ଅପରାଧ

କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ଘଟଣା: ପଳାସପୁର ଗାଁରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍‌

ଚାନ୍ଦବାଲି,୨୫ା୩(ଡି.ଏନ୍‌.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ମାମଲାରେ ଡିଏସ୍‌ପି କଳ୍ପନା ସାହୁଙ୍କ ନେତୃତ୍ୱରେ କ୍ରାଇମ୍‌ବ୍ରାଞ୍ଚର ୫ ଜଣିଆ ଟିମ୍‌ ଶୁକ୍ରବାର ଚାନ୍ଦବାଲି ଥାନା ଅଧୀନସ୍ଥ ପଳାସପୁର ଗାଁକୁ ଯାଇ ପଚରାଉଚରା କରିଛନ୍ତି। ସେମାନଙ୍କ ସହିତ ଚାନ୍ଦବାଲି ଥାନାଧିକାରୀ କରୁଣାକର…

ଶିଶୁକନ୍ୟାକୁ ହତ୍ୟା କରି କଟାମୁଣ୍ଡ ଧରି ଗାଁ ଦାଣ୍ଡରେ ବୁଲିଲେ ଯୁବକ

ଜମନକିରା,୨୫ା୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା କସଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଆଠ ବର୍ଷର ଶିଶୁକନ୍ୟାାର ଗଳା କାଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ। କସଡ଼ା ଗାଁର ନବକିଶୋର ଧରୁଆଙ୍କ ଆଠ ବର୍ଷର ଝିଅ ଲୁସି ଘର…

ରିପୋର୍ଟ ଖୋଲିବ ବିଧାୟକଙ୍କ ଅସଲ ଚେହେରା

ଖୋର୍ଦ୍ଧା ଅଫିସ,୨୫ା୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସ କର୍ମଚାରୀଙ୍କ ଉପରକୁ ଗାଡ଼ି ମଡ଼ାଇଦେବା ଘଟଣାରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ବିଧାୟକ ଯେଉଁ କାର୍‌ ଡ୍ରାଇଭ୍‌ କରି…

ପୌର ନିର୍ବାଚନରେ ହିଂସା

ଭୁବନେଶ୍ୱର,(ବ୍ୟୁରୋ)/ଧାମନଗର / କଟକ/ ଭଦ୍ରକ/ ପୁରୀ/ ବଲାଙ୍ଗୀର/ ଚିକିଟି ୨୫।୩ (ଡି.ଏନ୍‌.ଏ.): ଗତ କିଛି ବର୍ଷ ହେବ ନିର୍ବାଚନ ସମୟରେ ହିଂସାତ୍ମକ ଆଚରଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି। ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ତଥା ଅବାଧ ଓ ନିରପେକ୍ଷ କରିବା ପାଇଁ…

ଶାଶୁଙ୍କୁ ଛୁରି ଭୁସି ହତ୍ୟା ପରେ ବିଷ ପିଇଦେଲେ ଜ୍ୱାଇଁ

ପୁରୀ ଅଫିସ,୨୪ା୩: କିଛି ଦିନର ବ୍ୟବଧାନ ପରେ ବୁଧବାର ପୁରୀ ସହରରେ ପୁଣି ଏକ ହତ୍ୟାକାଣ୍ଡ ଘଟିଛି। ଶାଶୁଙ୍କୁ ଛୁରି ଭୁସି ହତ୍ୟା କରିବା ପରେ ଜ୍ୱାଇଁ ବିଷ ପିଇଦେଇଛନ୍ତି। ବାସେଳିସାହି ଥାନା ଅନ୍ତର୍ଗତ ବଳିଆପଣ୍ଡା ବନମାଳୀ ନଗରରେ ଏହି ଅଭାବନୀୟ…

ମକଦ୍ଦମା ଲଢ଼ିବା ପାଇଁ ମାନସଙ୍କ ବାପା ୩ ମାଣ ଜମି ବିକିବେ

ନୟାଗଡ଼ ଅଫିସ/ରଣପୁର,୨୪।୩(ସ୍ବ.ପ୍ର.): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣା ଭିନ୍ନ ମୋଡ଼ ନେଇଛି । ମାନସଙ୍କ ହତ୍ୟାକାରୀ ଓ ଏହି ଘଟଣାରେ ସହଯୋଗ କରିଥିବା ମନ୍ତ୍ରୀ, ପୂର୍ବତନ ଅଧିକାରୀ ଓ ବଡ଼ବଡ଼ିଆଙ୍କୁ ଦଣ୍ଡ ଦେବା ପାଇଁ ମାନସଙ୍କ ବାପା ପଞ୍ଚାନନ…

ବାପ-ପୁଅଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

କେନ୍ଦୁଝର,୨୩ା୩(ସ୍ବ.ପ୍ର.): କେନ୍ଦୁଝର ଚିଫ୍‌ ଜୁଡିସିଆଲ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ବୁଧବାର ଏକ ମାରପିଟ୍‌ ଘଟଣାର ଶୁଣାଣି କରି ସିଜେଏମ୍‌ ରଞ୍ଜୁଲତା ଲେଙ୍କା ଅଭିଯୁକ୍ତ ହରମୋହନ ମହାନ୍ତ ଏବଂ ତାଙ୍କ ପୁଅ କାହ୍ନୁଚରଣ ମହାନ୍ତଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ…

ଟଙ୍କା ବାଣ୍ଟିବାକୁ କେନ୍ଦ୍ର କରି ହିଂସା, ୪ ଆହତ

କେନ୍ଦୁଝର,୨୩ା୩(ସ୍ବ.ପ୍ର.): ଟଙ୍କା ବାଣ୍ଟିବାକୁ କେନ୍ଦ୍ର କରି କେନ୍ଦୁଝର ପୌରାଞ୍ଚଳ ଆଟପୁରରେ ହିଂସାକାଣ୍ଡ ଘଟିଛି। ଏହି ଘଟଣାରେ ୪ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏହାକୁ ନେଇ ମଙ୍ଗଳବାର ରାତିରେ ଭାଜପା ପକ୍ଷରୁ ସଦର ବିଧାୟକ…

ମାନସ ସ୍ବାଇଁଙ୍କ ହତ୍ୟା ମାମଲା: ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ। ବେଳକୁ ବେଳ ବିବାଦୀୟ ହେଉଥିବା ଏହି ମାମଲାର ତଦନ୍ତ ଲାଗି କ୍ରାଇମବ୍ରାଞ୍ଚ ୨ଟି ଟିମ୍‌ ଗଠନ କରିଛି। ଏହି ଟିମ୍‌ରୁ ଗୋଟିଏ ଭଦ୍ରକ,ନୟାଗଡ଼, ଭୁବନେଶ୍ୱରରେ ଏବଂ ଅନ୍ୟଟି…

ଦୁଇ ମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ମାନସଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୨ା୩(ବ୍ୟୁରୋ)- ଦିନକୁ ଦିନ ବିବାଦୀୟ ହେବାରେ ଲାଗିଛି ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା । ଏହି ଘଟଣାରେ ମୃତ ମାନସଙ୍କ ସ୍ତ୍ରୀ ଆଇନ ମନ୍ତ୍ରୀ ପ୍ରତାପ ଜେନା ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ ଆଣିଛନ୍ତି।…

ଶେଷରେ ଗିରଫ ହେଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଣପୁର ବ୍ଲକ କାର୍ଯ୍ୟାଳୟ ବାହାରେ ଲୋକଙ୍କୁ ଗାଡ଼ି ମଡ଼ାଇବା ଘଟଣାରେ ତାଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ହସ୍ପିଟାଲରୁ ବାହାରିବା ପରେ ତାଙ୍କୁ ବାଣପୁର ପୋଲିସ ଗିରଫ କରିଥିବା ନେଇ କେନ୍ଦ୍ରାଞ୍ଚଳ…

ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲା: ୬ ଗିରଫ

ପୁରୀ ଅଫିସ,୨୧ା୩: ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲାର ପର୍ଦ୍ଦାଫାଶ କରିଛି ପୁରୀ ପୋଲିସ। ହତ୍ୟା ଅଭିଯୋଗରେ ସୋମବାର ୬ ଜଣଙ୍କୁ ଗିରଫ କରାଯାଇଥିବା ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି। ଅଭିଯୁକ୍ତମାନଙ୍କ ମଧ୍ୟରୁ ମୁଖ୍ୟ ଷଡ଼ଯନ୍ତ୍ରକାରୀ କାଳିଆ ସିଂହାରୀ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri