ଅପରାଧ

ବ୍ୟାଙ୍କରେ ୨୦ ଘଣ୍ଟା ଲୁଚିଥିଲେ ଅଭିଯୁକ୍ତ

କୋରାପୁଟ (ସ୍ବ.ପ୍ର.)/ଲକ୍ଷ୍ମୀପୁର (ଡି.ଏନ୍‌.ଏ.), ୧୭ା୧: କୋରାପୁଟ ଜିଲା ଲକ୍ଷ୍ମୀପୁରସ୍ଥିତ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ) ଶାଖାରୁ ସୁନା ଚୋରି ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଚୋରି କରିବା ଲାଗି ଅଭିଯୁକ୍ତ ଜଣକ ଘଟଣା ଦିନ ଅପରାହ୍ନ ୩ଟାରୁ ଏହା ପରଦିନ...

ପୁଣି ରକ୍ତରଞ୍ଜିତ ରାଜଧାନୀ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ପୁଣି ରକ୍ତରଞ୍ଜିତ ହୋଇଛି ରାଜଧାନୀ। ଶନିବାର ସନ୍ଧ୍ୟାରେ ଜନଗହଳିପୂର୍ଣ୍ଣ ପ୍ରେସ ଛକରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି ୩ ଯୁବକ। ମୃତ ଯୁବକ ଜଣକ ହେଲେ ନିରଞ୍ଜନ ପରିଡା(୧୯)। ସୂଚନାନୁଯାୟୀ, ମୃତ...

ନକଲି ପୋଲିସକୁ ଧରିଲା ଅସଲି ପୋଲିସ, ସ୍କ୍ବାଡ ପରିଚୟ ଦେଇ କରୁଥିଲେ ଲୁଟ୍‌ପାଟ

ବରଗଡ଼ ଅଫିସ,୧୫ା୧: ପୋଲିସ ସ୍କ୍ବାଡର କର୍ମଚାରୀ ପରିଚୟ ଦେଇ ଲୁଟ୍‌ପାଟ୍‌ ଚଲାଇଥିବା ୨ ଅଭିଯୁକ୍ତଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଲାଙ୍ଗୀର ସଦର ଥାନା ସିନ୍ଦୁରବାହାଲ ଗ୍ରାମର ସୁମନ ଶେଖର ପାଣିଗ୍ରାହୀ(୨୬) ଏବଂ ବରଗଡ଼ ପୌର...

ଗଛରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ

ଅମ୍ବାଭୋନା,୧୫ା୧(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଡୁଙ୍ଗୁରୀ ଦେଚୁଆଁ ପାହାଡ଼ ମଧ୍ୟରେ ରହିଥିବା ମାତାବନ୍ଧ ନିକଟସ୍ଥ ଏକ ଗଛରୁ ଶନିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତକଦ୍ୱୟ ହେଲେ, ଡୁଙ୍ଗୁରୀ ଗ୍ରାମର ପାଣ୍ଡବ ବାଗ(୪୫) ଓ...

ଫାଣ୍ଡି ନିକଟରେ ପଡ଼ିଛି ଯୁବତୀଙ୍କ ମୃତଦେହ

ପାରଳାଖେମୁଣ୍ଡି,୧୩ା୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ବସଷ୍ଟାଣ୍ଡ ନିକଟରୁ ଯୁବତୀଙ୍କ କ୍ଷତ ବିକ୍ଷତ ମୃତଦେହ ଜବତ କରାଯାଇଛି। ପୋଲିସ ଫାଣ୍ଡିଠାରୁ ମାତ୍ର ୧୦୦ ମିଟର ଦୂରରେ ପଡ଼ିଥିଲା। ପାରଳାଖେମୁଣ୍ଡି ପୋଲିସ ଗୁରୁବାର ସକାଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଳମ୍ବିତ...

ସାଇଡ୍‌ମରାରୁ ଗଣ୍ଡଗୋଳ, ପାଟି ବନ୍ଦ କରିବାକୁ କହିବାରୁ ହତ୍ୟା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ସୁନ୍ଦରପଦାର ଦୀପକ କୁମାର ରାଉତରାୟଙ୍କ ହତ୍ୟା ମାମଲାରେ ଏୟାରଫିଲ୍ଡ ଥାନା ପୋଲିସ ଆଉ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଘଟଣାର ରହସ୍ୟ ଉନ୍ମୋଚନ କରିଛିି। ଗାଡି ସାଇଡ୍‌ମରାରୁ ଗଣ୍ଡଗୋଳ ଘଟିଥିବାବେଳେ ପାଟି ବନ୍ଦ କରିବାକୁ କହିବାରୁ ନିରୀହ...

ବ୍ୟାଙ୍କ ଲକରରୁ ଲୁଟିନେଲେ କୋଟିଏ ଟଙ୍କାର ସୁନାଗହଣା

ରାସୋଳ,୧୨ା୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ବଜାର ନିକଟରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ମଙ୍ଗଳବାର ଅପରାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୪ଜଣ ଦୁର୍ବୃତ୍ତ ବ୍ୟାଙ୍କ ଲକରରୁ ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ସମେତ ୧୧ ଲକ୍ଷରୁ ଊର୍ଦ୍ଧ୍ୱ...

ଦାୟିତ୍ୱ ଗ୍ରହଣ କଲେ ନୂଆ ଡିଜିପି ସୁନୀଲ ବଂଶଲ

କଟକ ଅଫିସ,୩୧।୧୨: ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍‌ ଅଫିସର ସୁନୀଲ ବଂଶଲ। ଡିଜିପି ଅଭୟଙ୍କ ଅବସର ପରେ ତାଙ୍କ ସ୍ଥାନରେ ସେ ନୂଆ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶୁକ୍ରବାର କଟକସ୍ଥିତ ପୋଲିସ...

ଯୁବକଙ୍କୁ ମାରି ରାସ୍ତାରେ ଫିଙ୍ଗିଦେଲେ: ୨ ଅଭିଯୁକ୍ତ ଅଟକ

କୋରାପୁଟ,୨୫ା୧୨(ସ୍ବ.ପ୍ର.): କୋରାପୁଟ ସହରର ବନଭାରତୀ କଲୋନୀରେ ଶନିବାର ଭୋର୍‌ରୁ ଏକ ହତ୍ୟାକାଣ୍ଡ ଘଟିଛି। ଏହି ହତ୍ୟାକାଣ୍ଡକୁ କେନ୍ଦ୍ରକରି ମୃତକଙ୍କ ସମ୍ପର୍କୀୟମାନେ ଉତ୍ତ୍ୟକ୍ତ ହୋଇ ପରଜାସାହିରେ ଥିବା ଅଭିଯୁକ୍ତଙ୍କ ଏକ ସେଲୁନକୁ ଭଙ୍ଗାରୁଜା କରିଥିଲେ। ଏହି ଘଟଣାକୁ ନେଇ ଶାନ୍ତିଶୃଙ୍ଖଳା ନେଇ...

ମହାବୀରଙ୍କ ସୁନା ଆଖି ତାଡ଼ିନେଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୨୩ା୧୨(ଡି.ଏନ୍‌.ଏ.): ଶ୍ରଦ୍ଧା ଭକ୍ତିରେ ବଦାନ୍ୟ ଲୋକେ ଠାକୁରଙ୍କୁ ସୁନାରୁପା ଗହଣା ଓ ଟଙ୍କା ଦାନ କରୁଛନ୍ତି। ସେପଟେ ଲୁଟେରାମାନେ ଠାକୁରଙ୍କୁ ଲୁଟିବାକୁ ପଛାଉନାହାନ୍ତି। ପୁରୀ- ଶରଣକୁଳ ନୂଆ ଜଗନ୍ନାଥ ସଡ଼କ ପାର୍ଶ୍ୱରେ ସତ୍ୟବାଦୀ ଥାନା ଆଳିଶ ପଞ୍ଚାୟତରେ ଥିବା ମହାବୀର...

ପିଟିପିଟି ଯୁବକଙ୍କ ଜୀବନ ନେଇଗଲେ

ରାଉରକେଲା ଅଫିସ,୨୧।୧୨: ସୁନ୍ଦରଗଡ଼ ଜିଲା ରାଉରକେଲା ପ୍ଲାଣ୍ଟ ସାଇଡ୍‌ ଥାନା ଅନ୍ତର୍ଗତ ନୟାବଜାର ସେକ୍ଟର ୨୧ ଅଞ୍ଚଳରେ ମଙ୍ଗଳବାର ଦିନ ଦ୍ରିପହରରେ ଜଣେ ଯୁବକଙ୍କୁ ଆକ୍ରମଣ କରି କିଛି ଦୁର୍ବତ୍ତ ଫେରାର ହୋଇଯାଇଛନ୍ତି। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣଙ୍କ...

୭ କୋଟିର ସାଇବର ଠକେଇ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ବର୍ଷକ ମଧ୍ୟରେ ସାଇବର ଲୁଟେରା ପ୍ରାୟ ୭ କୋଟି ଟଙ୍କା ଲୁଟିଛନ୍ତି। ୬ କୋଟି ୭୯ ଲକ୍ଷ ୮୫ ହଜାର ୩୪୪ ଟଙ୍କା ମଧ୍ୟରୁ ଗୋଲଡେନ୍‌ ପିରିୟଡ଼ ବ୍ଲକ ହୋଇ ଫେରି ପାରିଛି ୧ କୋଟି ୪୮ ଲକ୍ଷ...

Advertisement
Archives

Model This Week

Why Dharitri