ଦାଦାବଟି ପାଇଁ ଗଢ଼ିଥିଲେ ଗ୍ୟାଙ୍ଗ
ଭୁବନେଶ୍ୱର,୩।୬(ବ୍ୟୁରୋ): ଦାଦାବଟି ପାଇଁ ଗଢ଼ିଥିଲେ ଗ୍ୟାଙ୍ଗ। ଯିଏ ଦାଦାବଟି ଦେଉ ନ ଥିଲେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରୁଥିଲେ। ଏପରିକି ଖଣ୍ଡା ଭୁଜାଲି ଧରି ଏହାର ଭିଡ଼ିଓ ପ୍ରସ୍ତୁତ କରୁଥିଲେ। ଲୋକଙ୍କ ମନରେ ଭୟ ସୃଷ୍ଟି କରିବାକୁ ସେସବୁକୁ ସୋସିଆଲ ମିଡିଆରେ…
ଉପକୂଳ ପାଲଟିଛି ନିଶା ବ୍ୟବସାୟୀଙ୍କ ଚାରଣ ଭୂଇଁ
ମହାକାଳପଡ଼ା,୩ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁଦିନ ବୃଦ୍ଧି ପାଉଛି ବେଆଇନ ନିଶା ବ୍ୟବସାୟ। ସ୍ଥାନୀୟ ବ୍ୟବସାୟୀମାନେ ବେଆଇନ ଭାବେ ଖୁଲମ୍ଖୁଲା ଦେଶୀ ରନ୍ଧା ମଦ ପ୍ରସ୍ତୁତ କରୁଥିବା ଦେଖିବାକୁ ମିଳିଛି। ଏମାନେ ଦେଶୀ ମଦ ମଧ୍ୟରେ ହାଣ୍ଡିଆ,…
ଛତିଶଗଡ଼ରୁ ଅଭିଯୁକ୍ତ ଉମେଶ ସୁଧାକର ଗିରଫ
ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଖଣ୍ଡଗିରି ଥାନାଞ୍ଚଳରେ ଥିବା ଏକ ଘରୋଇ କଲେଜର ମହିଳା ଆସିଷ୍ଟାଣ୍ଟ୍ ପ୍ରଫେସରଙ୍କୁ ବଳାତ୍କାର ମାମଲାରେ ଫେରାର ଥିବା ଅଭିଯୁକ୍ତ ଉମେଶ ସୁଧାକର ଧରାପଡ଼ିଛନ୍ତି। ଖଣ୍ଡଗିରି ଥାନା ପୋଲିସର ଏକ ଟିମ୍ ବୁଧବାର ବିଳମ୍ବିତ ରାତିରେ ଛତିଶଗଡ଼ ରାୟପୁରରୁ ତାଙ୍କୁ…
ବାଲିମେଳା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ
କୋରୁକୋଣ୍ଡା,୨ା୬(ଡି.ଏନ୍.ଏ.): ବାଲିମେଳା କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ। ଗୁରୁବାର ଏପରି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲା ବାଲିମେଳା ଏନ୍ଏସିରେ ଦେଖିବାକୁ ମିଳିଛି। ଗତ କିଛିଦିନ ଧରି ବାଲିମେଳାକୁ ଆସିଥିବା ବିକାଶମୂଳକ କାର୍ଯ୍ୟ ତଥା ଇଣ୍ଡୋର ଷ୍ଟାଡିୟମ…
ମିଳିଲା ଲୁଟ୍ ସୁନାଗହଣା: ଦୁଇ କୋର୍ଟ ଚାଲାଣ
ଆନନ୍ଦପୁର,୧ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ନାରଙ୍ଗପୁର ଛକଠାରୁ କିଛି ଦୂରରୁ ଜଣେ ମହିଳାଙ୍କ ବେକରୁ ସୁନାଚେନ୍ ଓ ଟଙ୍କା ଲୁଟ୍ ଘଟଣାରେ ଘସିପୁରା ପୋଲିସ ଦୁଇ ଜଣଙ୍କୁ କୋର୍ଟଚାଲାଣ କରିଛି। ନାରଙ୍ଗପୁର ଛକରେ ଲାଗିଥିବା ସିସିଟିଭି ଫୁଟେଜ୍କୁ ଆଧାର କରି…
ଗୋଟିଏ ରାତିରେ ୭ ଦୋକାନରୁ ଚୋରି
ଢେଙ୍କାନାଳ ଅଫିସ,୩୦ା୫: ଢେଙ୍କାନାଳ ସହର କଲେଜ ବାଇପାସ ଛକରୁ ରବିବାର ବିଳମ୍ବିତ ରାତିରେ ୭ଟି ଦୋକାନରୁ ଦୁର୍ବୃତ୍ତମାନେ ସଟର ଭାଙ୍ଗି ଚୋରି କରିନେଇଛନ୍ତି। ମିଠା ଦୋକାନରୁ ମିଠା, ନଗଦ ୫୦୦୦ ଟଙ୍କା, ଫଳ ଦୋକାନରୁ କଦଳୀ କାନ୍ଧି ସହ ବିଭିନ୍ନ ପ୍ରକାର…
ସହକାରୀ ପ୍ରଫେସରଙ୍କୁ ବଳାତ୍କାର ଅଭିଯୋଗ, ବ୍ଲାକ୍ମେଲିଂ କରି ଅଭିଯୁକ୍ତ ନେଇସାରିଲେଣି ୨ ଲକ୍ଷ ଟଙ୍କା
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ୨୪ ବର୍ଷୀୟା ସହକାରୀ ପ୍ରଫେସରଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଅଭିଯୁକ୍ତ ଜଣକ ତାଙ୍କୁ ବ୍ଲାକମେଲିଂ କରି ୨ ଲକ୍ଷ ଟଙ୍କା ନେଇସାରିଲେଣି। ଛତିଶଗଡ଼ର ରାୟପୁର ଡିଆଇଜିଙ୍କ ଚିଠି ପରେ ଖଣ୍ଡଗିରି ଥାନାରେ ମାମଲା…
ଗଞ୍ଜେଇ ଚୋରାଚାଲାଣ: ୧୦ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ କାଉନସିଲର ପ୍ରାର୍ଥୀ
ଭବାନୀପାଟଣା,୨୮ା୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏସ୍ପି ଅଭିଳାଶଜୀଙ୍କ ନେତୃତ୍ୱରେ ଜୟପାଟଣା ଥାନାଧିକାରୀ ବାସୁଦେବ ଛତ୍ରିଆଙ୍କ ସହ ଏକ ଟିମ୍ ଗଠନ କରି ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ପୋଲିସ। ଏଥିରେ ୧୦ ଜଣ…
ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ: ଗିରଫ ହେଲେ କନଷ୍ଟେବଳ
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରକ୍ଷକ ହୋଇ ଭକ୍ଷକ ସାଜିଛନ୍ତି କମିଶନରେଟ ପୋଲିସର ଜଣେ କନଷ୍ଟେବଳ। ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ରଜନୀକାନ୍ତ ଗମାଙ୍ଗ ନାମକ କନଷ୍ଟେବଳ ଗିରଫ ହୋଇଛନ୍ତି। ଜନୈକା ନାବାଳିକାକୁ ୪ ବର୍ଷ ଧରି ସେ ଯୌନ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗ…
ଲାଞ୍ଚ ନେଇ ଧରାପଡ଼ିଲେ ଜଳଛାୟା ପ୍ରକଳ୍ପ ସହାୟକ
ବାଲିଗୁଡ଼ା,୨୫ା୫(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ର ନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡ଼ି ବସିଛି ଭିଜିଲାନ୍ସ। ୪ଟି ପୋଖରୀ ଖୋଳା କାମ…
ଅଶାନ୍ତ ରାଜଧାନୀ: ପୋଲିସ ଆଗରେ ହଣାକଟା
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଦିନକୁ ଦିନ ଅଶାନ୍ତ ହୋଇପଡୁଛି ରାଜଧାନୀ ଭୁବନେଶ୍ୱର। ବୁଧବାର ଜମିଜମାକୁ କେନ୍ଦ୍ର କରି ଜନଗହଳି ପୂର୍ଣ୍ଣ ରାସ୍ତା ଏପରିକି ପୋଲିସ ସମ୍ମୁଖରେ ବଡ଼ ଭାଇଙ୍କୁ ହାଣିଛନ୍ତି ସାନ ଭାଇ। ଏପରି ଘଟଣା ଘଟିଛି ପୁରୁଣା ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଧୀନ…
ଅନୁଭବଙ୍କ ନାଁରେ ଆଉ ଏକ ଏତଲା ଦେଲେ ବର୍ଷା
କଟକ ଅଫିସ,୨୫ା୫: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତିଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କଟକ ସାଇବର ଥାନାର ଆଉ ଏକ ଏତଲା ଦେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଭାବମୂର୍ତ୍ତିକୁ ଅନୁଭବ କଳଙ୍କିତ ଉଦ୍ୟମ କରୁଥିବା…
Archives


