ଅପରାଧ

ମିଳିଲା ଲୁଟ୍‌ ସୁନାଗହଣା: ଦୁଇ କୋର୍ଟ ଚାଲାଣ

ଆନନ୍ଦପୁର,୧ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ନାରଙ୍ଗପୁର ଛକଠାରୁ କିଛି ଦୂରରୁ ଜଣେ ମହିଳାଙ୍କ ବେକରୁ ସୁନାଚେନ୍‌ ଓ ଟଙ୍କା ଲୁଟ୍‌ ଘଟଣାରେ ଘସିପୁରା ପୋଲିସ ଦୁଇ ଜଣଙ୍କୁ କୋର୍ଟଚାଲାଣ କରିଛି। ନାରଙ୍ଗପୁର ଛକରେ ଲାଗିଥିବା ସିସିଟିଭି ଫୁଟେଜ୍‌କୁ ଆଧାର କରି…

ଗୋଟିଏ ରାତିରେ ୭ ଦୋକାନରୁ ଚୋରି

ଢେଙ୍କାନାଳ ଅଫିସ,୩୦ା୫: ଢେଙ୍କାନାଳ ସହର କଲେଜ ବାଇପାସ ଛକରୁ ରବିବାର ବିଳମ୍ବିତ ରାତିରେ ୭ଟି ଦୋକାନରୁ ଦୁର୍ବୃତ୍ତମାନେ ସଟର ଭାଙ୍ଗି ଚୋରି କରିନେଇଛନ୍ତି। ମିଠା ଦୋକାନରୁ ମିଠା, ନଗଦ ୫୦୦୦ ଟଙ୍କା, ଫଳ ଦୋକାନରୁ କଦଳୀ କାନ୍ଧି ସହ ବିଭିନ୍ନ ପ୍ରକାର…

ସହକାରୀ ପ୍ରଫେସରଙ୍କୁ ବଳାତ୍କାର ଅଭିଯୋଗ, ବ୍ଲାକ୍‌ମେଲିଂ କରି ଅଭିଯୁକ୍ତ ନେଇସାରିଲେଣି ୨ ଲକ୍ଷ ଟଙ୍କା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ୨୪ ବର୍ଷୀୟା ସହକାରୀ ପ୍ରଫେସରଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଅଭିଯୁକ୍ତ ଜଣକ ତାଙ୍କୁ ବ୍ଲାକମେଲିଂ କରି ୨ ଲକ୍ଷ ଟଙ୍କା ନେଇସାରିଲେଣି। ଛତିଶଗଡ଼ର ରାୟପୁର ଡିଆଇଜିଙ୍କ ଚିଠି ପରେ ଖଣ୍ଡଗିରି ଥାନାରେ ମାମଲା…

ଗଞ୍ଜେଇ ଚୋରାଚାଲାଣ: ୧୦ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ କାଉନସିଲର ପ୍ରାର୍ଥୀ

ଭବାନୀପାଟଣା,୨୮ା୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏସ୍‌ପି ଅଭିଳାଶଜୀଙ୍କ ନେତୃତ୍ୱରେ ଜୟପାଟଣା ଥାନାଧିକାରୀ ବାସୁଦେବ ଛତ୍ରିଆଙ୍କ ସହ ଏକ ଟିମ୍‌ ଗଠନ କରି ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ପୋଲିସ। ଏଥିରେ ୧୦ ଜଣ…

ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ: ଗିରଫ ହେଲେ କନଷ୍ଟେବଳ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରକ୍ଷକ ହୋଇ ଭକ୍ଷକ ସାଜିଛନ୍ତି କମିଶନରେଟ ପୋଲିସର ଜଣେ କନଷ୍ଟେବଳ। ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ରଜନୀକାନ୍ତ ଗମାଙ୍ଗ ନାମକ କନଷ୍ଟେବଳ ଗିରଫ ହୋଇଛନ୍ତି। ଜନୈକା ନାବାଳିକାକୁ ୪ ବର୍ଷ ଧରି ସେ ଯୌନ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗ…

ଲାଞ୍ଚ ନେଇ ଧରାପଡ଼ିଲେ ଜଳଛାୟା ପ୍ରକଳ୍ପ ସହାୟକ

ବାଲିଗୁଡ଼ା,୨୫ା୫(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ର ନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡ଼ି ବସିଛି ଭିଜିଲାନ୍ସ। ୪ଟି ପୋଖରୀ ଖୋଳା କାମ…

ଅଶାନ୍ତ ରାଜଧାନୀ: ପୋଲିସ ଆଗରେ ହଣାକଟା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଦିନକୁ ଦିନ ଅଶାନ୍ତ ହୋଇପଡୁଛି ରାଜଧାନୀ ଭୁବନେଶ୍ୱର। ବୁଧବାର ଜମିଜମାକୁ କେନ୍ଦ୍ର କରି ଜନଗହଳି ପୂର୍ଣ୍ଣ ରାସ୍ତା ଏପରିକି ପୋଲିସ ସମ୍ମୁଖରେ ବଡ଼ ଭାଇଙ୍କୁ ହାଣିଛନ୍ତି ସାନ ଭାଇ। ଏପରି ଘଟଣା ଘଟିଛି ପୁରୁଣା ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଧୀନ…

ଅନୁଭବଙ୍କ ନାଁରେ ଆଉ ଏକ ଏତଲା ଦେଲେ ବର୍ଷା

କଟକ ଅଫିସ,୨୫ା୫: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କଟକ ସାଇବର ଥାନାର ଆଉ ଏକ ଏତଲା ଦେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଭାବମୂର୍ତ୍ତିକୁ ଅନୁଭବ କଳଙ୍କିତ ଉଦ୍ୟମ କରୁଥିବା…

ପୁରୀରେ ଗୁଳିକାଣ୍ଡ; ବାଇକ୍‌ରେ ଯାଉଥିବା ବେଳେ ଟଳି ପଡ଼ିଲେ ବ୍ୟବସାୟୀ

ପୁରୀ ଅଫିସ,୨୪।୫ : ପୁଣି ଅଶାନ୍ତ ପୁରୀ ସହର। ପୁରୀ ଏମାର ମଠ ନିକଟ କାକୁଡ଼ିଖାଇ ଛକରେ ଫୁଟିଲା ଗୁଳି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ଦୁଇ ଜଣ ଦୁର୍ବୃତ୍ତ ଜଣେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମୃତକ ହେଲେ…

ଗଞ୍ଜାମ ଏସ୍‌ପି ଅଫିସ ଆଗରେ ଆତ୍ମାହୁତି ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଗଞ୍ଜାମ,୨୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ବୋରିଗାଁ ଅଞ୍ଚଳର ବାଦଲ ସାହୁ ନାମକ ଜଣେ ଯୁବକ ଛତ୍ରପୁରସ୍ଥିତ ଏସ୍‌ପି ଅଫିସ ଆଗରେ ଗତ ୧୪ରେ ଆତ୍ମାହୁତି ଉଦ୍ୟମ କରିଥିଲେ । ଉକ୍ତ ଘଟଣାରେ ରମ୍ଭା ଥାନା ପୋଲିସ ସେହି ଗ୍ରାମର ୩…

ସିସିଟିଭିରେ ହତ୍ୟାର ଦୃଶ୍ୟ

ବଲାଙ୍ଗୀର ଅଫିସ,୨୩।୫: ବଲାଙ୍ଗୀର ଆର୍‌ଟିଓ ଅଫିସ ଛକରେ ଶନିବାର ପୂର୍ବାହ୍ନରେ ସିରିଜ୍‌ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା ଓ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଥିଲେ। ଏହି ସିରିଜ୍‌ ଦୁର୍ଘଟଣା ସମୟର ସିସିଟିଭି ଫୁଟେଜ୍‌ ରବିବାର…

ଲାଞ୍ଚ ନେଇ ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ

ପାଟଣାଗଡ଼,୨୨ା୫(ଡି.ଏନ୍‌.ଏ.): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ରେଞ୍ଜ ଲରମ୍ଭା ସେକ୍ସନର ଜଙ୍ଗଲ ବିଭାଗ ଫରେଷ୍ଟର ଭାଗବତ ଦାସ ଓ ଫରେଷ୍ଟ ଗାର୍ଡ ଗୋପାଳ ଗଡ଼ତ୍ୟାକୁ ବଲାଙ୍ଗୀର ଡିଏଫ୍‌ଓ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସୂଚନାରୁ ପ୍ରକାଶ ଯେ, ଲରମ୍ଭା ଫରେଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?