କାରଣ ଖୋଜୁଛି ପୋଲିସ: ରାଇମୋହନଙ୍କ ଝିଅ, ଜ୍ୱାଇଁ, ପୁତୁରାଙ୍କୁ ପୋଲିସର ପଚରାଉଚରା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ସିନେ ଓ ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ, ତିନି ଦଶନ୍ଧିର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା କୁହାଯାଉଛି। ହେଲେ ତାଙ୍କର ଏଭଳି ଚରମ ନିଷ୍ପତ୍ତି ପଛରେ କି କାରଣ ରହିଛି ସେ ନେଇ ନାନା କଳ୍ପନା…
ନକଲି ସିମେଣ୍ଟ କାରଖାନା ଉପରେ ଚଢ଼ାଉ, ୭ ଜଣଙ୍କୁ ବାନ୍ଧିଲା ପୋଲିସ
କଳିଙ୍ଗନଗର,୨୫ା୬(ଡି.ଏନ୍.ଏ.): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଗୋଲଗାଁ ନିକଟରେ ଏକ ନକଲି ସିମେଣ୍ଟ କାରଖାନାରେ ପୋଲିସ ଚଢ଼ାଉ କରିଛି। ଅପରପକ୍ଷରେ ଘଟଣାସ୍ଥଳରୁ ଟ୍ରକରେ ଲୋଡ଼ିଂ ହେଉଥିବା ସମୟରେ ପାଖାପାଖି ୨ ଶହ ବସ୍ତାରୁ ଊର୍ଦ୍ଧ୍ୱ ଅଲ୍ଟ୍ରାଟେକ୍ ନକଲି ସିମେଣ୍ଟ ଭର୍ତ୍ତି…
ଆଣ୍ଟି ସ୍ମଗଲିଂ ଗାର୍ଡଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଜଳେଶ୍ୱର,୨୪ା୬(ଡି.ଏନ୍.ଏ.): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯୋଗାଣ ବିଭାଗର ଆଣ୍ଟି ସ୍ମଗଲିଂ ଗାର୍ଡଙ୍କ ଘରେ ଶୁକ୍ରବାର ସକାଳେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଜଳେଶ୍ବରସ୍ଥିତ ଜିଲା ଯୋଗାଣ ବିଭାଗର ଗୋଦାମ ଘରେ ଆଣ୍ଟି ସ୍ମଗଲିଂ ଗାର୍ଡ ଭାବେ କାର୍ଯ୍ୟ କରୁଥିବା ଜନାର୍ଦ୍ଦନ…
ଦାନ୍ତ ପାଇଁ ହାତୀ ଶିକାର: ଡିଏଫ୍ଓ
ସମ୍ବଲପୁର,୨୪ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ୬ଦିନ ମୃତ୍ୟୁ ସହ ସଂଗ୍ରାମ ପରେ ଚିକିତ୍ସାଧୀନ ଅବସ୍ଥାରେ ଗତ ମଙ୍ଗଳବାର ଦନ୍ତାହାତୀର ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ରିପୋର୍ଟରୁ ଦନ୍ତାକୁ ଗୁଳିକରି ଶିକାର କରାଯାଇଥିବା ସ୍ପଷ୍ଟ ହୋଇଛି। ଏହି…
ବଦଳି କରିଦେବାକୁ କହି ଠକି ନେଲେ ୩୪ ଲକ୍ଷ ଟଙ୍କା
ପଦ୍ମପୁର,୨୩ା୬(ଡି.ଏନ୍.ଏ.): ବଦଳି କରି ଦେବାକୁ କହି ଦୁର୍ବୃତ୍ତ ଠକି ନେଇଛନ୍ତି ୩୪ ଲକ୍ଷ ଟଙ୍କା। ତେବେ ଅଭିଯୁକ୍ତଙ୍କ ଠାରୁ ଏକ କାର୍,୫ ଲକ୍ଷ ଟଙ୍କାର ସୁନାଗହଣା ଏବଂ ୪୦ ହଜାର ଟଙ୍କା ଜବତ ହୋଇଛି। ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ…
ରଶ୍ମିରେଖାଙ୍କ ପ୍ରେମିକଙ୍କୁ ଥାନାରେ ହାଜର ହେବା ପାଇଁ ନୋଟିସ୍
ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଓଲିଉଡ୍ର ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା ଘଟଣା ଦିନକୁ ଦିନ ନୂଆମୋଡ଼ ନେଉଛି। ତେବେ ତାଙ୍କ ପ୍ରେମିକ କୁହାଯାଉଥିବା ସନ୍ତୋଷ ପାତ୍ରଙ୍କୁ ନୟାପଲ୍ଲୀ ଥାନାରେ ହାଜର ହେବାକୁ ନୋଟିସ୍ କରାଯାଇଛି। ତଦନ୍ତରେ ସହଯୋଗ କରିବାକୁ ପୋଲିସ ପକ୍ଷରୁ ଏହି…
