ଅପରାଧ

ମା’କୁ କୁରାଢ଼ିରେ ହାଣିଲା ପୁଅ

ବାରିପଦା ଅଫିସ,୨୧ା୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଚକୁଳିଆ ଗ୍ରାମରେ ଜନ୍ମ କଲା ମା’ଙ୍କୁ କୁରାଢ଼ିରେ ହାଣିଛି ପୁଅ। ଅଭିଯୁକ୍ତ ପୁଅ ହେଲେ ଲୋସ ହେମ୍ବ୍ରମ। ମୃତକ ମା’ ଗୁରୁବାରି ହେମ୍ବ୍ରମ। ରାସଗୋବିନ୍ଦପୁର ଥାନା ଅଧିକାରିଣୀ ଲୋପାମୁଦ୍ରା ନାୟକ ଘଟଣାସ୍ଥଳରେ ପହଞ୍ଚି…

ଲାଞ୍ଚ ନେବା ଘଟଣା: କୋର୍ଟ ଚାଲାଣବେଳେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଜନସ୍ବାସ୍ଥ୍ୟ ଅଧିକାରୀ

ବରଗଡ଼ ଅଫିସ,୨୦ା୪: ଲାଞ୍ଚ ନେବାବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁ ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ବୁଧବାର ପୂର୍ବାହ୍ନରେ ସମ୍ବଲପୁର ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଚ୍ଚ ରକ୍ତଚାପ ଯୋଗୁ ଡା.…

ବୈତରଣୀରୁ ବାଲି ଚୋରାଚାଲାଣ

କେନ୍ଦୁଝର,୨୦ା୪(ସ୍ବ.ପ୍ର.): ପାଟଣା ଓ ସାହାରପଡ଼ା ତହସିଲ ଅଞ୍ଚଳ ଦେଇଯାଇଥିବା ବୈତରଣୀ ନଦୀପଠାରୁ ବେଆଇନ ଭାବରେ ବାଲି ଚୋରାଚାଲାଣ ଚାଲିଥିବା ଜଣାପଡ଼ିଛି। ଏବେ ମଧ୍ୟ କିଆପଡ଼ା ଓ ପାଟନାଳି ଗ୍ରାମ ନିକଟରେ ବହୁ ପରିମାଣରେ ବାଲି ଗଛିତ ରହିଛି। ଏନେଇ ଧରପଗଡ଼ କରି…

ଭିଜିଲାନ୍ସ ଜାଲରେ ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ

ବରଗଡ଼ ଅଫିସ,୧୯।୪- ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ନୂତନ ହୋଟେଲ ପାଇଁ ଖାଦ୍ୟ ନିରାପତ୍ତା ଲାଇସେନ୍ସ ପାଇଁ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ସେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ…

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ

ଜମନକିରା,୧୮ା୪(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ଜମନକିରା ପଞ୍ଚାୟତ ମହକୁମା ଚାହାବଗାନ ପଡ଼ାର ଦୁଃଖ ମିଞ୍ଜ ଓରଫ ଦୁଃଖ ଓରାମଙ୍କ (୪୦) ଠାରୁ ଜମି ଭାଗବଣ୍ଟା ପାଇଁ ରଙ୍ଗପ୍ରଲେପ ଦିଆ ୯ ହଜାର ଟଙ୍କା…

ଥାନାରେ ଅଭିଯୁକ୍ତଙ୍କ ମୃତ୍ୟୁ: ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଲେ ସ୍ତ୍ରୀ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସ୍ଥାନୀୟ ବଡ଼ଗଡ଼ ଥାନାରେ ହାଜତ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ଜଣେ ମହିଳା। ମୃତକ ହେଲେ କପିଳପ୍ରସାଦ ଅଞ୍ଚଳର ଦେବେନ୍ଦ୍ର ଚୌଧୁରୀ। ରବିବାର ରାତିରେ ସେ ରସୁଲଗଡ଼ରୁ ଘରକୁ ଫେରୁଥିବା ବେଳେ ପୋଲିସ ତାଙ୍କୁ ଉଠାଇ ନେଇଥିବା ଦେବେନ୍ଦ୍ରଙ୍କ ସ୍ତ୍ରୀ…

୧ କୋଟି ଟଙ୍କାରେ ହନୁମାନ ପଇସା ଡିଲ୍‌

ଦେବଗଡ଼,୧୮ା୪(ଡି.ଏନ.ଏ.): ଦେବଗଡ ଜିଲା ପୋଲିସ ସ୍ପେଶାଲ ସ୍କ୍ବାଡ୍‌କୁ ପୁଣି ମିଳିଛି ସଫଳତା। ରବିବାର ବେଆଇନ ହନୁମାନ ପଇସା କାରବାରରେ ଲିପ୍ତ ୨ ଅଭିଯୁକ୍ତଙ୍କୁ ଗ୍ରାହକ ବେଶରେ କାବୁ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ହେଲେ ସମ୍ବଲପୁର ଜିଲା ନାକଟିଦେଉଳ ଥାନା…

