ଅପରାଧ

ଫାର୍ମରେ ବିଦ୍ୟୁତ ସଂଯୋଗ ଲାଗି ନେଉଥିଲେ ଲାଞ୍ଚ, ଲାଇନ୍‌ ମ୍ୟାନ୍‌ଙ୍କୁ ଗିରଫ କଲା ଭିଜିଲାନ୍ସ

ପିପିଲି,୨୩।୧୨(ଡି.ଏନ୍‌.ଏ.): ପୁରୀ ଜିଲା ପିପିଲିର ଭାରତୀପୁର ବିଦ୍ୟୁତ୍‌ ସେକ୍ସନରେ ଲାଇନ ମ୍ୟାନ୍‌ ଭାବେ କାର୍ଯ୍ୟ କରୁଥିବା ମାନସ ରଞ୍ଜନ ସାହୁ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ବିଦ୍ୟୁତ୍‌ ସଂଯୋଗ କରିବା ପାଇଁ ମାନସ ଜଣେ ବ୍ୟକ୍ତିଙ୍କଠାରୁ ୭, ୫୦୦ଟଙ୍କା ନେଉଥିବା…

ଶିଶୁକନ୍ୟା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ୍‌ ଦଣ୍ଡାଦେଶ

ଫୁଲବାଣୀ ଅଫିସ,୨୨ା୧୨: ଜଣେ ୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରିବା ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ବଳାତ୍କାରୀଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ତାଙ୍କୁ ୨୨…

ଇଡ୍‌କଲ ଡିଏମ୍‌ ଗୟା ସାଁନ୍ତରା ଗିରଫ

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଇଡ୍‌କଲ ଡେପୁଟି ମ୍ୟାନେଜର(ଡିଏମ୍‌) ଗୟା ସାଁନ୍ତରାଙ୍କୁ ଗୁରୁବାର ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଗୟାଘରୁ ବିପୁଳ ପରିମାଣର ଟଙ୍କା ଏବଂ ସୁନା ଜବତ ହୋଇଥିଲା। ତାଙ୍କ ଘରୁ ୧୦…

ଖସିଯିବାକୁ ଉଦ୍ୟମ କଲେ ତଣ୍ଟି କାଟିଦେବୁ କହୁଥିଲେ ଅପହରଣକାରୀ: ଅମ୍ରିତ

ନୟାଗଡ଼ ଅଫିସ/ଓଡ଼ଗାଁ,୨୨ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କୁରାଳ ଗାଁର ଅମ୍ରିତ ପାତ୍ର ଗଣମାଧ୍ୟମ ସମ୍ମୁଖରେ ଅପହରଣ ସମୟର ଲୋମଟାଙ୍କୁରା କଥା ବୁଧବାର ବଖାଣିଛନ୍ତି । ମୁଁ ପୁଣି ଥରେ ମା’ବାପାଙ୍କୁ ଦେଖିବି କି ନାହିଁ ଜାଣି ନ ଥିଲି। ସେଦିନ…

ଅବକାରୀ ହେପାଜତରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ଭାଇ

ଚୌଦ୍ୱାର,୨୨।୧୨(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ ମହିଁସାଲଣ୍ଡା ଗ୍ରାମର ଶରତ ପ୍ରଧାନ ମଙ୍ଗଳବାର ଅପରାହ୍ନରେ ଗୁରୁଡ଼ିଝାଟିଆ ଥାନା କୁମାରପୁର-ବଳିପୁର ରାସ୍ତାରେ ଠିଆହୋଇଥିଲେ। ଏହି ସମୟରେ ଅବକାରୀ ବିଭାଗର ପାଟ୍ରୋଲିଂ ଟିମ୍‌ ତାଙ୍କ ଆଡ଼କୁ ଆସିବାରୁ ସେ ଭୟରେ ଦୌଡ଼ି ପଳାଇ ଯାଇଥିଲେ। ତେବେ…

ସହପାଠୀ, ସିନିୟରଙ୍କ ଆକ୍ରମଣରେ ଯୁକ୍ତ ଦୁଇ ଛାତ୍ର ଗୁରୁତର

ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟରେ ସାମାନ୍ୟ କଥାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟଣାରେ ଜଣେ ଯୁକ୍ତ ୨ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର…

ଭିଜିଲାନ୍ସ ପଞ୍ଝାରେ ଲାଞ୍ଚୁଆ ଯନ୍ତ୍ରୀ

ଗଜପତି,୨୧ା୧୨(ଡି.ଏନ୍‌.ଏ.): ଲାଞ୍ଚ ନେବାବେଳେ ଧରା ପଡ଼ିଛନ୍ତି ଜଣେ ଲାଞ୍ଚୁଆ ଅଧିକାରୀ। ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି କନିଷ୍ଠ ଯନ୍ତ୍ରୀ ନରେନ୍ଦ୍ର ସାହୁ। ଠିକା କାର୍ଯ୍ୟର ବିଲ୍‌ କରାଇବା ପାଇଁ ଠିକାଦାରଙ୍କଠାରୁ ୩୦ ହଜାର ଟଙ୍କା…

କଣ୍ଟାବାଞ୍ଚି ସବ୍‌ଜେଲ୍‌ ଓ୍ବାର୍ଡର ଅକ୍ଷୟ ମହାନ୍ତି ନିଲମ୍ବିତ

ବଲାଙ୍ଗୀର ଅଫିସ,୨୦।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି। ଏହାପରେ ଜେଲ୍‌ ଡିଆଇଜି ଅନୁସୟା ଜେନା ମଙ୍ଗଳବାର କଣ୍ଟାବାଞ୍ଜି ସବ୍‌ଜେଲରେ ପହଞ୍ଚି ଛାନଭିନ ଆରମ୍ଭ…

ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଆତ୍ମହତ୍ୟା ! କାରଣ ଅସ୍ପଷ୍ଟ

ବାରଙ୍ଗ,୧୮।୧୨(ଡି.ଏନ୍‌.ଏ.): ଆତ୍ମହତ୍ୟା କରିଛନ୍ତି ବାରଙ୍ଗ ଥାନା ଏଏସ୍‌ଆଇ ଅଶୋକ ପ୍ରଧାନ। ଗତକାଲି ବିଳମ୍ବିତ ରାତିରେ ତାଙ୍କ ନିଜ ଘରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର ପକୃତ କାରଣ ଜଣାପଡି ନ ଥିବାବେଳେ ପାରିବାରିକ କଳହ ଯୋଗୁ ଏହି ଘଟଣା ଘଟିଥାଇପାରେ…

୨ ମାସ ହେବ ମା’ପୁଅଙ୍କ ପତ୍ତା ମିଳୁନି, ଖୋଜାଖୋଜି କରି ଭାଙ୍ଗି ପଡିଛନ୍ତି ସ୍ବାମୀ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅନ୍ତର୍ଗତ ବଢ଼େଇବାଙ୍କ ଅଞ୍ଚଳରେ ରହୁଥିବା ମା’ ପ୍ରିୟା ନାୟକ (୨୭) ଓ ତାଙ୍କ ୫ବର୍ଷର ପୁଅ ନିଖୋଜ ହେବା ଘଟଣାକୁ ୨ ମାସରୁ ଊର୍ଦ୍ଧ୍ୱ ବିତିଲାଣି। ହେଲେ ଏଯାଏ ତାଙ୍କର କୌଣସି ଖୋଜ ଖବର…

ବିଦ୍ୟୁତ୍‌ ତାର ଲାଗି ମାଈ ହାତୀର ମୃତ୍ୟୁ ଘଟଣା: ବନ୍ଧା ହେଲେ ୨ ଚାଷୀ

ଦେବଗଡ଼/ରିଆମାଳ,୧୮।୧୨(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଫରେଷ୍ଟ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଚଢେଇମରା ପଞ୍ଚାୟତ ଅନ୍ତର୍ଗତ ଖିଲୋବେର୍ଣ୍ଣି ଗ୍ରାମରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ମାଈ ହାତୀର ମୃତ୍ୟୁ ଘଟିଥିଲା। ଏଥିରେ ବନବିଭାଗ କାର୍ଯ୍ୟାନୁଷ୍ଠାନ ସ୍ବରୂପ ୨ ଜଣ ଜମି ମାଲିକ…

ଢେଙ୍କାନାଳରୁ ଜାଲ ନୋଟ୍‌ ଜବତ ଘଟଣା: ଦୁଇ ମାଷ୍ଟର ମାଇଣ୍ଡଙ୍କୁ ଦେବଗଡ଼ରୁ ବାନ୍ଧିଲା ପୋଲିସ

ଦେବଗଡ଼,୧୮।୧୨(ଡି.ଏନ୍‌.ଏ.): ଢେଙ୍କାନାଳରୁ ଜାଲ ନୋଟ ଜବତ ଘଟଣାରେ ଦେବଗଡ଼ରୁ ଆଉ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ସେମାନେ ହେଲେ ଦେବଗଡ ବରପାଳି ସାହିର ବିଶ୍ୱନାଥ ଆଚାର୍ଯ୍ୟ(କାଳିଆ) ଏବଂ ଗୁରୁସାହିରେ ରହୁଥିବା ତ୍ରିନାଥ ଦାଶ। ଅଭିଯୁକ୍ତଙ୍କ ପାଖରୁ ଜାଲ ନୋଟ ତିଆରିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?