ମମିତା ମେହେର ହତ୍ୟାକାଣ୍ଡ ମାମଲା: କୋର୍ଟରେ ହାଜର ହେଲେ ଗୋବିନ୍ଦ-ରାଧେ
ବଲାଙ୍ଗୀର ଅଫିସ,୨୨ା୬: ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେ ଶ୍ୟାମ ଚଣ୍ଡୀ ବୁଧବାର ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏ.ଡି.ଜେ କୋର୍ଟରେ ହାଜର ହୋଇଛନ୍ତି। ବଲାଙ୍ଗୀର ସ୍ବତନ୍ତ୍ର ପୋଲିସ ଫୋର୍ସ…
ଆସିଲା ରଶ୍ମିରେଖାଙ୍କ ବ୍ୟବଚ୍ଛେଦ ରିପୋର୍ଟ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖାଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ରିପୋର୍ଟରେ ସେ ଆତ୍ମହତ୍ୟା କରିଥିବା ସ୍ପଷ୍ଟ ହୋଇଛି। ଶ୍ୱାସରୁଦ୍ଧ ହେବା ଯୋଗୁ ତାଙ୍କ ମୃତ୍ୟୁ ହୋଇଛି। ବ୍ୟବଚ୍ଛେଦ ହେବାର ୨୪ରୁ ୩୬ ଘଣ୍ଟା ପୂର୍ବରୁ ରଶ୍ମୀରେଖାଙ୍କ ମୃତ୍ୟୁ…
ଗୋରେଖନାଥଙ୍କ ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଟଙ୍କା, ସିସିଟିଭିରେ କଏଦ
ଜଗତସିଂହପୁର ଅଫିସ,୨୨ା୬: ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ କେରେକେରାର ଶୈବପୀଠ ଗୋରେଖନାଥଙ୍କ ହୁଣ୍ଡିରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଚୋରି କରି ନେଇ ଯାଇଥିବା ଅଭିଯୋଗ ହୋଇଛି। ସିସିଟିଭିରେ ଦୁର୍ବୃତ୍ତମାନେ ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍ କରୁଥିବାର ଦୃଶ୍ୟ କଏଦ ହୋଇଛି।…
ରଶ୍ମିରେଖାଙ୍କ ଦୁଇ ପୁରୁଷ ବନ୍ଧୁଙ୍କୁ ହେବ ଜେରା
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅଭିନେତ୍ରୀ ରଶ୍ମିରେଖା ଓଝା ଓରଫ ସୋନି(୨୨)ଙ୍କ ରହସ୍ୟଜନକ ମୃତ୍ୟୁକୁ ୪ ଦିନ ବିତିଛି। ପ୍ରାଥମିକ ତଦନ୍ତରୁ ରଶ୍ମିରେଖା ଆତ୍ମହତ୍ୟା କରିଥିବା କମିଶନରେଟ ପୋଲିସ ପକ୍ଷରୁ କୁହାଯାଉଥିବାବେଳେ ପରିବାର ଲୋକେ କିନ୍ତୁ ହତ୍ୟା ଅଭିଯୋଗକୁ ଦୋହରାଇଛନ୍ତି। ଏପରିସ୍ଥିତିରେ ତଦନ୍ତକୁ ଆଗକୁ ବଢ଼ାଇବା…
ପ୍ରତିଶୋଧ ପାଇଁ ପ୍ରେମିକଙ୍କ ତଣ୍ଟି କାଟିଥିଲେ
ଖୋର୍ଦ୍ଧା ଅଫିସ,୨୦ା୬: ଖୋର୍ଦ୍ଧା ଟାଉନ ଥାନା ଅଧୀନ ମଲ୍ଲିପୁର ପଞ୍ଚାୟତ ନିଆଳ ଗ୍ରାମର ପଥରଖଣିରୁ ଅତାଉଲ୍ଲା ଖାଁଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପ୍ରେମରେ ପ୍ରତାରଣା ପରେ ପ୍ରତିଶୋଧ ପରାୟଣ ହୋଇ ଅତାଉଲ୍ଲାଙ୍କୁ ହତ୍ୟା କରାଯାଇଥିବା ଖୋର୍ଦ୍ଧା ଡିଏସ୍ପି…
ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବ୍ରହ୍ମପୁର ଅଫିସ,୨୦ା୬: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଭୁବନେଶ୍ୱର ହେଡ୍ କ୍ୱାର୍ଟରରେ ଥିବା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠୀ୍ଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ସୋମବାର ସକାଳୁ ଚଢ଼ାଉ…
Archives


