ଅପରାଧ

ବାଜ୍ୟାପ୍ତି ହେବ ଅର୍ଚ୍ଚନା-ଜଗବନ୍ଧୁ-ଖଗେଶ୍ୱରଙ୍କ ସମ୍ପତ୍ତି

ଭୁବନେଶ୍ୱର, ୩।୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ସମ୍ପତ୍ତି ବାଜ୍ୟାପ୍ତି ହେବ। ଏଥିସହ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବଂ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ସମ୍ପତ୍ତି ମଧ୍ୟ ବାଜ୍ୟାପ୍ତି ହେବ। ତେବେ ଏନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପ୍ରକ୍ରିୟା ଆରମ୍ଭ କରିଛି।…

ସ୍ତ୍ରୀଙ୍କୁ ହତ୍ୟା କରି ଜିରୋ ନାଇଟ୍‌ ପାଳନ କରିଥିଲେ ସ୍ବାମୀ

ଗଞ୍ଜାମ,୧ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଅଞ୍ଚଳରେ ନୂଆବର୍ଷରେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସ୍ବାମୀ ଜିରୋ ନାଇଟ ପାଳନ କରିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣା ଜଣାପଡ଼ିବା ପରେ…

ପିଅନଙ୍କ ଟାଙ୍ଗିଆ ଚୋଟରେ ଗୁରୁଜୀଙ୍କ ଜୀବନ ଗଲା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ପିଅନଙ୍କ ଟାଙ୍ଗିଆ ଚୋଟରେ ଜଣେ ଗୁରୁଜୀଙ୍କ ଜୀବନ ଯାଇଛି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସଦର ସରସତୀ ଶିଶୁ ବିଦ୍ୟାମନ୍ଦିର ବିଦ୍ୟାଳୟରେ। ପିଅନ ନରେଶ କ୍ଷତ୍ରୀୟଙ୍କ ଟାଙ୍ଗିଆ ଚୋଟରେ ଗୁରୁଜୀ ନିରାକାର ସେଠୀଙ୍କ ମୃତ୍ୟୁ ହୋଇଛି।…

ନୂଆବର୍ଷରେ ଦୁଃଖଦ ଖବର: ଛୁରି ଭୁସି ବାପାଙ୍କ ଜୀବନ ନେଲେ ପୁଅ

ଦେବଗଡ଼,୧ା୧(ଡି.ଏନ୍‌.ଏ.): ନିଶାସକ୍ତ ଅବସ୍ଥାରେ ବାପାକୁ ହତ୍ୟା କରିଛନ୍ତି ଜଣେ ପୁଅ। ଦେବଗଡ଼ ଥାନା ଅନ୍ତର୍ଗତ ବାରକୋଟ ବ୍ଳକ କାଉଁଶିବାହାଳ ଗ୍ରାମରେ ନୂଆବର୍ଷରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଅ ଦୁର୍ଯ୍ୟୋଧନ ପ୍ରଧାନଙ୍କ ଛୁରାମାଡ଼ରେ ବାପା ରତ୍ନାକର ପ୍ରଧାନଙ୍କ ଜୀବନ ଯାଇଛି।…

ବିଦେଶୀ ନାଗରିକଙ୍କୁ ଗଞ୍ଜେଇ ଦେଲା କିଏ?

ରାୟଗଡ଼ା,୧ା୧(ସ୍ବ.ପ୍ର.): ରୁଷିଆ ନାଗରିକ ବିଦାନୋଭ ଏବଂ ପାଭେଲଙ୍କ ମୃତ୍ୟୁର ରହସ୍ୟ ଉନ୍ମୋଚନର ତୃତୀୟ ଦିନରେ ହୋଟେଲ ମାଲିକ ଏବଂ କର୍ମଚାରୀଙ୍କୁ ପଚରାଉଚରା ଚାଲିଛି। ପାଭେଲଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ବର୍ତ୍ତମାନ ବିଦାନୋଭଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ସାମ୍ନାକୁ ଆସିବା…

ଗୁଳି କରି ଦମ୍ପତିଙ୍କୁ ହତ୍ୟା ଘଟଣା: ମାସକ ପରେ ସହଯୋଗୀ ଅଭିଯୁକ୍ତ ଗିରଫ, ଏବେ ବି ୫ ଫେରାର

ବଡ଼ବିଲ,୩୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଅନ୍ତର୍ଗତ ଲସର୍ଦା ଗ୍ରାମରେ ଦମ୍ପତିଙ୍କୁ ଗୁଳି କରି ହତ୍ୟା ଘଟଣାର ମାସେ ପରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ସକ୍ଷମ ହୋଇଛି ପୋଲିସ। ହତ୍ୟା ଘଟଣାରେ ସଂପୃକ୍ତ ସହଯୋଗୀ ଅଭିଯୁକ୍ତ ଜଣକ ହେଲେ ରୁଗୁଡ଼ି…

ଦମ୍ପତିଙ୍କୁ ଗୁଳିକରି ହତ୍ୟା ଘଟଣା: ମାସେ ପରେ ବି ସୁରାକ୍‌ ପାଉନି ପୋଲିସ

ବଡ଼ବିଲ,୨୯ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଅନ୍ତର୍ଗତ ଲସର୍ଦା ଗ୍ରାମରେ ଗତ ନଭେମ୍ବର ୨୮ ରାତିରେ ଗୁଳିକରି ଦମ୍ପତିଙ୍କୁ ହତ୍ୟା ଘଟଣାର ଏକ ମାସ ପରେ ବି ପୋଲିସକୁ ଅପରାଧୀମାନଙ୍କ ସମ୍ପର୍କରେ ସୁରାକ ମିଳିପାରିନି। ସନ୍ଦେହରେ ତଦନ୍ତ ଜାରି ରଖିଛି ପୋଲିସ।…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା, ଅଖାରେ ଭର୍ତ୍ତି କରି ନାଳରେ ଫୋପାଡି ଥିଲେ

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରେ ଗତ ୧୯ ତାରିଖରୁ ନିଖୋଜ ଥିବା କୃଷ୍ଣଚନ୍ଦ୍ର ବେହେରାଙ୍କ ଗଳିତ ମୃତଦେହ ପୋଲିସ ଗଜପତି ଜିଲା ଆର.ଉଦୟଗିରି ଥାନା ଲାଞ୍ଜିଆ ଗ୍ରାମ ନିକଟ ମାଙ୍କଡଡିଆଁ ନାଳରୁ ବୁଧବାର ଜବତ କରିଛି। ଅଖାରେ ବନ୍ଧାଯାଇଥିବା ମୃତଦେହକୁ…

ଫେରାର ହତ୍ୟା ଅଭିଯୁକ୍ତ ଗିରଫ

କେନ୍ଦୁଝର,୨୮ା୧୨(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ା ବୁରୁଡିସାହିରେ ଫୁଟବଲ ଖେଳ ଚାଲିଥିବାବେଳେ ମହାଦେଇଯୋଡ଼ା ଗ୍ରାମର ବିକି ମୁଣ୍ତା ଓରଫ ନାଣ୍ତୁଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିି ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ବୁଧବାର କୋର୍ଟ…

ଗିରଫ ହେଲେ ଜଗତସିଂହପୁର ଡେପୁଟି କଲେକ୍ଟର

ଜଗତସିଂହପୁର ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୮।୧୨: ଜଗତସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ରାଜସ୍ବ ବିଭାଗରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଚିତ୍ତରଞ୍ଜନ ପିଳା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ତାଙ୍କୁ ଭିଜିଲାନ୍ସ ଗିରଫ କରିଛି। ସେ ତାଙ୍କ ଆୟରୁ ୧୯୧%…

ଡିକି ଭାଙ୍ଗି ୧ ଲକ୍ଷ ୩୬ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଭବାନୀପାଟଣା,୨୮ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଚାରିଛକସ୍ଥିତ ଆଲିଶାନ ହୋଟେଲ ସମ୍ମୁଖରୁ ବୁଧବାର ସ୍ପଷ୍ଟ ଦିବାଲୋକରେ ଡିକି ଭାଙ୍ଗି ୧ ଲକ୍ଷ ୩୬ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତାରାପୁର ଗ୍ରାମର ଗୁଣଧର ଲହଜଳ ଷ୍ଟେଟ୍‌ ବ୍ୟାଙ୍କରୁ ୧ ଲକ୍ଷ ୩୬…

ମହାଲିଙ୍ଗରେ କ୍ରାଇମବ୍ରାଞ୍ଚ ଟିମ୍‌: ଗୋବିନ୍ଦ ସାହୁଙ୍କ ଘର, କଲେଜରେ ଚାଲିଛି ତଦନ୍ତ

ଭବାନୀପାଟଣା,୨୪ା୧୨(ସ୍ବ.ପ୍ର.): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଜେଲରେ ଆତ୍ମହତ୍ୟା କରିଥିଲେ। ଗୋବିନ୍ଦଙ୍କ ପରିବାର ଲୋକେ ଏହାକୁ ହତ୍ୟା ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଟିମ୍‌ ଘଟଣାର ତଦନ୍ତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?