ଅପରାଧ

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ ଜଣେ ବୟସ୍କ ବ୍ୟକ୍ତି ନାବାଳିକାଙ୍କୁ ଅପହରଣ କରିନେଉଥିବା ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି।…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି କରି ନେଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଚିକିତ୍ସାଳୟ ପରିସରରେ ଚାଞ୍ଚଲ୍ୟ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାରୁ ଜଣାଯାଇଛି ଯେ, ଦଶମ ଶ୍ରେଣୀ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ମହିଳାଙ୍କୁ ତାଙ୍କ ପ୍ରେମିକ ବିଷ ମିଶା କୋଲ୍ଡ ଡ୍ରିଙ୍କ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମବାସୀମାନେ ଅଭିଯୁକ୍ତଙ୍କୁ ଧରି ନିର୍ଦ୍ଧୁମ ମାଡ଼ ମାରିବା…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ ଚନ୍ଦନ ଦାସ ଓରଫ ହାପି (୩୦)ଙ୍କ ମୃତଦେହ ତାଙ୍କ ଘର ସମ୍ମୁଖରୁ ହାତଗୋଡ଼…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ ଦେଇଥିବା ମହମ୍ମଦ ଅନିଶ(୩୬)ଙ୍କ ମୃତ୍ୟୁ ଘଟିଛି। ପୋଲିସ ଅଭିଯୁକ୍ତ ରାଜା ସ୍ୱାମୀ(୨୫)ଙ୍କୁ ଅଟକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ ଅୟସ କରୁଥିଲେ ଡାଟା ଏଣ୍ଟ୍ରି ଅପରେଟର। କଟକ ଏସ୍‌ସିବି ମେଡିକାଲ ଅଧୀକ୍ଷକଙ୍କ କାର୍ଯ୍ୟାଳୟର…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କେନ୍ଦୁଝର ଭିଜିଲାନ୍ସ ଡିଏସ୍‌ପି ସୁଧାଂଶୁ ଶେଖର…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ସାହାନନ୍ଦପୁର ଗ୍ରାମର ୩୪ ବର୍ଷୀୟ ରାଜକିଶୋର ଦେହୁରୀ। ପୋଲିସ…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଶଙ୍ଖଣା ଗ୍ରାମର ବିମ୍ବାଧର…

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ କରିବା ସହ ଦୁଇ ଜଣଙ୍କୁ ଅଟକ ରଖିଛି। କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ସିଙ୍ଗାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?