ଅପରାଧ

ସୁପ୍ରଭା ହତ୍ୟା ମାମଲା: ଏତଲାକାରୀ ସ୍ବାମୀ ହିଁ ଅଭିଯୁକ୍ତ

ଛତ୍ରପୁର,୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ବିପୁଳିଙ୍ଗି ଗାଁ ରାଧେଶ୍ୟାମ ଚୌଧୁରୀଙ୍କ ସ୍ତ୍ରୀ ସୁପ୍ରଭା ଚୌଧୁରୀଙ୍କୁ ନିର୍ମମ ଭାବେ ତାଙ୍କ ଘରେ ଫେବୃୟାରୀ ୧୬ ତାରିଖ ରାତିରେ ହତ୍ୟା କରାଯାଇଥିଲା। ସୁପ୍ରଭାଙ୍କୁ ହତ୍ୟା କରାଯାଇଥିବା ଏବଂ ଘରୁ ସୁନା ଅଳଙ୍କାର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ଭବାନୀପାଟଣା,୩ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କେବିକେ-୧ କ୍ଷୁଦ୍ର ଜଳସେଚନ ବିଭାଗର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭବାନୀପାଟଣାସ୍ଥିତ କ୍ୱାର୍ଟର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଚଢ଼ାଉ…

ଗାଳି କରିବାରୁ ହତ୍ୟା କରିଥିଲେ ଶ୍ରମିକ, ଜେଲ ଗଲେ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ,୩ା୩ (ଡି.ଏନ.ଏ.): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅନ୍ତର୍ଗତ ତୁଳସୀଦେଇପୁରସ୍ଥିତ ସୋଲ୍‌ ସୋକ୍‌ ଫାର୍ମ ହାଉସ୍‌ରେ ଇଲେକ୍ଟ୍ରିସିଆନ୍‌ ଦୀପକ କୁମାର ସ୍ବାଇଁଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଶୁଭେନ୍ଦୁ କୁମାର ଦାସ (୩୮)ଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ଶୁଭେନ୍ଦୁଙ୍କ…

ଛାଡ଼ପତ୍ର ଦେଲେନି ବୋଲି…ବୋହୂଙ୍କ ଗୋଡ଼ ଭାଙ୍ଗିଦେଲେ

ଢେଙ୍କାନାଳ ଅଫିସ, ୨।୩: କୁହାଯାଏ ବିବାହ ଏକ ପବିତ୍ର ବନ୍ଧନ। ଦାମ୍ପତ୍ୟ ଜୀବନ ଆରମ୍ଭ ହେଲେ ଅଜାଡ଼ି ହୋଇପଡ଼େ ଗୁରୁଜନଙ୍କ ଆଶୀର୍ବାଦ। ନବଦମ୍ପତିଙ୍କ ସୁଖମୟ ଜୀବନ କାମନା କରନ୍ତି ସଭିଏଁ। ହେଲେ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କେରଜୋଳି ପଞ୍ଚାୟତର ସରବେରେଣି…

ତାଲା ଭାଙ୍ଗି ଆର୍ମି ଅଫିସରଙ୍କ ଘରୁ ସବୁ ଲୁଟିନେଲେ ଦୁର୍ବୃତ୍ତ

ବାଲିଗୁଡ଼ା,୧ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାତିରେ ବାଲିଗୁଡ଼ା ଏନ୍‌ଏସି ଅନ୍ତର୍ଗତ ୨ ନଂ ଓ୍ବାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା ଜଣାପଡ଼ିଛି।…

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ହୋମଗାର୍ଡ

ବାଲେଶ୍ୱର ଅଫିସ,୧ା୩: ବାଲେଶ୍ୱର ଖନ୍ତାପଡ଼ା ଥାନାରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଥାନା ଏଏସ୍‌ଆଇ ରତିକାନ୍ତ ଦାସ ଓ ହୋମଗାର୍ଡ ଶଶୀକାନ୍ତ ମହାପାତ୍ର ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ଗିରଫ କରିଛି । ସୂଚନାରୁ ଜଣାଯାଏ, ଗତ ୪…

ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା: ୩ କୋର୍ଟ ଚାଲାଣ

ଭବାନୀପାଟଣା,୨୫ା୨(ସ୍ବ.ପ୍ର.): କେବେ ପ୍ରେମ ପାଇଁ ଅପହରଣ ତ କେବେ ହତ୍ୟା। ପ୍ରେମରେ ଅନ୍ଧ ହୋଇ ମଣିଷ ନିଜର ହିତାହିତ ଜ୍ଞାନ ଭୁଲି ନିଜ ସାଙ୍ଗର ଜୀବନ ନେବାକୁ ମଧ୍ୟ ପଛାଉ ନାହିଁ। ଏଭଳି ଏକ ଅଭାନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି…

ପ୍ରଧାନଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଛାତ୍ରୀ ଗୁରୁତର, ଥାନାରେ ଅଭିଯୋଗ କଲେ ଅଭିଭାବକ

ବରଗଡ଼ ଅଫିସ,୨୫ା୨: ରାଜ୍ୟ ସରକାର ସ୍କୁଲ ପରିସରକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଛନ୍ତି। ମାତ୍ର ସରକାରଙ୍କ ଏହି ଘୋଷଣା ବାଟବଣା ହୋଇପଡ଼ିଛି। ବରଗଡ଼ ସହରର ଖଜୁରଟିକ୍ରାସ୍ଥିତ ରାଧାମାଧବ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀ ଆହତ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୫ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାକୁ ବଳାତ୍କାର କରିବା ଘଟଣାରେ ଅଭିଯୁକ୍ତଙ୍କ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କେନ୍ଦୁଝର ଜିଲା ଫାଷ୍ଟ ଟ୍ରାକ୍‌ କୋର୍ଟର ବିଚାରପତି ମାନସ କୁମାର ମିଶ୍ର। ଏହି…

ରାଜଧାନୀରେ ହାତୀଦାନ୍ତ ର଼୍ୟାକେଟ୍‌

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱରରେ ହାତୀଦାନ୍ତ ର଼୍ୟାକେଟ ଧରାପଡିଛି। ସୈନିକ ସ୍କୁଲ ଛକ ନିକଟରେ ଡିଲ୍‌ବେଳେ ମୈତ୍ରୀବିହାର ଥାନା ପୋଲିସ ରବିବାର ସାରେ ଚଢ଼ାଉ କରି ୨ ବନ୍ୟଜନ୍ତୁ ଚାଲାଣକାରୀଙ୍କୁ ଧରିଛି। ସେମାନଙ୍କଠୁ ପ୍ରାୟ ୩ କେଜି ଓଜନର ଏକ ହାତୀ ଦାନ୍ତ ଜବତ…

ସ୍ତ୍ରୀଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କେନ୍ଦୁଝର,୧୯ା୨(ସ୍ବ.ପ୍ର.): ତେଲକୋଇ ଥାନା ରଗଡ଼ା ଗାଁରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଶନିବାର ଏକ ଧାରୁଆ ଅସ୍ତ୍ରରେ ବୀଭତ୍ସ ଭାବେ ହାଣି ହତ୍ୟା କଲାପରେ ରବିବାର ତେଲକୋଇ ଥାନାରେ ଆତ୍ମସମର୍ପଣ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତଙ୍କ ନାମ ରଥିଆ ସେଠୀ(୩୨)।…

ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ, ଥାନାରେ ଅଟକ

ଟିକିରି,୧୭ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୋରାଗୁଡ଼ା ଥାନା ଡି କରଳ ଆଦିବାସୀ ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଦିବାସୀ ସାହିର ଏକ ଘରୁ ଜଣେ ମହିଳାଙ୍କ ଏକ ମୃତଦେହ ଜବତ କରିଛି ଦୋରାଗୁଡ଼ା ପୋଲିସ। ହତ୍ୟା ସନ୍ଦେହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?