ଗଞ୍ଜାମ ଏସ୍ପି ଅଫିସ ଆଗରେ ଆତ୍ମାହୁତି ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ
ଗଞ୍ଜାମ,୨୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ବୋରିଗାଁ ଅଞ୍ଚଳର ବାଦଲ ସାହୁ ନାମକ ଜଣେ ଯୁବକ ଛତ୍ରପୁରସ୍ଥିତ ଏସ୍ପି ଅଫିସ ଆଗରେ ଗତ ୧୪ରେ ଆତ୍ମାହୁତି ଉଦ୍ୟମ କରିଥିଲେ । ଉକ୍ତ ଘଟଣାରେ ରମ୍ଭା ଥାନା ପୋଲିସ ସେହି ଗ୍ରାମର ୩…
ସିସିଟିଭିରେ ହତ୍ୟାର ଦୃଶ୍ୟ
ବଲାଙ୍ଗୀର ଅଫିସ,୨୩।୫: ବଲାଙ୍ଗୀର ଆର୍ଟିଓ ଅଫିସ ଛକରେ ଶନିବାର ପୂର୍ବାହ୍ନରେ ସିରିଜ୍ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା ଓ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଥିଲେ। ଏହି ସିରିଜ୍ ଦୁର୍ଘଟଣା ସମୟର ସିସିଟିଭି ଫୁଟେଜ୍ ରବିବାର…
ଲାଞ୍ଚ ନେଇ ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ
ପାଟଣାଗଡ଼,୨୨ା୫(ଡି.ଏନ୍.ଏ.): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ରେଞ୍ଜ ଲରମ୍ଭା ସେକ୍ସନର ଜଙ୍ଗଲ ବିଭାଗ ଫରେଷ୍ଟର ଭାଗବତ ଦାସ ଓ ଫରେଷ୍ଟ ଗାର୍ଡ ଗୋପାଳ ଗଡ଼ତ୍ୟାକୁ ବଲାଙ୍ଗୀର ଡିଏଫ୍ଓ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସୂଚନାରୁ ପ୍ରକାଶ ଯେ, ଲରମ୍ଭା ଫରେଷ୍ଟ…
ଚକରା ଗ୍ୟାଙ୍ଗର ୨ ଲୁଟେରାଙ୍କ ସମେତ ୫ ଗିରଫ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ଲୁଟପାଟ୍ କରି ଏହାକୁ ବିକ୍ରି କରୁଥିବା ଗ୍ୟାଙ୍ଗକୁ ତମୋଣ୍ଡା ଥାନା ପୋଲିସ ଗିରଫ କରିଛି । ଏଥିରେ ୨ ଲୁଟେରା ଓ ୩ ଜଣ ରିସିଭର ଅଛନ୍ତି । ଲୁଟେରା ଦ୍ୱୟ ହେଲେ ଲିଙ୍ଗରାଜ…
ସ୍ବାମୀଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଲେ ସ୍ତ୍ରୀ
କପ୍ତିପଦା,୧୯ା୫(ଡି.ଏନ୍.ଏ.): ପାରିବାରିକ କଳହରୁ ସ୍ବାମୀଙ୍କୁ କାଠଫାଳିଆରେ ପିଟିପିଟି ମାରି ଦେଇଛନ୍ତି ସ୍ତ୍ରୀ। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଶରତ ଥାନା ଅନ୍ତର୍ଗତ ସିରିଆପାଳ ଗାଁରେ। ମୃତକ ଜଣକ ହେଲେ ଲାଦୁରା ସିଂ। ତେବେ ଘଟଣା ପରେ ସ୍ତ୍ରୀ…
ଶିଖରଚଣ୍ଡୀ ପାହାଡ଼ ତଳୁ ମିଳିଲା ଯୁବକଙ୍କ ଅଦ୍ଧଦଗ୍ଧ ମୃତଦେହ
ଭୁବନେଶ୍ୱର,୧୯ା୫(ବ୍ୟୁରୋ): ରାଜଧାନୀସ୍ଥିତ ଇନଫୋସିସ୍ ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ତଳୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ମୃତକ ଜଣକ ନନ୍ଦନକାନନ ଥାନା ବାଲିପଡ଼ା ଗାଁର ଲଲାଟେନ୍ଦୁ ପ୍ରଧାନଙ୍କ ପୁଅ ଅବିନାଶ ପ୍ରଧାନ(୨୨) ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ବୁଧବାର ରାତିରେ…
