ଅପରାଧ

କଟୁରିରେ ହାଣି ଜନ୍ମକଲା ମା’ଙ୍କୁ ମାରିଦେଲେ ପୁଅ, ରକ୍ତରଞ୍ଜିତ ହେଲା ଘର

କଟକ ଅଫିସ,୨୬।୧: ସମ୍ପତ୍ତି ପାଇଁ ଜନ୍ମକଲା ମା’ଙ୍କୁ କଟୁରିରେ ହାଣି ମାରିଦେଲେ ପୁଅ। ଏଭଳି ଏକ ଅଭାବନୀୟ ଘଟଣା କଟକ ଶ୍ରୀବିହାର କଲୋନୀରେ ବୁଧବାର ଦେଖିବାକୁ ମିଳିଛି। ମୃତ ମହିଳା ହେଲେ ପରେଶ କୁମାରୀ ଦେବୀ(୭୪)। ସେ କନିକା ରାଜାଙ୍କ...

ଶିଶୁକନ୍ୟାଙ୍କୁ ଉଠାଇନେଇ ବଳାତ୍କାର

ପୁରୀ ଅଫିସ,୨୪ା୧: ପୁରୀ ଟାଉନ ଥାନା ଅଞ୍ଚଳରେ ରବିବାର ଜଣେ ଶିଶୁକନ୍ୟା(୫)ଙ୍କୁ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ସହରରେ ଆଲୋଡ଼ନ ସୃଷ୍ଟି କରିଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତଙ୍କୁ...

ହରିୟାଣା ପୋଲିସ ହଟହଟା

ବାହାନଗା, ୨୪ା୧(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ହେରଫେର ଅଭିଯୋଗରେ ଫେରାର ଥିବା ବାଲେଶ୍ୱର ବାହାନଗା ଅଞ୍ଚଳର ୨ଯୁବକଙ୍କୁ ଗିରଫ କରିବାକୁ ଆସି ହରିୟାଣା ପୋଲିସ ହଟହଟା ହୋଇଛି। ଅଭିଯୁକ୍ତଙ୍କୁ ନ ପାଇ ସେମାନଙ୍କ ପରିବାର ଲୋକଙ୍କୁ ଖନ୍ତାପଡ଼ା ଥାନାକୁ ଆଣିଥିବାରୁ ପୋଲିସ...

ଭ୍ରୁଣ ନିରୂପଣ ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୩ା୧: ଭ୍ରୁଣ ନିରୂପଣ କରିଥିବା ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ଗିରଫ କରିଛି  ମଙ୍ଗଳାବାଗ  ପୋଲିସ। ଗିରଫ ବ୍ୟକ୍ତି ଜଣକ ହେଲେ ମାନସ ରଞ୍ଜନ ପଣ୍ଡା। ଗିରଫ ଅଭିଯୁକ୍ତଙ୍କ ଘର ଯାଜପୁର ଅଞ୍ଚଳରେ ହୋଇଥିବା ବେଳେ ସେ କଟକରେ...

ଆନ୍ତଃଜିଲା ବାଇକ୍‌ ଚୋରି ରାକେଟର ପର୍ଦ୍ଦାଫାଶ: ୬ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ଝାରସୁଗୁଡ଼ା ଅଫିସ,୨୨ା୧: ଲୁଟେରାମାନେ ପୋଲିସ୍‌କୁ ଚ୍ୟାଲେଞ୍ଜ ଦେଇ ପଶ୍ଚିମ ଓଡିଶାର ବିଭିନ୍ନ ସ୍ଥାନରୁ ଗୋଟିଏ ପରେ ଗୋଟିଏ ବାଇକ୍‌ ଲୁଟ୍‌ କରି ଚାଲିଥିଲେ। ଯାହାକି ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଥିଲା। ଏହି ଆନ୍ତଃଜିଲା ବାଇକ୍‌ ଚୋରି ରାକେଟ୍‌ ପର୍ଦ୍ଦାଫାଶ...

ସତୀଚଉରା ନାବାଳିକା ଅପହରଣ, ବଳାତ୍କାର ମାମଲା: ସ୍ବାମୀଙ୍କୁ ଆଜୀବନ, ସ୍ତ୍ରୀଙ୍କୁ ୨୦ ବର୍ଷ ଜେଲ୍‌

କଟକ ଅଫିସ,୨୨ା୧: ସତୀଚଉରା ନାବାଳିକା ଅପହରଣ ଓ ବଳାତ୍କାର ମାମଲାରେ ଦୋଷୀ ଦମ୍ପତିଙ୍କୁ କଡ଼ା ଦଣ୍ଡାଦେଶ ଦେଇଛନ୍ତି କଟକ ଆଡ ହକ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ। ସ୍ବାମୀ ଅମିତ ବିନ୍ଧାଣୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଥିବା ବେଳେ ସ୍ତ୍ରୀ...

ଜେଜେମା’ଙ୍କ ଜୀବନ ନେଲେ ନାତି

ରାଇକିଆ,୨୨ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମଣ୍ଡାକିଆ ପଞ୍ଚାୟତର କାମ୍ବାଗୁଡ଼ା ଗ୍ରାମର ସରୋଜିନି ପ୍ରଧାନ(୭୨) ନାମକ ଜଣେ ବୃଦ୍ଧାଙ୍କ ମୃତଦେହ ରାଇକିଆ ପୋଲିସ ଜବତ କରିଛି। ବୃଦ୍ଧାଙ୍କୁ ତାଙ୍କର ମାନସିକ ବିକାରଗ୍ରସ୍ତ ନାତି ମନୋଜ ପ୍ରଧାନ ହତ୍ୟା କରିଥିବା ନେଇ...

ପୁଅକୁ ଫାଶୀ ହେଉ: ବାପା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବଡ଼ଗଡ଼ ଥାନା ଅନ୍ତର୍ଗତ କଳିଙ୍ଗ ବସ୍ତିରେ ମା’ଙ୍କୁ ହତ୍ୟା କରି ଜାଳି ଦେବା ଘଟଣାରେ ଗିରଫ ଅଭିଯୁକ୍ତ ପୁଅ ପ୍ରଶାନ୍ତ କୁମାର ଜେନା ଓରଫ କାଳିଆ ଜେଲ୍‌ ଯାଇଛନ୍ତି। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ପୋଲିସ ତାଙ୍କ...

କୁକୁରକୁ ଗୁଳି କରି ହତ୍ୟା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଗରେ ମଣିଷ କିଭଳି ଭାବେ ଅମାନବୀୟ କାଣ୍ଡ ଭିଆଇପାରେ ତା’ର ଏକ ଉଦାହରଣ ବୁଧବାର ଦେଖିବାକୁ ମିଳିଛି ଖଣ୍ଡଗିରି ଥାନା ଜାଗମରା ଅଞ୍ଚଳରେ। ପୋଷିଥିବା କୁକୁଡ଼ାକୁ କୁକୁର କାମୁଡ଼ି ମାରିଦେବାରୁ ଏଥିରେ ରାଗିଯାଇ କିତାବ ପଟ୍ଟନାୟକ(୪୫) ନାମକ ଜଣେ...

ଥାନା ସମ୍ମୁଖରେ ଭଉଣୀଙ୍କୁ ହତ୍ୟା କଲେ କକାପୁଅ ଭାଇ

ନାକଟିଦେଉଳ,୨୦ା୧(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ସମ୍ମୁଖରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାରୁ କକାପୁଅ ଭାଇ ଭଉଣୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ କିସିଣ୍ଡା ଥାନା ଲୋଇସିଂ ଗ୍ରାମ ଚମାରପଡ଼ାର...

ଗୋଟିଏ କ୍ଲିକ୍‌ରେ ଆକାଉଣ୍ଟରୁ କଟିଗଲା ୧୩ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜଧାନୀରେ ପୁଣି ମାତିଛନ୍ତି ସାଇବର୍‌ ଠକ। ମୋବାଇଲ ନମ୍ବର ପୋଟାଲ କରିବା ନାଁରେ ୧୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଶୈଳଶ୍ରୀବିହାର ଅଞ୍ଚଳରେ ଏପରି ବଡ଼ ଧରଣର ସାଇବର ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା...

ଧାନବିଲରୁ ମିଳିଲା ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ, ପାଖରେ ପଡ଼ିଥିଲା ଟାଙ୍ଗିଆ

ବୌଦ୍ଧ,୧୭ା୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମର ୫୭ ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏକ ଧାନବିଲରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ ଜବତ କରିଛି ବୌଦ୍ଧ ପୋଲିସ। ଏହା ସହିତ ମୃତଦେହ ନିକଟରେ ପଡ଼ିଥିବା ଏକ...

Advertisement
Archives

Model This Week

Why Dharitri