ନିଜକୁ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର ଅଧିକାରୀ କହି ଠକୁଥିଲେ କୋଟିକୋଟି ଟଙ୍କା, ଗିରଫ କଲା ଇଓଡବ୍ଲ୍ୟୁ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଅଢ଼େଇ କୋଟି ଟଙ୍କା ଠକେଇ ଅଭିଯୋଗରେ ହିମାଂଶୁ ଭଣ୍ଡାରୀ ନାମକ ଜଣେ ବ୍ୟକ୍ତିଙ୍କୁ ନୋଏଡାରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ। ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ରାହତକୋଷ ଯୋଜନାରେ ଟଙ୍କା ଦେବାକୁ କହି ଲୋକଙ୍କୁ ଠକି ଚାଲିଥିଲେ ହିମାଂଶୁ। ୨ କୋଟି ୩୫…
କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣା: ଶର୍ମିଷ୍ଠାଙ୍କୁ ଧରିବା ପାଇଁ ୩ ଟିମ୍ ଗଠନ
ଭୁବନେଶ୍ୱର,୧୯ା୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ଧରିବା ପାଇଁ ଭଦ୍ରକ ଏସ୍ପି ଚରଣ ସିଂହ ମୀନା ୩ଟି ଟିମ୍ ଗଠନ କରିଛନ୍ତି। ଦୁଇଟି ଟିମ୍ ରାଜ୍ୟ ଭିତରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଥିବା ବେଳେ…
ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଲେ
ନିମାପଡ଼ା,୧୯ା୩(ଡି.ଏନ୍.ଏ.): ପୁରୀ ଜିଲା କଣାସ ବ୍ଲକ ଗଡ଼ିଶାଗଦା ଥାନା ଜାଗୁଳାଇ ପଦର ଗାଁରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗୋଡ଼ାଇ ଗୋଡ଼ାଇ ଗାଁ ଦାଣ୍ଡରେ ଫାର୍ସାରେ ମୁଣ୍ଡକୁ ହାଣିଛନ୍ତି ଗୋଟିଏ ଗୋଷ୍ଠୀର ଲୋକ। ଫଳରେ ଏହି ଗୋଷ୍ଠୀ ସଂଘର୍ଷରେ ୩ ଗୁରୁତର ହୋଇଛନ୍ତି।…
ଜମି ଦେବାକୁ କହି କୋଟିଏରୁ ଊର୍ଦ୍ଧ୍ୱ ଠକେଇ: ଅଭିଯୁକ୍ତ ରଶ୍ମିରଞ୍ଜନଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଜଣେ ପେସାଦାର ଠକଙ୍କୁ କ୍ରାଇମବ୍ରାଞ୍ଚର ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରଶ୍ମିରଞ୍ଜନ ଦାସ। ସେ ନିଜକୁ ଆର୍ଡି ଗ୍ରୁପ୍ ଅଫ୍ କମ୍ପାନୀର ଜଣେ ଅଧିକାରୀ ବୋଲି ପରିଚୟ ଦେଇ ଜଣେ ବ୍ୟକ୍ତିଙ୍କଠାରୁ ଜମି ଦେବା ବାହାନାରେ…
ଆଶ୍ରମ ଭିତରେ ଅନ୍ତରଙ୍ଗ ଭିଡିଓ ଭାଇରାଲ
ଭୁବନେଶ୍ୱର,୧୮।୩ (ବ୍ୟୁରୋ): ନୟାଗଡ଼ ଜିଲା ରଣପୁର ଥାନା ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ଓ ନିର୍ଯାତନା ପରେ ହତ୍ୟା କରି ପୋତି ଦିଆଯିବା ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ମାନସଙ୍କୁ ଚାନ୍ଦବାଲିରୁ…
୫ ଘଣ୍ଟାରେ ପଚରାଗଲା ୧୦୦ରୁ ଊର୍ଦ୍ଧ୍ୱ ପ୍ରଶ୍ନ
ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ସମ୍ପତ୍ତି ଲୁଟିବା ସହ ଏକାଧିକ ଠକେଇ ମାମଲାରେ ଗିରଫ ହୋଇ ଜେଲ ଯାଇଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବୁଧବାର ଲାଏ ଡିଟେକ୍ସନ୍ କରାଯାଇଛି। ଭୁବନେଶ୍ୱର…
ଚଢ଼ାଉ ସମୟରେ ଗଞ୍ଜେଇ ଭର୍ତ୍ତି ବୋଲେରୋ ଛାଡ଼ି ଚାଳକ ଚମ୍ପଟ
କୋକସରା,୧୬ା୩(ଡି.ଏନ୍.ଏ.): କୋରାପୁଟ ଅଞ୍ଚଳରୁ କଳାହାଣ୍ଡି ପଟେ ଆସୁଥିବା ଏକ ବୋଲେରୋ ନମ୍ବର ଓ ୦୮ ସି ୪୨୮୪ରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବର ପାଇ କଳାହାଣ୍ଡି ଭବାନୀପାଟଣା ଓ ଜୟପାଟଣା ଅବକାରୀ ବିଭାଗର ମିଳିତ ଟିମ୍ ଚଢ଼ାଉ…
ବିଜେଡି ମହିଳା ସଭାନେତ୍ରୀଙ୍କ ଘର ଉପରକୁ ବୋମାମାଡ଼
ବରୀ,୧୪ା୩(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବ୍ଲକ ବିଜେଡି ମହିଳା ସଭାନେତ୍ରୀ ଜ୍ୟୋତ୍ସ୍ନାରାଣୀ ନାଥଶର୍ମାଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଛନ୍ତି। ଏନେଇ ଜ୍ୟୋତ୍ସ୍ନାରାଣୀ ରାମଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଚଳିତ ପଞ୍ଚାୟତ ନିର୍ବାଚନରେ ଶାସକ ଦଳର ଦୁଇ ଗୋଷ୍ଠୀ ମୁହାଁମୁହିଁ…
ସ୍ତ୍ରୀଙ୍କୁ ମାଡ଼ମାରି ଗାତରେ ଫିଙ୍ଗିଦେଲେ ସ୍ବାମୀ
କାମାକ୍ଷାନଗର,୧୪ା୩(ଡି.ଏନ୍.ଏ): ପିଶାଚ ସ୍ବାମୀଙ୍କ ଉନ୍ମୁତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ବାଡ଼ିପଟ ଗାତରେ ପକାଇ ଦେଇଛନ୍ତି ସ୍ବାମୀ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ ଦେଖିବାକୁ ମିଳିଛି ଏଭଳି ଅମାନବୀୟ କାଣ୍ଡ। ବାପଘର ଲୋକେ ଗୁରୁତର ଅବସ୍ଥାରେ ଝିଅଙ୍କୁ ଉଦ୍ଧାର…
ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ୍ ମାମଲା: ପୂର୍ବତନ ଏଜିଙ୍କୁ ସିବିଆଇର ପଚରାଉଚରା
ଭୁବନେଶ୍ୱର,୧୪।୩(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ୍ ମାମଲାରେ ଛନ୍ଦି ହୋଇଥିବା ଓଡ଼ିଶାର ପୂର୍ବତନ ଆଡ୍ଭୋକେଟ୍ ଜେନେରାଲ୍ (ଏଜି) ଅଶୋକ ସେଠୀଙ୍କୁ ସିବିଆଇ ପଚରାଉଚରା କରିଛି। ଭୁବନେଶ୍ୱରସ୍ଥିତ ସିବିଆଇ କାର୍ଯ୍ୟାଳୟରେ ୩୦ ମିନିଟ୍ରୁ ଅଧିକ ସମୟ ଧରି ତାଙ୍କୁ ପଚରାଉଚରା କରାଯାଇଥିଲା। ତେବେ ଗିରଫ ହୋଇ…
ଅନ୍ତରୀଣ ଜାମିନରେ ଜେଲରୁ ବାହାରିଲେ ପିଣ୍ଟୁ ଦାସ
ବ୍ରହ୍ମପୁର ଅଫିସ,୧୧ା୩: ଜମି ହଡପ ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ମେୟର ପିଣ୍ଟୁ ଓରଫ ଶିବ ଶଙ୍କର ଦାସ ଗୁରୁବାର ଜେଲରୁ ବାହାରିଛନ୍ତି। ହାଇକୋର୍ଟରୁ ପିଣ୍ଟୁଙ୍କୁ ମିଳିଥିବା…
୧.୩୨ କୋଟି ଟଙ୍କାର ବ୍ରାଉନସୁଗାର ଜବତ
ଭୁବନେଶ୍ୱର (ବ୍ୟୁରୋ)/ଖୋର୍ଦ୍ଧା ଅଫିସ,୧୧।୩: ରାଜଧାନୀ ଉପକଣ୍ଠ ଜଟଣୀ ଅଞ୍ଚଳ ଏବେ ବ୍ରାଉନସୁଗାର କାରବାରର ହବ୍ ପାଲଟିଛି। ବାଲେଶ୍ୱରର ଜଳେଶ୍ୱର ଓ ଅନ୍ୟ କେତେକ ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଏଠାକୁ ବ୍ରାଉନସୁଗାର ଅଣାଯାଇ ସହର ଓ ତଳି ଅଞ୍ଚଳକୁ ଚାଲାଣ ହେଉଛି।…
Archives


