ଅପରାଧ

ନକଲି ଔଷଧ କାରବାର: ଉତ୍ତରପ୍ରଦେଶରୁ ୫ ଅଭିଯୁକ୍ତଙ୍କୁ ବରଗଡ଼ ଆଣିଲା ପୋଲିସ

ବରଗଡ଼ ଅଫିସ,୨୭ା୪:ବରଗଡ଼ ଜିଲାରେ ଧରାପଡ଼ିଥିବା ନକଲି ଔଷଧ କାରବାରର ଚେର ଉତ୍ତରପ୍ରଦେଶକୁ ଲମ୍ବିଛି। ଏହା ଜଣାପଡ଼ିବା ପରେ ପୋଲିସ ଟିମ୍‌ ସେଠାକୁ ପହଞ୍ଚି ୫ ଅଭିଯୁକ୍ତଙ୍କୁ ବରଗଡ଼କୁ ଆଣିଛି। ସେମାନେ ହେଲେ ଉତ୍ତରପ୍ରଦେଶର ବାରଣାସୀ ଜିଲା ଭେଲୁପୁର ଥାନା ବାଦିଗାଇବିର ଶୁଭମ୍‌…

ଜମିବାଡ଼ି ବିବାଦକୁ ନେଇ ଯୁବକଙ୍କୁ ହତ୍ୟା: ୩ ମହିଳାଙ୍କ ସମେତ ୭ ଗିରଫ

ସୁନ୍ଦରଗଡ଼/ନୂଆଗାଁ, ୨୬।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନା ଅନ୍ତର୍ଗତ ତାଇନ୍ଦା ଗଞ୍ଜୁବସ୍ତିରେ ବୁଧବାର ଜମିବାଡ଼ି ବିବାଦକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଜଗେଶ୍ୱର ସିଂ (୩୪)। ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ମହିଳାଙ୍କ ସମେତ ୭ଜଣଙ୍କୁ ପୋଲିସ…

ନକଲି ସାର୍ଟିଫିକେଟ୍‌ରେ ଚାକିରି ଘଟଣା: ଆଉ ୫ ଅଟକ, ୨ କାର୍‌ ଜବତ

ବ୍ରହ୍ମପୁର ଅଫିସ,୨୬ା୪: ନକଲି ସାର୍ଟିଫିକେଟରେ ଚାକିରି ଘଟଣା ଏବେ ସାରା ଓଡ଼ିଶାରେ ଚହଳ ପକାଇଛି। ନକଲି ଶିକ୍ଷାଗତ ପ୍ରମାଣପତ୍ର ଦେଇ ଶିକ୍ଷକ ଚାକିରି ହାତେଇବା ଅଭିଯୋଗ ଗଞ୍ଜାମ ଜିଲାରେ ବହୁଦିନ ଧରି ହୋଇଆସୁଛି। ଏବେ ଏହି ରାକେଟ ଗଞ୍ଜାମ ଜିଲାରେ ସୀମିତ…

ପୂର୍ବତନ ଆର୍‌ଆଇଙ୍କୁ ଜେଲ୍‌

ବ୍ରହ୍ମପୁର ଅଫିସ,୨୬ା୪: ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ରାୟ ୮ବର୍ଷ ପରେ ପ୍ରକାଶ କରିଛନ୍ତି। ସେ ଗଞ୍ଜାମ ଜିଲା ଆସ୍କା ତହସିଲର ତତ୍କାଳୀନ ରାଜସ୍ବ ନିରୀକ୍ଷକ (ଆରଆଇ)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ…

ଚାକିରି ଦେବା ନାଁରେ ଲୁଟ୍‌, ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ମାଲକାନଗିରି,୨୬ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅଞ୍ଚଳରେ ବହୁ ଲୋକଙ୍କଠାରୁ ବିଦ୍ୟୁତ୍‌ ବିଭାଗରେ ଚାକିରି କରାଇ ଦେବା ନାଁରେ ଲୋକଙ୍କଠାରୁ ଟଙ୍କା ଲୁଟିଥିବା ଅଭିଯୁକ୍ତଙ୍କୁ ମାଲକାନଗିରି ପୋଲିସ ଗିରଫ କରିଛି। ଏ ସମ୍ପର୍କରେ ଏସ୍‌ପି. ନୀତିଶ ବାଧ୍ୱାନୀ ଦେଇଥିବା ସୂଚନାନୁଯାୟୀ, ଗତ…

କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା

ଭୋଗରାଇ,୨୬ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଚନ୍ଦନେଶ୍ୱର ୟୁନିୟନ ବ୍ୟାଙ୍କରେ ବୁଧବାର ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ହୋଇଥିବାର ଜଣାଯାଇଛି। ୭ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ବ୍ୟାଙ୍କ ଗ୍ରାହକ ଓ କର୍ମଚାରୀଙ୍କୁ ମାଡ଼ମାରିବା ସହିତ ଭୟଭୀତ କରି ଲକ୍ଷାଧିକ ଟଙ୍କା ଏବଂ…

ଅନ୍ତଃରାଜ୍ୟ ନକଲି ସାର୍ଟିଫିକେଟ ରାକେଟ ପର୍ଦାଫାଶ: ସରକାରୀ ଶିକ୍ଷକ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୨୪।୪: ଓଡ଼ିଶାରେ ଚାଲିଥିବା ଏକ ନକଲି ସାର୍ଟିଫକେଟ ରାକେଟର ପର୍ଦାଫାଶ କରିଛି ବ୍ରହ୍ମପୁର ପୁଲିସ । ଏହି ରାକେଟର ମୁଖ୍ୟ ତଥା ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଲଙ୍ଗଳେଶ୍ବରର ସରକାରୀ ଶିକ୍ଷକ ଦଇତାରୀ ବେହେରାଙ୍କ ସମେତ ଢେଙ୍କାନାଳର ପ୍ରଶାନ୍ତ କୁମାର…

ଯୌତୁକ ନିର୍ଯାତନା ଅଭିଯୋଗ

ଭଦ୍ରକ ଅଫିସ,୨୪।୪: ଭଦ୍ରକ ଜିଲା ବାସୁଦେବପୁର ଥାନା ବଡ ଆନନ୍ଦପୁର ଗ୍ରାମରେ ବଧୂ ହତ୍ୟା ହୋଇଥିବା ନେଇ ଭଦ୍ରକ ଏସପିଙ୍କ ଠାରେ ମୃତାଙ୍କ ମା ସୋମବାର ଅଭିଯୋଗ କରିଛନ୍ତି। ବାସୁଦେବପୁର ଥାନା ଲୁଙ୍ଗା ଗ୍ରାମର ରୀନା ଜେନାଙ୍କ ଅଭିଯୋଗ ମୁତାବକ ୫…

୮ ବର୍ଷ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୪ (ବ୍ୟୁରୋ): ଗାଡ଼ି ପାର୍କିଂକୁ ନେଇ ଯୁବକଙ୍କୁ ରାସ୍ତାରୁ ଉଠାଇ ମରଣାନ୍ତକ ଆକ୍ରମଣ ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ୮ ବର୍ଷ ପରେ ରବିବାର ଶହୀଦନଗର ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ…

ପୋଲିସ ହାତରେ ଅଭିଯୁକ୍ତ

ଅନୁଗୋଳ ଅଫିସ,୨୪।୪: ଅନୁଗୋଳ ସହର ହୁଲୁରୁସିଂହା ଖେଳପଡ଼ିଆରେ ଶୁକ୍ରବାର ସଂଘଟିତ ପ୍ରକାଶ ବେହେରା (୩୮) ହତ୍ୟାକାଣ୍ଡର ଦୁଇଦିନ ପରେ ଘାସିସାହିର ଜଣେ ଯୁବକଙ୍କୁ ପୋଲିସ ଉଠାଇ ଆଣିଛି। ସମ୍ପୃକ୍ତ ଯୁବକ ହିଁ ଏହି ହତ୍ୟାକାଣ୍ଡ ପଛର ମାଷ୍ଟର ମାଇଣ୍ଡ୍‌ ବୋଲି କୁହାଯାଉଛି।…

ଧାନବାଦ୍‌ ଏକ୍ସପ୍ରେସ୍‌ରେ ପୋଷ୍ଟର ମାରିଲା ଜିଆର୍‌ପି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଅଟକିଥିବା ଧାନବାଦ୍‌ ଏକ୍ସପ୍ରେସ୍‌ ଟଏଲେଟରେ ଅଚିହ୍ନା ମହିଳାଙ୍କୁ ହତ୍ୟା ଘଟଣାକୁ ରବିବାର ୩ଦିନ ବିତିଛି। ହେଲେ ମହିଳାଙ୍କ ପରିଚୟ ମିଳୁ ନ ଥିବାରୁ ଅଭିଯୁକ୍ତଙ୍କୁ ଧରିବା ସରକାରୀ ରେଲ୍‌ୱେ ଥାନା ପୋଲିସ (ଜିଆର୍‌ପି) ପାଇଁ କଷ୍ଟସାଧ୍ୟ…

ଦୁର୍ଦ୍ଦାନ୍ତ ମନୁଆଙ୍କ ସମେତ ୫ ଗିରଫ

ପୁରୀ ଅଫିସ,୨୪।୪: ବିଭିନ୍ନ ମାମଲାରେ ସମ୍ପୃକ୍ତ ଥିବା ୫ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପୁରୀ ତାଳବଣିଆ ଥାନା ପୋଲିସ ଓ ସ୍ପେଶାଲ ସ୍କାଡ୍‌ ଗିରଫ କରିଛି। ଗିରଫ ୫ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ମନୁଆ ମହାନ୍ତିଙ୍କ ସମେତ ତାଙ୍କର ୪ ସହଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?