ଭିଜିଲାନ୍ସ ଜାଲରେ ସୁପରଭାଇଜର
ପୁରୀ ଅଫିସ,୭ା୭: ପୁରୀ ଡିଆଇସି ଅଫିସରେ କାର୍ଯ୍ୟରତ ସୁପରଭାଇଜର ନାରାୟଣ ପଟ୍ଟନାୟକ ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଖଦି ଓ ଗ୍ରାମ ଉଦ୍ୟୋଗ ବିଭାଗର ସୁପରଭାଇଜର ଭାବେ କାର୍ଯ୍ୟରତ ନାରାୟଣ ରତ୍ନାକର ସାହୁଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବଳେ…
ପୁଅର ପନିକି ଚୋଟରେ ଆଖି ବୁଜିଲେ ମା’
ନିଶ୍ଚିନ୍ତକୋଇଲି,୬।୭(ସ୍ବ.ପ୍ର.): ପୁଅର ପନିକି ଚୋଟରେ ମା’ଙ୍କ ମୃତ୍ୟୁ। କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଶୁକରପଡା ଗ୍ରାମରେ ବୁଧବାର ଏଭଳି ଘଟଣା ଘଟିଛି। ମୃତ ମହିଳା ହେଲେ ପ୍ରମିଳା ସ୍ବାଇଁ। ଅଭିଯୁକ୍ତ ପୁଅ ଜିତେନ୍ଦ୍ର ସ୍ବାଇଁ ଫେରାର ହୋଇ ଯାଇଛନ୍ତି। ସୂଚନାନୁଯାୟୀ, ପ୍ରମିଳାଙ୍କ…
୫ ଲକ୍ଷ ମୂଲ୍ୟର ବ୍ରାଉନ୍ସୁଗାର ଜବତ, ମହିଳା ଗିରଫ
ଢେଙ୍କାନାଳ ଅଫିସ,୬।୭: ରାଜ୍ୟ ଅବକାରୀ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ଫ୍ଲାାଇଙ୍ଗ୍ ସ୍କାର୍ଡ ଟିମ୍ ବୁଧବାର ଢେଙ୍କାନାଳ ବାଜି ଚୌକ ହାଉସିଂ ବୋର୍ଡ କଲୋନୀରେ ଚଢ଼ାଉ କରି ୪୩ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି। ଏହି ଘଟଣାରେ ଭକ୍ତ…
କାମ କରିବାକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ସକାଳୁ ମିଳିଲା ମୃତଦେହ
ଆନନ୍ଦପୁର/ଘସିପୁରା,୩ା୭(ସ୍ବ.ପ୍ର./ଡି.ଏନ୍.ଏ.):କେନ୍ଦୁଝର ଜିଲା ଘସିପୁରା ଥାନା ଗୋପାଳପୁର ଗ୍ରାମ ନିକଟରେ ଥିବା ଏକ ଚାଷଜମିରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତଦେହ ଖାଳିଆମେଣ୍ଟା ହରିଜନ ସାହିର ହୃଷୀକେଶ ମଲ୍ଲିକଙ୍କର ବୋଲି ଜଣାପଡିଛି। ଖବର ପାଇ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି…
ବିଜେବି କଲେଜ ଛାତ୍ରୀଙ୍କ ସୁଇସାଇଡ୍ ନୋଟ୍ରେ ଲେଖାଅଛି ଏମିତି କିଛି…
ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜଧାନୀର ପ୍ରତିଷ୍ଠିତ ବିଜେବି କଲେଜର ଜଣେ ଛାତ୍ରୀ ଆତ୍ମହତ୍ୟା କରିବା ପରେ ଏଠାରେ ରାଗିଂ କରାଯାଉଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଛାତ୍ରୀ ନିବାସରେ ରୁଚିକା ମହାନ୍ତି ନାମକ ଜଣେ ଛାତ୍ରୀଙ୍କୁ ରାଗିଂ କରାଯାଉଥିବାରୁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ…
କହ୍ନେୟାଲାଲ୍ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ କୋର୍ଟ ପରିସରରେ ପିଟିଲେ ଲୋକେ
ଜୟପୁର,୨ା୭: ରାଜସ୍ଥାନ ଉଦୟପୁରରେ କହ୍ନେୟାଲାଲ୍ଙ୍କୁ ଗଳାକାଟି ହତ୍ୟା କରାଯିବା ଘଟଣାକୁ ନେଇ ଉତ୍ତେଜନା ଥମୁନି। ଏହି ହିଂସାର ଅଭିଯୁକ୍ତଙ୍କୁ କୋର୍ଟ ପରିସରରେ ସ୍ଥାନୀୟ ଲୋକେ ପିଟିଥିବା ଜଣାପଡ଼ିଛି। ଏନ୍ଆଇଏ କୋର୍ଟରେ ହାଜର ସମୟରେ ୪ ଅଭିଯୁକ୍ତଙ୍କୁ ଟାଣି ଆଣି ଖୁବ୍ ପିଟିଥିଲେ…
ବିଜେବି କଲେଜ ହଷ୍ଟେଲରୁ ମିଳିଲା +୩ ଛାତ୍ରୀଙ୍କ ମୃତଦେହ
ଭୁବନେଶ୍ୱର,୨।୭(ବ୍ୟୁରୋ): ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ପ୍ରଥମ ବର୍ଷ ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତଦେହ ଶନିବାର କମିଶନରେଟ ପୋଲିସ ଜବତ କରିଛି। ସେ ଆତ୍ମହତ୍ୟା କରିଛନ୍ତି କି ନା ତାହା ଜଣାପଡ଼ି ନ ଥିବା…
ଅର୍ଦ୍ଧେନ୍ଦୁ ଦାସ ଗିରଫ
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି। ବୁଧବାର ରାତିରୁ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା କରୁଥିବା…
ତଣ୍ଟି ଚିପି ହତ୍ୟା କରି ଯୁବକଙ୍କୁ ଫିଙ୍ଗି ଦେଲେ
ଶେରଗଡ଼,୩୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗ୍ରାମରେ ଥିବା ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆର ପଛପଟରୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ରାମଗିରି ଗ୍ରାମର ସିମାଞ୍ଚଳ ସାହୁ (୨୫)। ତେବେ ମୃତଦେହ ପାଖରେ…
ବାଇକ୍ ଡିକି ଭାଙ୍ଗି ୬ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ
କୋକସରା,୨୯ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମୋଟେର ଛକ ନିକଟରେ ବାଇକ୍ ଡିକି ଭାଙ୍ଗି ୬ ଲକ୍ଷ ଲୁଟ୍ ହୋଇଥିବା ନେଇ ବାପପୁଅ କୋକସରା ପୋଲିସରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ କୋକସରା ପୋଲିସ ଅଧିକାରୀ ପ୍ରସନ୍ନ ବେହେରା ସହ ପୋଲିସ…
ମମିତା ମେହର ହତ୍ୟା ମାମଲା: ଗୋବିନ୍ଦ ସାହୁଙ୍କୁ ଜାମିନ୍
କଟକ ଅଫିସ,୨୯ା୬: ବହୁଚର୍ଚ୍ଚିତ ମମିତା ମେହର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବୁଧବାର ଜାମିନ୍ ମିଳିଛି। ଗୋବିନ୍ଦଙ୍କୁ ୨ ସପ୍ତାହ ପର୍ଯ୍ୟନ୍ତ ଏହି ଜାମିନ ମିଳିଥିବା ଜଣାପଡ଼ିଛି। ତେବେ ଗୋବିନ୍ଦଙ୍କୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍ ଦେଇଛନ୍ତି ହାଇକୋର୍ଟ। ସ୍ତ୍ରୀ…
ବ୍ରାଉନସୁଗାର ଜବତ, ଯୁବକ ଗିରଫ
ଫୁଲବାଣୀ ଅଫିସ,୨୭ା୬: କନ୍ଧମାଳ ଜିଲା ଫୁଲବାଣୀ ପେଞ୍ଜିସାହି ନିକଟରୁ ୩.୫୮ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଏହା ସହିତ ଏକ ବାଇକ ନମ୍ବର ଓ ୧୨ ଏ ୪୧୧୪କୁ ପୋଲିସ ଜବତ କରିଛି। ଏହି ଘଟଣାରେ ଫରେଷ୍ଟ କଲୋନୀର ସପନ କୁମାର…
Archives


