ଅପରାଧ

ଦୁଇ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

ରାୟଗଡ଼ା ଅଫିସ,୧୭ା୨: ରାୟଗଡ଼ା ସହରର ଶାରଳା ଛକସ୍ଥିତ ଜୟ ମା’ ଶାରଳା ଓ କ୍ରିଷ୍ଣା ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଦୋକାନ ସଟର ତାଡ଼ି କାନ୍ଥ ଭାଙ୍ଗି ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି କରି ନେଇଛନ୍ତି ଦୁର୍ବୃତ୍ତ।…

ବାଇକ୍‌ ରଖି ଚା’ ପିଉଥିଲେ କଣ୍ଟ୍ରାକ୍ଟର: ଡିକି ଭାଙ୍ଗି ୯୦ ହଜାର ଲୁଟିନେଲେ ଦୁର୍ବୃତ୍ତ

ଝାରସୁଗୁଡା ଅଫିସ, ୧୫।୨: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଜୋବ ନିକଟସ୍ଥ ସୀତାରା ଛକରୁ ମଙ୍ଗଳବାର ଦୁର୍ବୃତ୍ତମାନେ ଏକ ବାଇକ ଡିକି ଭାଙ୍ଗି ୯୦ହଜାର ଟଙ୍କା ଲୁଟ କରି ଫେରାର ହୋଇଯାଇଛନ୍ତି। ଲୁଟର ଶିକାର ହୋଇଥିବା ବ୍ୟକ୍ତି କାଳୀନଗର କଲୋନୀର…

ଧରାପଡ଼ିଲେ କୋଟିପତି ପୋଲିସବାବୁ: ଚଢୁଥିଲେ ବିଏମ୍‌ଡବ୍ଲୁ; ଚାକିରିରେ ଥାଇ ୩ ବ୍ୟବସାୟ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ପୋଲିସ ବାବୁ। ମଙ୍ଗଳବାର ଏକକାଳୀନ ୧୧ଟି ସ୍ଥାନରେ ଚଢ଼ାଉ କରାଯିବା ପରେ ଫିଟିବାରେ ଲାଗିଛି ସମ୍ପତ୍ତି ତାଲିକା। ଘରୁ ନଗଦ ଟଙ୍କା ସହ ଜବତ ହୋଇଛି ଅନେକ ଦାମୀ କାର୍‌, ବାଇକ୍‌। ସରକାରୀ ଚାକିରିରେ…

ନିଜକୁ ଡାକ୍ତର କହି ୫ ରାଜ୍ୟରେ ରଖିଛନ୍ତି ୧୩ ସ୍ତ୍ରୀ, ଠକିଛନ୍ତି ବହୁ କୋଟି ଟଙ୍କା

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ନିଜକୁ ଡାକ୍ତର କହି ଲୋକଙ୍କୁ କୋଟି କୋଟି ଟଙ୍କା ଠକିଥିବା ଜଣେ କୁଖ୍ୟାତ ଠକକୁ ଗିରଫ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ କେନ୍ଦ୍ରାପଡ଼ା ଜିଲା ଭଗବାନପୁରର ରମେଶ ଚନ୍ଦ୍ର ସାଇଁ (୬୧)। ଖବର ଅନୁଯାୟୀ, ରମେଶ…

ଅପମୃତ୍ୟୁ ମାମଲା କରି ବସିପଡ଼ିଛି ପୋଲିସ

କଟକ,୧୪।୨: କଟକ-ଭୁବନେଶ୍ୱର ମଝି ବମ୍ଫକୁଦଠାରେ ଘରୋଇ ଠିକା ସଂସ୍ଥା ଦ୍ୱାରା ନିର୍ମାଣାଧୀନ ୮ତାଲା ବିଶିଷ୍ଟ ଅଟାଳିକାରୁ ପଡ଼ି ଶନିବାର ଜଣେ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ମୃତ ଶ୍ରମିକ ମୟୂରଭଞ୍ଜର ସୁକାନ୍ତ ତନ୍ତୀ (୪୦)। ସେ ଦୀର୍ଘ ଦିନ ହେବ ଉକ୍ତ ଠିକା…

ଗିରଫ ହେଲେ ସୁନ୍ଦରଗଡ଼ ଏଡିଏମ୍‌

ଭୁବନେଶ୍ୱର/ସୁନ୍ଦରଗଡ଼,୧୩ା୨(ବ୍ୟୁରୋ/ଡି.ଏନ୍‌.ଏ.): ସୁନ୍ଦରଗଡ଼ର ଅତିରିକ୍ତ ଜିଲାପାଳ ବିଶ୍ୱଜିତ ମହାପାତ୍ର ଶେଷରେ ଗିରଫ ହୋଇଛନ୍ତି। ଦୁର୍ନୀତି ନିବାରଣ ଆଇନ ଆଧାରରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ରବିବାର ତାଙ୍କୁ ଭୁବନେଶ୍ୱରର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବିଶ୍ୱଜିତଙ୍କ ସ୍ତ୍ରୀଙ୍କ ବିରୋଧରେ ମଧ୍ୟ ଭିଜିଲାନ୍ସ…

ଏଡିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼,୧୧ା୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନ ସମେତ ଜଗତସିଂହପୁର ଜିଲାର ପୈତୃକ ଘର ଜଡ଼ାତିରା, ରଘୁନାଥପୁରର ରେଢ଼ୁଆ,…

ଦୁର୍ଦ୍ଦାନ୍ତ ଅପରାଧୀ କିଶୋର କୁମାର ଗିରଫ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଣ୍ଡିଖୋଲ ବଜାରରେ ଏକ ହତ୍ୟା ମାମଲାରେ ଫେରାର ଥିବା ଜଣେ ହାର୍ଡକୋର୍‌ ଅପରାଧୀଙ୍କୁ ଗୁରୁବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ୭ ବର୍ଷ ପରେ କଟକରୁ ଗିରଫ କରିଛି। ସେ ହେଲେ କଟକ ଜିଲା ସଦର ଥାନା ଅଞ୍ଚଳର…

ଭିଜିଲାନ୍ସ ଜାଲରେ ରେଞ୍ଜର

ବାଲିଗୁଡ଼ା,୧୦ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଜଙ୍ଗଲ ଡିଭିଜନ ଅନ୍ତର୍ଗତ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ଅଧିକାରୀ ମିଳିତ ଚଢ଼ାଉ…

ସ୍ବାମୀଙ୍କୁ ହତ୍ୟା କଲେ ୨ୟ ସ୍ତ୍ରୀ

ଆଠଗଡ,୯ା୨(ସ୍ବ.ପ୍ର.): ପାରିବାରିକ କଳହର ପରିଣତି କେତେ ଭୟଙ୍କର ହୋଇପାରେ ତା’ର ଏକ ଉଦାହରଣ ଦେଖିବାକୁ ମିଳିଛି କଟକ ଜିଲା ଆଠଗଡ଼ ଏନ୍‌ଏସି ଅନ୍ତର୍ଗତ ୪ ନମ୍ବର ଓ୍ବାର୍ଡରେ। ଏହି ଓ୍ବାର୍ଡର ହରିଜନ ସାହିରେ ବୁଧବାର ଆତ୍ମରକ୍ଷା ପାଇଁ ସ୍ବାମୀଙ୍କୁ ଦ୍ୱିତୀୟ ସ୍ତ୍ରୀ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଆଇଆଇସି

ନରସିଂହପୁର,୭ା୨(ଡି.ଏନ୍‌.ଏ.): ଲାଞ୍ଚ ନେଉଥିବା ବେଳେ ସୋମବାର ଧରା ପଡ଼ିଛନ୍ତି କଟକ ଜିଲା ନରସିଂହପୁର ଥାନା ଆଇଆଇସି ଅଲେଖ ଗରଡିଆ। ସେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଧରା ପଡ଼ିଥିଲେ। ତେବେ ଆଇଆଇସିଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ…

ବେଆଇନ ଭାବେ ସରକାରୀ ଫ୍ଲାଟ୍‌ ବିକିବା ଘଟଣା: ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ

କଟକ ଅଫିସ,୭ା୨: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ଅନ୍ଦରପୁରରେ ବସ୍ତିବାସିନ୍ଦାଙ୍କ ପାଇଁ ତିଆରି ଘରକୁ ବେଆଇନ ଭାବେ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକିନେବା ଘଟଣାରେ ଗିରଫ ହୋଇଥିବା ପୂର୍ବତନ କର୍ପୋରେଟରଙ୍କ ସ୍ବାମୀ ରାଜା କରଣଙ୍କୁ ମଧୁପାଟଣା ପୋଲିସ ରବିବାର ୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri