ଅପରାଧ

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଢେଙ୍କାନାଳ ଅଫିସ,୨ା୯: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ବଳଦିଆ ବନ୍ଧ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୫୫ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଜଣେ ଯୁବକଙ୍କଠାରୁ ଅବକାରୀ ବିଭାଗ ଚଢ଼ାଉ କରି ୪୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଗିରଫ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜୁନାଗଡ଼,୨ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗୁରୁବାର ନୂଆଁଖାଇ ପାଇଁ ଚାରିଆଡ଼େ ଆନନ୍ଦ,ଉଲ୍ଲାସ ରହିଥିବାବେଳେ ଏପଟେ ବିଳମ୍ବିତ ରାତିରେ ଜିଲାର ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଗୁରୁବାର ସନ୍ଧ୍ୟାରେ ଜୁନାଗଡ଼ ସହରରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯିବା…

୪୦ ଦିନ ପରେ ବି ପୋଲିସ ବିଫଳ

ନୟାଗଡ଼ ଅଫିସ,୨।୯: ନୟାଗଡ଼ ପୋଲିସ ଜିଲାରେ ଚୋରି, ଡକାୟତି ଘଟଣା ଚିନ୍ତାର କାରଣ ହୋଇଛି। ପୋଲିସ କେତେଜଣ ଅଭିଯୁକ୍ତଙ୍କୁ ଗିରଫ କରି ବାହାବା ନେଉଛି। ହେଲେ ବହୁ ଅପରାଧୀଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ। ସେଥିପାଇଁ ଲୋକଙ୍କ ଧନଜୀବନ ନିରାପଦ ନୁହେଁ ବୋଲି…

ଲଜ୍‌ ସିଲ, ୬ ଜେଲ୍‌ ଗଲେ

ପାଣିକୋଇଲି,୨ା୯(ଡି.ଏନ.ଏ.): ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏକ ଲଜ୍‌ରେ ଦେହ ବ୍ୟବସାୟ ଚାଲୁଥିବା ଖବର ପାଇ ପୋଲିସ ବୁଧବାର ସକାଳେ ଚଢ଼ାଉ କରିଥିବାବେଳେ ତାହାକୁ ସିଲ୍‌ କରିଛି। ଏଥିସହିତ ଗୁରୁବାର ଜଣେ ଗ୍ରାହକ, ମାଲିକ,…

ସାଇବର ଠକଙ୍କ ଟାର୍ଗେଟରେ ଓଡ଼ିଶା ମହିଳା

ଭୁବନେଶ୍ୱର,୨।୯(ବ୍ୟୁରୋ): ଦେଶରେ ମହିଳା ବିରୋଧୀ, ନିର୍ଯାତନା, ବଳାତ୍କାର ଆଦି ଅପରାଧ ମାମଲା ବଢ଼ୁଥିବା ବେଳେ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମଧ୍ୟ ଚିନ୍ତାଜନକ ସ୍ଥିତିରେ ରହିଛି। ୨୦୨୧ରେ ଦେଶବ୍ୟାପୀ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମୋଟ ୨,୫୯୭ ରୁଜୁ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର କରିବା ଅଭିଯୋଗରେ ଇନ୍‌ଫୋସିଟି ଥାନା ପୋଲିସ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ବନଫୁଲ ବସ୍ତିର ସନ୍ତୁ ଓରଫ୍‌ ସନ୍ତୋଷ ନାୟକ(୨୩)। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ…

୩୦ ହଜାର ଠକେଇ, ନକଲି କମ୍ପାନୀ କର୍ମଚାରୀ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ନିଜକୁ ରାଜ୍ୟର ଅମୁଲ କମ୍ପାନୀର ମୁଖ୍ୟ ବୋଲି ପରିଚୟ ଦେଇଥିଲେ। କମ୍‌ ଟଙ୍କାରେ ଅମୁଲ ଆଉଟ୍‌ଲେଟ କାଉଣ୍ଟର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଠକିଥିବା ଜଣେ ବ୍ୟକ୍ତିଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ…

ଜେଲ୍‌ ଗଲେ ଲାଞ୍ଚୁଆ ଡିଏସ୍‌ପି

ଢେଙ୍କାନାଳ ଅଫିସ,୩୧ା୮: ଲାଞ୍ଚ ମାମଲାରେ ବୁଧବାର ଜେଲ୍‌ ଯାଇଛନ୍ତି ଢେଙ୍କାନାଳ ସଦର ଥାନାଧିକାରୀରୁ ଡିଏସ୍‌ପି ପଦୋନ୍ନତି ପାଇଥିବା ଅଭିନବ ଡାଳୁଆ। କୋଇଲା ପରିବହନକାରୀଙ୍କଠାରୁ ୨ଟି ଟ୍ରକ୍‌ ପାଇଁ ମଙ୍ଗଳବାର ସଦର ଥାନାରେ ୩୦ ହଜାର ଟଙ୍କା ଲାଞ୍ଚ ନେଇ କଟକ ଭିଜିଲାନ୍ସ…

ଗୁଣିଗାରେଡ଼ି ସନ୍ଦେହରେ କଟୁରିରେ ହାଣି ହତ୍ୟା, ଅଭିଯୁକ୍ତ ଗିରଫ

ଟେନ୍‌ସା,୨୯ା୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ଅନ୍ତର୍ଗତ ଖରିଆବାହାଳ ଗ୍ରାମରେ ରବିବାର ରାତିରେ ଘଟିଛି ଏକ ହତ୍ୟାକାଣ୍ଡ। ହତ୍ୟାକାଣ୍ଡର କାରଣ ଗୁଣି ଗାରେଡ଼ି ସନ୍ଦେହ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି। ଖରିଆବାହାଳ…

ଗୁଳି କରି ଲୁଟିନେଲେ ୬ ଲକ୍ଷ ଟଙ୍କା

ଅନୁଗୋଳ ଅଫିସ,୨୯ା୮: ଅନୁଗୋଳ ଥାନା ଅଞ୍ଚଳର କୁରୁଡୁଲୁ ନିକଟରେ ଥିବା ଆଶ ପଣ୍ଡ୍‌ ତଳେ ଗୁଳିକାଣ୍ଡ ହୋଇଛି। ସୋମବାର ଦୁଇଜଣଙ୍କୁ ପ୍ରଥମେ ଭୁଜାଲିରେ ଆକ୍ରମଣ କରିବା ପରେ ଗୁଳିକରି ୬ ଲକ୍ଷ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି । ଏହି ଆକ୍ରମଣର…

ମିଛ ଅଭିଯୋଗ କରିଥିଲେ ପରିବାର ଲୋକ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ପଟିଆ ଅଞ୍ଚଳର ଏକ ଘରୋଇ କଲେଜରୁ ଯୁକ୍ତ୨ ଛାତ୍ର ବାଲେଶ୍ୱରର ହୃଦୟେଶ ପଣ୍ଡା ନିଖୋଜ ହେବା ଘଟଣା ରବିବାର ନୂଆ ମୋଡ଼ ନେଇଛି। ପରିବାର ପକ୍ଷରୁ ମିଛ ଅଭିଯୋଗ କରାଯାଇଥିବା ପୋଲିସ କହିଛି। ହୃଦୟେଶ ନିଖୋଜ…

ଆଳି ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ

ଆଳି,୨୯ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ କଳଦିଆ ଗ୍ରାମର ଜଣେ ଯୁବକଙ୍କୁ ପୋଲିସ ତାଙ୍କ ଘରୁ ଉଠାଇ ଆଣି ଥାନାରେ ନିସ୍ତୁକ ପିଟିଛି। ପୋଲିସର ଏପରି ଥାର୍ଡଡିଗ୍ରୀକୁ ନେଇ ଯୁବକଙ୍କ ସ୍ତ୍ରୀ ଥାନା ଅଧିକାରୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?