ପ୍ରଲୋଭନ ଦେଖାଇ ୨ ଲକ୍ଷ ଲୁଟ୍‌ ମାମଲାର ପର୍ଦ୍ଦାଫାଶ

ଜଗତ୍‌ସିଂହପୁର ଅଫିସ, ୧୮ା୪: ୭୦ ହଜାର ଟଙ୍କା ଦେଲେ, ୧ ଲକ୍ଷ ଟଙ୍କା ମିଳିବ। ଏଭଳି ପ୍ରଲୋଭନ ଦେଖାଇ ଜଗତ୍‌ସିଂହପୁର ଜିଲାର ଜଣେ ବ୍ୟକ୍ତିଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନକୁ ଡକାଇ ତାଙ୍କଠାରୁ ୨ ଲକ୍ଷ ଝାମ୍ପି ନେଇଛନ୍ତି ଲୁଟେରା। ଏହି ମାମଲାରେ ଜଗତ୍‌ସିଂହପୁର…

ଘରେ ପଶି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ ଅଫିସ,୧୮।୪: କିଛି ଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ପୁଣି ରକ୍ତ ଛିଟା ପଡ଼ିଛି। ରବିବାର ଭୋର ସମୟରେ ପୁରୀ ଦଇତାପଡ଼ା ସାହିର ଜଣେ ଯୁବକ ଟିକନ ଶତପଥୀ(୪୬)ଙ୍କ ଘରେ ପଶି କେତେଜଣ ଦୁର୍ବୃତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଟିକନ…

ଶାଳୀଘରୁ ଚୋରି ସୁନା ବନ୍ଧା ପକାଇ ଆଇପିଏଲ୍‌ ବେଟିଂରେ ଲଗାଇଥିଲେ ଟଙ୍କା: ଭିଣୋଇ ଗିରଫ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଶାଳୀଘରକୁ ଯାଇ ସୁନା ଗହଣା ଚୋରି କରିବା ଅଭିଯୋଗରେ ମଞ୍ଚେଶ୍ୱର ଥାନା ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରିଛି। ସେ ହେଲେ ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁରୁଣା ଭୁବନେଶ୍ୱରର ଅଭିଶେଖ ମହାପାତ୍ର (୩୨)। ତାଙ୍କଠାରୁ ଗୋଟେ ସୁନା ହାର, ଗୋଟେ…

ଆଇପିଏଲ୍‌ ବେଟିଂ: ୯ କୋର୍ଟ ଚାଲାଣ

କୁଆଁରମୁଣ୍ଡା,୧୭ା୪(ଡି.ଏନ୍‌.ଏ.): ସମ୍ପ୍ରତି ଆଇପିଏଲ ମ୍ୟାଚ୍‌ ଚାଲୁଥିବା ବେଳେ ଏହାକୁ ନେଇ ବେଟିଂ ବା ଜୁଆ କାରବାର ବେଶ୍‌ ବୃଦ୍ଧି ପାଉଛି। ଅନ୍‌ଲାଇନ୍‌ରେ ଲୋକେ ଟଙ୍କା ବାଜି ଲଗାଉଛନ୍ତି। ଫଳରେ ଦିନକୁ କୋଟି କୋଟି ଟଙ୍କାର ଅନଲାଇନ୍‌ ବେଟିଂ ଚାଲୁଛି। ଏହି ଅପରାଧିକ…

ଲିଙ୍ଗିପୁର ଏଟିଏମ୍‌ ଲୁଟ୍‌ ଘଟଣା: ଡେମୋ ଦେଖାଇଲେ ଅଭିଯୁକ୍ତ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଭୁବନେଶ୍ବର ଲିଙ୍ଗିପୁର ଏଟିଏମ୍‌ ଲୁଟ୍‌ ଘଟଣାରେ କ୍ରାଇମ ସିନ୍‌ ରିକ୍ରିଏଶନ କରିଛି ପୋଲିସ। ୨ ଲୁଟେରାଙ୍କୁ ନେଇ ପୋଲିସ୍‌ ଲୁଟ୍‌ ଘଟଣାର ଡେମୋ କରିଛି। ଏଟିଏମ ସ୍ଥଳ, ଶିଶୁଭବନ, ଲିଙ୍ଗିପୁର ପେଟ୍ରୋଲ ପମ୍ପ, ଦୟାନଦୀ କୂଳକୁ ନେଇ ଡେମୋ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri