ଅପରାଧ

ବାର୍‌ରେ ମଦ ପିଇବା ସମୟରେ ହେଲା ଝଗଡ଼ା, ରାଗରେ ଜଣଙ୍କ ଗୁପ୍ତାଙ୍ଗ କାମୁଡ଼ିଦେଲେ ଅନ୍ୟ ଜଣେ

ଥିରୁଭାନନ୍ତପୁରମ୍‌,୮।୨: କେରଳର ଏକ ବାର୍‌ରେ ଅଜବ ଘଟଣା ଘଟିଛି। ଜଣେ ଯୁବକ ଆଉ ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ କାମୁଡ଼ି ଦେଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଏହି ଘଟଣା କୁନ୍ନାଥୁରରେ ଘଟିଛି। ଏଠାରେ ଥିବା ବାର୍‌ ମଧ୍ୟକୁ ଜଣେ ୨୮ ବର୍ଷୀୟ ଯୁବକ…

ଜୁଏଲାରୀ ଦୋକାନରୁ ଚୋରି ଘଟଣାରେ ୪ ଗିରଫ, ଲକ୍ଷାଧିକ ଟଙ୍କାର ଅଳଙ୍କାର ଜବତ

ପାଟଣା,୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ପାଟଣା ମୁଖ୍ୟ ବଜାରର ଅଜୟ କୁମାର ପରିଡାଙ୍କ ‘ପ୍ରମିଳା ଜୁଏଲାରୀ’ ଦୋକାନରୁ ଗତ ଜାନୁୟାରୀ ୧୫ ରେ ଲକ୍ଷାଧିକ ମୂଲ୍ୟର ସୁନା ଓ ରୁପା ଗହଣା ଚୋରି ହୋଇଥିଲା। ଏହି ଘଟଣାରେ ପାଟଣା…

ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା: ବନ୍ଧାହେଲେ ସୁରେଶଙ୍କ ସମେତ ୬

ଭୁବନେଶ୍ୱର,୮।୨(ବ୍ୟୁରୋ): ସରକାରୀ ପ୍ରତିଷ୍ଠାନରେ ସେକ୍ସ ର଼୍ୟାକେଟ ଚଳାଥିଲେ ସରକାରୀ ବାବୁ। ସମ୍ପୃକ୍ତ ଥିଲେ ଅଫିସରଙ୍କ ସମେତ କର୍ମଚାରୀ ଓ ଦଲାଲ। ଭୁବନେଶ୍ୱର ପଳାସପଲ୍ଲୀସ୍ଥିତ ନିଖିଳ ଉତ୍କଳ ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ତାଲିମ୍‌ କେନ୍ଦ୍ରରେ ଯୌନ ଶୋଷଣ ଘଟଣାର ମାଷ୍ଟରମାଇଣ୍ଡ୍‌ ତଥା…

ପର୍ନ ଭିଡିଓ ଶୁଟ୍‌ କରି ଗିରଫ ହେଲେ ଏହି ଅଭିନେତ୍ରୀ, ପୋଲିସ ହାତରେ ଲାଗିଛି…

ମୁମ୍ବାଇ,୭।୨: ୮୦ ବିଜ୍ଞାପନ, ୭ ଓ୍ବେବ୍‌ସିରିଜ୍‌ ଏବଂ କିଛି ଫିଲ୍ମରେ କାମ କରିଥିବା ଅଭିନେତ୍ରୀ ତଥା ମଡେଲ ଗେହେନା ବଶିଷ୍ଟଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଗେହେନା ପର୍ନ ଭିଡିଓ ଶୁଟ୍‌ କରିବା ଏବଂ ଏହାକୁ ମୋବାଇଲ ଆପ୍‌ରେ ଅପଲୋଡ୍‌ କରିବା…

ତିନିଦିନ ପରେ ବି ଅନ୍ଧାରରେ ଅନ୍ଧାରୁଆ ହତ୍ୟାକାଣ୍ଡ: ପରିଚୟ ଦେଲେ ୫୦ହଜାର, ଲାଗିଲା ପୋଷ୍ଟର

ଭୁବନେଶ୍ୱର,୭।୨(ବ୍ୟୁରୋ): ଭୁବନେଶ୍ୱର ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣାରେ ପୋଲିସକୁ କୌଣସି ସଫଳତା ମିଳିପାରି ନାହିଁ। ତିନିଦିନ ଧରି ଅତିରିକ୍ତ ଡିସିପିଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳକୁ ବାରମ୍ବାର ଯାଇ…

ଝରାଫୁଲଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା, ବିଳମ୍ବିତ ରାତିରେ ରାକେଶଙ୍କ ସହ ହୋଇଥିଲା ପ୍ରବଳ ପାଟିତୁଣ୍ଡ

ଯାଜପୁର ଅଫିସ/ ରସୁଲପୁର,୭ା୨(ଡି.ଏନ୍‌.ଏ.): ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାପୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଦିନକୁ ଦିନ ରୋଚକ ତଥ୍ୟ ମିଳୁଛି। ଝରାଫୁଲଙ୍କ ମୃତ୍ୟୁ କୌଣସି ବିଷକ୍ରିୟା କିମ୍ବା ଗଣବଳାତ୍କାର ଯୋଗୁ ହୋଇ ନ ଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ…

ମାହାଙ୍ଗା ଡବଲ ମର୍ଡର ଘଟଣା,ଫେରାର ମୁଖ୍ୟ ଅଭିଯୁକ୍ତ ମୃତ

ମାହାଙ୍ଗା/ନିଶ୍ଚିନ୍ତକୋଇଲି/ସାଲେପୁର/ଟାଙ୍ଗୀ (କଟକ), ୭ା୨(ସ୍ବ.ପ୍ର./ ଡି.ଏନ୍‌.ଏ.): ମାହାଙ୍ଗା ଡବଲ ମର୍ଡର ଓ ବିକାଶ ଜେନା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ମାହାଙ୍ଗା ବ୍ଲକ ନୃତାଙ୍ଗ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ପ୍ରଫୁଲ୍ଲ ବିଶ୍ୱାଳ। ସେ ଦୀର୍ଘ…

ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ୨୪ ଘଣ୍ଟା ନ ପୂରୁଣୁ ରାଜଧାନୀରେ ଦୁଇ ଦୁଇଟି ହତ୍ୟାକାଣ୍ଡ। ଗୁରୁବାର ଭୁବନେଶ୍ୱର ଉପକଣ୍ଠ ଦାସପୁର ନିକଟରେ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିଥିବା ବେଳେ ଆଜି ଚନ୍ଦ୍ରଶେଖପୁର ଥାନା ଅନ୍ତର୍ଗତ ବିର୍ସାମୁଣ୍ଡା ବସ୍ତିରେ ଆଉ ଏକ ଅଭାବନୀୟ…

ମହିଳାଙ୍କ ବେକ କାଟି ହତ୍ୟା ଘଟଣା: ମୁଣ୍ଡ ଖୋଜୁଛି ପୋଲିସ

ଭୁବନେଶ୍ୱର,୫।୨ (ବ୍ୟୁରୋ): ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ସକାଳେ ମିଳିଥିବା ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହକୁ ନେଇ କମିଶନରେଟ ପୋଲିସର ନିଦ ହଜିଛି। ରମାଦେବୀ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ରହସ୍ୟ ୧୦ଦିନ ପରେ ବି…

ରାଜଧାନୀ ଉପକଣ୍ଠରେ ପଡ଼ିଛି ମହିଳାଙ୍କ ମୁଣ୍ଡବିହୀନ ମୃତଦେହ 

ଭୁବନେଶ୍ୱର,୪।୨(ବ୍ୟୁରୋ): ରମାଦେବୀ ଛାତ୍ରୀ ଝରାଫୁଲଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟି ନ ଥିବା ବେଳେ ରାଜଧାନୀ ଉପକଣ୍ଠ ତଥା ଚନ୍ଦକା ଥାନା ଅନ୍ତର୍ଗତ ଦାସପୁର ନିକଟରେ ପୁଣି ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ପଡ଼ିବା ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି…

ଝରାଫୁଲ ମୃତ୍ୟୁ ରହସ୍ୟ: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରେମିକ ରାକେଶ

ଭୁବନେଶ୍ୱର,୩।୨(ବ୍ୟୁରୋ) : ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ମାମଲାରେ ଭୁବନେଶ୍ୱରରେ ପହଞ୍ଚିଛି ଯାଜପୁର ପୋଲିସ। ଝରାଫୁଲଙ୍କ ପ୍ରେମିକ ରାକେଶ ସ୍ବାଇଁଙ୍କୁ ସାଙ୍ଗରେ ଆଣି ଖୋଳତାଡ଼ ଆରମ୍ଭ କରିଛି। ଯାଜପୁର ଏସ୍‌ଡିପିଓଙ୍କ ସମେତ ଧର୍ମବିହାରସ୍ଥିତ ଗେଷ୍ଟ୍‌ହାଉସରେ ପହଞ୍ଚି ତନାଘନା ଆରମ୍ଭ…

ଏହି ପରିବାରର ସମସ୍ତ ସଦସ୍ୟ ଚୋର, ଏମିତି ଉପାୟରେ କେବଳ ଚୋରି କରନ୍ତି ସୁନା

ମୁମ୍ବାଇ,୩।୨: ‘ଆମେ ସମସ୍ତେ ଚୋର’ ଏହା କୌଣସି ବଲିଉଡ୍‌ ଫିଲ୍ମର ଡାଏଲଗ୍‌ ନୁହେଁ, ଏହା ହେଉଛି ମୁମ୍ବାଇର ଏକ ପରିବାରର ନିରାଟ ସତ କାହାଣୀ। କାରଣ ଏହି ପରିବାରର ପ୍ରତ୍ୟେକ ସଦସ୍ୟ ଚୋର। ପୋଲିସ ସୂଚନାନୁଯାୟୀ, ଏହି ପରିବାର ନାଁରେ ଗୋଟିଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri