ବେଆଇନ ଭାବେ ସରକାରୀ ଫ୍ଲାଟ୍ ବିକିବା ଘଟଣା: ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ
କଟକ ଅଫିସ,୭ା୨: କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ଅନ୍ଦରପୁରରେ ବସ୍ତିବାସିନ୍ଦାଙ୍କ ପାଇଁ ତିଆରି ଘରକୁ ବେଆଇନ ଭାବେ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକିନେବା ଘଟଣାରେ ଗିରଫ ହୋଇଥିବା ପୂର୍ବତନ କର୍ପୋରେଟରଙ୍କ ସ୍ବାମୀ ରାଜା କରଣଙ୍କୁ ମଧୁପାଟଣା ପୋଲିସ ରବିବାର ୩…
୭ ଦିନରେ ୩ କୋଟିର ସାମଗ୍ରୀ ଜବତ, ୮୩୨ ଗିରଫ
ଭୁବନେଶ୍ୱର,୭।୨(ବ୍ୟୁରୋ): ଶୃଙ୍ଖଳିତ ନିର୍ବାଚନ ପାଇଁ ରାଜ୍ୟ ଅବକାରୀ ବିଭାଗର ନିର୍ଦ୍ଦେଶକ୍ରମେ ଜିଲାସ୍ତରରେ ଚଢ଼ାଉ ଓ ଧରପଗଡ଼ ଅଭିଯାନକୁ ଜୋର୍ଦାର କରାଯାଇଛି। ଫଳରେ ୭ଦିନ ମଧ୍ୟରେ ୩କୋଟି ଟଙ୍କାର ଅବକାରୀ ସାମଗ୍ରୀ ଜବତ ହୋଇଛି। ଏଥିସହିତ ୧,୦୫୦ ମାମଲା ରୁଜୁ କରାଯାଇ ୮୩୨ଜଣଙ୍କୁ…
ଭିଜିଲାନ୍ସ ଜାଲରେ ପୋଲିସ ବାବୁ
ଭୁବନେଶ୍ୱର,୪।୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି ପୋଲିସ ବାବୁ। ରାଜଧାନୀ ମଞ୍ଚେଶ୍ୱର ଥାନା ଏଏସ୍ଆଇ ରବି ସାହୁ ଗୁରୁବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଜଣେ ଅଭିଯୋଗକାରୀଙ୍କଠାରୁ ସେ ୫ ହଜାର ନେଉଥିଲେ। ତାଙ୍କ ନାମରେ ସାନି ମାମଲା ପାଇଁ ଧମକ…
ଲିଫ୍ଟ ଦେଇ ଲୁଟିନେଲେ, ସାହାଯ୍ୟ ମାଗି ମାଡ଼ ଖାଇଲେ ବାଙ୍ଗାଲୋର ଫେରନ୍ତା ଯୁବକ
ଭୁବନେଶ୍ୱର,୩।୨(ବ୍ୟୁରୋ): ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ନିଶା ଦେଇ ଲୁଟିଲେ ଲୁଟେରା। ପରେ ଯୁବକଜଣଙ୍କ ଉଦ୍ଧାର ପାଇଁ ସାହାଯ୍ୟ ମାଗିବାରୁ ନିର୍ଧୂମ ମାଡ଼ ଖାଇଲେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରାଜଧାନୀରେ। ଲିଫ୍ଟ ନେଇ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥିବା ଯୁବକ ହେଲେ…
୨ ବର୍ଷରେ ୬ ବିବାହ, ସମସ୍ତଙ୍କ ସାମ୍ନାରେ ପ୍ରେମିକଙ୍କ ବାଇକ୍ରେ ଛୁ’ ମାରିଲେ ଯୁବତୀ
ଭୋପାଳ,୩ା୨: ମଧ୍ୟପ୍ରଦେଶର ଜବଲପୁରରୁ ଏକ ଲୁଟେରା କନ୍ୟା ମାମଲା ସାମ୍ନାକୁ ଆସିଛି। ନିଜକୁ ଅନାଥ କହିଥିବା ଯୁବତୀ ଜଣଙ୍କ କୋର୍ଟ ପରିସରସ୍ଥିତ ମନ୍ଦିରରେ ବିବାହ କରିଥିଲେ। ପରେ ବରଙ୍କୁ ଚକ୍ମା ଦେଖାଇ ସମସ୍ତଙ୍କ ସାମ୍ନାରେ ପ୍ରେମିକଙ୍କ ବାଇକ୍ରେ ବସି ଫେରାର ହୋଇଯାଇଛନ୍ତି।…
ବ୍ଲାକ୍ ପଲସର ଆତଙ୍କ: ଫାଙ୍କା ଗୁଳି ଚଳାଇ ୫ଲକ୍ଷ ଲୁଟିନେଲେ
ଖୋର୍ଦ୍ଧା ଅଫିସ,୩ା୨: ଖୋର୍ଦ୍ଧା-ନୟାଗଡ଼ ୫୭ନମ୍ବର ଜାତୀୟ ରାଜପଥରେ ବ୍ଲାକ୍ ପଲସର ଆତଙ୍କ। ବୁଧବାର ଅପରାହ୍ନରେ ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ବାମଡିହ ଛକରେ ୪ଜଣ ଦୁର୍ବୃତ୍ତ ୨ରାଉଣ୍ଡ ଫାଙ୍କା ଗୁଳି ଚଳାଇ ଦୁଇଜଣ କମ୍ପାନୀ କର୍ମଚାରୀଙ୍କଠାରୁ ୫ଲକ୍ଷ ଟଙ୍କା ଲୁଟି…
୩୬ ଘଣ୍ଟା, ୭୦୦ କି.ମି.
ଭୁବନେଶ୍ୱର,୩।୨(ବ୍ୟୁରୋ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡ଼ା ଅଞ୍ଚଳରୁ ଜଣେ ବ୍ୟବସାୟୀଙ୍କ ପୁଅଙ୍କୁ ଅପହରଣ କରି ୩୦ ଲକ୍ଷ ଟଙ୍କାରେ ମୁଣ୍ଡ ଜାମିନ ଘଟଣାରେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ତ୍ୱରିତ ପଦକ୍ଷେପ ଯୋଗୁ ଜଣେ ଯୁବକଙ୍କ ଜୀବନ ବଞ୍ଚତ୍ୟାଇଛି। ୩୬…
୧୧ ଚନ୍ଦନ ଗଛ ଚୋରି
କେନ୍ଦୁଝର,୨ା୨(ସ୍ବ.ପ୍ର.): ଚମ୍ପୁଆସ୍ଥିତ ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲ ପରିସରରୁ ଗତ ୨୮ ତାରିଖରେ ୧୧ ଟି ମୂଲ୍ୟବାନ ଚନ୍ଦନ ଗଛକୁ ଦୁର୍ବୃତ୍ତମାନେ କାଟି ନେଇଛନ୍ତି। ତେବେ ଏ ନେଇ କୌଣସି ରିପୋର୍ଟ ଥାନାରେ ଦିଆଯାଇ ନାହିଁ। ଫଳରେ ଏହାକୁ ନେଇ ସ୍ଥାନୀୟ…
ନାରାୟଣପାଟଣା ଆଇଆଇସି ନିଲମ୍ବିତ
ଜୟପୁର, ୨।୨(ନି.ପ୍ର.): କୋରାପୁଟ ଜିଲା ନାରାୟଣପାଟଣା ଆଇଆଇସି ରଞ୍ଜିତ ସାହୁ ନିଲମ୍ବିତ ହୋଇଛନ୍ତି। ଲକ୍ଷ୍ମୀପୁର ଏସ୍ବିଆଇ ବ୍ୟାଙ୍କ ଲକର୍ରୁ ସୁନା ଚୋରି ଘଟଣାରେ ପୋଲିସ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୋରାପୁଟ ଏସ୍ପି ସୂଚନା ଦେଇଛନ୍ତି। ସୁନା କ୍ରୟକାରୀଙ୍କ ଫେରାର ପଛରେ…
୫୦ ଲକ୍ଷ ଦିଅ ନହେଲେ ଜୀବନରୁ ମାରିଦେବି ବୋଲି ଦେଉଥିଲେ ଧମକ, ଅଭିଯୁକ୍ତଙ୍କୁ ବାନ୍ଧିଲା କଟକ ପୋଲିସ
କଟକ ଅଫିସ,୨।୨: କଟକର ଜଣେ ଡାକ୍ତରଙ୍କୁ ଫୋନ୍ରେ ଧମକ ଦେବା ସହ ମାଓବାଦୀ ଏବଂ ଲାଲ୍ ସଲାମ ନାମରେ ଟଙ୍କା ମାଗି ଗିରଫ ହୋଇଛନ୍ତି ଜଣେ ଅଭିଯୁକ୍ତ। ସେ ହେଲେ ଏମ୍ରୋଜ ଅନ୍ସାରୀ। ତାଙ୍କ ଘର ଝାଡ଼ଖଣ୍ଡର ମଝଗାଁ ଥାନା ଅନ୍ତର୍ଗତ…
ଚାକିରିରୁ ବିଦା ହେଲେ ବରିଷ୍ଠ ଆଇଏଏସ୍ ଅଫିସର ବିନୋଦ କୁମାର
ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ଅଫିସର ତଥା ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଚାକିରିରୁ ବହିଷ୍କାର କରିଛନ୍ତି। ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବାରୁ ତାଙ୍କୁ ଚାକିରୀରୁ ବିଦା କରାଯାଇଥିବା ନେଇ ବୁଧବାର…
ଅବକାରୀ ବିଭାଗର ସ୍ପେଶାଲ ଡ୍ରାଇଭ: ୨୮ ଦିନରେ ୩୧୪୩ ମାମଲା
କଟକ ଅଫିସ, ୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଅବାଧ ଓ ନିଶାମୁକ୍ତ କରିବା ପାଇଁ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ରବିବାର କଟକ ସିଡିଏ ସେକ୍ଟର-୨ସ୍ଥିତ ଅବକାରୀ କମିଶନରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅବକାରୀ ବିଭାଗ ଡେପୁଟି…
Archives


