ଅପରାଧ

ଏମ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟିନେଲେ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ଏମ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟ୍‌ ଅଭିଯୋଗ। ଜୁନିୟର ଆଡମିନ୍‌ଷ୍ଟ୍ରେଟିଭ୍‌ ଅଫିସର ପ୍ରବୀଣ କୁମାର ପାଠକକୁ ଆକ୍ରମଣ କରି ସୁନାଚେନ୍‌ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଏଥିରେ ସେ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ଏମ୍ସ ନିକଟବର୍ତ୍ତୀ ସୁଆଙ୍ଗ ପଡ଼ିଆଠାରେ…

ଲାଞ୍ଚ ନେଇ ଧରାପଡ଼ିଥିଲେ ଜନସ୍ବାସ୍ଥ୍ୟ ଅଧିକାରୀ: ଡାକ୍ତରଖାନାରୁ ବାହାରି ଜେଲ ହାଜତକୁ ଗଲେ

ବରଗଡ଼ ଅଫିସ,୨୪।୪- ଖାଦ୍ୟ ନିରାପତ୍ତା ଲାଇସେନ୍ସ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁଙ୍କୁ ଶନିବାର ସମ୍ବଲପୁର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ…

ଖୋଲାରେ ବୟାନ ଦେଉଛନ୍ତି, ପୋଲିସ ପାଉନି

ଭୁବନେଶ୍ୱର, ୨୪।୪ (ବ୍ୟୁରୋ): ସାଇକେଲ ଚୋରି ସନ୍ଦେହରେ କମିଶନରେଟ ପୋଲିସ ଲୋକଙ୍କୁ ଥାନାକୁ ଟେକିନେଇ ମାଡ଼ ମାରୁଛି। କଥା ଆଦାୟ ପାଇଁ ଏମିତି ନିର୍ଯାତନା ଦେଉଛି ଯେ, ଶେଷରେ ଅଭିଯୁକ୍ତଙ୍କ ଜୀବନ ବି ଯାଉଛି। ହେଲେ ବଡ଼ବଡ଼ିଆଙ୍କୁ ଧରିବାକୁ ପୋଲିସ ସାହସ…

କାଳିଆପାଣି ଖଣି ଅଞ୍ଚଳରେ ବଢୁଛି ନୀଳପଥର ଚୋରାଚାଲାଣ

କାଳିଆପାଣି,୨୪ା୪(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ କ୍ରୋମାଇଟ୍‌, ଆଇରନ ଓ ପାରାସନାଇଟ ନୀଳପଥର ଆଦି ରହିଥିବା ବେଳେ ୯୫ ପ୍ରତିଶତ କ୍ରୋମାଇଟ ରହିଛି। ତେବେ ଏହି ଧାତୁ ଉପରେ ସରକାରଙ୍କ ନଜର ପଡ଼ି ନ ଥିବା ବେଳେ ଚୋରା ମାଫିଆଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ସ୍ତ୍ରୀ-ଶାଳୀଙ୍କୁ ମାରି ଘରେ ରଖିଥିଲେ ବ୍ୟକ୍ତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଚାଞ୍ଚଲ୍ୟ। ହାଉସିଂବୋର୍ଡ ଅଞ୍ଚଳରେ ରହୁଥିବା ଜଣେ ବ୍ୟକ୍ତି ସ୍ତ୍ରୀ ଏବଂ ଶାଳିଙ୍କୁ ହତ୍ୟା କରିବା ପରେ ଦୁଇରୁ ତିନି ଦିନ ହେବ ଘରେ ରଖିଥିଲେ। ରବିବାର ଚନ୍ଦ୍ରଶେଖରପୁର ପୋଲିସ ଖବରପାଇ ମୃତଦେହକୁ ଜବତ କରିଛି। ଏଥିସହ…

ପୁଣି ଜଣେ ରସିକିଆ ଡାକ୍ତର ଗିରଫ, ମିଛ କହି କରିଛନ୍ତି ୪ ବିବାହ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ଧରାପଡ଼ିଛନ୍ତି ଆଉ ଜଣେ ରସିକିଆ ଡାକ୍ତର। ଏକେ କିନ୍ତୁ ନକଲି  ନୁହେଁ, ଅସଲି ଡାକ୍ତର ଧରା ପଡ଼ିଛନ୍ତି। ଏହି ଡାକ୍ତର ଜଣକ ୪ ଜଣ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ କଟକ ବଡ଼ ମେଡିକାଲର ଡାକ୍ତର…

ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଅଟକ

କୋକସରା,୨୩ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଫୁପଗାଁ ପଞ୍ଚାୟତ ଗତାବନ୍ଧ ଗ୍ରାମର ଜଣେ ଯୁବତୀଙ୍କୁ ସେହି ଗ୍ରାମର ଜଣେ ଯୁବକ ବଳାତ୍କାର କରିଥିବା ଅଭିଯୋଗରେ କୋକସରା ପୋଲିସ ସଂପୃକ୍ତ ଯୁବକଙ୍କୁ ଅଟକ ରଖି ତଦନ୍ତ କରୁଥିବା ସୂଚନା ମିଳିଛି। ଗତାବନ୍ଧ ଗାଁର…

ରାଜସ୍ବ କର୍ମଚାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ୨ ଭାଇ ଗିରଫ

ପୁରୁଷୋତ୍ତମପୁର,୨୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବାଲି ମାଫିଆମାନେ ଦିନକୁ ଦିନ ସେମାନଙ୍କ ପତିଆରା ବିସ୍ତାର କରି ଋଷିକୂଲ୍ୟା ନଦୀରୁ ବେଆଇନ ଭାବେ ବାଲି ଚୋରି କରି ମୋଟା ଅଙ୍କର ଅର୍ଥ ରୋଜଗାର କରୁଛନ୍ତି। ଏହାକୁ ରାଜସ୍ବ ବିଭାଗୀୟ ଅଧିକାରୀମାନେ ଧରପଗଡ଼…

ନାବାଳିକାଙ୍କୁ ଅସଦାଚରଣ କରି ବୃଦ୍ଧ ଗିରଫ

କେନ୍ଦୁଝର,୨୩ା୪(ସ୍ବ.ପ୍ର.): ବଡ଼ବିଲ ଥାନା ଅନ୍ତର୍ଗତ ସାଧୁସିଂ ହାଟିଂରେ ଶୁକ୍ରବାର ଅପରାହ୍ନରେ ଜଣେ ୧୦ ବର୍ଷର ନାବାଳିକାକୁ ଉକ୍ତ ଅଞ୍ଚଳର ୬୭ ବର୍ଷୀୟ ବୃଦ୍ଧ କ୍ରୀଷ୍ଣା ପ୍ରସାଦ କେଶରୀ ଉଲଗ୍ନ କରି ଅସଦାଚରଣ କରିବା ସହ ମାଡ଼ ମାରିବା ଅଭିଯୋଗ ହୋଇଛି। ଗତକାଲି…

ଘର ସାମ୍ନାରୁ ଯୁବକ ଚୋରି କରିଥିଲେ ବାଇକ୍‌, ଆଜି ପଡ଼ିଲେ ଧରା

କେନ୍ଦୁଝର,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଟାଉନ ପୋଲିସ ମୋଟର ସାଇକେଲ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। କେନ୍ଦୁଝର ସହର ଗାୟତ୍ରୀ ମନ୍ଦିର ଲେନ୍‌ରେ ରହୁଥିବା ସନ୍ତୋଷ ବେହେରାଙ୍କ ଏକ ମୋଟରସାଇକେଲ ଓଡି-୦୯ ଏଫ୍‌ ୧୩୯୯ ତାଙ୍କ…

ଅପ୍ରମୟୀଙ୍କ ଗୋଟିଏ ଫୋନ୍‌ କଲ୍‌ ଧରାଇଲା ବଡ଼ ଡକାୟତ ଗ୍ୟାଙ୍ଗ

କେନ୍ଦ୍ରାପଡା ଅଫିସ,୨୩ା୪: କେନ୍ଦ୍ରାପଡ଼ା ଜିଲା ତନ୍ତିଆପାଳ ଥାନା କାକଟପୁର ଗ୍ରାମର ଅପ୍ରମୟୀ ସ୍ବାଇଁଙ୍କ ଗୋଟିଏ ଫୋନ୍‌ କଲ୍‌ ଏକ ଆନ୍ତଃରାଜ୍ୟ ଡକାୟତ ଦଳର ପର୍ଦ୍ଦାଫାଶ କରିଛି। ଏହି ଡକାୟତ ଦଳର ୧୮ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ା ଜିଲା ପୋଲିସ ଗିରଫ କରିଛି। ନିକିରାଇ…

ଦୁର୍ଘଟଣା ପରେ ସର୍ଭେ ସଂସ୍ଥାର ଅଫିସରଙ୍କୁ ପିଟି ମାରିଥିଲେ, ଚଢ଼ାଉ କରି ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବାଙ୍ଗିରିପୋଷି,୨୨।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଜାତୀୟ ରାଜପଥ ୪୯ କତରା ଛକ ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିଲା। ଏହାକୁ କେନ୍ଦ୍ର କରି ଉତ୍ୟକ୍ତ ଜନତା ଓ ସ୍ଥାନୀୟ ଗ୍ରାମବାସୀ ସ୍କର୍ପିଓରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri