ଝରାଫୁଲଙ୍କ ମୃତ୍ୟୁ ଉପରୁ ରହସ୍ୟ ହଟୁନି: ଅଭିଯୁକ୍ତ ଶକ୍ତି ଶେଖରଙ୍କ ସୁରାକ ପାଉନି ପୋଲିସ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ରହସ୍ୟଜନକ ମୃତ୍ୟୁ ଦିନକୁ ଦିନ ଆହୁରି ରହସ୍ୟ ଘେରକୁ ଚାଲିଯାଉଛି। ଘଟଣାର ୧୮ ଦିନ ବିତିଯାଇଥିଲେ ମଧ୍ୟ ମୃତ୍ୟୁର ପ୍ରକୃତ କାରଣ ପୋଲିସ ଖୋଜି ପାଉନି କି ସ୍ପଷ୍ଟ କରୁନି। ଏହି…
୧୧ଲକ୍ଷ ଟଙ୍କା ନ ଫେରାଇ ମହିଳାଙ୍କୁ ଅସଦାଚରଣ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉନ୍ସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ପଙ୍ଗୁ କରିଥିବାବେଳେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଛାତ୍ରଙ୍କୁ ମାଡ଼ମାରି ରକ୍ତାକ୍ତ କରିଥିଲେ।…
ଯୁବକଙ୍କ ତଣ୍ଟି କାଟିଲେ ବାଉନ୍ସର
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉଁସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ପଙ୍ଗୁ କରିଥିବାବେଳେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଛାତ୍ରଙ୍କୁ ମାଡ଼ମାରି ରକ୍ତାକ୍ତ କରିଥିଲେ।…
ଜମି ଦେବା ନାଁରେ ୩୩ ଲକ୍ଷ ଠକେଇ, ଜଣେ ଗିରଫ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ଭୁବନେଶ୍ୱରରେ ଜମି କିଣି ଦେବାକୁ କହି ୩୩ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ରବିବାର ଖଣ୍ଡଗିରି ଥାନା ପୋଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦ୍ରାପଡ଼ା ଅଞ୍ଚଳର ସଂଗ୍ରାମ ମହ୍ଲ(୪୨)। ସେ କିଛିଦିନ ହେବ…
କନ୍ଧମାଳରୁ ମିଳିଲା ପୁଷ୍ପଲତାଙ୍କ ସ୍କୁଟି
ଭୁବନେଶ୍ୱର,୧୫।୨(ବ୍ୟୁରୋ): ବହ ଚର୍ଚ୍ଚିତ ପୁଷ୍ପଲତା ରାଉଳ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଗଞ୍ଜାମର ସଞ୍ଜୟ ଓରଫ ଅଙ୍ଗଦ ଦାସ ଓ ଚନ୍ଦୁ ଓରଫ ଶ୍ରୀକାନ୍ତ ଦାସଙ୍କ ୩ଦିନିଆ ରିମାଣ୍ଡ ରବିବାର ସରିଛି। ସୋମବାର ସେମାନଙ୍କୁ କୋର୍ଟରେ ହାଜର କରାଯିବ। ତେବେ…
ପ୍ରେମିକା ପାଇଁ ସ୍ତ୍ରୀଙ୍କୁ ହତ୍ୟା
ନୟାଗଡ ଅଫିସ,୧୫।୨: ନୟାଗଡ଼ ଜିଲା ଶରଣକୁଳ ଥାନା ସସ୍ମିତା ମହାପାତ୍ରଙ୍କୁ ହତ୍ୟା ପାଇଁ ତାଙ୍କ ସ୍ବାମୀ ଅକ୍ଷୟ ମହାପାତ୍ର ଓରଫ ଅଖିଳ (୩୯) ୫ଜଣ ସୁପାରିକିଲରଙ୍କ ସହାୟତା ନେଇଥିବାବେଳେ ପୋଲିସ ହତ୍ୟାର ରହସ୍ୟ ପର୍ଦ୍ଦାଫାଶ କରିଛି। ପ୍ରେମିକାଙ୍କୁ ବିବାହ ଲାଳସାରେ ଅକ୍ଷୟ…
କଟାମୁଣ୍ଡର କାହାଣୀ…
ଭୁବନେଶ୍ୱର,୧୨।୨ (ବ୍ୟୁରୋ): ଫେବୃୟାରୀ ୩ରୁ ୧୧। କମିଶନରେଟ ପୋଲିସ୍ ପାଇଁ ଥିଲା ସବୁଠୁ ବଡ଼ ଚ୍ୟାଲେଞ୍ଜ। ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ-ଦାସପୁର ରାସ୍ତା ପାର୍ଶ୍ୱରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣା ପୋଲିସ ଆଖିରୁ ନିଦ ହଜାଇ ଦେଇଥିଲା। ମୁଣ୍ଡ ନ…
ଆଇଏସ୍ଆଇ ଲିଙ୍କ୍: ଦେଶଦ୍ରୋହ ଅପରାଧରେ ଈଶ୍ୱରଙ୍କୁ ଆଜୀବନ କାରାଦଣ୍ଡ
ବାଲେଶ୍ୱର ଅଫିସ,୧୧।୨- ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ(ଡିଆର୍ଡିଓ)ର ଗୁପ୍ତ ତଥ୍ୟ ଆଇଏସ୍ଆଇ ଏଜେଣ୍ଟଙ୍କୁ ପ୍ରଦାନ କରିବା ଅଭିଯୋଗରେ ଗିରଫ ଈଶ୍ୱର ବେହେରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଜିଲା…
ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେବାକୁ ଚାହୁଁଥିଲେ ଲେବାନନ୍ର ବିଉଟି କୁଇନ୍, ପରେ ଘଟିଲା ଏମିତି…
ବେରୁଟ୍,୧୧।୨: ଲେବାନନ୍ର ଜଣେ ମଡେଲ ତଥା ବ୍ୟୁଟି କୁଇନ୍ ଜେନା କାଞ୍ଜୋଙ୍କ ମୃତ୍ୟୁ ଘଟିଛି। ଜେନାଙ୍କ ସ୍ବାମୀ ଇବ୍ରାହିମଙ୍କ ଉପରେ ହତ୍ୟା ଅଭିଯୋଗ କରାଯାଇଛି। ସେ ତାଙ୍କ ସ୍ତ୍ରୀଙ୍କ ଗଳାକାଟି ହତ୍ୟା କରିଛନ୍ତି। ଜେନା ଏହା ପୂର୍ବରୁ ତାଙ୍କ ସ୍ବାମୀଙ୍କଠାରୁ ଘରୋଇ…
ଭୁଜାଲି ଚୋଟରେ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର
ଭୁବନେଶ୍ୱର,୧୧।୨(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଝରଣାସାହି ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ସୂଚନାଯୋଗ୍ୟ, ଝାଡ଼ଖଣ୍ଡ ଅଞ୍ଚଳର ଛୋଟୁଲାଲ ବେଶ୍ରା,…
ମିଳିଲା ମହିଳାଙ୍କ କଟାମୁଣ୍ଡ
ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ କମିଶନରେଟ ପୋଲିସ୍କୁ ବଡ଼ ସଫଳତା ମିଳିଛି। ପ୍ରଥମେ ମହିଳାଙ୍କ ପରିଚୟ ମିଳିବା ପରେ ଏବେ କଟା ମୁଣ୍ଡ ମିଳିଛି। ଏଥିସହ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ…
୨ ମହିଳାଙ୍କ ସୁନାଚେନ ଝାମ୍ପିନେଲେ
ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜଧାନୀରେ ପୁଣି ଲୁଟେରା ମାତିଲେଣି। ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଜେଲ ଗେଟ୍ ସମ୍ମୁଖ ରୋଡରେ ପ୍ରାତଃଭ୍ରମଣ ବେଳେ ମନୋରମା ସାହୁ ନାମ୍ନୀ ମହିଳାଙ୍କ ବେକରେ କଟୁରୀ ଲଗାଇ ୩ଜଣ ଦୁର୍ବୃତ୍ତ ସୁନାଚେନ ଝାମ୍ପି ନେଇଛନ୍ତି। ସେହିପରି ଏୟାରଫିଲ୍ଡ…
Archives