ଲୁହା ସାମଗ୍ରୀ ଚୋରି କରି ୨ ଗିରଫ
ବଡ଼ବିଲ,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନ ରୋଡ୍ସ୍ଥିତ ଇଣ୍ଡଷ୍ଟ୍ରିଆଲ ଏରିଆର ଏକ ଓ୍ବାର୍କଶପ୍ରୁ ବିଭିନ୍ନ ଲୁହା ସାମଗ୍ରୀ ଚୋରି ଅଭିଯୋଗରେ ପୋଲିସ ବୁଧବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବିଲ…
ସ୍ତ୍ରୀଙ୍କୁ ଭାଉଜ, ଝିଅକୁ ଝିଆରୀ କହୁଥିଲେ ପ୍ରେମିକ: ଧାରଣା ଦେଲେ ଗର୍ଭବତୀ ପ୍ରେମିକା
ପାପଡ଼ାହାଣ୍ଡି,୧୮ା୫(ଡି.ଏନ୍.ଏ.): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ୭ ବର୍ଷ ହେଲା ପ୍ରେମିକାଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ। ଏବେ ପ୍ରେମିକା ୭ ମାସର ଗର୍ଭବତୀ ହେବା ପରେ ହାତ ଛାଡ଼ି ଦେଇଛନ୍ତି ପ୍ରେମିକ ଜଣକ। ସେପଟେ ଗର୍ଭବତୀ ଯୁବତୀଙ୍କୁ ଘରେ ପୂରାଉ…
ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କଲେ ଦୁଇ ନାବାଳକ
କେନ୍ଦୁଝର,୧୬ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅଞ୍ଚଳରେ ରବିବାର ରାତିରେ ଜଣେ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ଦୁଇ ନାବାଳକ ଭାଇ। ତେବେ ପୋଲିସ ଏହି ଦୁଇ ନାବାଳକ ଭାଇଙ୍କୁ ଅଟକ ରଖିଥିବା ବେଳେ ସଠିକ୍ କାରଣ ଜଣା ପଡ଼ି…
ବଡ଼ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନଭାଇ
କେସିଙ୍ଗା,୧୫ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧିନସ୍ଥ କର୍ଲାପଡ଼ା ଫାଣ୍ଡି ଅନ୍ତର୍ଗତ ପଣ୍ଡି ଗାଁରେ ରବିବାର ଅଭାବନୀୟ କାଣ୍ଡ ଘଟିଛି। ପ୍ରକାଶ ଯେ, ରବିବାର ସକାଳୁ ପଣ୍ଡି ଗାଁର ବଡ଼ ବାପାଙ୍କ ପୁଅ ଘାସିରାମ ଟାକରିଆ ଓ ମାରାଦେଭ ଟାକରିଆଙ୍କ…
ଧରାପଡ଼ିଲେ ୫ ଡକାୟତ: ସୁନାଗହଣା ସହ ବାଇକ, ମୋବାଇଲ ଜବତ
ଫୁଲବାଣୀ ଅଫିସ,୧୫ା କନ୍ଧମାଳ ଜିଲା ଟିକାବାଲି ଥାନା ପୋଲିସ ଏକ ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୦ ଗ୍ରାମ ସୁନା ଗହଣା, ଦୁଇଟି ବାଇକ୍ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବ୍ରାହ୍ମଣୀଗାଁର ଉଦ୍ଧବ ମଲ୍ଲିକ, ଆଦମ…
କଳମ୍ବ ଗାଁ ଅଶାନ୍ତ: ନାମଯଜ୍ଞ ସରିଲା, ମୁଣ୍ଡ ଗଡ଼ିଲା
ପୋଲସରା,୧୫।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧିନ କଳମ୍ବ ଗ୍ରାମରେ ଶନିବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ବିକାଶ ସାହୁ ଓରଫ କାଉ(୨୮)। ସୂଚନାନୁଯାୟୀ, କଳମ୍ବ ଗ୍ରାମରେ ଚଳିତ…
Archives


