ଶାଗ ତୋଳିବାକୁ ଯାଇ କୂଅରୁ ମିଳିଲା ମହିଳାଙ୍କ ମୃତଦେହ
ପୁରୁଷୋତ୍ତମପୁର,୩୦।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶାର୍ଗୁଣାପଲ୍ଲୀ ଗ୍ରାମରେ ଶାଗ ତୋଳିବାକୁ ଯାଇ ବୁଧବାରଠାରୁ ନିଖୋଜ ଥିଲେ ଜଣେ ମହିଳା। ତେବେ ଶନିବାର ଗ୍ରାମଠାରୁ ୧ କିଲୋମିଟର ଦୂରରେ ଥିବା ବିଲମାଳରୁ ଏକ ପରିତ୍ୟକ୍ତ କୂଅରୁ ତାଙ୍କ ମୃତଦେହ ମିଳିବା…
ଦୁଇ ଥାନା ପୋଲିସର ଖୋଳତାଡ଼, ମିଳୁନି ସୁରାକ
ଭୁବନେଶ୍ୱର,୨୯।୧(ବ୍ୟୁରୋ): ଭୁବନେଶ୍ୱର କୋଳଥିଆରୁ କୋରାପୁଟ କାର୍ ଭଡାରେ ନେଇ ଡ୍ରାଇଭରଙ୍କୁ ହତ୍ୟା ଓ ଗାଡ଼ି ଲୁଟ୍ ଘଟଣାକୁ ୨ଦିନ ବିତିଯାଇଛି। ଏହି ଘଟଣାରେ କାର୍ ଲୁଟ୍ ଗ୍ୟାଙ୍ଗ୍ର ସମ୍ପୃକ୍ତି ରହିଛି ନା ପୂର୍ବ ଶତ୍ରୁତାକୁ ନେଇ ଏପରି ହତ୍ୟାକାଣ୍ଡ ଘଟିଛି ତାହାକୁ…
୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲ୍
କେନ୍ଦୁଝର,୨୮ା୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଏକ ଗଣବଳାତ୍କାର ମାମଲାର ଶୁଣାଣି କରି ୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡାଦେଶ କରିବା ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୩ ମାସ କରାଦଣ୍ଡ ଭୋଗିବାକୁ…
ସ୍ତ୍ରୀ ହତ୍ୟାକାରୀଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ଡ
ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ଅତିରିକ୍ତ ଜିଲା ଓ ଦୌରା ଜଜଙ୍କ କୋର୍ଟରେ ବୁଧବାର ଏକ ଯୌତୁକ ଜନିତ ସ୍ତ୍ରୀ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଓ ଦୌରାଜଜ(୧) ପ୍ରବୀର କୁମାର ଚୌଧୁରୀ ଏହାର ବିଚାର କରି…
ପ୍ରେମିକାଙ୍କୁ ମାରି ଘରେ ପୋତି ପ୍ରେମିକ କରିଦେଲେ ସିମେଣ୍ଟ ପ୍ଲାଷ୍ଟର, ଜଣାପଡ଼ିବା ପରେ…
ଭୋପାଳ,୨୮।୧: ମଧ୍ୟପ୍ରଦେଶର ଖରଗୋନର ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ସନ୍ତୋଷ ନାମକ ଜଣେ ପ୍ରେମିକ ନିଜ ବିବାହିତା ପ୍ରେମିକା ଛାୟାଙ୍କୁ ମାରି ତିଆରି କରିଥିବା ନିଜର ନୂଆ ଘରେ ଗାତ କରି ଏହା ଉପରେ ସିମେଣ୍ଟ ପ୍ଲାଷ୍ଟର କରିଦେଇଛନ୍ତି। ଏହି…
ମହିଳାଙ୍କୁ ପ୍ରତାରଣା: ଜେଲ ଗଲେ ଏସ୍ଆଇ
ଖୋର୍ଦ୍ଧା ଅଫିସ,୨୭ା୧: ଖାକିରେ ଲାଗିଲା କଳଙ୍କ। ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ରହୁଥିବା ଜଣେ ମହିଳାଙ୍କୁ ପ୍ରେମ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଏସ୍ଆଇଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଭୂଷଣ୍ଡପୁର ଅଞ୍ଚଳର ଟାଙ୍ଗୀ ଥାନାରେ…
ଗଞ୍ଜାମରେ ନକଲି କୋଲ୍ଡ ଡିଙ୍କ୍ସ କାରଖାନା ଠାବ, ମାଲିକଙ୍କୁ ଉଠାଇ ଆଣିଲା ପୋଲିସ
ବ୍ରହ୍ମପୁର ଅଫିସ , ୨୬।୧ – ଗଞ୍ଜାମ ଜିଲାର ସହର ଓ ସହର ତଳି ଅଞ୍ଚଳରୁ ନକଲି ସାମଗ୍ରୀ ପ୍ରସ୍ତୁତ କାରଖାନା ଠାବ ହେବା ବନ୍ଦ ହେଉନାହିଁ। ଖାଦ୍ୟ ନା ’ରେ ବିକ୍ରି ହେଉଛି ଚକଚକିଆ ପ୍ୟାକେଟ। ହେଲେ ଖୋଳପା ଭିତରେ…
୨ କୋଟି ଟଙ୍କାରେ ବିକ୍ରି ହୋଇଥାନ୍ତା ହନୁମାନ ପଇସା: ଚଢ଼ାଉ କରି ୭ ଜଣଙ୍କୁ ବାନ୍ଧିଲା ଗଞ୍ଜାମ ପୋଲିସ
ବ୍ରହ୍ମପୁର ଅଫିସ ,୨୬।୧- ତିନୋଟି ହନୁମାନ ମୁଦ୍ରାକୁ ୨ କୋଟି ଟଙ୍କାରେ ବିକ୍ରି ଏବଂ ଠକେଇ କାରବାର ଉଦ୍ୟମକୁ ଗଞ୍ଜାମ ବାଦବାଜାର ପୋଲିସ ପଣ୍ଡ କରିଛି । ସୋମବାର ସକାଳେ ଶାନ୍ତିନଗରର ସୂର୍ଯ୍ୟ ପାତ୍ରଙ୍କ ବାସଭବନରେ ହନୁମାନ ପଇସା ବିକ୍ରି ନେଇ…
୪୦୦ ଲିଟର ଦେଶୀ ରନ୍ଧା ମଦ ସହ କାର୍ ଜବତ, ଜଣେ ଗିରଫ
ଭଦ୍ରକ ଅଫିସ,୨୬।୧- ଭଣ୍ଡାରିପୋଖରୀ ଥାନI ଅନ୍ତର୍ଗତ ଆଖୁଆପଦା ନିକଟରୁ ଜିଲା ଅବକାରୀ ବିଭାଗ ମଙ୍ଗଳବାର ଗୋଟିଏ ଇଣ୍ଡିଗୋ କାର୍(ଓଆର୍-୦୨ଏୟୁ-୦୪୪୦)ରୁ ୪୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିଛି। ଘଟଣାରେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ମୁଗୁପୁର ଗ୍ରାମର ଲିପୁ…
ଏସ୍ଟିଏଫ୍ ପଞ୍ଝାରେ ଧଳା ଜହର: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍ସୁଗାର ଜବତ
ଭୁବନେଶ୍ବର, ୨୬।୧(ବ୍ୟୁରୋ): ଭଦ୍ରକ -ଚାନ୍ଦବାଲି ରାସ୍ତାରୁ ସୋମବାର ସକାଳେ ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଏସ୍ଟିଏଫ୍ ଟିମ୍ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କଠାରୁ ୧ କେଜି ୧୪୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୧ କୋଟି ୧୪ ଲକ୍ଷ…
ପାଟଣାରେ ଚାଞ୍ଚଲ୍ୟ: ରିଜର୍ଭ ଫରେଷ୍ଟ ମଧ୍ୟରେ ପଡ଼ିରହିଛି ମୁଣ୍ଡ ବିହୀନ ଗଳିତ ମୃତଦେହ
ପାଟଣା,୨୫।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ସିଲିଦା ଗ୍ରାମ ନିକଟରେ ଥିବା ଇୟୁକାଲିପଟାସ ରିଜର୍ଭ ଫରେଷ୍ଟ ମଧ୍ୟରେ ସୋମବାର ଏକ ମୁଣ୍ଡ ବିହୀନ ଗଳିତ ମୃତଦେହକୁ ଲୋକେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ଖବର ଦେବା ପରେ…
ଭିଜିଲାନ୍ସ ଜାଲରେ କେଲେଙ୍ଗାପାଲି ପିଇଓ
ବରଗଡ଼ ଅଫିସ,୨୫।୧- ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଲେଙ୍ଗାପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ( ପିଇଓ) ଉମେଶ କୁମାର ସେଠଙ୍କ ବାସଭବନରେ ସୋମବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ…
Archives


