ବହୁ ଚର୍ଚ୍ଚିତ ଗଣବଳାତ୍କାର ମାମଲା: ଦୀର୍ଘ ୨୨ ବର୍ଷ ପରେ ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ
କଟକ ଅଫିସ,୨୨।୨: ବହୁଚର୍ଚ୍ଚିତ ଗଣବଳାତ୍କାର ମାମଲାରେ ଆଜି ଧରା ପଡ଼ିଛନ୍ତି ମୁଖ୍ୟ ଅଭିଯୁକ୍ତ। ଦୀର୍ଘ ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଧରିବାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଥିଲେ…
ଡକାୟତି ଯୋଜନା ବେଳେ ୪ ଧରାପଡ଼ିଲେ
ଖୋର୍ଦ୍ଧା ଅଫିସ,୨୨।୨: ଦୁଇଦିନ ତଳେ ଖୋର୍ଦ୍ଧା ସବ୍ଜେଲରୁ ଜାମିନରେ ଆସି ୪ ଅଭିଯୁକ୍ତ ଧଉଳିମୁହଁ ରେଲୱେ କ୍ରସିଂ ନିକଟରେ ଡକାୟତି ଯୋଜନା କରୁଥିବା ବେଳେ ପୋଲିସ ହାତରେ ଧରାପଡ଼ିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଦେଉଳିଟାଙ୍ଗୀର ସୁନୀଲ…
ହୋଟେଲରୁ ୧୭୪ ଗ୍ରାମ୍ ବ୍ରାଉନସୁଗାର ଜବତ: ୨ ଗିରଫ
ଆଠଗଡ଼,୨୨।୨(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ଅଧୀନ ରାଧାପତିପୁରସ୍ଥିତ ପାରିଜାତ ହୋଟେଲରୁ ରବିବାର ୧୭୪ ଗ୍ରାମ୍ ବ୍ରାଉନ୍ସୁଗାର ଜବତ ହୋଇଛି। ଏସ୍ଟିଏଫ୍ (ସ୍ବତନ୍ତ୍ର ଟାସ୍କ ଫୋର୍ସ)ଟିମ୍ ପକ୍ଷରୁ ଚଢ଼ାଉ କରି ହୋଟେଲ ମାଲିକଙ୍କ ସମେତ ୨ ଜଣଙ୍କୁ ଗିରଫ କରାଯାଇଛି। କୋଭିଡ୍…
ପ୍ରେମିକାଙ୍କ ସହ କୁକୁରକୁ ହତ୍ୟା କଲେ ଡାକ୍ତର, କ୍ଲିନିକ୍ ପରିସରରେ ଗାତ କରି ପୋତିଦେଲେ
ଭୋପାଳ,୨୧।୨: ମଧ୍ୟପ୍ରଦେଶରେ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ଜଣେ ଡାକ୍ତର ଅବୈଧ ସମ୍ପର୍କକୁ ଲୁଚାଇବା ପାଇଁ ପ୍ରେମିକାଙ୍କୁ ହତ୍ୟା କରି ପୋତି ପକାଇଥିଲେ। ତେବେ ପୋଲିସ ଖୋଳତାଡ଼ କରି ଅଭିଯୁକ୍ତ ଡାକ୍ତରଙ୍କୁ ଗିରଫ କରିଛି। ପୋଲିସ ସୂଚନାନୁଯାୟୀ, ଡାକ୍ତରଙ୍କ ନିକଟରେ…
ଜଲେଶପଟ୍ଟା ଆଶ୍ରମ ସ୍ବାମିଜୀଙ୍କୁ ହତ୍ୟା ଧମକ
ଫୁଲବାଣୀ ଅଫିସ/ତୁମୁଡ଼ିବନ୍ଧ,୨୧।୨(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଜଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ମୁଖ୍ୟ ସ୍ବାମିଜୀଙ୍କୁ ଏକ ଅଜଣା ଫୋନ ନମ୍ବରରୁ ଶନିବାର ହତ୍ୟା ଧମକ ମିଳିଛି। ସ୍ବାମୀ ଜୀବନ ମୁକ୍ତାନନ୍ଦଙ୍କ ମୋବାଇଲ ନଂ.୯୪୩୯୨୨୩୮୪୧କୁ କେହି ଅଜଣା ଦୁର୍ବୃତ୍ତ ଅପରାହ୍ନ ୪ଟାରେ ୯୧୭୮୨୪୬୬୬୩…
ମାଜିଷ୍ଟ୍ରେଟଙ୍କ ଜାଲ୍ ଦସ୍ତଖତରେ ଅଭିଯୁକ୍ତଙ୍କୁ ବେଲ୍: ଏଏସ୍ଆଇ ଗିରଫ
ବୁଗୁଡ଼ା,୨୦।୨(ଡି.ଏନ୍.ଏ.): ମାଜିଷ୍ଟ୍ରେଟଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତଙ୍କୁ ବେଲରେ ଛାଡ଼ିବା ଘଟଣାରେ ବୁଗୁଡ଼ା ଜେଏମ୍ଏଫ୍ସି କୋର୍ଟର ପୋଲିସ ଏଏସ୍ଆଇ ସୂର୍ଯ୍ୟ ନାରାୟଣ ବେହେରାଙ୍କୁ ଗିରଫ କରିଛି । ସୂର୍ଯ୍ୟ ନାରାୟଣଙ୍କ ବିରୋଧରେ ବୁଗୁଡ଼ା କୋର୍ଟର ମାଜିଷ୍ଟ୍ରେଟ ସୋନାଲି ଅପରାଜିତା ଏଫ୍ଆଇଆର ଦେବାପରେ…
