ଘରେ ପଶି ଆଖିବୁଜା ଗୁଳି ଚଳାଇଲେ, ସ୍ବାମୀ ମୃତ; ସ୍ତ୍ରୀ-ପୁଅ ଆହତ
ମହାକାଳପଡ଼ା,୫ା୩(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଅଳାଇଲୋ ପଞ୍ଚାୟତ ବବକରପୁର ଗ୍ରାମର ଅରବିନ୍ଦ ମିଶ୍ରଙ୍କ ଘରେ ଶନିବାର ଅପରାହ୍ନର ଦୁଇ ଦୁର୍ବୃତ୍ତ ଅତର୍କିତ ଗୁଳି ଚାଳନା କରିଥିଲେ। ଏଥିରେ ଅରବିନ୍ଦଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ମୀନତି ଏବଂ…
ଦିବଙ୍ଗତ ଖବରଦାତା ଅରିନ୍ଦମଙ୍କ ଘରୁ ଲୁଟ୍; ଗ୍ରୀଲ ତାଡ଼ି ସୁନାଗହଣା ନେଇଗଲେ
ପାଟଣା,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ରାଇକଳା ଗ୍ରାମର ଦିବଙ୍ଗତ ଖବରଦାତା ଅରିନ୍ଦମ ଦାସଙ୍କ ପୈତୃକ ଘରୁ ବୁଧବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। ଘରର ଗ୍ରୀଲ ତାଡି ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୁତ୍ତ। ଏନେଇ…
ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ପ୍ରତାରଣା: ଅଭିଯୁକ୍ତ ଗଲେ ଜେଲ୍
କୋକସରା,୨ା୩(ଡି.ଏନ୍.ଏ.): ପ୍ରଥମେ ପ୍ରେମ ପରେ ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ଘରୁ ଫେରାର କରି ତା’ସହ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି କୋକସରା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଜାମିନ…
ସଟର ତାଡ଼ି ଦୋକାନରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ଲୁଗାପଟା
କର୍ଲାମୁଣ୍ଡା,୨ା୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରୁ ପ୍ରାୟ ଦୁଇ କିଲୋମିଟର ଦୂର ପୁଟିଗାଁ ଚିନାବାଡ଼ିଠାରେ ଥିବା ମା’ ତ୍ରିପୁରା କ୍ଲଥ ଷ୍ଟୋର୍ରୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ସଟର ଲକ୍ କାଟି ଦୋକାନ ଭିତରେ ଥିବା ଲକ୍ଷାଧିକ ଟଙ୍କାର ଦାମୀ ଲୁଗାପଟା…
ନବନିର୍ବାଚିତ ସମିତିସଭ୍ୟାଙ୍କ ସ୍ବାମୀ ଗିରଫ
ବାଲିଗୁଡ଼ା,୨ା୩(ଡି.ଏନ୍.ଏ.): ଓ୍ବାରେଣ୍ଟ ବଳରେ ନବ ନିର୍ବାଚିତ ସମିତିସଭ୍ୟାଙ୍କ ସ୍ବାମୀ ଗିରଫ ହୋଇଛନ୍ତି। ବାଲିଗୁଡ଼ା ଅତିରିକ୍ତ ଜିଲା ଦୌରାଜଜ୍ କୋର୍ଟର କେସ ନଂ. ସିଟି ୫୨/୨୦ ମାମଲାରେ ମଦନ ଦିଗାଳ ଗିରଫ ହୋଇଛନ୍ତି। ଗିରଫ ମଦନ ଦିଗାଳଙ୍କ ଘର ବାଲିଗୁଡା ଥାନା ଅନ୍ତର୍ଗତ…
୬ ବର୍ଷର ଝିଅକୁ ପିଟିପିଟି ମାରିଦେଲେ ମା-ବାପା
ଦିଗପହଣ୍ଡି,୨୮ା୨(ଡି.ଏନ୍.ଏ.): ଖାଇବାକୁ ଅଝଟ କରିବାରୁ ନିଜ ଝିଅକୁ ପିଟି ପାଟି ମାରିଦେଇଛନ୍ତି ବାପା ଏବଂ ସାବତ ମା’। ଆଗରୁ ଝିଅଟିର ଜନ୍ମକଲା ମା’ ଚାଲି ଯାଇଥିବା ବେଳେ ବାପା ଏବଂ ସାବତ ମା’ଙ୍କ ସହ ରହୁଥିଲା କୁନି ଝିଅଟି। ଶେଷରେ ସାବତ…
ନକଲି ଡାକ୍ତର ଠକେଇ ମାମଲା: ମୁହାଁମୁହିଁ ଜେରା ହେବେ ଭଉଣୀଭାଇ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରସିକିଆ ନକଲି ଡାକ୍ତର ରମେଶଚନ୍ଦ୍ର ସ୍ବାଇଁଙ୍କ ପ୍ରତାରଣା ଓ ଠକେଇ ସାମ୍ରାଜ୍ୟକୁ ଭେଦ କରିପାରୁନି କମିଶନରେଟ ପୋଲିସ। ଶୁକ୍ରବାରଠାରୁ ଦ୍ୱିତୀୟଥର ରିମାଣ୍ଡରେ ଆଣି ମାରାଥନ ଜେରା କରିଥିଲେ ମଧ୍ୟ ସେପରି ଅଧିକ କିଛି ତଥ୍ୟ ପାଇପାରି ନାହିଁ ପୋଲିସ। ଇତିମଧ୍ୟରେ…
ପୂର୍ବ ଶତ୍ରୁତାରୁ ଦୋକାନୀଙ୍କୁ ହତ୍ୟା
କେନ୍ଦୁଝର,୨୭ା୨(ସ୍ବ.ପ୍ର.): ବାଂଶପାଳ ବ୍ଲକ କାଦକଳା ପଞ୍ଚାୟତର କାଦକଳା ଗ୍ରାମରେ ଦୋକାନୀ ଦୋକାନୀ ମଧ୍ୟରେ ବିବାଦ ହୋଇ ରବିବାର ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଦୋକାନୀଙ୍କ ନାମ ମାୟାଧର ବେହେରା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ରାତିରେ ଭୁଜାଲିରେ ହାଣି…
ହାତୀ ଦାନ୍ତ ଚୋରା କାରବାର: ୨ ଗିରଫ
କେନ୍ଦୁଝର,୨୭ା୨(ସ୍ବ.ପ୍ର.): ରାଜ୍ୟ ଏସ୍ଟିଏଫ୍ ଟିମ୍ ଦାନ୍ତ ଚୋରା କାରବାର ବେଳେ ଚଢ଼ାଉ କରି ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦୁଇଟି ହାତୀଦାନ୍ତ ଜବତ କରିଛି। ସେମାନେ ହେଲେ କଲଣ୍ଡା ଗ୍ରାମର ରମାକାନ୍ତ ପ୍ରଧାନ ଓ ଅନାମ ମୁଣ୍ଡା।…
ଖେଳିବାକୁ ଯାଇ ଫେରିନାହାନ୍ତି ଦ୍ୱିତୀୟ ଶ୍ରେଣୀ ଛାତ୍ର, ବଳି ସନ୍ଦେହ
ହାଟଡିହୀ,୨୫ା୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ସୋସୋ ଥାନା ରୁଗୁଡ଼ିଆ(ଖଣି ବଜାର) ଗ୍ରାମର ଜଣେ ଦିତୀୟ ଶ୍ରେଣୀ ଛାତ୍ର ଖେଳିବାକୁ ଯାଇ ଆଉ ଘରକୁ ଫେରିନାହାନ୍ତି। ବାପା ବିଜୟ ପୂର୍ତ୍ତିଙ୍କର ଗତ ୪ ବର୍ଷ ତଳେ ମୃତ୍ୟୁ ହୋଇଥିବା ବେଳେ ମା’ ଅନ୍ୟତ୍ର ପଳାଇ…
ଏଟିଏମ୍ ଲୁଟ୍ ପରେ ଜାଳିଦେଲେ
ବାଲେଶ୍ୱର ଅଫିସ,୨୫ା୨: ବାଲେଶ୍ୱର ଜିଲା ବସ୍ତା ଥାନା ରାଜଘାଟର ପବନ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ଏଟିଏମ ଲୁଟ୍ ପରେ ଗୁରୁବାର ରାତିରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ଘଟଣାସ୍ଥଳରେ ଗ୍ୟାସ୍ କଟର ପଡ଼ିଛି। ପୋଲିସ ଶୁକ୍ରବାର ସକାଳେ ଘଟଣାସ୍ଥଳରେ ପହଞ୍ଚି…
ଡାକ୍ତରାଣୀଙ୍କୁ ବିବାହ କରି ୨୩ ଲକ୍ଷ ଲୁଟିଥିଲେ ନକଲି ଡାକ୍ତର
ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ ପରେ ଠକେଇ ଓ ପ୍ରତାରଣା କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁ ପୁଣି ରିମାଣ୍ଡରେ ଆସିବେ। କମିଶନରେଟ ପୋଲିସ ତାଙ୍କୁ ୭ଦିନିଆ ରିମାଣ୍ଡରେ…
Archives


