ଅପରାଧ

୨ କେଜି ସୁନା ଜବତ

କଟକ ଅଫିସ,୧୫ା୭: ପଞ୍ଜାବରୁ ପୁଳାପୁଳା ସୁନା ଆସି କଟକର ବିଭିନ୍ନ ସୁନା ଦୋକାନରେ ବିକ୍ରି ହେଉଥିଲା। ଏଥିନିମନ୍ତେ ଦୋକାନୀଙ୍କୁ କୌଣସି ଜିଏସ୍‌ଟି ତଥା ଟ୍ୟାକ୍ସ ଦେବାକୁ ପଡୁ ନ ଥିଲା। ଜିଏସ୍‌ଟି ଫାଙ୍କିବା ପାଇଁ ବେପାର ଚାଲିଥିଲା। ଟ୍ରେନରେ କୌଣସି ଧରପଗଡ଼…

ମହିଳା ଡାକ୍ତରଙ୍କ ବେଡ୍‌ରୁମ୍‌ଠାରୁ ଆରମ୍ଭ କରି ବାଥ୍‌ରୁମ ଯାଏ ଅଜାଣତରେ ଲାଗିଥିଲା ସିସି କ୍ୟାମେରା, ଜଣାପଡ଼ିବା ପରେ…

ମୁମ୍ବାଇ,୧୪ା୭: ମହାରାଷ୍ଟ୍ରର ପୁଣେରେ ଜଣେ ମହିଳା ଡାକ୍ତରଙ୍କ ବାଥ୍‌ରୁମ ଠାରୁ ଆରମ୍ଭ କରି ବେଡ୍‌ରୁମ୍‌ ପର୍ଯ୍ୟନ୍ତ ସବୁଠି ଚୋରା କ୍ୟାମେରା ଲାଗିଥିଲା। ଯାହା ଜାଣି ନ ଥିଲେ ମହିଳା ଡାକ୍ତର। ତାଙ୍କ ଘରର ଲାଇଟ୍‌ ଖରାପ ହୋଇଯିବାରୁ ସେ ଇଲେକ୍ଟ୍ରିସିଆନଙ୍କୁ ସଜାଡ଼ିବା…

ରାଜଧାନୀରୁ ୫୫୦ ଗ୍ରାମ ବ୍ରାଉନସୁଗାର, ୩୪ ଲକ୍ଷ ଟଙ୍କା ଜବତ; ୨ ଗିରଫ

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ବୁଧବାର ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗାର ରାକେଟର ପର୍ଦ୍ଦାଫାଶ ହୋଇଛି। ସହିଦନଗର ଥାନା କେସୁରା ଅଞ୍ଚଳରେ ଏକ ଘର ଭିତରୁ ୫୫୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ…

ବଡ଼ ଭାଇଙ୍କୁ ପିଟିପିଟି ହତ୍ୟା କଲେ ସାନ ଭାଇ

ବଣାଇ/ଟେନ୍‌ସା,୧୧ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ବନ୍ଦଲ ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁଇ ସାନ ଭାଇ, ସାନଭାଇଙ୍କ ସ୍ତ୍ରୀ ମିଶି ବଡ଼ ଭାଇଙ୍କୁ ବାଡ଼ିରେ ପିଟି ପିଟି ନୃଶଂସ ଭାବେ ହତ୍ୟା କରିଛନ୍ତି। ଖବର ପାଇ…

ହସ୍ପିଟାଲରୁ ଶିଶୁପୁତ୍ରକୁ ଚୋରି କରି ନେଇଥିଲେ ଚୋର, ମା’ଙ୍କ ଅବସ୍ଥା ଦେଖି ରାସ୍ତାରେ ଶୁଆଇ ଚାଲିଗଲେ

ଜୟପୁର,୧୦ା୭: ରାଜସ୍ଥାନର ବାଡମେର ଜିଲା ହସ୍ପିଟାଲରୁ ଏକ ଶିଶୁପୁତ୍ର ଚୋରି ହୋଇଥିଲା। ତେବେ ତିନିଦିନ ପରେ ଏହି ଶିଶୁପୁତ୍ର ମିଳିଛି। ହସ୍ପିଟାଲରୁ ପୁଅକୁ କେହି ଚୋରି କରିନେବା ଜାଣି କମଳା ନାମକ ଜଣେ ମହିଳା କାନ୍ଦି କାନ୍ଦି ନୟାନ୍ତ ହୋଇପଡ଼ିଥିଲେ। ଫଳରେ…

ସ୍ବାମୀଙ୍କ ଦୁଇହାତକୁ ଧରିଲେ ନବବିବାହିତା, କୁରାଢ଼ିରେ ଚୋଟ ପରେ ଚୋଟ ମାରିଚାଲିଲେ ପ୍ରେମିକ; ଆଉ ତା’ ପରେ…

ଭୋପାଳ,୧୦ା୭: ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ନବବିବାହିତା ମହିଳା ତାଙ୍କ ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କରିଛନ୍ତି। ଏ ସମ୍ପର୍କରେ ସତ୍ୟ ଉନ୍ମୋଚନ କରିଛି ବିଦିଶା ପୋଲିସ। ପୋଲିସ ଅଧୀକ୍ଷକ ବିନାୟକ ବର୍ମାଙ୍କ କହିବାନୁଯାୟୀ,…

ସ୍ତ୍ରୀ ଭିଣୋଇ ଘରକୁ ଚାଲିଯିବାରୁ ରାଗିଗଲେ ସ୍ବାମୀ, ଶାଶୁ-ଶ୍ୱଶୁରଙ୍କୁ କଲେ ଆକ୍ରମଣ

ଲକ୍ଷ୍ନୌ,୪ା୭: ଉତ୍ତରପ୍ରଦେଶର ଇଟାଓ୍ବା ଜିଲାରୁ ଚକିତ କରିଦେବା ପରି ଏକ ଘଟଣା ସାମ୍ନାକୁ ଆସିଛି। ଶ୍ୱଶୁର ଘରକୁ ଆସି ସ୍ତ୍ରୀଙ୍କୁ ଘରେ ନ ଦେଖିବାରୁ ଶାଶୁ-ଶ୍ୱଶୁରଙ୍କ ଉପରେ ଶୁଝାଇଲେ ରାଗ। ଶାଶୁ ଏବଂ ଶ୍ୱଶୁରଙ୍କୁ କଟୁରିରେ ଆକ୍ରମଣ କରିଛନ୍ତି ଜ୍ୱାଇଁ। ଫଳରେ…

ଦେଢ଼ଶୁରଙ୍କୁ କୋଡ଼ିରେ ହାଣି ହତ୍ୟା କଲେ ଭାଇବୋହୂ; ପ୍ରତିଶୋଧ ନେବା ପାଇଁ…

ଜଗନ୍ନାଥପ୍ରସାଦ,୪ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ପଞ୍ଚଭୂତି ବେଢାସାହି ଗ୍ରାମରେ ଶନିବାର ସମ୍ପତ୍ତି ଭାଗବଣ୍ଟାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଭାଇବୋହୂ କୋଡ଼ିରେ ହାଣି ଦେଢ଼ଶୁରଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ସନ୍ତୋଷ ନାୟକ (୩୮)। ପୋଲିସ ମୃତଦେହକୁ ଜବତ କରି…

ପୁଅ ପ୍ରେମ ବିବାହ କରି ଚାଲିଯିବା ପରେ ବାପାଙ୍କ ବର୍ବର କାଣ୍ଡ: ସ୍ତ୍ରୀ, ଝିଅଙ୍କୁ ଶାବଳରେ ପିଟି ମାରିଦେବା ପରେ ନିଜେ କଲେ ଆତ୍ମହତ୍ୟା

ଜଗତ୍‌ସିଂହପୁର ଅଫିସ, ୪ା୭: ସ୍ତ୍ରୀ ଓ ଝିଅଙ୍କୁ ଶୁକ୍ରବାର ରାତିରେ ଶାବଳରେ ପିଟି ହତ୍ୟା କରିବା ପରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଜୋତଚଣ୍ଡପାଟଣାରେ। ମୃତକମାନେ ହେଲେ ଲୋକନାଥ ପାଳ(୫୪), ସ୍ତ୍ରୀ କଳ୍ପନା(୪୫)…

ଘରକୁ ଛୁରି ନେଇ ପଶିଲେ ଯୁବକ, କ୍ୟାମେରାରେ କଏଦ ହେଲା ମହିଳାଙ୍କୁ ବଳାତ୍କାର ଉଦ୍ୟମର ପୂରା ଘଟଣା

ବୋଗଟା,୩ା୭: ଦୁନିଆରେ ମହିଳାମାନେ ଘରେ ବି ସୁରକ୍ଷିତ ନୁହନ୍ତି। ଏମିତି ଏକ ଘଟଣା ଘଟିଛି କଲମ୍ବିଆର ଜଣେ ମହିଳାଙ୍କ କ୍ଷେତ୍ରରେ। ମହିଳା ଜଣକ ଘରେ ଏକୁଟିଆ ଥିବା ବେଳେ ଘର ଭିତରକୁ ଜଣେ ଯୁବକ ହାତରେ ଛୁରି ଧରି ପଶିଥିଲେ। ଆଉ…

ଜେଲ୍‌ରୁ କଏଦୀ ଚମ୍ପଟ

ହିନ୍ଦୋଳ,୨ା୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ସବ୍‌ଜେଲରୁ ଶୁକ୍ରବାର ଜଣେ ବିରାରାଧୀନ କଏଦୀ ପାଚେରି ଡେଇଁ ଚମ୍ପଟ ମାରିଛନ୍ତି। ତାଙ୍କ ନାମ ବିରଞ୍ଚି ବେହେରା। ସେ ଏକ ହତ୍ୟା ଘଟଣାରେ୨୪ ତାରିଖରୁ ଜେଲ୍‌ରେ ଥିଲେ। ତାଙ୍କ ଘର ରାସୋଳ ଥାନା ଦଣ୍ଡିରୀ ଗ୍ରାମରେ।

ଜୁନ୍‌ରେ ଦେଢ଼କୋଟି ଲୁଟିଛନ୍ତି ସାଇବର ଠକ

ଭୁବନେଶ୍ୱର,୨।୭(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ପ୍ରତିମାସରେ ସାଇବର ଠକମାନେ ରାଜ୍ୟରୁ ବହୁ କୋଟି ଟଙ୍କା ଲୁଟିନେଉଛନ୍ତି। ଲୁଟ୍‌ର ଶିକାର ଲୋକଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ରାଜଧାନୀବାସୀ। ଭୁବନେଶ୍ୱର ସାଇବର ସେଲ୍‌ର ରିପୋର୍ଟ ଅନୁଯାୟୀ, କେବଳ ଜୁନ୍‌ ମାସରେ ରାଜ୍ୟରେ ୧ କୋଟି ୫୩ଲକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri