ସତୀଚଉରା ନାବାଳିକା ଅପହରଣ, ବଳାତ୍କାର ମାମଲା: ସ୍ବାମୀଙ୍କୁ ଆଜୀବନ, ସ୍ତ୍ରୀଙ୍କୁ ୨୦ ବର୍ଷ ଜେଲ୍
କଟକ ଅଫିସ,୨୨ା୧: ସତୀଚଉରା ନାବାଳିକା ଅପହରଣ ଓ ବଳାତ୍କାର ମାମଲାରେ ଦୋଷୀ ଦମ୍ପତିଙ୍କୁ କଡ଼ା ଦଣ୍ଡାଦେଶ ଦେଇଛନ୍ତି କଟକ ଆଡ ହକ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ। ସ୍ବାମୀ ଅମିତ ବିନ୍ଧାଣୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଥିବା ବେଳେ ସ୍ତ୍ରୀ...
ଜେଜେମା’ଙ୍କ ଜୀବନ ନେଲେ ନାତି
ରାଇକିଆ,୨୨ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମଣ୍ଡାକିଆ ପଞ୍ଚାୟତର କାମ୍ବାଗୁଡ଼ା ଗ୍ରାମର ସରୋଜିନି ପ୍ରଧାନ(୭୨) ନାମକ ଜଣେ ବୃଦ୍ଧାଙ୍କ ମୃତଦେହ ରାଇକିଆ ପୋଲିସ ଜବତ କରିଛି। ବୃଦ୍ଧାଙ୍କୁ ତାଙ୍କର ମାନସିକ ବିକାରଗ୍ରସ୍ତ ନାତି ମନୋଜ ପ୍ରଧାନ ହତ୍ୟା କରିଥିବା ନେଇ...
ପୁଅକୁ ଫାଶୀ ହେଉ: ବାପା
ଭୁବନେଶ୍ୱର,୨୦।୧(ବ୍ୟୁରୋ): ବଡ଼ଗଡ଼ ଥାନା ଅନ୍ତର୍ଗତ କଳିଙ୍ଗ ବସ୍ତିରେ ମା’ଙ୍କୁ ହତ୍ୟା କରି ଜାଳି ଦେବା ଘଟଣାରେ ଗିରଫ ଅଭିଯୁକ୍ତ ପୁଅ ପ୍ରଶାନ୍ତ କୁମାର ଜେନା ଓରଫ କାଳିଆ ଜେଲ୍ ଯାଇଛନ୍ତି। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ପୋଲିସ ତାଙ୍କ...
କୁକୁରକୁ ଗୁଳି କରି ହତ୍ୟା
ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଗରେ ମଣିଷ କିଭଳି ଭାବେ ଅମାନବୀୟ କାଣ୍ଡ ଭିଆଇପାରେ ତା’ର ଏକ ଉଦାହରଣ ବୁଧବାର ଦେଖିବାକୁ ମିଳିଛି ଖଣ୍ଡଗିରି ଥାନା ଜାଗମରା ଅଞ୍ଚଳରେ। ପୋଷିଥିବା କୁକୁଡ଼ାକୁ କୁକୁର କାମୁଡ଼ି ମାରିଦେବାରୁ ଏଥିରେ ରାଗିଯାଇ କିତାବ ପଟ୍ଟନାୟକ(୪୫) ନାମକ ଜଣେ...
ଥାନା ସମ୍ମୁଖରେ ଭଉଣୀଙ୍କୁ ହତ୍ୟା କଲେ କକାପୁଅ ଭାଇ
ନାକଟିଦେଉଳ,୨୦ା୧(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ସମ୍ମୁଖରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାରୁ କକାପୁଅ ଭାଇ ଭଉଣୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ କିସିଣ୍ଡା ଥାନା ଲୋଇସିଂ ଗ୍ରାମ ଚମାରପଡ଼ାର...
ଗୋଟିଏ କ୍ଲିକ୍ରେ ଆକାଉଣ୍ଟରୁ କଟିଗଲା ୧୩ ଲକ୍ଷ ଟଙ୍କା
ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜଧାନୀରେ ପୁଣି ମାତିଛନ୍ତି ସାଇବର୍ ଠକ। ମୋବାଇଲ ନମ୍ବର ପୋଟାଲ କରିବା ନାଁରେ ୧୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଶୈଳଶ୍ରୀବିହାର ଅଞ୍ଚଳରେ ଏପରି ବଡ଼ ଧରଣର ସାଇବର ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା...
ଧାନବିଲରୁ ମିଳିଲା ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ, ପାଖରେ ପଡ଼ିଥିଲା ଟାଙ୍ଗିଆ
ବୌଦ୍ଧ,୧୭ା୧(ଡି.ଏନ୍.ଏ.): ବୌଦ୍ଧ ଜିଲା ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମର ୫୭ ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏକ ଧାନବିଲରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ ଜବତ କରିଛି ବୌଦ୍ଧ ପୋଲିସ। ଏହା ସହିତ ମୃତଦେହ ନିକଟରେ ପଡ଼ିଥିବା ଏକ...
ବ୍ୟାଙ୍କରେ ୨୦ ଘଣ୍ଟା ଲୁଚିଥିଲେ ଅଭିଯୁକ୍ତ
କୋରାପୁଟ (ସ୍ବ.ପ୍ର.)/ଲକ୍ଷ୍ମୀପୁର (ଡି.ଏନ୍.ଏ.), ୧୭ା୧: କୋରାପୁଟ ଜିଲା ଲକ୍ଷ୍ମୀପୁରସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ) ଶାଖାରୁ ସୁନା ଚୋରି ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଚୋରି କରିବା ଲାଗି ଅଭିଯୁକ୍ତ ଜଣକ ଘଟଣା ଦିନ ଅପରାହ୍ନ ୩ଟାରୁ ଏହା ପରଦିନ...
ପୁଣି ରକ୍ତରଞ୍ଜିତ ରାଜଧାନୀ
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ପୁଣି ରକ୍ତରଞ୍ଜିତ ହୋଇଛି ରାଜଧାନୀ। ଶନିବାର ସନ୍ଧ୍ୟାରେ ଜନଗହଳିପୂର୍ଣ୍ଣ ପ୍ରେସ ଛକରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି ୩ ଯୁବକ। ମୃତ ଯୁବକ ଜଣକ ହେଲେ ନିରଞ୍ଜନ ପରିଡା(୧୯)। ସୂଚନାନୁଯାୟୀ, ମୃତ...
ନକଲି ପୋଲିସକୁ ଧରିଲା ଅସଲି ପୋଲିସ, ସ୍କ୍ବାଡ ପରିଚୟ ଦେଇ କରୁଥିଲେ ଲୁଟ୍ପାଟ
ବରଗଡ଼ ଅଫିସ,୧୫ା୧: ପୋଲିସ ସ୍କ୍ବାଡର କର୍ମଚାରୀ ପରିଚୟ ଦେଇ ଲୁଟ୍ପାଟ୍ ଚଲାଇଥିବା ୨ ଅଭିଯୁକ୍ତଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଲାଙ୍ଗୀର ସଦର ଥାନା ସିନ୍ଦୁରବାହାଲ ଗ୍ରାମର ସୁମନ ଶେଖର ପାଣିଗ୍ରାହୀ(୨୬) ଏବଂ ବରଗଡ଼ ପୌର...
ଗଛରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ
ଅମ୍ବାଭୋନା,୧୫ା୧(ଡି.ଏନ୍.ଏ.): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଡୁଙ୍ଗୁରୀ ଦେଚୁଆଁ ପାହାଡ଼ ମଧ୍ୟରେ ରହିଥିବା ମାତାବନ୍ଧ ନିକଟସ୍ଥ ଏକ ଗଛରୁ ଶନିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତକଦ୍ୱୟ ହେଲେ, ଡୁଙ୍ଗୁରୀ ଗ୍ରାମର ପାଣ୍ଡବ ବାଗ(୪୫) ଓ...
ଫାଣ୍ଡି ନିକଟରେ ପଡ଼ିଛି ଯୁବତୀଙ୍କ ମୃତଦେହ
ପାରଳାଖେମୁଣ୍ଡି,୧୩ା୧(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ବସଷ୍ଟାଣ୍ଡ ନିକଟରୁ ଯୁବତୀଙ୍କ କ୍ଷତ ବିକ୍ଷତ ମୃତଦେହ ଜବତ କରାଯାଇଛି। ପୋଲିସ ଫାଣ୍ଡିଠାରୁ ମାତ୍ର ୧୦୦ ମିଟର ଦୂରରେ ପଡ଼ିଥିଲା। ପାରଳାଖେମୁଣ୍ଡି ପୋଲିସ ଗୁରୁବାର ସକାଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଳମ୍ବିତ...
Archives


