ଢାବାରେ ଫୁଟିଲା ଗୁଳି, ଜଣେ ଗୁରୁତର
ସାରସକଣା,୧୫।୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ଜାମଶୋଳା ନିକଟ ଏକ ଢାବାରେ ଶନିବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଝାରଖଣ୍ଡ ଅଞ୍ଚଳର ୪ରୁ ୫ଜଣ…
ଜାତୀୟ ପତାକାକୁ ଅସମ୍ମାନ କରି ପିଇଓ ଗିରଫ
ଗୋପ/କୋଣାର୍କ,୧୩।୧(ଡି.ଏନ୍.ଏ.): ଭାରତର ଜାତୀୟ ପତାକାକୁ ଅସମ୍ମାନ କରିଥିବା ଅଭିଯୋଗରେ କୋଣାର୍କ ଥାନା ପୋଲିସ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ ଉକ୍ତ ଥାନା ତଥା ଗୋପ ବ୍ଲକ ଅନ୍ତର୍ଗତ ଶିମିଳି ପଞ୍ଚାୟତର ପ୍ରଶାନ୍ତ କୁମାର ସ୍ବାଇଁ।…
ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ
ଭବାନୀପାଟଣା,୧୨ା୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଭବାନୀପାଟଣା ଜଳ ବିଭାଜିକା ପ୍ରକଳ୍ପର ସହକାରୀ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ। ଭବାନୀପାଟଣା ସହର ଉପକଣ୍ଠସ୍ଥିତ ଜଳଶକ୍ତି କେନ୍ଦ୍ର କାର୍ଯ୍ୟାଳୟରେ ଜଣେ ଷ୍ଟାଫ୍ଙ୍କ ପାଖରୁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ଶ୍ରଦ୍ଧାଞ୍ଜଳିଙ୍କୁ ସମନ
ଭୁବନେଶ୍ୱର,୧୨ା୧(ବ୍ୟୁରୋ): ଲେଡି ବ୍ଲାକ୍ ମେଲର ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ହାଜର ହେବା ପାଇଁ କୋର୍ଟ ସମନ ଜାରି କରିଛନ୍ତି। ଆସନ୍ତା ୨୪ ତାରିଖରେ ଶ୍ରଦ୍ଧାଞ୍ଜଳି ବ୍ୟକ୍ତିଗତ ଭାବେ ହାଜର ହେବାକୁ ଜିଲା ଓ ଦୌରାଜଜ୍ କୋର୍ଟଙ୍କ ପକ୍ଷରୁ ସମନ…
୭ ଭରିରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର ସହ ଦୁର୍ବୃତ୍ତ ଲୁଟିନେଲେ ନଗଦ ୧୦ ହଜାର ଟଙ୍କା
ପାରଳାଖେମୁଣ୍ଡି,୧୨ା୧(ଡି.ଏନ୍.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରାଣୀପଦ୍ମାବତୀ ସାହିରୁ ବୁଧବାର ସନ୍ଧ୍ୟାରେ ଜନଗହଳିପୂର୍ଣ୍ଣ ସ୍ଥାନରୁ ଚୋରି ହୋଇଥିବାର ଜଣାପଡ଼ିଛି । ଘରମାଲିକ ରଞ୍ଜନ କୁମାର ରାଜ୍ଙ୍କ ସମେତ ତାଙ୍କ ପରିବାର ଲୋକେ କୌଣସି କାମରେ ପ୍ରାୟ ୧ଘଣ୍ଟା ପାଇଁ…
ଷ୍ଟେଟ୍ ଫୋରେନ୍ସିକ୍ ଲାବ୍ର ତଥ୍ୟରେ ଇଡି ଅସନ୍ତୁଷ୍ଟ
ଭୁବନେଶ୍ୱର,୧୨।୧(ବ୍ୟୁରୋ): ଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା ଜେଲରେ ଥିବାବେଳେ ବେଆଇନ ଅର୍ଥ କାରବାର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଅଧିକ ତଦନ୍ତ କରାଯାଉଛି। ବୁଧବାର ଅର୍ଚ୍ଚନା, ଜଗବନ୍ଧୁ…
ପଥରରେ ଛେଚି ଜଣଙ୍କୁ ହତ୍ୟା: ଅଭିଯୁକ୍ତ ଅଟକ
ବାଲିଗୁଡ଼ା,୧୧ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ମଦ ପିଇ ଗଣ୍ଡଗୋଳ ପରେ ଜଣେ ଅନ୍ୟଜଣଙ୍କୁ ପଥରରେ ଛେଚି ହତ୍ୟା କରିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ସାରଙ୍ଗଡ଼ ପୁରୁଣା ସାହିର…
ଭୁଜାଲିରେ ହାଣି ଲୁଟିନେଲେ ୧୫ ଲକ୍ଷ ଟଙ୍କା
ପରଜଙ୍ଗ,୯ା୧(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା ଛକ ନିକଟରେ ରାଶନ ଦୋକାନ କରିଥିବା କ୍ଷୀରୋଦ ସାହୁଙ୍କ କର୍ମଚାରୀ ଜୟନ୍ତ ଆଚାର୍ଯ୍ୟ ସୋମବାର ଲୋଧଣି ଗ୍ରାମ୍ୟ ବ୍ୟାଙ୍କଙ୍କୁ ଟଙ୍କା ଡିପୋଜିଟ୍ କରିବାକୁ ଯାଇଥିବା ବେଳେ ୩ ଜଣ ଲୁଟେରା ବ୍ୟାଙ୍କ ସମ୍ମୁଖରେ…
ଚିଲିକାରେ ଜଳଦସ୍ୟୁଙ୍କ ଆକ୍ରମଣ, ଲୁଟ
ବାଲୁଗାଁ,୯।୧(ଡି.ଏନ୍.ଏ.): ଚିିଲିକାରେ ଜଳଦସ୍ୟୁଙ୍କ ଆତଙ୍କ ଯୋଗୁ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଶନିବାର ବିଳମ୍ବିତ ରାତ୍ରିରେ ଚିଲିକାରେ ମାଛ ମାରୁଥିବା ବାଲୁଗାଁ ଅଞ୍ଚଳର ୪ଜଣ ମତ୍ସ୍ୟଜୀବୀଙ୍କୁ ୬ରୁ ୭ଜଣ ଜଳଦସ୍ୟୁ ଘେରିଯାଇ ମାଡ଼ମାରିବା ସହ ଡଙ୍ଗାରେ ଥିବା ମାଛ, ଲାଇଟ୍…
ଅର୍ଚ୍ଚନାଙ୍କ ଘର ମୂଲ୍ୟାୟନ ଆରମ୍ଭ
ଭୁବନେଶ୍ୱର,୬।୧ (ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କୁ ବୁଧବାର ଝାରପଡ଼ା ଜେଲରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ୬ ଘଣ୍ଟା ଜେରା କରାଯାଇଥିଲା। ଗୁରୁବାର ତାଙ୍କ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ରଙ୍କୁ ମଧ୍ୟ ଜେଲରେ ୪…
୪ ପୋଲିସ ଅଧିକାରୀଙ୍କ ନାଁରେ ହତ୍ୟା ଅଭିଯୋଗ
ଚଣ୍ଡିଖୋଲ,୬ା୧(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ଧାନମଣ୍ଡଳ ଫାଣ୍ଡି ହାଜତରେ ଅଟକ ଥିବା ଯୁବକ କଟକ ଜିଲା ମାହଙ୍ଗା ଥାନା ପୋଡ଼ାମରେଇ ପଞ୍ଚାୟତ ଅଧୀନ ସିନ୍ଧୁପୁର ଗ୍ରାମର ଈଶ୍ୱର ସେଠୀଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି।…
ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍
ନୀଳଗିରି,୫ା୧(ସ୍ବ.ପ୍ର.): ସ୍ପଷ୍ଟ ଦିବାଲୋକରେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ବରହମପୁର ଥାନା ଅଞ୍ଚଳରେ ପୁଣି କଳା ପଲସର ଆତଙ୍କ ସୃଷ୍ଟି ହୋଇଛି। ସ୍ପଷ୍ଟ ଦିବାଲୋକରେ ଗୁରୁବାର ୧୯ ନଂ ରାଜ୍ୟ ରାଜପଥ ଶେରଗଡ଼ – ନୀଳଗିରି – କପ୍ତିପଦା ରାସ୍ତା…

