ଅପରାଧ

ଭିଜିଲାନ୍ସ ଜାଲରେ ସହକାରୀ ଯୋଗାଣ ଅଧିକାରୀ

ନୟାଗଡ଼ ଅଫିସ,୪ା୧୨: ନୟାଗଡ଼ ଜିଲା ସହକାରୀ ଯୋଗାଣ ଅଧିକାରୀ ଜୟନ୍ତ ଦାସଙ୍କ ଘରେ ଶନିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜୟନ୍ତଙ୍କ ନୟାଗଡ ବ୍ଲକର ବିରୁଡା, ନୟାଗଡ଼, ଓଡ଼ଗାଁ ସମେତ ଏକକାଳୀନ ୬ଟି ସ୍ଥାନରେ  ଏହି ଚଢ଼ାଉ ଚାଲିଛି। ଆୟ…

ମାହାଙ୍ଗା ଡବଲ ମର୍ଡର ଘଟଣା: ହାଜର ହେଲେନି ଥାନାଧିକାରୀ

ନିଶ୍ଚିନ୍ତକୋଇଲି,୩ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ଡବଲ ମର୍ଡର ଘଟଣାରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ମାନ୍ୟବର କୋର୍ଟ ଗୁରୁବାର ଆଦେଶ ଦେଇଥିଲେ। ତେବେ ଆଜି ଉକ୍ତ ମାମଲା ଶୁଣାଣି ହେଉଥିବା ବେଳେ ଥାନାଧିକାରୀ ଅନୁପସ୍ଥିତ ଥିଲେ।…

ବନ୍ଧୁକ କାରବାରରେ କେବିଏନ୍‌ ଗ୍ୟାଙ୍ଗ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଅପରାଧ ଘଟାଇ ଭିଡିଓ ଭାଇରାଲ କରି ରାଜଧାନୀରେ ଆତଙ୍କ ଖେଳାଇଥିବା ବୁବୁ ଜେନାଙ୍କ କେବିଏନ୍‌ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତବେଳେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ଶନିବାର ସ୍ପେଶାଲ ସ୍କ୍ବାଡ୍‌ ଓ ନୟାପଲ୍ଲୀ ଥାନା ପୋଲିସ ନୟାପଲ୍ଲୀ ଆଇଆର୍‌ସି ଭିଲେଜସ୍ଥିତ…

ମହିଳାଙ୍କଠାରୁ ୮୦ ହଜାର ଟଙ୍କା ସହ ସୁନାଗହଣା ଲୁଟି ୩ ଗିରଫ

କଣ୍ଟାପଡ଼ା,୨୭ା୧୧(ଡି.ଏନ୍‌.ଏ.): କଟକ ଜିଲା ଅଧିନସ୍ଥ ଅଡ଼ଶପୁର ବଜାରରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ମହିଳାଙ୍କଠାରୁ ସୁନାଗହଣା ଓ ଟଙ୍କା ଲୁଟ୍‌ କରିଥିଲେ ଦୁର୍ବୃତ୍ତ। ଏହି ଘଟଣାରେ ଓଲଟପୁର ପୋଲିସ ଆଜି ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ନାବାଳକ…

୪ ଯୁବତୀଙ୍କୁ କରିଥିଲେ ବଳାତ୍କାର: କୋର୍ଟରେ ଜଜ୍‌ଙ୍କ ସାମ୍ନାରେ ସ୍ବୀକାର କଲେ ନିଜ ଦୋଷ, ଆଉ ତା’ ପରେ…

ନ୍ୟୁୟର୍କ,୨୫ା୧୧: ଜଣେ କି ଦୁଇ ଜଣ ନୁହେଁ, ୪ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ନ୍ୟୁୟର୍କର ଜଣେ ଯୁବକ ଜେଲ୍‌ ଯାଇଛନ୍ତି। ୨୦ ବର୍ଷୀୟ କ୍ରିଷ୍ଟୋଫର ଓ୍ବେଲଟର ନାମକ ଜଣେ ଯୁବକ ୨୦୧୭ ଏବଂ ୨୦୧୮ ମଧ୍ୟରେ ଲେମ୍ବିଷ୍ଟନରେ ପରିବାର ସହ…

ବିବାହ ପ୍ରଲୋଭନ ଦେଖାଇ ନାବାଳିକାଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ଯୁବକ, ଆଉ ଏବେ…

