ଅପରାଧ

କମିଶନରେଟ୍‌ ପୋଲିସରେ ଅଦଳବଦଳ, ବଦଳିଲେ ୩୧ ଅଧିକାରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ): ଦ୍ୱୈତ ନଗରୀ କମିଶନରେଟ ପୋଲିସରେ ବୁଧବାର ବଡ଼ ଧରଣର ଅଦଳବଦଳ ହୋଇଛି। ଏନେଇ କମିଶନରେଟ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦୁଇ ଏସିପି, ୨୧ ଇନ୍ସପେକ୍ଟର ଓ ତିନି ଏସ୍‌ଆଇଙ୍କୁ ବଦଳି କରାଯାଇଛି। ସେହିପରି ବହୁଦିନ ଧରି…

ବନ୍ଧୁକ, ଭୁଜାଲି ଦେଖାଇ ବ୍ୟାଙ୍କ ମାଲିକଙ୍କଠାରୁ ଲୁଟିନେଲେ ୯ ଲକ୍ଷ ଟଙ୍କା

ଖଇରା,୪ା୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଡୁଙ୍ଗୁରା ବଜାରରେ ଥିବା ଏକ କିଓସ୍କୋ ବ୍ୟାଙ୍କ ମାଲିକଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ୭ଜଣ ଯୁବକ ୯ଲକ୍ଷ ଟଙ୍କା ଲୁଟି ନେଇଥିବାର ଅଭିଯୋଗ ପାଇଛି ା ସିସି ଟିଭି ଫୁଟେଜରୁ ଜଣେ…

ଆଳିରେ ଖୁଲମ୍‌ଖୁଲା ଚାଲିଛି ଚୋରାମଦ କାରବାର

ଆଳି,୪।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଦିନକୁ ଦିନ ଚୋରାମଦ କାରବାର ଖୁଲମ୍‌ଖୁଲା ଭାବେ ବଢ଼ିଚାଲିଛି। ଚୋରାମଦ ବେପାରୀମାନେ ଦିନରାତି ଏହି କାରବାରରେ ଲିପ୍ତ ରହୁଥିବା ବେଳେ ଅବକାରୀ ବିଭାଗ ନିଦାବିଷ୍ଣୁ ସାଜିଛି। ଗାଁ ଗହଳିରେ ଥିବା ପାନ ଦୋକାନଠାରୁ ଆରମ୍ଭ…

ବିଶ୍ୱାସରେ ବିଷ: ସାଙ୍ଗ ସ୍ତ୍ରୀଙ୍କୁ ବଳାତ୍କାର ପରେ ମାରିଦେଲେ

ଢେଙ୍କିକୋଟ,୪।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ଥାନା ଢେଙ୍କିକୋଟ ଫାଣ୍ଡି ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ବିଶ୍ୱାସରେ ବିଷ ଦେଇ ଜଣେ ବ୍ୟକ୍ତି ତାଙ୍କ ସାଙ୍ଗଙ୍କ ସ୍ତ୍ରୀଙ୍କୁ ବଳାତ୍କାର ପରେ ଜୀବନରୁ ମାରିଦେଇଥିବା ଅଭିଯୋଗ ହୋଇଛି। ନୃଶଂସ ବ୍ୟକ୍ତିଜଣକ ମୃତ ମହିଳାଙ୍କ…

ଛାତ ଉପରେ ବ୍ୟକ୍ତିଙ୍କ ମୁଣ୍ଡକୁ ଛେଚି ବିଭତ୍ସ ଭାବେ ହତ୍ୟା

ନିରାକାରପୁର,୪।୮(ଡି.ଏନ୍‌.ଏ.): ନିଜ ଘରର ଛାତ ଉପରେ ଜଣେ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡ଼ିପଡ଼ା ପଞ୍ଚାୟତ ତଳ ମୋଟା ଗ୍ରାମରେ। ମୃତକ ହେଲେ ରଘୁନାଥ ମହାରଣା (୪୫)।…

ମାଡ୍‌ପିଟ୍‌ରେ ଜଣଙ୍କ ଜୀବନ ଗଲା

ଜମନକିରା,୩ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢା ବହାଲ ଗାଁରେ ମାଡ଼ପିଟ୍‌ ଯୋଗୁ ସେହି ଗାଁର କାର୍ତ୍ତିକ ଖଡିଆ(୪୫)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ପୋଲିସ ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ମେଣ୍ଢାବାହାଲ ଗ୍ରାମର ୩ ଜଣ…

ଲୋନ୍‌ କରାଇଦେବାକୁ କହି ଏସ୍‌ଏଚ୍‌ଜି ସଦସ୍ୟାଙ୍କ ଲକ୍ଷାଧିକ ଟଙ୍କା ଠକିଥିଲେ: ଭଡାଘରୁ ଦମ୍ପତିଙ୍କୁ ବାନ୍ଧିଲା ପୋଲିସ

ଝାରସୁଗୁଡା ଅଫିସ୍‌,୩।୮: ଝାରସୁଗୁଡା ଜିଲା ଲଇକେରା ଥାନା ଓ କୁଲବିଲା ଥାନା ଅଞ୍ଚଳର ବିଭିନ୍ନ ଗ୍ରାମର ଏସ୍‌ଏଚ୍‌ଜି ଗ୍ରୁପ୍‌ ସଦସ୍ୟାମାନଙ୍କୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ ଋଣ କରାଇଦେବା କହି ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ପୋଲିସ୍‌ରେ ଅଭିଯୋଗ ହୋଇଛି। ଏଥିରେ ସମ୍ପୃକ୍ତ…

ନାବାଳିକାଙ୍କୁ ଗଣବଳାତ୍କାର: ୨ କୋର୍ଟ ଚାଲାଣ

ସାକ୍ଷୀଗୋପାଳ,୩ା୮(ଡି.ଏନ୍‌.ଏ.): ଜନୈକା ୧୪ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗରେ ପୁରୀ ଜିଲା ସତ୍ୟବାଦୀ ଥାନା ପୋଲିସ ୨ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛନ୍ତି। ଅନ୍ୟ ଅଭିଯୁକ୍ତ ଫେରାର ରହିଛନ୍ତି। ଏହି ଅଭିଯୁକ୍ତମାନେ ଦୀର୍ଘ ୮ ଦିନ ଧରି…

ପୋଖରୀରୁ ମିଳିଲା ମହିଳାଙ୍କ ମୃତଦେହ: ବେକ ଆଉ ଗୋଡ଼ରେ ବନ୍ଧାଯାଇଛି ଚିପ୍ସ ଭର୍ତ୍ତି ଅଖା

ସିମୁଳିଆ,୩୧ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ପାହିତୋରଣା ପଞ୍ଚାୟତର ଦୋରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୋରାର କୁନୁଲତା ନାୟକ(୩୫) ନାମକ ଜଣେ ମହିଳାଙ୍କ ବେକ ଓ ଗୋଡ଼ରେ ଚିପ୍ସ ଭର୍ତ୍ତି ଅଖା ବନ୍ଧାଯାଇ ନିକଟସ୍ଥ ପୋଖରୀରେ ପଡ଼ିଥିବା…

ଭିଜିଲାନ୍ସ ଜାଲରେ ତହସିଲ କିରାଣି

ଅମ୍ବାଭୋନା,୨୯ା୭(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ କିରାଣି ବଳରାମ କଲାରୀ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମ୍ୟୁଟେସନ ଜମିପଟ୍ଟା ପ୍ରସ୍ତୁତ କରିବା ପାଇଁ ସେ ଡୁଙ୍ଗୁରୀର ନିତେଶ ପ୍ରଧାନଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ମୋବାଇଲ ଫାଇନାନ୍ସ ଆଳରେ କୋଟିଏରୁ ଊର୍ଦ୍ଧ୍ୱ ଠକେଇ

ଖୋର୍ଦ୍ଧା ଅଫିସ,୨୯ା୭: ମୋବାଇଲ ଫୋନ ଫାଇନାନ୍ସରେ କରାଇ ଦେବାକୁ କହି କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ହୋଇଛି। ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳର ଏଭଳି ଅଭିଯୋଗ ଆସିଛି। ଫାଇନାନ୍ସ କମ୍ପାନୀର କେତେଜଣ ଅସାଧୁ କର୍ମଚାରୀ ଏବଂ ମୋବାଇଲ ଦୋକାନୀ ମିଳିମିଶି ଏହି…

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଢେଙ୍କାନାଳ ଅଫିସ,୨୮ା୭: ଢେଙ୍କାନାଳ ସହର ରାଧାକୃଷ୍ଣ ବଜାର ଅଞ୍ଚଳରୁ ଗୁରୁବାର ସମ୍ବଲପୁର ଅବକାରୀ ଗୋଇନ୍ଦା ବିଭାଗ, ଢେଙ୍କାନାଳ ଅବକାରୀ ବିଭାଗ ସହାୟତାରେ ଚଢ଼ାଉ କରାଯାଇ ୪୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଘଟଣାରେ ସଂପୃକ୍ତ ଉକ୍ତ ଅଞ୍ଚଳର ରାହୁଲ ସାହୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?