ଅପରାଧ

ଚକରା ଗ୍ୟାଙ୍ଗର ୨ ଲୁଟେରାଙ୍କ ସମେତ ୫ ଗିରଫ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ଲୁଟପାଟ୍‌ କରି ଏହାକୁ ବିକ୍ରି କରୁଥିବା ଗ୍ୟାଙ୍ଗକୁ ତମୋଣ୍ଡା ଥାନା ପୋଲିସ ଗିରଫ କରିଛି । ଏଥିରେ ୨ ଲୁଟେରା ଓ ୩ ଜଣ ରିସିଭର ଅଛନ୍ତି । ଲୁଟେରା ଦ୍ୱୟ ହେଲେ ଲିଙ୍ଗରାଜ…

ସ୍ବାମୀଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଲେ ସ୍ତ୍ରୀ

କପ୍ତିପଦା,୧୯ା୫(ଡି.ଏନ୍‌.ଏ.): ପାରିବାରିକ କଳହରୁ ସ୍ବାମୀଙ୍କୁ କାଠଫାଳିଆରେ ପିଟିପିଟି ମାରି ଦେଇଛନ୍ତି ସ୍ତ୍ରୀ। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଶରତ ଥାନା ଅନ୍ତର୍ଗତ ସିରିଆପାଳ ଗାଁରେ। ମୃତକ ଜଣକ ହେଲେ ଲାଦୁରା ସିଂ। ତେବେ ଘଟଣା ପରେ ସ୍ତ୍ରୀ…

ଶିଖରଚଣ୍ଡୀ ପାହାଡ଼ ତଳୁ ମିଳିଲା ଯୁବକଙ୍କ ଅଦ୍ଧଦଗ୍ଧ ମୃତଦେହ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ରାଜଧାନୀସ୍ଥିତ ଇନଫୋସିସ୍‌ ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ତଳୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ମୃତକ ଜଣକ ନନ୍ଦନକାନନ ଥାନା ବାଲିପଡ଼ା ଗାଁର ଲଲାଟେନ୍ଦୁ ପ୍ରଧାନଙ୍କ ପୁଅ ଅବିନାଶ ପ୍ରଧାନ(୨୨) ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ବୁଧବାର ରାତିରେ…

ଲୁହା ସାମଗ୍ରୀ ଚୋରି କରି ୨ ଗିରଫ

ବଡ଼ବିଲ,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନ ରୋଡ୍‌ସ୍ଥିତ ଇଣ୍ଡଷ୍ଟ୍ରିଆଲ ଏରିଆର ଏକ ଓ୍ବାର୍କଶପ୍‌ରୁ ବିଭିନ୍ନ ଲୁହା ସାମଗ୍ରୀ ଚୋରି ଅଭିଯୋଗରେ ପୋଲିସ ବୁଧବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବିଲ…

ସ୍ତ୍ରୀଙ୍କୁ ଭାଉଜ, ଝିଅକୁ ଝିଆରୀ କହୁଥିଲେ ପ୍ରେମିକ: ଧାରଣା ଦେଲେ ଗର୍ଭବତୀ ପ୍ରେମିକା

ପାପଡ଼ାହାଣ୍ଡି,୧୮ା୫(ଡି.ଏନ୍‌.ଏ.): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ୭ ବର୍ଷ ହେଲା ପ୍ରେମିକାଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ। ଏବେ ପ୍ରେମିକା ୭ ମାସର ଗର୍ଭବତୀ ହେବା ପରେ ହାତ ଛାଡ଼ି ଦେଇଛନ୍ତି ପ୍ରେମିକ ଜଣକ। ସେପଟେ ଗର୍ଭବତୀ ଯୁବତୀଙ୍କୁ ଘରେ ପୂରାଉ…

ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କଲେ ଦୁଇ ନାବାଳକ

କେନ୍ଦୁଝର,୧୬ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅଞ୍ଚଳରେ ରବିବାର ରାତିରେ ଜଣେ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ଦୁଇ ନାବାଳକ ଭାଇ। ତେବେ ପୋଲିସ ଏହି ଦୁଇ ନାବାଳକ ଭାଇଙ୍କୁ ଅଟକ ରଖିଥିବା ବେଳେ ସଠିକ୍‌ କାରଣ ଜଣା ପଡ଼ି…

ବଡ଼ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନଭାଇ

କେସିଙ୍ଗା,୧୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧିନସ୍ଥ କର୍ଲାପଡ଼ା ଫାଣ୍ଡି ଅନ୍ତର୍ଗତ ପଣ୍ଡି ଗାଁରେ ରବିବାର ଅଭାବନୀୟ କାଣ୍ଡ ଘଟିଛି। ପ୍ରକାଶ ଯେ, ରବିବାର ସକାଳୁ ପଣ୍ଡି ଗାଁର ବଡ଼ ବାପାଙ୍କ ପୁଅ ଘାସିରାମ ଟାକରିଆ ଓ ମାରାଦେଭ ଟାକରିଆଙ୍କ…

ଧରାପଡ଼ିଲେ ୫ ଡକାୟତ: ସୁନାଗହଣା ସହ ବାଇକ, ମୋବାଇଲ ଜବତ

ଫୁଲବାଣୀ ଅଫିସ,୧୫ା କନ୍ଧମାଳ ଜିଲା ଟିକାବାଲି ଥାନା ପୋଲିସ ଏକ ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୦ ଗ୍ରାମ ସୁନା ଗହଣା, ଦୁଇଟି ବାଇକ୍‌ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବ୍ରାହ୍ମଣୀଗାଁର ଉଦ୍ଧବ ମଲ୍ଲିକ, ଆଦମ…

କଳମ୍ବ ଗାଁ ଅଶାନ୍ତ: ନାମଯଜ୍ଞ ସରିଲା, ମୁଣ୍ଡ ଗଡ଼ିଲା

ପୋଲସରା,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧିନ କଳମ୍ବ ଗ୍ରାମରେ ଶନିବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ବିକାଶ ସାହୁ ଓରଫ କାଉ(୨୮)। ସୂଚନାନୁଯାୟୀ, କଳମ୍ବ ଗ୍ରାମରେ ଚଳିତ…

କ୍ଷୀରମଣି ସେଠ୍‌ ହତ୍ୟା ମାମଲା: ୩ ଗିରଫ

କର୍ଲାମୁଣ୍ଡା,୧୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅଧିନସ୍ଥ ଗଜବାହାଲ ଗ୍ରାମର ଜଣେ ବିବାହିତ ଯୁବକ କ୍ଷୀରମଣି ସେଠ୍‌ (୩୮)ଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଏ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସ ଅଧିକାରୀ। କଥାଟି ଅଡୁଆ ଲାଗିଲେ ବି ସତ। ସମ୍ବଲପୁର ଡିଭିଜନର ଇନ୍ସପେକ୍ଟର ମାନସୀ ଜେନା ଏକ ମାମଲା ବନ୍ଦ ଲାଗି ୧୦ ଲକ୍ଷ ଟଙ୍କା ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ…

ରାତିଅଧିଆ ଢାବା-ହୋଟେଲରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ବିଦେଶୀ ମଦ ଜବତ

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଜିଲା ପୋଲିସ ଏବଂ ପ୍ରଶାସନ ତରଫରୁ ଗୁରୁବାର ରାତିରେ ଜିଲାର ବିଭିନ୍ନ ଢାବା ଓ ହୋଟେଲରେ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କା ମୂଲ୍ୟର ବିଦେଶୀ ମଦ ଜବତ କରାଯାଇଛି। ଏଥିମଧ୍ୟରେ ବିଅର, ହ୍ୟୁସ୍କି, ନିବ୍‌ ଆଦି ବ୍ରାଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?