ଅପରାଧ

ବଚ୍ଚନସୁଧା ହତ୍ୟା ଘଟଣାର ଅନ୍ତରାଳେ…

ଭୁବନେଶ୍ୱର,୧୯।୩(ବ୍ୟୁରୋ): ସୁରକ୍ଷା ଦେବା ପାଇଁ ସୁରକ୍ଷାକର୍ମୀଙ୍କୁ ଘରେ ନିୟୋଜିତ କରାଯାଇଥିଲା। ହେଲେ ସେ ସୁନାଗହଣା ଲୁଟ୍‌ କରିବାକୁ ମାଲିକାଣୀଙ୍କୁ ହତ୍ୟା କରିବାକୁ ପଛାଇ ନ ଥିଲେ। ଅତି ନିର୍ମମ ଭାବେ ଛୁରି ଭୁସି ହତ୍ୟା କରିଥିଲେ। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ବଚ୍ଚନସୁଧା…

ଯୁବକଙ୍କୁ ଗୁଳିମାଡ଼; ୩ ଗିରଫ, ବନ୍ଧୁକ ଜବତ

ବ୍ରହ୍ମପୁର ଅଫିସ, ୧୭।୩: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡ଼ସିଂ ଧୋବା ସାହିରେ ମଙ୍ଗଳବାର ମଧ୍ୟରାତିରେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ପୋଲିସ ଏହି ଘଟଣାରେ ବୁଧବାର ମାଷ୍ଟରମାଇଣ୍ଡ ସମେତ ୩ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଖୋଡାସିଂ…

ଅଷ୍ଟପ୍ରହରୀ ଚାନ୍ଦାକୁ ନେଇ ଯୁବକଙ୍କୁ ହତ୍ୟା

ରସୁଲପୁର,୧୫।୩(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାହାଦଳାପୁର୍‌ ପଞ୍ଚାୟତ ସରିଫାବଦ ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଥିବା କୁଆଖିଆ ଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ମହେଶ୍ବର ଦଳାଇଙ୍କ ପୁଅ ଟିଟୁଆ(୨୫)ଙ୍କୁ କେହି ହତ୍ୟା କରିଥିବା ତାଙ୍କ ମା କୁଆଖିଆ ଥାନାରେ ଜଣାଇଛନ୍ତି। ଶନିବାର…

୧୩ ବର୍ଷ ପରେ ସଙ୍ଗୀତକାର ସୁମନ୍ତ ମହାନ୍ତିଙ୍କ ହତ୍ୟାକାଣ୍ଡର ୫ମ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ୨୦୦୮ରେ ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତିଙ୍କୁ ହତ୍ୟା କରାଯାଇଥିଲା। ତେବେ ଦୀର୍ଘ ୧୩ ବର୍ଷ ପରେ ଏହି ଘଟଣାରେ ସମ୍ପୃକ୍ତ ବିକ୍ରମ ଆଦିତ୍ୟ ଜେନାଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଛି ବୋଲି ଏକ ଖବରଦାତା ସମ୍ମିଳନୀରେ ପୋଲିସ କମିଶନର…

ଦୀର୍ଘ ୧୮ ବର୍ଷ ପରେ ହତ୍ୟାକାଣ୍ଡର ଅଭିଯୁକ୍ତ ଗିରଫ

ପୁରୁଷୋତ୍ତମପୁର,୧୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ଏକ ହତ୍ୟାକାଣ୍ଡର ଫେରାର ଅଭିଯୁକ୍ତଙ୍କୁ ଦୀର୍ଘ ୧୮ ବର୍ଷ ପରେ ରବିବାର ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ଗିରଫ କରିବାରେ ସକ୍ଷମ ହୋଇଛି। ଅଭିଯୁକ୍ତ ଜଣକ ହେଲେ ସାଗୁଣାପଲ୍ଲୀ ଗ୍ରାମର ଛଇଳ ନାହାକ ଓରଫ ଦାସ।…

ଫାଣ୍ଡି ପରିସର କାର୍‌ ଭିତରୁ ମହିଳାଙ୍କ କଙ୍କାଳ ମିଳିବା ଘଟଣା: ତଦନ୍ତ କରିବେ ମହିଳା ଥାନା ଇନ୍ସପେକ୍ଟର

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍‌ ଭିତରେ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା। ପୋଲିସ ସେତେବେଳେ ଏହି ଘଟଣାର ତଦନ୍ତ କରିଥିଲେ ମଧ୍ୟ ପରବର୍ତ୍ତୀ ସମୟରେ…

ଡକାୟତି ଅଭିଯୁକ୍ତ ୩୭ ବର୍ଷ ପରେ ଗିରଫ

ପାଟକୁରା,୧୪ା୩(ଡି.ଏନ.ଏ.): କମିଶନରେଟ୍‌ ପୋଲିସ ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ଘଟଣାର ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଗିରଫ କରିଥିଲା। ଏହି ଚର୍ଚ୍ଚା ସରି ନ ଥିବା ବେଳେ କେନ୍ଦ୍ରାପଡା ଜିଲା ପାଟକୁରା ଥାନା ପୋଲିସ ଜଣେ ଡକାୟତଙ୍କୁ…

ଶିକ୍ଷକଙ୍କ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ବ୍ରହ୍ମପୁର ଅଫିସ,୧୩।୩: ଶୁକ୍ରବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ରଘୁନାଥ ମନ୍ଦିର ସାହିରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସାସମଲଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି। ଘର ବାଡ଼ିପଟ ୩ଟି କବାଟ ଓ ଗ୍ରୀଲ ତାଡ଼ି ଦୁର୍ବୃତ୍ତମାନେ…

ବାଇକ୍‌ ଡିକିରୁ ୧ ଲକ୍ଷ ଲୁଟ୍‌, ମିଳିଛି ସିସିଟିଭି ଫୁଟେଜ୍‌; ମିଳୁନି ସୁରାକ

ବ୍ରହ୍ମପୁର ଅଫିସ,୧୩।୩: ଜଣେ ଲୋକଙ୍କ ବାଇକ୍‌ ଡିକିରୁ ଗତ ୬ ତାରିଖ ସ୍ପଷ୍ଟ ଦିବାଲୋକରେ ୧ ଲକ୍ଷରୁ ଅଧିକ ଟଙ୍କା ଲୁଟ୍‌ ହୋଇଥିଲା। ପୋଲିସ ଘଟଣାସ୍ଥଳରୁ ସିସିଟିଭି ଫୁଟେଜ୍‌ ସଂଗ୍ରହ କରିଛି। ସେଥିରେ ଘଟଣା ବେଳର ଦୃଶ୍ୟ ରେକର୍ଡ ହୋଇଛି। ହେଲେ…

ଶାଶୁ ଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ସୋରଡ଼ା, ୧୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅସୁରବନ୍ଧ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମରେ ଶୁକ୍ରବାର ରାତିରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର କୌଶଲ୍ୟା ଗଉଡ଼। ତେବେ କୌଶଲ୍ୟାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପ୍ରକାଶ ଯେ,…

କୋରାପୁଟରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ,୧୨।୩,(ସ୍ବ.ପ୍ର): କୋରାପୁଟ ଜିଲା ପୋଲିସକୁ ଶୁକ୍ରବାର ବଡ ସଫଳତା ମିଳିଛି। ଜିଲାର ପୃଥକ ପୃଥକ ଦୁଇଟି ସ୍ଥାନରୁ ପୋଲିସ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ କରିଛି । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୧ କୋଟି ୯ ଲକ୍ଷ ଟଙ୍କା…

୬୦ ବସ୍ତା କାଠ ଅଙ୍ଗାର ଜବତ, ୨ ଗିରଫ

କେନ୍ଦୁଝର,୧୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ବନବିଭାଗ ଗୁରୁବାର ଅଟେଇ ସରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ହେଉଥିବା ଏକ କାଠ ଅଙ୍ଗାର (କୋଇଲା) ବୋଝେଇ ପିକଅପ୍‌ ଭ୍ୟାନ୍‌କୁ ଜବତ କରିଛି। ଏହି ଘଟଣାରେ ବନ ବିଭାଗ ୨ ଜଣଙ୍କୁ ଗିରଫ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri