଳା,୯।୧(ଆଶିଷ ରଞ୍ଜନ ପଣ୍ଡା/ରବୀନ୍ଦ୍ର ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ବାପାଙ୍କ ପୁଅ ଟାଙ୍ଗିଆ ଚୋଟରେ ସାନବାପାଙ୍କ ପୁଅର ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଇଚ୍ଛାପୁର ପଞ୍ଚାୟତର ବଡ଼ନାଗଝରି ଗ୍ରାମରେ ଶୁକ୍ରବାର ଏଭଳି ହତ୍ୟାକାଣ୍ଡ ଘଟିଛି।…
ବୃଦ୍ଧାଶ୍ରମରୁ ଦୁର୍ବୃତ୍ତ ଚୋରି କରିନେଲେ ବିଭିନ୍ନ ସାମଗ୍ରୀ, ପୋଲିସର ତନାଘନା
ଛତ୍ରପୁର,୯ା୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଗୋଲାପଲ୍ଲୀସ୍ଥିତ ଯଶୋଦା ଫାଉଣ୍ଡେଶନ ଆଣ୍ଡ ଟ୍ରଷ୍ଟ ଆନୁକୂଲ୍ୟରେ ଥିବା ‘କସ୍ତୁରବା ବୃଦ୍ଧାଶ୍ରମ ଗୃହରୁ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଟ୍ରଷ୍ଟି ସାଗରିକା ପଣ୍ଡା ଲିଖିତ ଭାବେ ଛତ୍ରପୁର…
ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି…
ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର କରାଯାଇଥିଲା। ମୃତଦେହକୁ ୫୭ନଂ ରାଜ୍ୟ ରାଜପଥ ଶାନ୍ତିପଡ଼ା ଛକ ରାସ୍ତା ରଖି ପରିବାର ଲୋକେ…
ଶବ ସତ୍କାର କରିବାକୁ ଆସି ଶବ ହୋଇଗଲେ ଯୁବକ
ପୁରୀ,୯ା୧(ଅଜିତ କୁମାର ମହାନ୍ତି): ପୁରୀରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସାମାନ୍ୟ ବଚସା ଓ କଥା କଟାକଟିକୁ ନେଇ ଯୁବକଙ୍କୁ ହତ୍ୟା କରାଯାଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହତ୍ୟାର ଶିକାର…
ଖାଇବା ଦେବାରେ ବିଳମ୍ବ କଲେ ସ୍ତ୍ରୀ….ରାଗରେ ପଞ୍ଚମ ହୋଇ କୋଦାଳରେ ପିଟି ହତ୍ୟା କଲେ ସ୍ବାମୀ
ଲକ୍ଷ୍ନୌ,୯।୧: ଉତ୍ତର ପ୍ରଦେଶର ମୁରାଦାବାଦରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। କଟଘର ଥାନା ଅଞ୍ଚଳର ଦେବପୁର ଗାଁରେ ଏକ ଛୋଟ ଘରୋଇ ବିବାଦ ଭୟଙ୍କର ରୂପ ନେଇଛି । ଖାଦ୍ୟ ପାଇଁ ଝଗଡ଼ା ପରେ ଜଣେ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଏକ…
‘ହୋଟେଲ ରୁମକୁ ଜବରଦସ୍ତି ନେଇଗଲେ…’ ଟିମ୍ କୋଚଙ୍କ ନାମରେ ବଳାତ୍କାର ଅଭିଯୋଗ
ନୂଆଦିଲ୍ଲୀ,୮।୧: ହରିୟାଣା ପୋଲିସ ଜଣେ ସୁଟିଂ ପ୍ରଶିକ୍ଷକଙ୍କ ବିରୋଧରେ ମାମଲା ରୁଜୁ କରିଛି । ତାଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆସିଛି । ବଳାତ୍କାର ପୀଡିତା ଜଣେ ନାବାଳିକା ହୋଇଥିବା ବେଳେ ସେ ଜଣେ ଜାତୀୟ ସ୍ତରର ସୁଟର । ବର୍ତ୍ତମାନ…
ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା
ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ ପଡୋଶୀଙ୍କ ମୃତ୍ୟୁ ଘଟିଛି । ଏହା ସହିତ ଜଣେ ଗୁରୁତର ହୋଇ କରଞ୍ଜିଆ ଡାକ୍ତରଖାନାରେ…
ପ୍ରେମ ପାଇଁ ଯୁବତୀଙ୍କୁ କାର ଭିତରେ ଦେଖାଇଲେ ବନ୍ଧୁକ
ଭୁବନେଶ୍ୱର,୭।୧ ଭୁବନେଶ୍ୱରରେ ତ୍ରିକୋଣୀୟ ପ୍ରେମରୁ ତୁମୁଳକାଣ୍ଡ। କାର ଭିତରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଧମକ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ଲିଙ୍ଗରାଜ ଥାନା ସାମନ୍ତରାପୁର ଅଞ୍ଚଳରେ। ତ୍ରିକୋଣୀୟ ପ୍ରେମକୁ ନେଇ ବନ୍ଧୁକ ଦେଖାଇ ଧମକ ସୂଚନା ମିଳିଛି। ଯୁବତୀ ଜଣଙ୍କ ପେସାରେ…
ଲାଞ୍ଚ ନେଇ ଧରାପଡ଼ିଲେ ୨ ଯନ୍ତ୍ରୀ, ବିଲ୍ ପାସ୍ କରାଇବା ପାଇଁ ଠିକାଦାରଙ୍କଠାରୁ …
ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲାଞ୍ଚ ନେଇ ଧରାପଡ଼ିଛନ୍ତି ଦୁଇ ଯନ୍ତ୍ରୀ। ମୟୂରଭଞ୍ଜ ଜିଲା ଉଦଳାସ୍ଥିତ ଓଡ଼ିଶା ଲିଫ୍ଟ ଇରିଗେସନ କର୍ପୋରେଶନ (ଓଏଲଆଇସି) ଉପ-ବିଭାଗରେ କାର୍ଯ୍ୟରତ ଦୁଇ ଅଧିକାରୀ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ମାଡ଼ିବସିଛି। ଏକ ବିଲ୍ ପାସ କରିବା ପାଇଁ…
ବନ୍ଦ ଘରକୁ ଟାର୍ଗେଟ୍ କରି କରୁଥିଲେ ଚୋରି, ୨ ଚୋରଙ୍କ ପାଖରୁ ମିଳିଲା ବିଦେଶୀ ଟଙ୍କା ସହ…
ଭଞ୍ଜନଗର,୪ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଦୁଇଟି ଚୋରି ମାମଲାର ରାକେଟକୁ ରବିବାର ଗିରଫ କରିବାରେ ସକ୍ଷମ ହୋଇଛି। ସେମାନେ ହେଲେ ବାଉଁଶଲୁଣ୍ଡିର ବଳିଆ ନାୟକ ଓ ଖୋର୍ଦ୍ଧା ଅଞ୍ଚଳର ଗୋବିନ୍ଦ ପ୍ରଧାନ।ପୋଲିସ ସେମାନଙ୍କଠାରୁ ବିଦେଶୀ ମୁଦ୍ରା ସହ ଚୋରି…
Archives