ଚୋରି ସୁନା ବିକି ସ୍କୁଟି କିଣିଥିଲେ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳରେ ରହୁଥିବା ନିବେଦିତା ରାୟଙ୍କ ଘରୁ ୧୦ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା ଚୋରି କରି ଗିରଫ ହୋଇଛନ୍ତି ଜଣେ ମହିଳା ଘରୋଇ ସହାୟିକା ଓ ତାଙ୍କ ସହଯୋଗୀ। ସେମାନେ ହେଲେ ଡୁମୁଡୁମା ରଘୁନାଥ…
ଅଟୋରୁ ଯାତ୍ରୀଙ୍କଠାରୁ ବ୍ୟାଗ୍ ଝାମ୍ପି ନେଇଥିଲେ ଲୁଟେରା, ଏବେ ପୋଲିସ ପଞ୍ଝାରେ
କୋରାପୁଟ,୧୭।୨(ସ୍ବ.ପ୍ର.): କୋରାପୁଟ ଟାଉନ ପୋଲିସ ଦ୍ୱାରା ଜଣେ ଲୁଟେରାଙ୍କୁ ଗିରଫ କରାଯାଇଥିବା ବେଳେ ତାଙ୍କ ଠାରୁ କିଛି ସୁନାଗହଣା ଏବଂ ନଗଦ ଟଙ୍କା ଜବତ କରାଯାଇଥିବା ଟାଉନ ଥାନାଧିକାରୀ ଧୀରେନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସୂଚନାରୁ ଜଣାପଡ଼ିଛି ଯେ, ମଙ୍ଗଳବାର ବିଳମ୍ବିତ…
ମଦଭାଟିରେ ଚାଲିଥିଲା ବ୍ରାଉନ୍ସୁଗାର ବେପାର: ମହିଳାଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର,୧୭।୨(ବ୍ୟୁରୋ): ମଞ୍ଚେଶ୍ୱର ପଳାଶୁଣିରେ ଥିବା ମଦଭାଟିରେ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ଏଠାରୁ ୧୮୫ ଗ୍ରାମ ବ୍ରାଉନ୍ସୁଗାର ସହ ୧୧ହଜାର ଟଙ୍କା ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କୁ ମଧ୍ୟ ଗିରଫ କରାଯାଇଛି। ତେବେ ମହିଳାଙ୍କ ଜରିଆରେ…
ଝରାଫୁଲଙ୍କ ମୃତ୍ୟୁ ଉପରୁ ରହସ୍ୟ ହଟୁନି: ଅଭିଯୁକ୍ତ ଶକ୍ତି ଶେଖରଙ୍କ ସୁରାକ ପାଉନି ପୋଲିସ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ରହସ୍ୟଜନକ ମୃତ୍ୟୁ ଦିନକୁ ଦିନ ଆହୁରି ରହସ୍ୟ ଘେରକୁ ଚାଲିଯାଉଛି। ଘଟଣାର ୧୮ ଦିନ ବିତିଯାଇଥିଲେ ମଧ୍ୟ ମୃତ୍ୟୁର ପ୍ରକୃତ କାରଣ ପୋଲିସ ଖୋଜି ପାଉନି କି ସ୍ପଷ୍ଟ କରୁନି। ଏହି…
୧୧ଲକ୍ଷ ଟଙ୍କା ନ ଫେରାଇ ମହିଳାଙ୍କୁ ଅସଦାଚରଣ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉନ୍ସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ପଙ୍ଗୁ କରିଥିବାବେଳେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଛାତ୍ରଙ୍କୁ ମାଡ଼ମାରି ରକ୍ତାକ୍ତ କରିଥିଲେ।…
ଯୁବକଙ୍କ ତଣ୍ଟି କାଟିଲେ ବାଉନ୍ସର
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉଁସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ପଙ୍ଗୁ କରିଥିବାବେଳେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଛାତ୍ରଙ୍କୁ ମାଡ଼ମାରି ରକ୍ତାକ୍ତ କରିଥିଲେ।…
Archives


