ଅପରାଧ

ବଧୂହତ୍ୟା ଅଭିଯୋଗ: ଫାଣ୍ଡି ସମ୍ମୁଖରେ ମୃତଦେହ ରଖି ଧାରଣା ଦେଲେ ବାପଘର ଲୋକେ

ନୟାଗଡ଼ ଅଫିସ,୧୦ା୨: ନୟାଗଡ଼ ଜିଲା ଫତେଗଡ଼ ଥାନା ଜଗନ୍ନାଥପ୍ରସାଦ ଗ୍ରାମରେ ପୂଜା ଜୁଝାରସିଂହଙ୍କ ନାମକ ଜଣେ ବଧୂଙ୍କୁ ହତ୍ୟା ଜରାଯାଇଛି। ହତ୍ୟାକାରୀଙ୍କୁ ଗିରଫ ଦାବିରେ ପରିବାର ଲୋକେ ଜଗନ୍ନାଥପ୍ରସାଦ ଫାଣ୍ଡି ଆଗରେ ମୃତଦେହ ରଖି ଶୁକ୍ରବାର ଧାରଣା ଦେଇଛନ୍ତି। ଅଭିଯୋଗ ଅନୁସାରେ,…

ବନ ବିଭାଗ ହେପାଜତରେ ମୃତ୍ୟୁ ଘଟଣା: ରେଞ୍ଜର ସମେତ ୬ ବନ କର୍ମଚାରୀ କୋର୍ଟ ଚାଲାଣ

କଟକ ଅଫିସ, ୮।୨: ବନ ବିଭାଗ ହେପାଜତରେ ସାତଗୋଛିଆ ଗାଁ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ମାମଲାରେ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସମେତ ୬ ବନ କର୍ମଚାରୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅନ୍ୟ କର୍ମଚାରୀମାନେ ହେଲେ ଫରେଷ୍ଟର…

ଦୋକାନ ତାଲା ଭାଙ୍ଗି ଲୁଟ୍‌

ହିଞ୍ଜିଳିକାଟୁ,୮ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବଇଁଚବଣିଆ ଗାୟତ୍ରୀ ନଗର ପ୍ରଥମ ଲାଇନରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ତେଜରାତି ଦୋକାନର କବାଟ ତାଲା ଭାଙ୍ଗି ଦୁର୍ବୃତ୍ତ ଟଙ୍କା ଓ ଅନ୍ୟାନ୍ୟ ସାମଗ୍ରୀ ଚୋରି କରିଥିବା ଅଭିଯୋଗ ହୋଇଛି। ବୁଧବାର…

୫୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୪ ଗିରଫ

ଖୋର୍ଦ୍ଧା ଅଫିସ,୮ା୨: ଖୋର୍ଦ୍ଧା ଆଦର୍ଶ ପୋଲିସକୁ ମିଳିଛି ବଡ଼ ସଫଳତା। ୧୬ ନଂ ଜାତୀୟ ରାଜପଥ ତୋଟାପଡ଼ା ଛକରେ ଚଢ଼ାଉ କରି ୫୬୦ ଗ୍ରାମର ବ୍ରାଉନସୁଗାର ଜବତ କରିଛନ୍ତି। ଜବତ ବ୍ରାଉନସୁଗାରର ମୂଲ୍ୟ ୫୬ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ…

ଧରାପଡ଼ିଲା ଚୋରି ର଼୍ୟାକେଟ,୫ ଗିରଫ

ଫୁଲବାଣୀ ଅଫିସ,୬ା୨: ଦୀର୍ଘ ୫ ମାସ ଧରି ଜିଲାର ବିଭିନ୍ନ ଥାନା ଅଞ୍ଚଳରୁ ବୈଦ୍ୟୁତିକ ସାମଗ୍ରୀ ଚୋରି ଘଟଣା ପୋଲିସ ନିଦ ହଜାଇ ଦେଇଥିଲା। ଶେଷରେ ପୋଲିସ ଏହି ଚୋର ର଼୍ୟାକେଟକୁ ଧରିଛି। ଘଟଣାର ମାଷ୍ଟରମାଇଣ୍ଡ କଟକ ଜିଲା ସାଲେପୁର ଥାନା…

ହେପାଜତ ମୃତ୍ୟୁ ନେଇ ୨ ଏସିଏଫ୍‌ ଅଟକ

ବଡ଼ମ୍ବା,୬ା୨(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ବନଖଣ୍ଡରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀକୁ ହତ୍ୟା କରିଥିବା ସନ୍ଦେହରେ ଅଟକ ରଖି ଜେରା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବାରୁ ଦୁଇ ଏସିଏଫ୍‌ ଘନଶ୍ୟାମ ମୁଦୁଲି ଏବଂ ହରେକୃଷ୍ଣ ମଲ୍ଲିକଙ୍କୁ ଅଟକ ରଖାଯାଇଛି।…

ଦୁର୍ଘଟଣା ଗାଡ଼ିରୁ ଟଙ୍କା ଚୋରି ମାମଲା: ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୪ ଗିରଫ

ବୌଦ୍ଧ,୪ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ବାଉଁଶୁଣୀ ଥାନାର ବହିରା ହାଇସ୍କୁଲ ଛକଠାରେ ସାଧାରଣତନ୍ତ୍ର ଦିବସ ଦିନ ଏକ ସ୍କର୍ପିଓ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଆଉ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ…

କନ୍ତିଆରେ ସିରିଜ ବୋମାମାଡ଼: ଜଣେ ଗୁରୁତର

ଜଟଣୀ,୪ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅନ୍ତର୍ଗତ କନ୍ତିଆ ଗ୍ରାମରେ ଶନିବାର ସିରିଜ ବୋମାମାଡ଼ ହୋଇଛି। ଏଥିରେ ଜଣେ ଗୁରୁତର ହୋଇଥିବା ବେଳେ କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଜଟଣୀ ଥାନାଧିକାରୀ ସୌମ୍ୟକାନ୍ତ ବଳିୟାରସିଂହ, ଜୋନ-୩ ଏସିପି ରଜତ ରୟ ଏବଂ…

ଧରାପଡ଼ିଲେ ୫ ସୁନା ଚୋର

ରାୟଗଡ଼ା ଅଫିସ,୨ା୨: ରାୟଗଡ଼ା ପୋଲିସକୁ ଏକ ବଡ଼ଧରଣର ସଫଳତା ମିଳିଛି। ଜନୈକ ବ୍ୟବସାୟୀଙ୍କ ଘରୁ ଗତ ୧୯ ତାରିଖରେ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ ବୁଧବାର କରିବା ସହ ୫ ଜଣଙ୍କୁ ଗିରଫ ପୂର୍ବକ କୋର୍ଟ ଚାଲାଣ କରିଥିବା ପ୍ରେସ୍‌ମିଟ୍‌ରେ ସୂଚନା…

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ଗିରଫ

ବଲାଙ୍ଗୀର ଅଫିସ,୨ା୨: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ସିଂଙ୍କୁ ବେଲପଡ଼ା ପୋଲିସ ବୁଧବାର ରାତିରେ ଗିରଫ କରିଥିବା ଜଣାପଡ଼ିଛି। କଣ୍ଟାବାଞ୍ଜି-ବେଲପଡ଼ା ରାସ୍ତାରେ ଥିବା ଆଲିସାନ ସିନେମା ହଲର ମାଲିକଙ୍କ ଅଭିଯୋଗ ଅନୁସାରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।…

ପୋଲିସ ହେପାଜତରେ ଅଭିଯୁକ୍ତ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ଜିଲା ଜଜ୍‌ଙ୍କୁ ଚିଠି ଲେଖିଲେ ଏସ୍‌ପି

କେନ୍ଦୁଝର,୧ା୨(ସ୍ବ.ପ୍ର.): ପୋଲିସ ହେପାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ କେନ୍ଦୁଝର ପୋଲିସ ଜିଲା ଜଜ୍‌ଙ୍କୁ ଚିଠି କରିଥିବା ଜଣାପଡ଼ିଛି। ମୃତ୍ୟୁ ହୋଇଥିବା ଅଭିଯୁକ୍ତ ଜଣଙ୍କ ମିଲୁ ବାରିକ। ଘର ସୁନ୍ଦରଗଡ଼ ଜିଲାରେ ହୋଇଥିବା ବେଳେ…

ଘରେ ପଶି ମା’-ପୁଅଙ୍କ ଉପରେ ଏସିଡ୍‌ ଆକ୍ରମଣ, ସିସିଟିଭିରେ କଏଦ ହେଲେ ସନ୍ଦିଗ୍ଧ

ଲକ୍ଷ୍ନୌ,୨୯।୧: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଘରେ ପଶି ମା’-ପୁଅଙ୍କ ଉପରେ ଏସିଡ୍‌ ଆକ୍ରମଣ କରାଯାଇଛି। ଏଥିରେ ଉଭୟ ଗୁରୁତର ହୋଇଥିବା ବେଳେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। ଚିକିତ୍ସା ଲାଗି ଆହତଙ୍କୁ ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସିସିଟିଭିରେ ଘଟଣା କଏଦ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?