ସାବଧାନ! ଝିଅଙ୍କୁ ଆଖି ମାରିଲେ, ଫ୍ଲାଇଂ କିସ୍ କଲେ ଯିବେ ଜେଲ୍
ମୁମ୍ବାଇ,୧୧।୪: ଜଣେ ନାବାଳିକାଙ୍କୁ ଆଖି ମାରିବା ଓ ଫ୍ଲାଇଂ କିସ୍ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏହି ଅଭିଯୋଗରେ ମୁମ୍ବାଇର ଜଣେ ୨୦ ବର୍ଷୀୟ ଯୁବକଙ୍କୁ ବର୍ଷକ ପାଇଁ ଜେଲ ଦଣ୍ଡାଦେଶ ହୋଇଥିବା ବେଳେ ୧୫ ହଜାର ଟଙ୍କା ଜରିମାନା…
ଝାରପଡ଼ା ଜେଲରେ ନିର୍ଯାତନା ଅଭିଯୋଗ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ଝାରପଡ଼ା ଜେଲରେ କଏଦୀଙ୍କୁ ଦିଆଯାଉଛି ଅକଥନୀୟ ନିର୍ଯାତନା। ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ ସହ ଓ୍ବାର୍ଡରମାନେ ସଂଘବଦ୍ଧ ଭାବେ ମାଡ଼ ମାରୁଛନ୍ତି। ଏନେଇ ଜେଲରେ ଥିବା ଜଣେ ବିଚାରାଧୀନ କଏଦୀ ରାକେଶ ବେହେରା ଛାତ୍ରନେତା ମହେଶ ପ୍ରସାଦଙ୍କ ଜରିଆରେ ହାଇକୋର୍ଟ ମୁଖ୍ୟ…
ଫେରାର ପରେ ତତ୍ପର
କଟକ ଅଫିସ, ୧୧।୪: ଗ୍ୟାଙ୍ଗଷ୍ଟର ଶେଖ୍ ହାଇଦର ଚିକିତ୍ସାଧୀନ ଅବସ୍ଥାରେ ଏସ୍ସିବିରୁ ଶନିବାର ଅପରାହ୍ନରେ ଫେରାର ହୋଇଯିବା ଘଟଣା କମିଶନରେଟ ପୋଲିସର ଏବେ ମୁଣ୍ଡ ବିନ୍ଧାର କାରଣ ସାଜିଛି। ତାଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ନାକାବନ୍ଦୀ କରି ଯାଞ୍ଚ…
ବଦଳୁନି ଆପରାଧିକ ମନୋଭାବ
ଅନୁଗୋଳ ଅଫିସ, ୧୧ା୪: ଅପରାଧରେ ଜଡ଼ିତ ଅଭିଯୋଗରେ ଜେଲ ପଠାଯାଉଛି। ମାସ ମାସ ଧରି କାରାଗାରାରେ ରଖାଯାଇ ଦଣ୍ଡିତ କରାଯାଉଛି। ଆପରାଧିକ କାର୍ଯ୍ୟ ଛାଡ଼ି ସାଧାରଣ ଜୀବନକୁ ଫେରିବା ପାଇଁ ଜେଲ୍ ସଂସ୍କାର ପ୍ରକ୍ରିୟାରେ ବହୁ ନୀତିଶିକ୍ଷା ଦିଆଯାଉଛି। ହେଲେ କେତେଜଣ ଅଭ୍ୟାସଗତ…
ପୋଲିସ ହେପାଜତରୁ ଖସିଗଲେ ଗ୍ୟାଙ୍ଗଷ୍ଟର ହାଇଦର
କଟକ ଅଫିସ,୧୦।୪: କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର କଟକ ବଡ଼ ଡାକ୍ତରଖାନାର ସର୍ଜରୀ ଓ୍ବାର୍ଡରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି। ସେ ଚିକିତ୍ସା ପାଇଁ ଏସ୍ସିବିରେ ଭର୍ତ୍ତି ହୋଇଥିବା ବେଳେ ପୋଲିସକୁ ଚକମା ଦେଖାଇ ଖସିଯାଇଛନ୍ତି। ସୂଚନାଯୋଗ୍ୟ, ୨୦୦୯ରେ ହାଇଦର ଗ୍ୟାଙ୍ଗଷ୍ଟର ସୁଲେମାନକୁ…
ଦେଢ଼ କୋଟି ଟଙ୍କାର ଗଞ୍ଜେଇ ଜବତ
ଚିତ୍ରକୋଣ୍ଡା,୮।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ବଡ଼ପଦର ପଞ୍ଚାୟତ ପଳାସପଦର ଗ୍ରାମ ନିକଟରୁ ୧୭ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ଦେଢ଼ ଗୋଟି ଟଙ୍କା। ଏ ନେଇ ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକ ସୂଚନା…
୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଭୁବନେଶ୍ୱରର ଘାଟିକିଆ ଅଞ୍ଚଳରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରେ…
ବିଦେଶରେ ଚାକିରି ନାଁରେ ଠକେଇ; ଭୁବନେଶ୍ୱରରୁ ଅଭିଯୁକ୍ତଙ୍କୁ ଉଠାଇ ନେଲା ବ୍ରହ୍ମପୁର ପୋଲିସ
ବ୍ରହ୍ମପୁର ଅଫିସ,୪ା୪: ବିଦେଶରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ନେଇ ବ୍ରହ୍ମପୁରର ଜଣେ ଯୁବକ ଅଭିଯୋଗ କରିଥିଲେ। ଏଭଳି ଏକ ଅଭିଯୋଗର ତଦନ୍ତ କରି ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ଭୁବନେଶ୍ୱର ନୟାପଲ୍ଲୀରୁ ଏହି ଠକ ର଼୍ୟାକେଟ୍ ମୁଖ୍ୟ ସଞ୍ଜୟ…
ଦିଅରଙ୍କ ହାତରେ ଭାଉଜଙ୍କ ଜୀବନ ଗଲା
କଟକ ଅଫିସ,୨।୪: କଟକ ସହର ଶିଖରପୁର ଉପର ସାହିରେ ଜମିବାଡିକୁ କେନ୍ଦ୍ରକରି ଶୁକ୍ରବାର ସକାଳେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଦିଅରଙ୍କ ଆକ୍ରମଣରେ ବିଧବା ଭାଉଜଙ୍କର ମୃତ୍ୟୁ ଘଟିଛି। ମୃତ ଭାଉଜ ହେଲେ କାମାକ୍ଷୀ ସ୍ବାଇଁ (୪୫)। କାମାକ୍ଷୀଙ୍କ ଶରୀରର ବିଭିନ୍ନ…
ସାଇବର ଠକେଇ ରୋକିବାରେ ପୋଲିସ ବିଫଳ: ୨ମାସରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ
ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ସାଇବର ଠକେଇ ରୋକିବାରେ ରାଜ୍ୟ ପୋଲିସ ବିଫଳ ହୋଇଛି। କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉ ନ ଥିବାରୁ ସାଇବର ଠକମାନେ ସକ୍ରିୟ ହୋଇଉଠିଛନ୍ତି। ତଦନ୍ତରେ ବୈଷୟିକ ଜ୍ଞାନକୌଶଳର ଅଭାବ ଓ ଲୋକଙ୍କ ଅସଚେତନତାର ଫାଇଦା ଉଠାଉଛନ୍ତି ସେମାନେ। ୨…
ଚୋରି କରିବାକୁ ଆସିଥିଲା ଚୋର, ବ୍ୟାଗ୍ ଭର୍ତ୍ତି ଟଙ୍କା ଦେଖି ହେଲା ହାର୍ଟ ଆଟାକ୍, ଆଉ ତା’ ପରେ…
ଲକ୍ଷ୍ନୌ,୧।୪: ଉତ୍ତରପ୍ରଦେଶର ବିଜନୋରରେ ଚୋରି କରିବାକୁ ଆସିଥିବା ଜଣେ ଚୋର ବ୍ୟାଗ୍ରେ ୭ ଲକ୍ଷ ଟଙ୍କା ଦେଖି ଖୁସିରେ ଆତ୍ମବିଭୋର ହୋଇଯାଇଥିଲେ। ସେ ଏତେ ଖୁସି ହୋଇଯାଇଥିଲେ ଯେ, ତାଙ୍କୁ ହାର୍ଟ ଆଟାକ୍ ହୋଇଥିଲା। ଫଳରେ ସେ ଡାକ୍ତରଖାନା ଯାଇଥିଲେ। ଏହି…
ପୁରୀ ମାଉସୀ ମା’ ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ
ପୁରୀ ଅଫିସ,୧।୪: ପୁରୀ ମାଉସୀ ମା’ ମନ୍ଦିରରୁ ଲୁଟ୍ ଅଭିଯୋଗ ହୋଇଛି। ମୁଖ୍ୟ ପ୍ରବେଶ ଦ୍ୱାର ଲୁହା ଗେଟ୍ରେ ପଡ଼ିଥିବା ତାଲା ଭାଙ୍ଗି ଭିତରେ ପଶିବା ପରେ ଏହା ଭିତରେ ଥିବା ଆଉ ୩ଟି ତାଲା କାଟି ମୁଖ୍ୟ ମନ୍ଦିରରେ ପ୍ରବେଶ…
Archives


