ଅପରାଧ

କ୍ଷୀରମଣି ସେଠ୍‌ ହତ୍ୟା ମାମଲା: ୩ ଗିରଫ

କର୍ଲାମୁଣ୍ଡା,୧୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅଧିନସ୍ଥ ଗଜବାହାଲ ଗ୍ରାମର ଜଣେ ବିବାହିତ ଯୁବକ କ୍ଷୀରମଣି ସେଠ୍‌ (୩୮)ଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଏ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସ ଅଧିକାରୀ। କଥାଟି ଅଡୁଆ ଲାଗିଲେ ବି ସତ। ସମ୍ବଲପୁର ଡିଭିଜନର ଇନ୍ସପେକ୍ଟର ମାନସୀ ଜେନା ଏକ ମାମଲା ବନ୍ଦ ଲାଗି ୧୦ ଲକ୍ଷ ଟଙ୍କା ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ…

ରାତିଅଧିଆ ଢାବା-ହୋଟେଲରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ବିଦେଶୀ ମଦ ଜବତ

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଜିଲା ପୋଲିସ ଏବଂ ପ୍ରଶାସନ ତରଫରୁ ଗୁରୁବାର ରାତିରେ ଜିଲାର ବିଭିନ୍ନ ଢାବା ଓ ହୋଟେଲରେ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କା ମୂଲ୍ୟର ବିଦେଶୀ ମଦ ଜବତ କରାଯାଇଛି। ଏଥିମଧ୍ୟରେ ବିଅର, ହ୍ୟୁସ୍କି, ନିବ୍‌ ଆଦି ବ୍ରାଣ୍ଡର…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ: ସ୍ବାମୀ, ଶାଶୁ-ଶ୍ୱଶୁର ଫେରାର

ଦିଗପହଣ୍ଡି,୧୨ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ସାମନ୍ତରାପୁର ଗ୍ରାମର ମାମି ଗୌଡ଼ଙ୍କୁ ତାଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁର ଯୌତୁକ ପାଇଁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ମାମିଙ୍କ ଏତଲା ଅନୁଯାୟୀ, କେ.ନୂଆଗାଁ ଥାନା ଆଇଆଇସି ମୃତ୍ୟୁଞ୍ଜୟ ସ୍ବାଇଁ ଥାନାରେ…

ଭାଇଙ୍କୁ ହାଣିଲେ ଭାଇ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ବାଲିପାଟଣା ଥାନା ସରାଟ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇଙ୍କୁ ହାଣିଛନ୍ତି ଆଉ ଜଣେ ଭାଇ। ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀ ତଥା ସାବତ ଭାଇ…

ଚଢ଼ାଉ ପରେ ଇଡିର କାର୍ଯ୍ୟାନୁଷ୍ଠାନ: ପୂର୍ବତନ ବିଧାୟକଙ୍କ ୧୩୩ କୋଟିର ଜମା ସିଜ

ଭୁବନେଶ୍ୱର,୧୨।୫(ବ୍ୟୁରୋ): କେନ୍ଦୁଝର ଜିଲା ଚମ୍ପୁଆର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ୧୩୩ କୋଟିର ଜମାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସିଜ କରିଛି। ଏଥିସହ ତାଙ୍କ ୬୯ ଲକ୍ଷର ନଗଦ ଟଙ୍କା ମଧ୍ୟ ଜବତ କରାଯାଇଛି। ଅର୍ଥ ହେରଫେର ମାମଲାରେ ଜିତୁଙ୍କ ଘରେ ବୁଧବାର…

ରାତି ଅଧରେ ରାଜଧାନୀରେ ଏନ୍‌କାଉଣ୍ଟର: ଅପରାଧୀ ଚକରା ଆହତ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଚକରା ବାରିକ ଆହତ। ବୁଧବାର ମଧ୍ୟରାତ୍ରରେ ବରମୁଣ୍ଡା ହାଇସ୍କୁଲ ପଡ଼ିଆରେ ହୋଇଥିବା ଏନକାଉଣ୍ଟରରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ଆହତ ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ଯୁବକଙ୍କୁ ହତ୍ୟା: ୩ ଅଭିଯୁକ୍ତ କୋର୍ଟ ଚାଲାଣ ପରେ ନିରପେକ୍ଷ ତଦନ୍ତ ଦାବିରେ ଧାରଣା

କୋକସରା,୧୧ା୫(ଡି.ଏନ୍‌.ଏ.): ପ୍ରଥମେ ଯୁବକଙ୍କୁ ହତ୍ୟା କରି ବେକରେ ଫାଶ ଦେଇ ଏକ ଶାଗୁଆନ ଗଛରେ ଝୁଲାଇ ଆତ୍ମହତ୍ୟାର ନାଟକ ରଚିଥିଲେ ଅଭିଯୁକ୍ତ । ହେଲେ ପରିବାରର ଅଭିଯୋଗ ପରେ ୪ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ପାରିପାଶର୍‌ବିକ ଅବସ୍ଥା ଓ ମୃତଦେହ…

୪୪ କଫ୍‌ଶିରପ୍‌ ଜବତ, ଜଣେ ଗିରଫ

ଜମନକିରା,୧୧ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ କୁଲୁଣ୍ଡି ଛକରୁ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୪୪ ଟି କଫ୍‌ଶିରପ୍‌ ଜବତ କରିବା ସହ ଜଣକୁ ପୋଲିସ ଗିରଫ କରିଛି। ସୂଚନାନୁଯାୟୀ, ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି…

ବୃଦ୍ଧ ଦମ୍ପତିଙ୍କଠାରୁ ଲୁଟିନେଲେ ଟଙ୍କା ବ୍ୟାଗ୍‌

ଜମନକିରା,୧୧ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ଖୁଲମଖୁଲା ଭାବେ ଚୋରି, ଡକାୟତି ଚାଲିଥିବା ଦେଖିବାକୁ ମିଳୁଛି। ଲୁଟେରା କେତେବେଳେ କାହାଠାରୁ ଟଙ୍କା ଲୁଟ୍‌ କରି ନେଇଯାଉଛନ୍ତି ତ, କେତେବେଳେ ବସ୍‌ଷ୍ଟାଣ୍ଡରେ ଭୁଜାଲି ଦେଖାଇ ଧମକ ଦେଉଛନ୍ତି। ଏଭଳି ଏକ ଘଟଣା…

ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅନ୍ତର୍ଗତ ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଉକ୍ତ ଚୋରି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ହୁମ୍ମା ତଳ ସାହିର ଶ୍ରୀଧର…

ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ପଡ଼ିଲା ମହଙ୍ଗା: ଜେଲ ଗଲେ ୨ ଅଭିଯୁକ୍ତ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ବାଲି ଚୋରା ଚାଲାଣ ଚଢ଼ାଉ ବେଳେ ବାଲି ମାଫିଆମାନେ ଅତିରିକ୍ତ ତହସିଲଦାର ଏବଂ ୩ ଆର୍‌ଆଇଙ୍କୁ ଆକ୍ରମଣ କରି ଲହୁଲୁହାଣ କରିବା ପଡ଼ିଛି ମହଙ୍ଗା। ଉକ୍ତ ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ମଙ୍ଗଳବାର ସେମାନଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri