ଦାମୀ କାର୍ରେ ଚାଲାଣ ହେଉଥିଲା ବିପୁଳ ପରିମାଣର ଗଞ୍ଜେଇ, ଧରିଲା ଅବକାରୀ
ବ୍ରହ୍ମପୁର ଅଫିସ,୨୧ା୯: ଅବକାରୀ ଗୋଇନ୍ଦା ପୋଲିସ ବୁଧବାର ଭୋର୍ରୁ ୧୫ ଲକ୍ଷର ଦାମୀ କାର୍ ସହ ୧୨୦ କେଜି ଗଞ୍ଜେଇ ଜବତ କରିଛି। ଅବକାରୀ ପୋଲିସ ଓ ସ୍ଥାନୀୟ ଲୋକେ ପିଛା କରୁଥିବା ଦେଖି ଗଞ୍ଜେଇ ଚାଲାଣକାରୀ ଜଣଙ୍କ ରାସ୍ତା ଉପରେ…
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କଲେ ଯୁବକ, ପାଟିରେ ଭରିଦେଲେ କାଦୁଅ
ଲକ୍ଷ୍ନୌ,୧୯ା୯: ଉତ୍ତରପ୍ରଦେଶର ଏକ ଗାଁରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିବା ଜଣାପଡ଼ିଛି। ତେବେ ହତ୍ୟାର ଗୋଟିଏ ଦିନ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ନାବାଳିକାଙ୍କୁ ବଳାତ୍କାର କରିବା ପରେ ତାଙ୍କ ପାଟିରେ କାଦୁଅ ଭର୍ତ୍ତି…
ସାଇବର ଠକଙ୍କ ହାତରେ ୟୁପିଆଇ
ଭୁବନେଶ୍ୱର ୧୯।୯ (ବ୍ୟୁରୋ):ଆପଣଙ୍କ ଅଜାଣତରେ ବ୍ୟାଙ୍କ ଆକାଉଣ୍ଟରୁ ଉଭାନ ହୋଇଯାଇପାରେ ଟଙ୍କା। କାରଣ ସାଇବର ଠକଙ୍କ ହାତକୁ ଚାଲିଯାଇପାରେ ଟଙ୍କା ଟ୍ରାନ୍ସଫର ପାଇଁ ବ୍ୟବହୃତ ହେଉଥିବା ୟୁପିଆଇ ନମ୍ବର। ଏପରି ଭାବେ ଭୁବନେଶ୍ୱରରେ ଜଣେ ରାଜମିସ୍ତ୍ରୀଙ୍କ ଆକାଉଣ୍ଟ୍ରୁ ୟୁପିଆଇ ମାଧ୍ୟମରେ ସାଇବର…
ଓପିଟିସିଏଲର ଲୁହା ଆଙ୍ଗେଲ ଚୋରି ମାମଲାରେ ୬ ଗିରଫ
ଜୟପୁର, ୧୬।୯ (ନି.ପ୍ର.): ଓପିଟିସିଏଲର ଲୁହା ଆଙ୍ଗେଲ ଚୋରି ମାମଲାରେ ଜୟପୁର ସଦର ପୋଲିସ ଗୁରୁବାର ମୁଖ୍ୟ ଅଭିଯୁକ୍ତଙ୍କ ସହ ଚୋରି ସାମଗ୍ରୀର କ୍ରେତା ଓ ଚୋରି ସାମଗ୍ରୀ ଚାଲାଣ କରୁଥିବା ଗ୍ୟାଙ୍ଗର ୬ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…
ହତ୍ୟାକାରୀଙ୍କ ସମେତ ୩ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୧୬ା୯: ଠିକାଦାର ପୂର୍ଣ୍ଣଚନ୍ଦ୍ର ନାହାକ ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ସଦର ଥାନା ପୋଲିସ ଗୁରୁବାର କାବୁ କରିଛି। ସେମାନଙ୍କ ମଧ୍ୟରେ ଜଣେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ବେଳେ ଅନ୍ୟ ଦୁଇଜଣ ବାପା- ପୁଅ ଏହାର ଷଡଯନ୍ତ୍ରକାରୀ…
ଲଜ୍ରୁ ୫୯ ଲକ୍ଷ ଟଙ୍କା ଜବତ
ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି,୧୬ା୯(ଡି.ଏନ୍.ଏ.): କଣ୍ଟାବାଞ୍ଜି ଥାନା ପୋଲିସ ସହରର ଏକ ନିର୍ଦ୍ଦିଷ୍ଟ ଲଜ୍ରେ ଗୁରୁବାର ରାତିରେ ଚଢ଼ାଉ କରି ପ୍ରାୟ ୫୯ ଲକ୍ଷ ଟଙ୍କା ଜବତ କରିବା ସହ ରାଜ୍ୟ ବାହାରର ୭ ଜଣଙ୍କୁ ଅଟକ ରଖିଛନ୍ତି । ଉକ୍ତ ଲଜ୍ରେ ଜୁଆଖେଳ…
ଥାନାରେ ପୋଲିସକୁ ମାଡ଼ ଘଟଣା: ଦୁଇ ମହିଳାଙ୍କ ସମେତ ୭ ଗିରଫ
ପାରଳାଖେମୁଣ୍ଡି/ଆର୍.ଉଦୟଗିରି,୧୬ା୯(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକ ଅଡ଼ବା ଥାନା ରେ ଭଙ୍ଗାରୁଜା ସହ ପୋଲିସକୁ ମାଡ଼ ମାରିବା ଘଟଣାରେ ଦୁଇ ମହିଳାଙ୍କ ସମେତ ୭ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଝରଣାପୁର ଗ୍ରାମର ପରୀ ଭୂୟାଁ (୪୫), ରେଙ୍ଗି…
ହାତୀମୃତ୍ୟୁ ଘଟଣାରେ ୬ ଗିରଫ
ରାଉରକେଲା ଅଫିସ,୧୬।୯: ରାଉରକେଲା ବନଖଣ୍ଡ ଅଧୀନ ବାଙ୍କି ଅଞ୍ଚଳରେ ଏକ ହାତୀ ମୃତ୍ୟୁ ଘଟଣାରେ ବନ ବିଭାଗ ୬ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ନାଗ ଟିଗା(୩୯), କରମ ଟିଗା(୫୮), ବିଶ୍ରା ଓରାମ(୪୧), ଅଜୟ ଓରାମ(୨୮), ସଲନ ଓରାମ(୩୦)…
୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ୩ ଗିରଫ
କୋରାପୁଟ,୧୫ା୯(ସ୍ବ.ପ୍ର.): ରାଜ୍ୟ ଅବକାରୀ କମିଶନର ଆଶିଷ କୁମାର ସିଂଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଅବକାରୀ ବିଭାଗ ଆଇଆରବି ନିକଟରୁ ୩ କ୍ୱିଣ୍ଟାଲ ୨ କେଜି ଗଞ୍ଜେଇ ଜବତ କରିବା ସହିତ ୩ ଜଣଙ୍କୁ ଗିରଫ କରିଛି। ସୂଚନାନୁଯାୟୀ କୋରାପୁଟ ସେମିଳିଗୁଡ଼ାରୁ ଏକ…
ଦେବଗଡ଼ରେ ମାତିଛନ୍ତି ହନୁମାନ ପଇସା ବେପାରୀ: ଦୁଇ ଦିନରେ ୨ଜଣଙ୍କୁ ବାନ୍ଧିଲାଣି ପୋଲିସ
ଦେବଗଡ଼,୧୫।୯(ଡି.ଏନ୍.ଏ.): ଦେବଗଡ଼ ଥାନା ଝାଡ଼େଶ୍ୱର ମନ୍ଦିର ନିକଟରେ ୨ ଲକ୍ଷ ଟଙ୍କାରେ ଗୋଟିଏ ହନୁମାନ ପଇସା ଡିଲ୍ ହେଉଥିବା ଖବର ପାଇ ଜିଲା ପୋଲିସର ସ୍ପେଶାଲ ଟିମ୍ ଚଢାଉ କରିଥିଲା । ଚଢାଉ ସମୟରେ ଢେଙ୍କାନାଳ ଜିଲା ଭୂବନ ଥାନା ଡଙ୍ଗାଘାଟ…
ଶ୍ୱେତା ଆତ୍ମହତ୍ୟା ମାମଲା: ବୟଫ୍ରେଣ୍ଡଙ୍କୁ ଡାକି ପୋଲିସର ପଚରାଉଚରା
ଭୁବନେଶ୍ୱର,୧୫ା୯(ବ୍ୟୁରୋ): ରାଜଧାନୀରେ ବହୁ ଚର୍ଚ୍ଚିତ ସଫ୍ଟଓ୍ବେୟାର ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାକୁ ମାସେ ପୂରଣ ହେବାକୁ ବସିଥିବା ବେଳେ ପୋଲିସ ଏବେ ଆକ୍ସନ ମୋଡ୍ରେ ରହିଛି। ଶ୍ୱେତାଙ୍କ ମୃତ୍ୟୁ ପାଇଁ ପୂର୍ବରୁ ପରିବାର ଲୋକେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଦାୟୀ କରି…
ଚନ୍ଦୁ ହତ୍ୟା ମାମଲା: ଗଞ୍ଜାମରୁ ଅଭିଯୁକ୍ତ ରଞ୍ଜୁ, ଦ୍ୱିତୀୟ ସ୍ବାମୀ କାହ୍ନା ଗିରଫ
ଭୁବନେଶ୍ୱର, ୧୫।୯ (ବ୍ୟୁରୋ) : ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ନାରାୟଣ ବସ୍ତିର ପି. ସୁବ୍ରତ ରାଓ ଓରଫ ଚନ୍ଦୁ ହତ୍ୟା ମାମଲାରେ କମିଶନରେଟ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତା ରଞ୍ଜୁ ନାୟକ (୨୯) ଓ ତାଙ୍କ…