ନିଶ୍ଚିନ୍ତକୋଇଲି,୨୫ା୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ସରପଡ଼ା ଗ୍ରାମର ଜଣେ ନାବାଳିକାଙ୍କୁ ସେହି ଗ୍ରାମର ଜଣେ ଯୁବକ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୈତିକ ସମ୍ପର୍କ ରଖିବା ନେଇ ସମ୍ପୃକ୍ତା ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି। ସୂଚନାରୁ ପ୍ରକାଶ…

ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): କୋଟପତି ସରକାରୀ ବାବୁ ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଏସ୍‌ପିଏଚ୍‌ ଆଣ୍ଡ ଡବ୍ଲ୍ୟୁସିର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବ୍ୟାପକ ଦୁର୍ନୀତି ଅଭିଯୋଗରେ…

ନାଇଜେରିଆ ଲିଙ୍କ ଥିବା ସ୍ପଷ୍ଟ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର(ଓକାକ୍‌) ମୁଖ୍ୟଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରି ୭ ଲକ୍ଷ ଟଙ୍କା ଠକେଇ ମାମଲାରେ ନାଇଜେରିଆ ଲିଙ୍କ ଥିବା କ୍ରାଇମବ୍ରାଞ୍ଚ ସ୍ପଷ୍ଟ କରିଛି। ବାଙ୍ଗାଲୋରରେ ରହି ଉକ୍ତ ହ୍ୟାକର ଅପରେଟ୍‌ କରୁଥିଲେ। ଏହି ଗ୍ୟାଙ୍ଗର ମୁଖ୍ୟ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ

କଣ୍ଟାମାଳ,୧୫ା୧୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଗୋପାଳମାଳ ପେଟ୍ରୋଲ ପମ୍ପ୍‌ ନିକଟରେ ସୋମବାର ସକାଳେ ସୁବଳ ତେଲଗଁାକୁ (୨୫)ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ମୃତଦେହ ପଡ଼ିରହିଛି। ମନମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ମୃତକଙ୍କ ମୁଣ୍ଡ…

ହାଇଦ୍ରାବାଦ ଚାଲାଣ ବେଳେ ଧରାପଡ଼ିଲା ଗୋ-ମାଂସ ଭର୍ତ୍ତି ଟ୍ରକ୍‌; ୩ ଜଣ ଅଟକ

ନିରାକାରପୁର,୧୪।୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଉପରୁ ରବିବାର ସ୍ଥାନୀୟ ପୋଲିସ ଏକ ଟ୍ରକ ବୋଝଇ ଗୋ-ମାଂସ ଜବତ କରିଛି। ଏହି ମାମଲାରେ ଗାଡ଼ିରେ ଥିବା ତିନି ଜଣଙ୍କୁ ଥାନାରେ ଅଟକ ରଖାଯାଇଛି l…

ନୂଆ ବର୍ଷରେ ନୂଆ ଡିଜିପି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଡିସେମ୍ବର ଶେଷରେ ଅବସର ନେବେ ଓଡ଼ିଶା ପୋଲିସ ମୁଖ୍ୟ ଅଭୟ। ତାଙ୍କ ଅବସର ନେଇ ଓଡ଼ିଶା ସରକାର ଅନୁମତି ଦେଇଛନ୍ତି । ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ ଡିଜିପି ଅଭୟ। ଏଣୁ ନୂଆବର୍ଷରେ ରାଜ୍ୟକୁ ନୂଆ ଡିଜିପି ମିଳିବା…

ଇନ୍‌ଷ୍ଟାଗ୍ରାମରେ ଖଣ୍ଡା ବୁଲାଇବା ଭିଡିଓ କରି ଫସିଲେ ଯୁବତୀ

କଟକ ଅଫିସ,୧୧ା୧୧: କଟକ ମାଲଗୋଦାମ ଥାନା ଅଞ୍ଚଳରେ ଜଣେ ଯୁବତୀ ସୋସିଆଲ ମିଡିଆରେ ଭିଡିଓ କରିବା ପାଇଁ ଏକ ଖଣ୍ଡା ବୁଲାଇ ଶେଷରେ ଫସିଛନ୍ତି। ଏହି ଅଞ୍ଚଳର ଏକ ଗ୍ରୁପ୍‌ରେ ଏପରି ଏକ ଭିଡିଓ ଭାଇରାଲ ହେବା ପରେ  ଗୁରୁବାର  ମାଲଗୋଦାମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri