ଅପରାଧ

ଜମି ଦେବା ନାଁରେ ୩୩ ଲକ୍ଷ ଠକେଇ, ଜଣେ ଗିରଫ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଭୁବନେଶ୍ୱରରେ ଜମି କିଣି ଦେବାକୁ କହି ୩୩ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ରବିବାର ଖଣ୍ଡଗିରି ଥାନା ପୋଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦ୍ରାପଡ଼ା ଅଞ୍ଚଳର ସଂଗ୍ରାମ ମହ୍ଲ(୪୨)। ସେ କିଛିଦିନ ହେବ…

କନ୍ଧମାଳରୁ ମିଳିଲା ପୁଷ୍ପଲତାଙ୍କ ସ୍କୁଟି

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବହ ଚର୍ଚ୍ଚିତ ପୁଷ୍ପଲତା ରାଉଳ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଗଞ୍ଜାମର ସଞ୍ଜୟ ଓରଫ ଅଙ୍ଗଦ ଦାସ ଓ ଚନ୍ଦୁ ଓରଫ ଶ୍ରୀକାନ୍ତ ଦାସଙ୍କ ୩ଦିନିଆ ରିମାଣ୍ଡ ରବିବାର ସରିଛି। ସୋମବାର ସେମାନଙ୍କୁ କୋର୍ଟରେ ହାଜର କରାଯିବ। ତେବେ…

ପ୍ରେମିକା ପାଇଁ ସ୍ତ୍ରୀଙ୍କୁ ହତ୍ୟା

ନୟାଗଡ ଅଫିସ,୧୫।୨: ନୟାଗଡ଼ ଜିଲା ଶରଣକୁଳ ଥାନା ସସ୍ମିତା ମହାପାତ୍ରଙ୍କୁ ହତ୍ୟା ପାଇଁ ତାଙ୍କ ସ୍ବାମୀ ଅକ୍ଷୟ ମହାପାତ୍ର ଓରଫ ଅଖିଳ (୩୯) ୫ଜଣ ସୁପାରିକିଲରଙ୍କ ସହାୟତା ନେଇଥିବାବେଳେ ପୋଲିସ ହତ୍ୟାର ରହସ୍ୟ ପର୍ଦ୍ଦାଫାଶ କରିଛି। ପ୍ରେମିକାଙ୍କୁ ବିବାହ ଲାଳସାରେ ଅକ୍ଷୟ…

କଟାମୁଣ୍ଡର କାହାଣୀ…

ଭୁବନେଶ୍ୱର,୧୨।୨ (ବ୍ୟୁରୋ): ଫେବୃୟାରୀ ୩ରୁ ୧୧। କମିଶନରେଟ ପୋଲିସ୍‌ ପାଇଁ ଥିଲା ସବୁଠୁ ବଡ଼ ଚ୍ୟାଲେଞ୍ଜ। ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ-ଦାସପୁର ରାସ୍ତା ପାର୍ଶ୍ୱରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣା ପୋଲିସ ଆଖିରୁ ନିଦ ହଜାଇ ଦେଇଥିଲା। ମୁଣ୍ଡ ନ…

ଆଇଏସ୍‌ଆଇ ଲିଙ୍କ୍‌: ଦେଶଦ୍ରୋହ ଅପରାଧରେ ଈଶ୍ୱରଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୧୧।୨- ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଆଇଏସ୍‌ଆଇ ଏଜେଣ୍ଟଙ୍କୁ ପ୍ରଦାନ କରିବା ଅଭିଯୋଗରେ ଗିରଫ ଈଶ୍ୱର ବେହେରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଜିଲା…

ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେବାକୁ ଚାହୁଁଥିଲେ ଲେବାନନ୍‌ର ବିଉଟି କୁଇନ୍‌, ପରେ ଘଟିଲା ଏମିତି…

ବେରୁଟ୍‌,୧୧।୨: ଲେବାନନ୍‌ର ଜଣେ ମଡେଲ ତଥା ବ୍ୟୁଟି କୁଇନ୍‌ ଜେନା କାଞ୍ଜୋଙ୍କ ମୃତ୍ୟୁ ଘଟିଛି। ଜେନାଙ୍କ ସ୍ବାମୀ ଇବ୍ରାହିମଙ୍କ ଉପରେ ହତ୍ୟା ଅଭିଯୋଗ କରାଯାଇଛି। ସେ ତାଙ୍କ ସ୍ତ୍ରୀଙ୍କ ଗଳାକାଟି ହତ୍ୟା କରିଛନ୍ତି। ଜେନା ଏହା ପୂର୍ବରୁ ତାଙ୍କ ସ୍ବାମୀଙ୍କଠାରୁ ଘରୋଇ…

ଭୁଜାଲି ଚୋଟରେ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ଭୁବନେଶ୍ୱର,୧୧।୨(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଝରଣାସାହି ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ସୂଚନାଯୋଗ୍ୟ, ଝାଡ଼ଖଣ୍ଡ ଅଞ୍ଚଳର ଛୋଟୁଲାଲ ବେଶ୍ରା,…

ମିଳିଲା ମହିଳାଙ୍କ କଟାମୁଣ୍ଡ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ କମିଶନରେଟ ପୋଲିସ୍‌କୁ ବଡ଼ ସଫଳତା ମିଳିଛି। ପ୍ରଥମେ ମହିଳାଙ୍କ ପରିଚୟ ମିଳିବା ପରେ ଏବେ କଟା ମୁଣ୍ଡ ମିଳିଛି। ଏଥିସହ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ…

୨ ମହିଳାଙ୍କ ସୁନାଚେନ ଝାମ୍ପିନେଲେ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜଧାନୀରେ ପୁଣି ଲୁଟେରା ମାତିଲେଣି। ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଜେଲ ଗେଟ୍‌ ସମ୍ମୁଖ ରୋଡରେ ପ୍ରାତଃଭ୍ରମଣ ବେଳେ ମନୋରମା ସାହୁ ନାମ୍ନୀ ମହିଳାଙ୍କ ବେକରେ କଟୁରୀ ଲଗାଇ ୩ଜଣ ଦୁର୍ବୃତ୍ତ ସୁନାଚେନ ଝାମ୍ପି ନେଇଛନ୍ତି। ସେହିପରି ଏୟାରଫିଲ୍ଡ…

ବାର୍‌ରେ ମଦ ପିଇବା ସମୟରେ ହେଲା ଝଗଡ଼ା, ରାଗରେ ଜଣଙ୍କ ଗୁପ୍ତାଙ୍ଗ କାମୁଡ଼ିଦେଲେ ଅନ୍ୟ ଜଣେ

ଥିରୁଭାନନ୍ତପୁରମ୍‌,୮।୨: କେରଳର ଏକ ବାର୍‌ରେ ଅଜବ ଘଟଣା ଘଟିଛି। ଜଣେ ଯୁବକ ଆଉ ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ କାମୁଡ଼ି ଦେଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଏହି ଘଟଣା କୁନ୍ନାଥୁରରେ ଘଟିଛି। ଏଠାରେ ଥିବା ବାର୍‌ ମଧ୍ୟକୁ ଜଣେ ୨୮ ବର୍ଷୀୟ ଯୁବକ…

ଜୁଏଲାରୀ ଦୋକାନରୁ ଚୋରି ଘଟଣାରେ ୪ ଗିରଫ, ଲକ୍ଷାଧିକ ଟଙ୍କାର ଅଳଙ୍କାର ଜବତ

ପାଟଣା,୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ପାଟଣା ମୁଖ୍ୟ ବଜାରର ଅଜୟ କୁମାର ପରିଡାଙ୍କ ‘ପ୍ରମିଳା ଜୁଏଲାରୀ’ ଦୋକାନରୁ ଗତ ଜାନୁୟାରୀ ୧୫ ରେ ଲକ୍ଷାଧିକ ମୂଲ୍ୟର ସୁନା ଓ ରୁପା ଗହଣା ଚୋରି ହୋଇଥିଲା। ଏହି ଘଟଣାରେ ପାଟଣା…

ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା: ବନ୍ଧାହେଲେ ସୁରେଶଙ୍କ ସମେତ ୬

ଭୁବନେଶ୍ୱର,୮।୨(ବ୍ୟୁରୋ): ସରକାରୀ ପ୍ରତିଷ୍ଠାନରେ ସେକ୍ସ ର଼୍ୟାକେଟ ଚଳାଥିଲେ ସରକାରୀ ବାବୁ। ସମ୍ପୃକ୍ତ ଥିଲେ ଅଫିସରଙ୍କ ସମେତ କର୍ମଚାରୀ ଓ ଦଲାଲ। ଭୁବନେଶ୍ୱର ପଳାସପଲ୍ଲୀସ୍ଥିତ ନିଖିଳ ଉତ୍କଳ ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ତାଲିମ୍‌ କେନ୍ଦ୍ରରେ ଯୌନ ଶୋଷଣ ଘଟଣାର ମାଷ୍ଟରମାଇଣ୍ଡ୍‌ ତଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri