ବ୍ରହ୍ମପୁରରୁ ଭଦ୍ରକ ଯାଏ ଲମ୍ବିଛି ଧଳା ଜହର ଚେର, ୨ ଗିରଫ
ପଦ୍ମପୁର,୧୩ା୮(ଡି.ଏନ୍.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପୋଲିସ ଦୁଇ ଯୁବକଙ୍କୁ ବ୍ରାଉନ ସୁଗାର କାରବାର ଅଭିଯୋଗରେ ଗିରଫ କରିଛି। ଗିରଫ ଯୁବକ ଦ୍ୱୟ ହେଲେ ଚରମ୍ପା ପଥରାଡ଼ିର ଅଜୟ ଦାସ ଓ ଲାଞ୍ଜିପଲ୍ଲୀ ବ୍ରହ୍ମପୁରର ସତ୍ୟନାରାୟଣ ଆଚାର୍ଯ୍ୟ। ସେମାନଙ୍କ ଠାରୁ…
ସ୍ପଷ୍ଟ ଦିବାଲୋକରେ ଘରେ ପଶି ନଗଦ ୮୦ ହଜାର ଟଙ୍କା ସହ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
ପାଟଣା,୧୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ନେତ୍ରାନନ୍ଦ ମହାନ୍ତଙ୍କ ଘରେ କେହି ନ ଥିବା ବେଳେ ଦୁର୍ବୃତ୍ତମାନେ ଗେଟ୍ ଭାଙ୍ଗି ଘରେ ପଶି ଗଡରେଜରୁ ନଗଦ ୮୦ ହଜାର ଟଙ୍କା ସହ ସୁନା ଅଳଙ୍କାର ଲୁଟିନେଇଛନ୍ତି।…
ସ୍ବାମୀ ବନ୍ଧୁକ ରଖିଥିବା ପୋଲିସକୁ କହିଦେଲେ ସ୍ତ୍ରୀ, ଆଉ ତା’ ପରେ…
ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ନିୟମିତ ଝଗଡ଼ା ହେଉଥିଲା। ଝଗଡ଼ା ସମୟରେ ସ୍ବାମୀ ବନ୍ଧୁକ ଦେଖାଇ ସ୍ତ୍ରୀଙ୍କୁ ଧମକଚମକ ଦେଉଥିଲେ। ଏଥିରେ ଅତିଷ୍ଠ ହୋଇ ସ୍ତ୍ରୀ ଶେଷରେ ଏନେଇ ପୋଲିସକୁ ଜଣାଇଦେଲେ। ଫଳରେ ବେଆଇନ ଭାବେ ବନ୍ଧୁକ ରଖିବା ଅଭିଯୋଗରେ ସ୍ବାମୀ ବାସୁଦେବ…
ଦେଶୀ ବନ୍ଧୁକ ଧରି ଅବାଧରେ ବୁଲୁଥିଲେ; ବାନ୍ଧିଲା ବ୍ରଜରାଜନଗର ଥାନା ପୋଲିସ
ଝାରସୁଗୁଡା ଅଫିସ, ୧୦।୮: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଏକ ଦେଶୀ ବନ୍ଧୁକ ଜବତ କରିଛି । ଗିରଫ ଯୁବକ ଜଣଙ୍କ ହେଲେ ରାଜପୁର ଗ୍ରାମର ମନୋଜ କିଷାନ(୩୪)। ଏନେଇ…
ବଳାତ୍କାରୀଙ୍କୁ କୋର୍ଟ ଚାଲାଣବେଳେ ପୋଲିସ-ଗ୍ରାମବାସୀ ମୁହାଁମୁହିଁ
କାଳିଆପାଣି,୯ା୮(ଡି.ଏନ୍.ଏ.): ଯାଜପୁର ଜିଲା କାଳିଆପାଣି ଥାନା ଅନ୍ତର୍ଗତ ଗରାମିଆଁ ଗାଁରେ ୫ ତାରିଖ ଦିନ ଜନୈକା ସ୍ବାମୀ ପରିତ୍ୟକ୍ତାଙ୍କୁ ୩ ନାବାଳକ ବଳାତ୍କାର କରିଥିବା ଥାନାରେ ଅଭିଯୋଗ ହୋଇଥିଲା। ରବିବାର ପୋଲିସ ୩ ଜଣକୁ ଗିରଫ କରିଥିବା ବେଳେ ସୋମବାର ଜୁଭେଲାଇନ…
ନ୍ୟାୟ ମାଗିଲେ ସୌମ୍ୟଙ୍କ ବାପା
ଖଇରା, ୮।୮(ଡି.ଏନ.ଏ.): ପାରଳଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ୨୫ଦିନ ପୂରିଲାଣି । ପୋଲିସ ତଦନ୍ତକୁ ପ୍ରଶ୍ନ ଉଠାଇଥିବା ପରିବାର ଏବେ ନ୍ୟାୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ସାହା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…
