ଅପରାଧ

ବିଜେବି କଲେଜ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌ରେ ଲେଖାଅଛି ଏମିତି କିଛି…

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜଧାନୀର ପ୍ରତିଷ୍ଠିତ ବିଜେବି କଲେଜର ଜଣେ ଛାତ୍ରୀ ଆତ୍ମହତ୍ୟା କରିବା ପରେ ଏଠାରେ ରାଗିଂ କରାଯାଉଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଛାତ୍ରୀ ନିବାସରେ ରୁଚିକା ମହାନ୍ତି ନାମକ ଜଣେ ଛାତ୍ରୀଙ୍କୁ ରାଗିଂ କରାଯାଉଥିବାରୁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ…

କହ୍ନେୟାଲାଲ୍‌ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ କୋର୍ଟ ପରିସରରେ ପିଟିଲେ ଲୋକେ

ଜୟପୁର,୨ା୭: ରାଜସ୍ଥାନ ଉଦୟପୁରରେ କହ୍ନେୟାଲାଲ୍‌ଙ୍କୁ ଗଳାକାଟି ହତ୍ୟା କରାଯିବା ଘଟଣାକୁ ନେଇ ଉତ୍ତେଜନା ଥମୁନି। ଏହି ହିଂସାର ଅଭିଯୁକ୍ତଙ୍କୁ କୋର୍ଟ ପରିସରରେ ସ୍ଥାନୀୟ ଲୋକେ ପିଟିଥିବା ଜଣାପଡ଼ିଛି। ଏନ୍‌ଆଇଏ କୋର୍ଟରେ ହାଜର ସମୟରେ ୪ ଅଭିଯୁକ୍ତଙ୍କୁ ଟାଣି ଆଣି ଖୁବ୍‌ ପିଟିଥିଲେ…

ବିଜେବି କଲେଜ ହଷ୍ଟେଲରୁ ମିଳିଲା +୩ ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ୱର,୨।୭(ବ୍ୟୁରୋ): ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ପ୍ରଥମ ବର୍ଷ ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତଦେହ ଶନିବାର କମିଶନରେଟ ପୋଲିସ ଜବତ କରିଛି। ସେ ଆତ୍ମହତ୍ୟା କରିଛନ୍ତି କି ନା ତାହା ଜଣାପଡ଼ି ନ ଥିବା…

ଅର୍ଦ୍ଧେନ୍ଦୁ ଦାସ ଗିରଫ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଏକ ଘରୋଇ ନ୍ୟୁଜ୍‌ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି। ବୁଧବାର ରାତିରୁ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା କରୁଥିବା…

ତଣ୍ଟି ଚିପି ହତ୍ୟା କରି ଯୁବକଙ୍କୁ ଫିଙ୍ଗି ଦେଲେ

ଶେରଗଡ଼,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗ୍ରାମରେ ଥିବା ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆର ପଛପଟରୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ରାମଗିରି ଗ୍ରାମର ସିମାଞ୍ଚଳ ସାହୁ (୨୫)। ତେବେ ମୃତଦେହ ପାଖରେ…

ବାଇକ୍‌ ଡିକି ଭାଙ୍ଗି ୬ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

କୋକସରା,୨୯ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମୋଟେର ଛକ ନିକଟରେ ବାଇକ୍‌ ଡିକି ଭାଙ୍ଗି ୬ ଲକ୍ଷ ଲୁଟ୍‌ ହୋଇଥିବା ନେଇ ବାପପୁଅ କୋକସରା ପୋଲିସରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ କୋକସରା ପୋଲିସ ଅଧିକାରୀ ପ୍ରସନ୍ନ ବେହେରା ସହ ପୋଲିସ…

ମମିତା ମେହର ହତ୍ୟା ମାମଲା: ଗୋବିନ୍ଦ ସାହୁଙ୍କୁ ଜାମିନ୍‌

କଟକ ଅଫିସ,୨୯ା୬: ବହୁଚର୍ଚ୍ଚିତ ମମିତା ମେହର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବୁଧବାର ଜାମିନ୍‌ ମିଳିଛି। ଗୋବିନ୍ଦଙ୍କୁ ୨ ସପ୍ତାହ ପର୍ଯ୍ୟନ୍ତ ଏହି ଜାମିନ ମିଳିଥିବା ଜଣାପଡ଼ିଛି। ତେବେ ଗୋବିନ୍ଦଙ୍କୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍‌ ଦେଇଛନ୍ତି ହାଇକୋର୍ଟ। ସ୍ତ୍ରୀ…

ବ୍ରାଉନସୁଗାର ଜବତ, ଯୁବକ ଗିରଫ

ଫୁଲବାଣୀ ଅଫିସ,୨୭ା୬: କନ୍ଧମାଳ ଜିଲା ଫୁଲବାଣୀ ପେଞ୍ଜିସାହି ନିକଟରୁ ୩.୫୮ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଏହା ସହିତ ଏକ ବାଇକ ନମ୍ବର ଓ ୧୨ ଏ ୪୧୧୪କୁ ପୋଲିସ ଜବତ କରିଛି। ଏହି ଘଟଣାରେ ଫରେଷ୍ଟ କଲୋନୀର ସପନ କୁମାର…

ବଡ଼ଭାଇଙ୍କ ଜୀବନ ନେଲେ ସାନ

ବାରିପଦା ଅଫିସ,୨୬ା୬: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅନ୍ତର୍ଗତ ମାଧପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ବଡ଼ ଭାଇଙ୍କ ଜୀବନ ନେଇଛନ୍ତି ସାନ ଭାଇ। ମୃତକ ଜଣକ ହେଉଛି ମେଘରାୟ ସରେନ(୪୫)। ହତ୍ୟାକାରୀ…

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୪ ଗିରଫ

ଖୋର୍ଦ୍ଧା ଅଫିସ,୨୬ା୬: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ିବାରେ ଲାଗିଛି। ବାରମ୍ବାର ଚଢ଼ାଉ ସତ୍ତ୍ବେ କୌଣସି ଫରକ ପଡୁନି। କୋଲକାତା, ବାଲେଶ୍ବର, ଜଳେଶ୍ୱର ପ୍ରଭୃତି ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଏଠାରେ ପହଞ୍ଚୁଛି। ଏଠାରୁ ପଡ଼ୋଶୀ ଜିଲା ସମେତ ଗ୍ରାମାଞ୍ଚଳକୁ ପଠାଯାଉଛି। ଗୁଇନ୍ଦା…

ମହିଳାଙ୍କୁ ଭୁଜାଲିରେ ହାଣି ଲୁଟ୍‌

ପଦ୍ମପୁର,୨୬ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ପଞ୍ଚାୟତର ଗୋକୁଳପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ରେବତୀ ମହାକୁଡ଼ଙ୍କ ବାପଘରୁ ନଗଦ ୨ଲକ୍ଷ ୫୦ହଜାର ଟଙ୍କା, ୫ ଭରି ସୁନା- ରୁପା ଅଳଙ୍କାର ସହ ମୂଲ୍ୟବାନ…

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ଅଭିଯୁକ୍ତ ଅଟକ

କେନ୍ଦୁଝର,୨୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ଖସାପଦା ଗ୍ରାମରେ ଏକ ହତ୍ୟା ଘଟଣାରେ ପୋଲିସ ଜଣେ ବ୍ୟକ୍ତିକୁ ଅଟକ ରଖି ପଚରାଉଚରା କରୁଛି। ମୃତକଙ୍କ ନାମ ଚଇତୁ ଦେହୁରୀ। ଅଟକ ଅଭିଯୁକ୍ତ ହେଉଛନ୍ତି ଆଲୁତୁମା ଗ୍ରାମର ପ୍ରହଲ୍ଲାଦ ଦେହୁରୀ। ପୂର୍ବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri