ଅପରାଧ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ

ରାୟଗଡ଼ା ଅଫିସ,୨୯ା୧: ରାୟଗଡ଼ା ବିଇଓ ଅଫିସରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କଠାରୁ ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ବିଭାଗ। ଶିକ୍ଷକ ଚାକିରିରେ ରେଗୁଲାର୍‌ ହେବାକୁ ୬ ବର୍ଷ ପୂରିନି।…

୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ କରି ବନ୍ଧା ହେଲେ ପଡ଼ୋଶୀ

ଝାରସୁଗୁଡ଼ା ଅଫିସ,୨୯ା୧: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଅକ୍ଷୟ ପରିଡ଼ା(୨୮)। ଏନେଇ ପୋଲିସ…

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି

ରାଉରକେଲା ଅଫିସ,୨୮ା୧: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଲ୍ୟାମ୍ପ୍ସ ଏମ୍‌ଡି ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ। ପରୀକ୍ଷିତଙ୍କ ପୈତୃକ ଘର, ରାଜଗାଙ୍ଗପୁରସ୍ଥିତ ଘରେ ଚଢ଼ାଉ ଚାଲିଛି।…

ସରପଞ୍ଚ ପ୍ରାର୍ଥୀଙ୍କ ଘର ପଛ ପଟେ ଫୁଟିଲା ବୋମା

ପୁରୀ ଅଫିସ,୨୮।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭରୁ ହିଁ ପୁରୀ ଜିଲାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଲାଣି। ଗୋପ ଓ ପୁରୀ ଚନ୍ଦନପୁର ପରେ ଗୁରୁବାର ସଦର ଥାନା ଅଧୀନ କାଶୀହରିପୁର ପଞ୍ଚାୟତ ଚାରିନଳା ଗ୍ରାମସ୍ଥିତ ବସନ୍ତେଇ ଠାକୁରାଣୀଙ୍କ…

ପଶ୍ଚିମବଙ୍ଗ ଲୁଟେରା ଗ୍ୟାଙ୍ଗ୍‌ର ୪ ଗିରଫ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜଧାନୀର ବିଭିନ୍ନ ଔଷଧ ଦୋକାନରୁ ଅଭିନବ ଉପାୟରେ ଟଙ୍କା ଲୁଟ୍‌ କରୁଥିବା ପଶ୍ଚିମବଙ୍ଗର ଲୁଟେରା ଗ୍ୟାଙ୍ଗକୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଗୁରୁବାର କଟକରୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଶ୍ଚିମବଙ୍ଗ ନଦିଆ ଜିଲା ରାଣାଘାଟ ଥାନା ଅଞ୍ଚଳର…

ପୁରୀ ଶିଶୁକନ୍ୟା ବଳାତ୍କାର ମାମଲା: ପିପିଲିରୁ ଅଭିଯୁକ୍ତ ଗିରଫ

ପୁରୀ ଅଫିସ,୨୮।୧: ପୁରୀ ଟାଉନ ଥାନା ଅଞ୍ଚଳରେ ଗତ ୨୩ ତାରିଖରେ ୫ବର୍ଷୀୟା ଶିଶୁକନ୍ୟାକୁ ଉଠାଇନେଇ ବଳାତ୍କାର କରାଯିବା ମାମଲାର ଅଭିଯୁକ୍ତ ମହେଶ ମହାନ୍ତିଙ୍କୁ ପୁରୀ ପୋଲିସ ବୁଧବାର ରାତିରେ ଗିରଫ କରିଛି। ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ସୀମାନ୍ତ ପିପିଲି ଅଞ୍ଚଳରୁ…

ଅଟୋ, ବାଇକ୍‌ରୁ ଗଞ୍ଜେଇ ଜବତ

ସୋରଡ଼ା,୨୬ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ମୋହନା ରାସ୍ତାରେ ବୁଧବାର ସକାଳେ ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ମୋହନା ଆଡୁ ଆସୁଥିବା ଅଟୋ ଓଆର ୮୮୫୪ ଏବଂ ଏକ ବାଇକ୍‌ ଓଆର ୦୭ ଜେ ୧୩୦୩କୁ ଅଟକା ଯାଇଥିଲା।…

ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଊର୍ଦ୍ଧ୍ୱ ଠକେଇ, ବନ୍ଧା ହେଲେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର

ଭୁବନେଶ୍ୱର,୨୬ା୧(ବ୍ୟୁରୋ): ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ବାପୁଜୀନଗରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପୂର୍ବତନ ଚିଫ୍‌ ମ୍ୟାନେଜର ବିରେନ୍ଦ୍ର ପଟ୍ଟନାୟକ ଗିରଫ ହୋଇଛନ୍ତି। ବିରେନ୍ଦ୍ରଙ୍କ ସହିତ ତାଙ୍କର ଦୁଇ ସହଯୋଗୀଙ୍କୁ ମଧ୍ୟ ଗିରଫ କରାଯାଇଥିବା ଜଣାପଡ଼ିଛି।…

କଟୁରିରେ ହାଣି ଜନ୍ମକଲା ମା’ଙ୍କୁ ମାରିଦେଲେ ପୁଅ, ରକ୍ତରଞ୍ଜିତ ହେଲା ଘର

କଟକ ଅଫିସ,୨୬।୧: ସମ୍ପତ୍ତି ପାଇଁ ଜନ୍ମକଲା ମା’ଙ୍କୁ କଟୁରିରେ ହାଣି ମାରିଦେଲେ ପୁଅ। ଏଭଳି ଏକ ଅଭାବନୀୟ ଘଟଣା କଟକ ଶ୍ରୀବିହାର କଲୋନୀରେ ବୁଧବାର ଦେଖିବାକୁ ମିଳିଛି। ମୃତ ମହିଳା ହେଲେ ପରେଶ କୁମାରୀ ଦେବୀ(୭୪)। ସେ କନିକା ରାଜାଙ୍କ ନାତୁଣୀ…

ଶିଶୁକନ୍ୟାଙ୍କୁ ଉଠାଇନେଇ ବଳାତ୍କାର

ପୁରୀ ଅଫିସ,୨୪ା୧: ପୁରୀ ଟାଉନ ଥାନା ଅଞ୍ଚଳରେ ରବିବାର ଜଣେ ଶିଶୁକନ୍ୟା(୫)ଙ୍କୁ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ସହରରେ ଆଲୋଡ଼ନ ସୃଷ୍ଟି କରିଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତଙ୍କୁ ଧରିବା…

ହରିୟାଣା ପୋଲିସ ହଟହଟା

ବାହାନଗା, ୨୪ା୧(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ହେରଫେର ଅଭିଯୋଗରେ ଫେରାର ଥିବା ବାଲେଶ୍ୱର ବାହାନଗା ଅଞ୍ଚଳର ୨ଯୁବକଙ୍କୁ ଗିରଫ କରିବାକୁ ଆସି ହରିୟାଣା ପୋଲିସ ହଟହଟା ହୋଇଛି। ଅଭିଯୁକ୍ତଙ୍କୁ ନ ପାଇ ସେମାନଙ୍କ ପରିବାର ଲୋକଙ୍କୁ ଖନ୍ତାପଡ଼ା ଥାନାକୁ ଆଣିଥିବାରୁ ପୋଲିସ ଟିମ୍‌…

ଭ୍ରୁଣ ନିରୂପଣ ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୩ା୧: ଭ୍ରୁଣ ନିରୂପଣ କରିଥିବା ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ଗିରଫ କରିଛି  ମଙ୍ଗଳାବାଗ  ପୋଲିସ। ଗିରଫ ବ୍ୟକ୍ତି ଜଣକ ହେଲେ ମାନସ ରଞ୍ଜନ ପଣ୍ଡା। ଗିରଫ ଅଭିଯୁକ୍ତଙ୍କ ଘର ଯାଜପୁର ଅଞ୍ଚଳରେ ହୋଇଥିବା ବେଳେ ସେ କଟକରେ ରହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri