ରାତି ୩.୨୯ରେ ଏକୁଟିଆ ଚାଲିଚାଲି ଯାଉଥିଲେ
ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ଗାଁ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗ ଦାସଙ୍କ ମୃତଦେହ ମିଳବା ଘଟଣା ଦିନକୁ ଦିନ ରହସ୍ୟ ଘେରକୁ ଟାଣି ହୋଇଯାଉଛି। ଏହି ଘଟଣାକୁ ୩ଦିନ ବିତିଯାଇଥିଲେ ବି ମନୀଷଙ୍କ କିପରି…
ପୋଖରୀରୁ ମିଳିଲା ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅଙ୍କ ମୃତଦେହ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗଙ୍କ ମୃତଦେହକୁ ରବିବାର ଜବତ କରାଯାଇଛି। ରାଜଧାନୀ ଉପକଣ୍ଠ ପାତ୍ରପଡ଼ା ଗାଁର ଏକ ପୋଖରୀରୁ ସନ୍ଦେହଜନକ ଭାବେ ତାଙ୍କ ମୃତଦେହ ମିଳିଛି। ଶନିବାର ରାତିରେ ଅନୁରାଗ ନିଖୋଜ ଥିଲେ। ଏନେଇ ଥାନାରେ…
ଚାର୍ଜଶିଟ୍, ତଦନ୍ତରେ ସନ୍ତୁଷ୍ଟ ନୁହନ୍ତି ସୌମ୍ୟଙ୍କ ବାପା, ଓକିଲ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ହିଁ ଅଭିଯୁକ୍ତ ବୋଲି କ୍ରାଇମବ୍ରାଞ୍ଚ ଦର୍ଶାଉଛି। ୮୧ ଜଣ ସାକ୍ଷୀଙ୍କ ବୟାନକୁ ଆଧାରକରି ପାରଳାଖେମୁଣ୍ଡି କୋର୍ଟରେ ବିଦ୍ୟାଭାରତୀଙ୍କ ନଁାରେ ଆଇପିସି ଦଫା ୨୮୫ ଓ ୩୦୪(ଏ)ରେ ୩୦୦ପୃଷ୍ଠାର ଚାର୍ଜଶିଟ୍ ଦାଖଲ…
ଚଳନ୍ତା ଟ୍ରେନ୍ରେ ସ୍ବାମୀଙ୍କ ସାମ୍ନାରେ ସ୍ତ୍ରୀଙ୍କୁ ଗଣବଳାତ୍କାର
ମୁମ୍ବାଇ,୯ା୧୦: ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସରେ ଜଣେ ମହିଳାଙ୍କୁ ଗଣବଳାତ୍କାର ହୋଇଥିବା ଖବର ସାମ୍ନାକୁ ଆସିଛି। ଏପରି ନିନ୍ଦନୀୟ ଘଟଣା ଶୁକ୍ରବାର ରାତିରେ ଘଟିଛି। ସୂଚନାଯୋଗ୍ୟ, ଇଗତପୁରୀ-କସାରା ମଧ୍ୟରେ ୮ ଦୁର୍ବୃତ୍ତ ଟ୍ରେନ୍ର ବଗି ନଂ-୨ରେ ଚଢ଼ିଥିଲେ। ଏହି ବଗିରେ…
ବିଦ୍ୟାଭାରତୀଙ୍କ ନାମରେ ୩୦୦ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କଲା କ୍ରାଇମ୍ବ୍ରାଞ୍ଚ, ନିଆଯିବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୯।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୋମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ନୂଆ ମୋଡ ନେଉଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ସ୍ତ୍ରୀ ଦିବ୍ୟାଭାରତୀଙ୍କ ବିରୋଧରେ ଶୁକ୍ରବାର ରାତିରେ ପାରଳାଖେମୁଣ୍ଡି କୋର୍ଟରେ ଚାର୍ଜଶିଟ୍ ଦାଖଲ କରିଛି। ୩ ଶହ ପୃଷ୍ଠାର…
ନକଲି ବନ୍ଧୁକ ଧରି ଚୋରି କରିବାକୁ ଆସିଥିଲେ ଦୁର୍ବୃତ୍ତ, ନିର୍ଧୂମ ଛେଚିଲେ ଗ୍ରାମବାସୀ
ମାଲକାନଗିରି,୭ା୧୦(ଡି.ଏନ୍.ଏ.): ମାଲକାନଗିରି ଜିଲାର ପଦ୍ମଗିରି ପଞ୍ଚାୟତରେ ବୁଧବାର ବିଳମ୍ବିତ ରାତିରେ ସୀମାନ୍ତ ଛତିଶଗଡ଼ ରାଜ୍ୟର କିଛି ଚୋର ଗାଁକୁ ଚୋରି କରିବା ଉଦ୍ଦେଶ୍ୟରେ ପଶି ଆସିଥିଲେ। ଚୋରମାନେ ପଦ୍ମଗିରି ଗ୍ରାମରେ ପଶି ଚୋରି କରିବାକୁ ଯାଉଥିବା ବେଳେ ଗ୍ରାମର କିଛି ଲୋକ…
ମୃତ ବ୍ୟକ୍ତିଙ୍କ ନାଁରେ ୧.୧୮ କୋଟି ଟଙ୍କା ଚଳୁ କରିଦେଲେ ଏଲ୍ଆଇସି ଏଜେଣ୍ଟ୍
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ମୃତ ବ୍ୟକ୍ତିଙ୍କ ନାଁରେ ବୀମା କରି ଫସିଛନ୍ତି ଜଣେ ଏଲ୍ଆଇସି ଏଜେଣ୍ଟ। ୪ ମୃତ ବ୍ୟକ୍ତିଙ୍କ ନାଁରେ ଏଜେଣ୍ଟ ଜଣକ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ କରି ଦେଇଥିବା ଅଭିଯୋଗ ହୋଇଛି। ଏହି…
ଖଜୁରିପଡ଼ା ଥାନାଧିକାରୀ ସସ୍ପେଣ୍ଡ
ଫୁଲବାଣୀ ଅଫିସ,୫ା୧୦-କନ୍ଧମାଳ ଜିଲା ଖଜୁରିପଡା ଥାନାଧିକାରୀ ରମାକାନ୍ତ ପାତ୍ରଙ୍କୁ ଡିଜିପି ଅଭୟ ମଙ୍ଗଳବାର ସସ୍ପେଣ୍ଡ କରିଛନ୍ତି। ଗତ ରବିବାର ସନ୍ଧ୍ୟାରେ ଥାନାଧିକାରୀ ପାତ୍ର ନିଜ କ୍ଷମତାର ଦୂରୁପଯୋଗ କରି ହାଟ କରିବାକୁ ଆସିଥିବା ଜଣେ ବ୍ୟବସାୟୀଙ୍କୁ ମାଡ଼ ମାରଥିଲେ। ଏହା ପ୍ରତିବାଦରେ…
ଦୋକାନ କାନ୍ଥ ତାଡ଼ି ଲକ୍ଷାଧିକ ଟଙ୍କାର ମୋବାଇଲ ଲୁଟିନେଲେ ଦୁର୍ବୃତ୍ତ
ପାଟଣା,୪ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବସ୍ଷ୍ଟାଣ୍ଡ ନିକଟରେ ଥିବା ପଞ୍ଚାୟତ ମାର୍କେଟ କମ୍ପ୍ଲେକ୍ସର ଅୟସକାନ୍ତ ନାୟକଙ୍କ ମୋବାଇଲ ଦୋକାନର ପଛପଟ କାନ୍ଥ ତାଡ଼ି ରବିବାର ରାତିରେ କେହି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର ମୋବାଇଲ ଓ ସରଞ୍ଜାମ ଲୁଟ୍ କରିନେଇଛନ୍ତି। କାନ୍ଥ…
ପରକୀୟା ପ୍ରୀତିରୁ ହୋଇଥିଲା ହତ୍ୟା: ନୟାଗଡ଼ରୁ ଅଭିଯୁକ୍ତ ପ୍ରେମିକ ଗିରଫ
ଭୁବନେଶ୍ୱର,୧।୧୦(ବ୍ୟୁରୋ): ଭରତପୁର ଥାନା ଅନ୍ତର୍ଗତ ରୁଚିକା ମାର୍କେଟ ମହାବୀର ବସ୍ତିର ଏକ ବନ୍ଦ ଘରୁ ଗତ ୭ ତାରିଖରେ ଜଣେ ମହିଳାଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଥିଲା। ମୃତା ଜଣକ ନୟାଗଡ଼ର ବୋହୂ ତଥା ବୋଲଗଡ଼ର ଝିଅ ସନ୍ଧ୍ୟାରାଣୀ ସେଠୀ…
ଆଙ୍ଗୁଠି ଲଗାଇ ଏଟିଏମ୍ରୁ ଟଙ୍କା ଲୁଟୁଥିଲେ
ଭୁବନେଶ୍ୱର,୨୭।୯(ବ୍ୟୁରୋ): ଏଟିଏମ୍ର ଟଙ୍କା ବାହାରୁଥିବା ସ୍ଥାନରେ ଥିବା ଶଟରକୁ ଆଙ୍କୁଠି ଲଗାଇ ଅଟକାଇବା ପରେ ଅଭିନବ ଉପାୟରେ ଟଙ୍କା ଲୁଟୁଥିଲେ। ଏଥିସହ ବ୍ୟାଙ୍କ କର୍ମଚାରୀଙ୍କୁ ଭୂଆଁ ବୁଲାଇ ଟଙ୍କା ଠକେଇ କରୁଥିବା ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗକୁ କମିଶନରେଟ ପୋଲିସ ଧରିଛି।…
ଗୁଳିମାଡ଼ରେ ସମିତିସଭ୍ୟଙ୍କ ଜୀବନ ଗଲା: ୬ ଅଟକ
କାମାକ୍ଷାନଗର,୨୫ା୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ବାରୁଆଁ ପଞ୍ଚାୟତର ସମିତିସଭ୍ୟ ଦୀପକ ମାହୁନ୍ତ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିଲେ ବି ବ୍ୟବସାୟିକ ଶତ୍ରୁତାରୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ତେବେ…
Archives


