ପ୍ରେମରେ ଅନ୍ଧ ହେଲେ ୯ ସନ୍ତାନର ମା’, କାଠ ଫାଳିଆରେ ଛେଚି ସ୍ବାମୀଙ୍କୁ ହତ୍ୟା
ନୂଆଦିଲ୍ଲୀ,୧୪।୭: ଗୁଜୁରାଟର ବନାସକାଣ୍ଠା ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ପ୍ରାରମ୍ଭରେ, ଘଟଣାଟି ପ୍ରାକୃତିକ କିମ୍ବା ସାଧାରଣ ମୃତ୍ୟୁ ମାମଲା ପରି ମନେ ହେଉଥିଲା । କିନ୍ତୁ ତଦନ୍ତ ଆଗକୁ ବଢ଼ିବା ସହିତ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଥିଲା।…
ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍ ଅଫ୍
ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ ହୋଇଛି। ଏନେଇ ପରିବାର ଲୋକେ ବଲାଙ୍ଗୀର ଟାଉନ ଥାନାରେ ଏକ ନିଖୋଜ ଅଭିଯୋଗ…
ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…
ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏପରି ଲଜ୍ଜାଜନକ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ ଦେଖିବାକୁ ମିଳିଛି। ଚିକିତ୍ସା…
ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ
ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ବଡ଼ଧରଣର ଚଢ଼ାଉ ଆରମ୍ଭ କରିଛି। ଜୟପୁରସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ…
ମୋବାଇଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…
ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର ମିଶ୍ର। ଗତ ଜୁନ୍ ୨୧ ତାରିଖ ଦିନ ସ୍ବପ୍ନେଶ୍ବର ଓ ତାଙ୍କ ସ୍ତ୍ରୀଙ୍କ…
ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…
ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ସେହି…
ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍
ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ଘଟଣାଟି ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ଏହି ଘଟଣାକୁ ନେଇ ଏପର୍ଯ୍ୟନ୍ତ ଥାନାରେ…
ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…
କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ ଦୁଇଟି ବୋମା ଘଟଣାସ୍ଥଳରେ ଫୁଟିଛି। ଆଉ ଏକ ଅଫୁଟା ବୋମାକୁ ପୋଲିସ ଜବତ…
ପୁଣି ଜେଲ୍ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…
ମୁମ୍ବାଇ,୧୦ା୭: ବଲିଉଡ୍ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି ମାମଲାରେ ତାଙ୍କ ଦୋଷୀ ସାବ୍ୟସ୍ତ ଏବଂ ଦଣ୍ଡକୁ ବଜାୟ ରଖିଛନ୍ତି। ତାଙ୍କୁ ଏବେ…
ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ
ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ ବେଆଇନ ଭାବେ ମଦ ଗଚ୍ଛିତ ରଖାଯାଇଥିବା ସୂଚନା ପାଇ ପୋଲିସ ଚଢ଼ାଉ କରିବା…
ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା
ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ଏବେ ମହଙ୍ଗା ପଡ଼ିଛି। ଜିଲ୍ଲା ମଙ୍ଗଳ ବିଭାଗ ଏହି ଘଟଣାର ତଦନ୍ତ କରିବା…
ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ
କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି ପୋଲିସ ଷ୍ଟେସନ ଅଧୀନସ୍ଥ ପାଲିତପୁର କେନାଲପାରା ଅଞ୍ଚଳରେ ଜଣେ ଆଦିବାସୀ ମହିଳାଙ୍କ ରହସ୍ୟମୟ…