ପ୍ରେମିକାଙ୍କୁ ହତ୍ୟା କରି ୭ ମାସ ଧରି ଏକ ଘରେ ମୃତଦେହ ଲୁଚାଇ ରଖିଥିଲେ ପ୍ରେମିକ, ଏମିତି ପଡ଼ିଲା ଜଣା…
ଓ୍ବାଶିଂଟନ,୭ା୮: ଆମେରିକାରେ ରହୁଥିବା ଜଣେ ଯୁବକ ନିଜର ପ୍ରେମିକାଙ୍କୁ ହତ୍ୟା କରି ତାଙ୍କ ୭ ମାସ ଧରି ଏକ ବନ୍ଦ କୋଠରିରେ ଲୁଚାଇ ରଖିଥିଲେ। ପ୍ରେମିକାଙ୍କ ଭଉଣୀ ଏ ସମ୍ପର୍କରେ ଜାଣିବା ପରେ ଏହି ଜଘନ୍ୟ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଥିଲା। ଏକ…
ଜିଏସ୍ଟି ଠକେଇ: ଆଉଜଣେ ଗିରଫ
ଭୁବନେଶ୍ୱର,୬।୮(ବ୍ୟୁରୋ): ୬୪୧କୋଟି ଟଙ୍କାର ଜାଲ୍ ବିଲ୍ ମାଧ୍ୟମରେ ୧୨୫.୧୦ କୋଟି ଟଙ୍କାର ଜିଏସ୍ଟି ଠକେଇ ଘଟଣାରେ ରାଜ୍ୟ ଜିଏସ୍ଟି ବିଭାଗର ଏନ୍ଫୋର୍ସମେଣ୍ଟ ଓ୍ବିଙ୍ଗ୍ ଗୁରୁବାର ଆଉଜଣଙ୍କୁ ଗିରଫ କରିଛି। ସେ ହେଲେ ବାରିପଦାର ବସନ୍ତ କୁମାର ପଟ୍ଟନାୟକ। ଏହି ମାମଲାରେ ଗତମାସ…
ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ମାରି କୋଇଲା ଖଣିରେ ଫିଙ୍ଗିଦେଲେ ସ୍ତ୍ରୀ
ମୁମ୍ବାଇ,୧ା୮: ମହାରାଷ୍ଟ୍ରର ଚନ୍ଦ୍ରପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ସ୍ବାମୀଙ୍କ ଚାକିରି ହଡ଼ପ କରିବା ପାଇଁ ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ମାରି ଦେଇଛନ୍ତି। ଏହି ଘଟଣାରେ ତାଙ୍କ ମା’ ବି ସାମିଲ ଥିଲେ। ସ୍ବାମୀଙ୍କୁ ହତ୍ୟା କରିବା…
୧୦% ସୁଧ ଲୋଭ ଦେଖାଇ ୩.୮ ଲକ୍ଷ ଠକିନେଲେ
କଟକ ଅଫିସ,୧।୮: ଏକ ସରକାରୀ ସଂସ୍ଥାରେ ଟଙ୍କା ବିନିଯୋଗ କରି ମାସିକ ୧୦ ପ୍ରତିଶତ ସୁଧ ପାଇବାର ପ୍ରଲୋଭନ ଦେଖାଇ ଜଣେ ବ୍ୟକ୍ତି ୩ଲକ୍ଷ ୮୦ ହଜାର ଟଙ୍କା ଠକି ନେଇଥିବା ମଧୁପାଟଣା ଥାନାରେ ଅଭିଯୋଗ ହୋଇଛି। ମଧୁପାଟଣା ଥାନା ଅନ୍ତର୍ଗତ…
ମା’ଙ୍କ ବିରୋଧରେ ଥାନାରେ ପୁଅ,ଝିଅ: ଏକାଧିକ ପର ପୁରୁଷଙ୍କ ସହ…
ଭୁବନେଶ୍ୱର,୧।୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନାରେ ଶନିବାର ମା’ଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି ନାବାଳିକା ଝିଅ ଓ ପୁଅ। ମା’ଙ୍କର ଏକାଧିକ ପର ପୁରୁଷଙ୍କ ସହ ସମ୍ପର୍କ ରହିଛି ଓ ସେମାନେ ଅଧିକାଂଶ ସମୟ ଘରକୁ ମଧ୍ୟ ଆସନ୍ତି। ଏନେଇ ବିରୋଧ କଲେ…
ଲୋଗୋ ଅସଲି, ଘଣ୍ଟା ନକଲି
କଟକ ଅଫିସ,୩୦।୭: ଘଣ୍ଟାରେ ଏକ ନିର୍ଦ୍ଦିଷ୍ଟ ନାମୀ କମ୍ପାନୀର ଅସଲି ଲୋଗୋ ରହିଛି। କିନ୍ତୁ ଘଣ୍ଟା ନକଲି। ଏହି ନକଲି ହାତଘଣ୍ଟା ବିକ୍ରି ଅଭିଯୋଗରେ ବାଦାମବାଡି ପୋଲିସ ଦୋକାନର କର୍ମଚାରୀଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ କଟକ…
Archives


